ଆସନ୍ତାକାଲି ବନ୍ଦ ଡାକରା: ସରକାର ନେଲେ ବଡ଼ ନିଷ୍ପତ୍ତି, ସକାଳ ୯ଟାରୁ…

ଭୁବନେଶ୍ୱର,୧୫।୭: ଏଫଏମ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶୀଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ଓଡ଼ିଶା ଉଠୁଛି ପଡୁଛି। ଏହି ଘଟଣାର ପ୍ରତିବାଦରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଆସନ୍ତାକାଲି, ବାଲେଶ୍ୱରରେ ଆଠ ଘଣ୍ଟିଆ ବନ୍ଦ ଡାକରା ଦେଇଛି। ସକାଳ ୬ଟାରୁ ଦିନ ୨ଟା ପର୍ଯ୍ୟନ୍ତ ଏହି ବନ୍ଦ ପାଳନ କରାଯିବ। ଏଥିସହ ବିଜେଡି ଲୋକସେବା ଭବନ ମଧ୍ୟ ଘେରାଉ କରିବ।

Image

ଏନେଇ ଗୃହ ବିଭାଗ ସବୁ କର୍ମଚାରୀଙ୍କ ପାଇଁ ନିର୍ଦ୍ଦେଶାନାମା ଜାରି କରିଛି। ସବୁ କର୍ମଚାରୀଙ୍କୁ ସାଢ଼େ ୯ ସୁଦ୍ଧା ଅଫିସ ପହଞ୍ଚିବାକୁ ନିର୍ଦ୍ଦେଶ ଦିଆଯାଇଛି। ସାଢ଼େ ୯ରେ ଲୋକସେବା ଭବନ ସମ୍ମୁଖ ଗେଟ ବନ୍ଦ ହୋଇଯିବ ବୋଲି ନିର୍ଦ୍ଦେଶାନାମାରେ କୁହାଯାଇଛି। ବିଜେଡି ଘେରାଉ ନେଇ ଘୋଷଣା କରିଥିବାରୁ ସୁରକ୍ଷା ଦୃଷ୍ଟିରୁ ପଦକ୍ଷେପ ନିଆଯାଇଛି।

ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା: ବିଜେଡିର ଆସନ୍ତାକାଲି ବଡ଼ ବନ୍ଦ ଡାକରା, ଜାଣନ୍ତୁ କ’ଣ ଖୋଲା କ’ଣ ବନ୍ଦ


Enter your email to get our daily news in your inbox.

All Right Reserved By Dharitri.Com

ଟିମ୍‌ ଇଣ୍ଡିଆ ପହଞ୍ଚି ନାହିଁ, ହେଲେ ମ୍ୟାଚ୍‌ର ୨ ଦିନ ପୂର୍ବରୁ ଏମିତି କଲା ପାକିସ୍ତାନ  

କଲମ୍ବୋ,୧୩।୨: କ୍ରିକେଟର ଆଉ ଏକ ମହାଲଢ଼େଇ ପାଇଁ କାଉଣ୍ଟଡାଉନ୍‌ ଆରମ୍ଭ ହୋଇଯାଇଛି। ଟି-୨୦ ବିଶ୍ୱକପ୍‌ ୨୦୨୬ରେ ଆସନ୍ତା ରବିବାର, ୧୫ ଫେବୃଆରୀରେ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଭାରତ ଏବଂ…

ଫେବୃଆରୀ ୧୦ରେ ଘରକୁ ଆସିବାକୁ କାଟିଥିଲେ ଟିକେଟ: ଗାଁରେ ମୃତଦେହ

ଆଳି,୧୩ା୨(ବନମାଳୀ ସେନାପତି ): କେନ୍ଦ୍ରାପଡ଼ା ଜିଲା ଆଳି ଥାନା କଣ୍ଟିପୁର ଗ୍ରାମର ମାନସ ସାହୁଙ୍କ ପୁଅ ଅନନ୍ତ(୩୭)ଦୁବାଇରେ ପାଣି ପାଇପ ମିସ୍ତ୍ରି କାମ କରୁଥିବା ବେଳେ ଫେବୃଆରୀ…

ଯଦି ସେ ଶଙ୍କରାଚାର୍ଯ୍ୟ ଥିଲେ ତେବେ ଆପଣ କାହିଁକି ଲାଠିଚାର୍ଜ କରିଥିଲେ? ସମାଜବାଦୀ ପାର୍ଟି ଉପରେ ବର୍ଷିଲେ ଯୋଗୀ…

ଲକ୍ଷ୍ନୌ,୧୩।୨: ଉତ୍ତରପ୍ରଦେଶ ବଜେଟ ଅଧିବେଶନରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସମାଜବାଦୀ ପାର୍ଟି (SP) କୁ କଡ଼ା ସମାଲୋଚନା କରିଛନ୍ତି। ମାଘ ମେଳାରେ ଘଟିଥିବା ଘଟଣାକୁ ନେଇ ସେ…

ସାଇବର ଅପରାଧରୁ କିପରି ଦୂରେଇ ରହିବେ

କେସିଙ୍ଗା,୧୩।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନ ବାଳସି ଗ୍ରାମସ୍ଥିତ ଜାହାର ଉଚ୍ଚ ବିଦ୍ୟାପୀଠଠାରେ ଶ୍ରୀ କମ୍ପ୍ୟୁଟର୍‌ ଏଜୁକେଶନ (ଶ୍ରୀ ରାମ ଇନଷ୍ଟିଚ୍ୟୁଟ ଅଫ କମ୍ପ୍ୟୁଟର୍‌…

ଦୁଇ ଦିନ ତଳେ ଇସ୍ତଫା ଦେଇଥିଲେ, ପୁଣି ଦଳକୁ ବାହୁଡିଲେ  ପୂର୍ବରୁ ବିଷମକଟକ ବ୍ଲକରେ…

ରାୟଗଡ଼ା,୧୩।୨(ରଞ୍ଜନ ପଣ୍ଡା): ନୂତନ ଗଠିତ ଜିଲା ବିଜେଡି କମିଟିରେ ଉପସଭାପତି ପଦ ପାଇଥିବା କାଶୀପୁର ବ୍ଲକ ବରିଷ୍ଠ ବିଜେଡି ନେତା ଗଣେଶ ସାଉଁତା ବୁଧବାର ନିଜ ପଦବୀରୁ…

ଭ୍ୟାଲେଣ୍ଟାଇନ୍‌ ଡେ’ର ଦିନକ ପୂର୍ବରୁ ଏକା ହୋଇଗଲେ ହ୍ରିତିକ୍‌! ସବାଙ୍କ ସହ ବ୍ରେକ୍‌ଅପ୍‌ ନେଇ…

ମୁମ୍ବାଇ: ବଲିଉଡର ‘ଗ୍ରୀକ ଗଡ୍‌’ ହ୍ରିତିକ ରୋଶନ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ। ଏହା ପଛରେ ରହିଛି ତାଙ୍କର ଏକ ରହସ୍ୟମୟ ସୋସିଆଲ ମିଡିଆ ପୋଷ୍ଟ ।…

ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁ ଲେଙ୍କାଙ୍କ ବିୟୋଗରେ ଶୋକ

ଦିଗପହଣ୍ଡି, ୧୩।୨(ଅଶେଷ ନାଥ ମିଶ୍ର): ପୂର୍ବତନ କେନ୍ଦ୍ର କୃଷି ଏବଂ ରେଳ ବିଭାଗ ମନ୍ତ୍ରୀ କାହ୍ନୁ ଚରଣ ଲେଙ୍କାଙ୍କ ବିୟୋଗରେ ଦିଗପହଣ୍ଡି କଂଗ୍ରେସ ଦଳ ପକ୍ଷରୁ ଗଭୀର…

ମୋବାଇଲ ସିଡିଆର ପକେଇଲା ଧରା: ଫେରାର ଅଭିଯୁକ୍ତଙ୍କୁ ଗିରଫ କଲା ମୁମ୍ବାଇ ପୋଲିସ

ଦିଗପହଣ୍ଡି,୧୩ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଚିକିଟି ମୁଖ୍ୟରାସ୍ତା କଡ଼ରେ ଥିବା ଗଣେଶ ରାଇସ୍‌ ମିଲ ନିକଟରୁ ମୁମ୍ବାଇ ସମତାନଗର ଥାନା ପୋଲିସ ଜଣେ ଫେରାର ଅଭିଯୁକ୍ତଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri