ଭୁବନେଶ୍ୱର ୪ନଂ. ମାର୍କେଟ୍‌ ସିଲ୍‌

ଭୁବନେଶ୍ୱର,୧୭।୭(ବ୍ୟୁରୋ)-ଭୁବନେଶ୍ୱରର ୪ନଂ. ମାର୍କେଟ୍‌ ସିଲ୍‌। ଗୁରୁବାର ଉକ୍ତ ଅଞ୍ଚଳରୁ କ୍ରମାଗତ ଭାବେ ୭ ଜଣ ପଜିଟିଭ୍‌ ଚିହ୍ନଟ ହେବା ପରେ ବିଏମ୍‌ସି ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। ଏହାବାଦ୍‌ ଏହାର ଆଖପାଖ ଦୋକାନଗୁଡିକ ମଧ୍ୟ ସିଲ୍‌ କରାଯାଇଛି। ଆଗାମୀ ଆଦେଶ ଆସିବା ଯାଏ ଏହି ନିୟମ ଲାଗୁ ରହିବ ବୋଲି ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି। ୪ ନଂ. ମାଛ ମାର୍କେଟରୁ ମାଛ କିଣିଥିବା ଲୋକଙ୍କୁ ନିଜେ ଘରୋଇ ସଙ୍ଗରୋଧରେ ରହିବାକୁ ବିଏମ୍‌ସି ପକ୍ଷରୁ ଅନୁରୋଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆପଣାଇଥିଲେ ଅନ୍ୟ ଧର୍ମ: ୧୭ ଘଣ୍ଟା ହେଲା ପଡ଼ିଛି ମୃତଦେହ, ଶ୍ମଶାନରେ ମିଳୁନି

ଉମରକୋଟ,୩୧।୩(ସନ୍ତୋଷ ଶତପଥୀ): ଦୀର୍ଘ ୧୭ ଘଣ୍ଟା ହେବ ଘରେ ପଡି ରହିଛି ମୃତଦେହ। ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲାଉମରକୋଟ ଥାନା ପୂଜାରୀଭରଣ୍ଡୀ ଗ୍ରାମରେ ।…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

ଓଡ଼ିଶାରେ SIR ସ୍ଥଗିତ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୩୧।୩: Special Intensive Revision(SIR)କୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO )ମଙ୍ଗଳବାର ଏକ ବଡ଼ ସୂଚନା ଦେଇଥିଲେ। ବୁଧବାରଠାରୁ ଓଡ଼ିଶାରେ ହେବାକୁ ଥିବା SIRକୁ ସ୍ଥଗିତ…

ଗଞ୍ଜାମରେ ଲଜ୍ଜା: ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର: ନାବାଳକ ପ୍ରେମିକଙ୍କୁ…

ବ୍ରହ୍ମପୁର, ୩୧।୩(ସୁବାସ ଚନ୍ଦ୍ର ପାଢୀ) : ପୁଣିଥରେ ଗଞ୍ଜାମରେ ଲଜ୍ଜା। ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର ମାମଲାରେ ଗୋଷାଣୀନୂଆଗାଁ ପୋଲିସ ଦୁଇଜଣ ଅଭିଯୁକ୍ତକୁ ଗିରଫ କରିଛି। ସେମାନଙ୍କୁ…

ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା: କେସିଙ୍ଗା ଏସଡିପିଓ, ଦୁଇ ପୋଲିସ ନାଁରେ

ଭୁବନେଶ୍ୱର,୩୧।୧: ବଢ଼ୁଛି ମାମଲା। ଖାରବେଳ ନଗର ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା ମନୋରମା ମହାନ୍ତି। ସେଠାରେ ସେ କେସିଙ୍ଗା ପୋଲିସ ବିରୋଧରେ ଅଭିଯୋଗ ଆଣିଛନ୍ତି। କେସିଙ୍ଗା ଏସଡିପିଓ…

ସଇତାନ ସାଜିଲା ସ୍ବାମୀ: ଟଙ୍କା ପାଇଁ ସ୍ତ୍ରୀଙ୍କୁ ହତ୍ୟା କରି ନିଜ ଚାଷ ଜମିରେ ପୋତିଦେଲେ, ଆଜି ମିଳିଲା…

ଭବାନୀପାଟଣା,୩୧।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ସନ୍ୟାସୀ କୁଣ୍ଡାମାଲ ଗ୍ରାମରୁ ମଙ୍ଗଳବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ଟଙ୍କା ପାଇଁ…

ସରିଲା ମାଓବାଦୀଙ୍କ ଆତ୍ମସମର୍ପଣ ସମୟସୀମା: ଆଉ ମିଳିବ ନାହିଁ ସୁଯୋଗ

ଭୁବନେଶ୍ୱର,୩୧।୩: ଓଡ଼ିଶାରେ ମାଓବାଦୀ ଦମନ ଟାର୍ଗେଟ୍‌ ସଫଳ ହୋଇଛି ବୋଲି ADG ସଞ୍ଜୀବ ପଣ୍ଡା ମଙ୍ଗଳବାର ଗଣମାଧ୍ୟମକୁ କହିଛନ୍ତି। ଓଡ଼ିଶାକୁ ଆଉ ମାଓବାଦୀ ବିପଦ ନାହିଁ ବୋଲି…

ବାଇକରେ ଘରକୁ ଫେରିବା ବେଳେ ଧକ୍କା ଦେଲା ପଥର ବୋଝେଇ ଟ୍ରାକ୍ଟର, ଅକାଳରେ ୨ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଭୁଶୁଣ୍ଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri