୨୩ ବର୍ଷର ଯୁବତୀ କ୍ଲିୟର କଲେ ୟୁପିଏସସି ପରୀକ୍ଷା, କାମ କରୁଛି ମାତ୍ର ୨ଟି ଆଙ୍ଗୁଠି

ନୂଆଦିଲ୍ଲୀ,୧୮।୪: ୟୁପିଏସସି ସିଭିଲ ସର୍ଭିସେସ ପରୀକ୍ଷା (UPSC CSE) ୨୦୨୩ ଫଳାଫଳ ପ୍ରକାଶ ପାଇବା ପରେ, ଯେଉଁମାନେ ଏହାକୁ ପାସ କରିଛନ୍ତି ସେମାନଙ୍କ ଅନେକ ସଂଘର୍ଷ କାହାଣୀ ସାମ୍ନାକୁ ଆସୁଛି। କେରଳର ବାସିନ୍ଦା ସାରିକା ମଧ୍ୟ ଏହି ପରୀକ୍ଷାରେ ଉତ୍ତିର୍ଣ୍ଣ...

ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା

ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ ଦେଇଥିବା ଅଭିଯୋଗରେ ଗୁରୁବାର ଜଣେ ଶିକ୍ଷକଙ୍କୁ ଚାକିରୀରୁ ନିଲମ୍ବିତ କରାଯାଇଛି। ସେ ହେଲେ...

କେଜରିଓ୍ବାଲଙ୍କୁ ଜେଲରେ ହତ୍ୟା ପାଇଁ କରାଯାଉଛି ଷଡଯନ୍ତ୍ର: ଆତିଶି

ନୂଆଦିଲ୍ଲୀ,୧୮।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଘରେ ତିଆରି ଖାଦ୍ୟ ଖାଇ ତାଙ୍କ ସୁଗାର ଲେବଲକୁ ବଢାଉଥିବା ଇଡି ଅଭିଯୋକ କରିବା ପରେ ଏବେ ଆମ ଆଦମୀ ପାର୍ଟି (ଏଏପି)ମଧ୍ୟ ଏହି ପ୍ରସଙ୍ଗରେ ପ୍ରତିକ୍ରିୟା ଦେଇଛନ୍ତି। ଦିଲ୍ଲୀ ସରକାରୀ ମନ୍ତ୍ରୀ...

ଓଡ଼ିଶା: ଆଜିର ଫଟୋ (୧୮ ଏପ୍ରିଲ, ୨୦୨୪)

ଖରାକୁ ନାହିଁ ଖାତିର: ଭୁବନେଶ୍ୱରରେ ପ୍ରବଳ ଖରା ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହେଉଥିବା ସତ୍ତ୍ୱେ ଖରାବେଳେ ମୁଣ୍ଡରେ ପଗଡ଼ି ବାନ୍ଧି ସାଇକେଲରେ ଯାଉଛନ୍ତି ଜଣେ ବୟସ୍କ ବ୍ୟକ୍ତି ସରକାରୀ ନିର୍ଦ୍ଦେଶକୁ ଅବମାନନା କରି ଭୁବନେଶ୍ୱରସ୍ଥିତ ପଳାସପଲ୍ଲୀ ଅଞ୍ଚଳରେ ପ୍ରବଳ ଖରାରେ...

ନିର୍ବାଚନ ପୂର୍ବରୁ ଝଟ୍‌କା: ବିଜେଡି ଛାଡ଼ିଲେ ପୂର୍ବତନ ପୌରାଧ୍ୟକ୍ଷ

ଝାରସୁଗୁଡ଼ା,୧୮ା୪(ସଞ୍ଜୟ ମାଲି): ଝାରସୁଗୁଡ଼ା ଜିଲା ବେଲପାହାଡ଼ ଟାଉନ ବିଜେଡି ସଭାପତି ତଥା ବେଲପାହାଡ଼ ପୌର ପରିଷଦ ପୂର୍ବତନ ଅଧ୍ୟକ୍ଷ କୈଳାସ ନାଏକ ବିଜେଡି ଛାଡିଥିବା ନେଇ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ତାଙ୍କ କହିବାନୁସାରେ ଗତ ବ୍ରଜରାଜନଗର ଉପନିର୍ବାଚନରେ...

ଶଳା ସଲମାନ୍‌ ନୁହେଁ, ବରଂ ଫିଲ୍ମ କରିବା ପୂର୍ବରୁ ପୋଷାକୁକୁର ସହ କଥା ହୁଅନ୍ତି ଆୟୁଷ  

ବମ୍ବେ: ବଲିଉଡର ଦବଙ୍ଗ ଖାନ୍‌ଙ୍କ ସାନ ଉଭଣୀ ଅର୍ପିତା ଖାନ୍‌ଙ୍କ ସ୍ବାମୀ ହେଉଛନ୍ତି ଆୟୁଷ ଶର୍ମା। ଖ୍ୟାତନାମା ଫିଲ୍ମନିର୍ମାତା ସଲୀମ ଖାନ୍‌ଙ୍କ ସେ ଜ୍ୱାଇଁ ହୋଇଥିବାରୁ ପ୍ରାୟ ପୁରା ପରିବାର ଫିଲ୍ମଜଗତ ସହ ଜଡ଼ିତ। ହେଲେ ଆୟୁଷ ଫିଲ୍ମ ସାଇନ୍‌...

ଟ୍ୱିନ୍ ସିଟିରେ ମହିଳାଙ୍କ ସୁରକ୍ଷା ପାଇଁ ସ୍ୱତନ୍ତ୍ର ଟିମ୍ ଗଠନ କଲା କମିସନରେଟ ପୋଲିସ

ଭୁବନେଶ୍ୱର,୧୮।୪: ସର୍ବସାଧାରଣ ସ୍ଥାନରେ ମହିଳାଙ୍କ ସୁରକ୍ଷା ସୁନିଶ୍ଚିତ କରିବା ଦିଗରେ ଏକ ବଡ ପଦକ୍ଷେପ ନେଇଛି କମିଶନରେଟ୍ ପୋଲିସ୍। ମହିଳା ମାନଙ୍କ ସୁରକ୍ଷା ପାଇଁ ଏଣିକି ସର୍ବଦା ଏକ ଟିମ୍ ସଜାଗ ରହିବ। ଯାହା ଭୁବନେଶ୍ୱର ଏବଂ କଟକ ସହରରେ...

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି, ଏହୁ ସବୁ ଜିଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୮।୪: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ ଗୁରୁବାର ଦିନ ଆଜି ଦିନ ୨ଟା ୩୦ ସୁଦ୍ଧା ଭୁବନେଶ୍ୱରରେ ରାଜ୍ୟର ସର୍ବାଧିକ ୪୩.୬ ଡିଗ୍ରୀ, ଝାରସୁଗୁଡା ୪୨.୬ ଡିଗ୍ରୀ,ବାଲେଶ୍ୱର ୪୨.୨ ଡିଗ୍ରୀ,ସମ୍ବଲପୁର: ୪୧.୭...

୫ ହଜାର କର୍ମଚାରୀଙ୍କୁ ଛଟେଇ କଲା ଟୋଷିବା, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୮।୪: ଜାପାନର ପ୍ରମୁଖ ଇଲେକ୍ଟ୍ରୋନିକ୍ସ କମ୍ପାନୀ ଟୋଷିବା ୫୦୦୦ କର୍ମଚାରୀଙ୍କୁ ଛଟେଇ କରିଛି। କମ୍ପାନୀର ପୁନଃବ୍ୟବସ୍ଥିତ କରିବା ପାଇଁ ଏହି ନିଷ୍ପତି ନିଆଯାଇଛି। ଏହି ସଂଖ୍ୟା କମ୍ପାନୀର ମୋଟ କର୍ମଚାରୀଙ୍କ ମଧ୍ୟରୁ ୧୦ ପ୍ରତିଷ୍ଠା ଅଟେ। ଏହି ପୁନଃନିର୍ମାଣ ପ୍ରକ୍ରିୟାରେ...

ପ୍ରଥମ ପର୍ଯ୍ୟାୟ ମତଦାନ: ୧୬.୬୩ କୋଟି ଭୋଟର, ୧୬୨୫ ପ୍ରାର୍ଥୀଙ୍କର ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୧୮।୪: ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ପ୍ରଥମ ପର୍ଯ୍ୟାୟ ଭୋଟ ପୂର୍ବରୁ ମତଦାନରେ ଉତ୍ସାହର ସହ ଅଂଶଗ୍ରହଣ କରିବାକୁ ଭୋଟରଙ୍କୁ ନିବେଦନ କରିଛନ୍ତି। ପ୍ରଥମ ପର୍ଯ୍ୟାୟ ଭୋଟ ପୂର୍ବରୁ ଭୋଟରଙ୍କୁ ନିର୍ବାଚନ ଆୟୋଗର ଆବେଦନର ଭିଡିଓ ଅନୁଯାୟୀ, ଦେଶର...

ସତ୍ୟବାଦୀରୁ ମନୋଜ ରଥଙ୍କୁ ପ୍ରାର୍ଥୀ କରିବା ପରେ ପ୍ରସାଦ ହରିଚନ୍ଦନ କହିଲେ…

ଭୁବନେଶ୍ୱର,୧୮।୪: ଆଜି କଂଗ୍ରେସ ଆଉ ୪ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ମାହାଙ୍ଗାରୁ ଦେବେନ୍ଦ୍ର ସାହୁ, ସତ୍ୟବାଦୀରୁ ମନୋଜ ରଥ, ଭୁବନେଶ୍ୱର-ମଧ୍ୟରୁ ପ୍ରକାଶ ଜେନା ଓ ଭୁବନେଶ୍ୱର-ଉତ୍ତରରୁ ଅଶୋକ ଦାସଙ୍କୁ ଦଳ ଟିକେଟ୍‌ ଦେଇଛି। ତେବେ ସତ୍ୟବାଦୀ...

ସଡ଼କ ଦୁର୍ଘଟଣାରେ ୨ ମୃତ: ରାସ୍ତାରେ ମୃତଦେହ ରଖି କ୍ଷତିପୂରଣ ଦାବି କଲେ

ଗୋପାଳପୁର,୧୮।୪(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା କନିସି-ତୁଳୁ ରାସ୍ତା ମଝିରେ ବୁଧବାର ବାଇକ ମୁହାଁମୁହିଁ ଧକ୍କା ହୋଇ ଦୁଇଜଣଙ୍କ ମୃତ୍ୟୁ ଘଟିଥିଲା l ମୃତକମାନେ ହେଲେ ଗୋଳନ୍ଥରା ଗ୍ରାମର ରୋହିତ ଦାସ ଓ କାଳିଆ ଦାସ l ଏହି ଘଟଣାରେ...

ହ୍ୟାକ ହୋଇପାରିବନି ଇଭିଏମ, କରାଯାଇ ପାରିବନି ଟ୍ୟାମ୍ପରିଂ, ସୁପ୍ରିମକାର୍ଟରେ ନିର୍ବାଚନ କମିଶନଙ୍କ ସ୍ପଷ୍ଟ ଉତ୍ତର

ନୂଆଦିଲ୍ଲୀ,୧୮।୪: ଲୋକ ସଭା ନିର୍ବାଚନ ୨୦୨୪ ରେ ଆରମ୍ଭ ହେବାକୁ ଥିବା ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ବର୍ତ୍ତମାନ ୨୪ଘଣ୍ଟାରୁ କମ ସମୟ ବାକି ଅଛି। ଭୋଟ ଦେବାର ଠିକ ପୂର୍ବରୁ ସୁପ୍ରିମକୋର୍ଟରେ ଇଭିଏମ ମେସିନ ଗୁଡ଼ିକର ସତ୍ୟତା ଉପରେ...

ଧୋନୀଙ୍କୁ ବିଶ୍ୱକପ୍‌ ଲାଗି ରାଜି କରାଇବା ପ୍ରସଙ୍ଗରେ କ’ଣ କହିଲେ ରୋହିତ? ଦଳ ଘୋଷଣା ପୂର୍ବରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୧୮।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆ ଘୋଷଣା କରାଯିବା ବାକି ଅଛି। ହେଲେ କେଉଁ ଖେଳାଳିଙ୍କୁ ଚୟନ କରାଯିବ, କାହାକୁ ନୁହେଁ, ତାହାକୁ ନେଇ କଳ୍ପନାଜଳ୍ପନା ଲାଗି ରହିଛି। ଏସବୁ ମଧ୍ୟରେ ବିଶ୍ୱକପ୍‌ରେ ଖେଳିବା ଲାଗି ଏମ୍‌ ଏସ୍‌...

ସୂଚନା ଅଧିକାରୀଙ୍କୁ ୨୫ ହଜାର ଟଙ୍କା ଜୋରିମନା

ହାଟଡିହୀ,୧୮l୪(ଶୁଭକାନ୍ତ ନାୟକ): ଓଡିଶା ସୂଚନା କମିଶନଙ୍କ ତରଫରୁ ଏକ ମାମଲା ବିଚାର କରି କମିଶନର ବି.କେ. ମହାପାତ୍ର କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜନ ସୂଚନା ଅଧିକାରୀଙ୍କୁ ସୂଚନା ଅଧିକାର ନିୟମର ସେକ୍ସନ ୨୦(୧)ଅନୁସାରେ ୨୫ ହଜାର ଟଙ୍କା ଜରିମାନା...

‘ଦକ୍ଷିଣ ଭାରତରେ ଏତିକି ଲୋକ ସଭା ଆସନ ଜିତିବ ଭାଜପା’

ନୂଆଦିଲ୍ଲୀ,୧୮।୪: ୨୦୨୪ ଲୋକ ସଭା ନିର୍ବାଚନ ସମ୍ପର୍କରେ ଦଳ ତଥା ବିରୋଧୀ ଦଳ ପକ୍ଷରୁ ଅନେକ ଦାବି କରାଯାଉଛି। ଗୋଟିଏ ପଟେ ଏନଡିଏ ୪୦୦ଟି ସିଟ ଜିତିବାର ଲକ୍ଷ୍ୟ ରଖିଛି। ଅନ୍ୟପଟେ କଂଗ୍ରେସ ନେତା ତଥା ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ...

କଂଗ୍ରେସର ‘ରାହୁଲୟାନ’ ନା ଲଞ୍ଚ ହୋଇପାରିଲା ନା ଲ୍ୟାଣ୍ଡ କରିପାରିଲା: ରାଜନାଥ

ପନ୍ତନମଥିଟ୍ଟା,୧୮।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଶଙ୍ଖନାଦ ହୋଇଛି ଏବଂ ପ୍ରଥମ ପର୍ଯ୍ୟାୟ ଭୋଟ ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ହେବ। ସେପଟେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ତଥା ଭେଟେରାନ ଭାଜପା ନେତା ରାଜନାଥ ସିଂ କଂଗ୍ରେସ ନେତା ରାହୁଲ...

ବିଜେଡିର ବଢୁଛି ବଳ: ଦଳରେ ସାମିଲ ହେଲେ ଅନେକ କଂଗ୍ରେସ-ଭାଜପା କର୍ମୀ

ଦାରିଙ୍ଗବାଡି, ୧୮।୪ (ଅରୁଣ ସାହୁ): ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀରେ ବିଜେଡି ଦଳର ଦିନକୁ ଦିନ ବଳ ବୃଦ୍ଧି ହେବାରେ ଲାଗିଛି। ଗତ ସପ୍ତାହରେ ଦାରିଙ୍ଗବାଡିଠାରେ ମିଶ୍ରଣ ପର୍ବର ଆୟୋଜନ ହୋଇଥିଲା ସେଥିରେ ସ୍ଥାନୀୟ ବିଧାୟକ ସାଲୁଗା ପ୍ରଧାନ ଓ...

ଚେନ୍ନାଇରେ ସାମିଲ ହେଲେ ଏହି ଘାତକ ବୋଲର୍‌, ୪ ବଲ୍‌ରେ ରୋହିତ-ବିରାଟ-ପନ୍ତଙ୍କ ଉଇକେଟ ନେଇ ଥିଲେ ଚର୍ଚ୍ଚାରେ

ନୂଆଦିଲ୍ଲୀ,୧୮।୪: ଆଇପିଏଲ୍‌ ମଝିରୁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ)ରୁ ବାଦ୍‌ ପଡ଼ିଛନ୍ତି ଷ୍ଟାର କ୍ରିକେଟର ଡିଭନ୍‌ କନଓ୍ବେ। ସର୍ବାଧିକ ରନ୍‌ ସ୍କୋର କରିଥିବା ଏହି କ୍ରିକେଟର ପୁରା ସିଜନରୁ ବାହାର ପଡ଼ିବା ଝଟ୍‌କା ବୋଲି କୁହାଯାଉଥିବା ବେଳେ ଦଳ ଏହାର ରିପ୍ଲେସମେଣ୍ଟ...

ଭିଆର୍‌ଏସ୍‌ ନେଲେ ଆଇପିଏସ୍‌ ସଞ୍ଜୟ ସିଂ

ଭୁବନେଶ୍ୱର,୧୮।୪: ଓଡ଼ିଶା କ୍ୟାଡର ଆଇପିଏସ୍‌ ସଞ୍ଜୟ ସିଂ ଭିଆରଏସ୍‌ ଘୋଷଣା କରିଛନ୍ତି। ୧୯୯୬ ବ୍ୟାଚ୍‌ ଆଇପିଏସ୍‌ ସଞ୍ଜୟ ସିଂଙ୍କୁ ଭିଆରଏସ୍‌ ଆବେଦନକୁ ରାଜ୍ୟ ଗୃହ ବିଭାଗ ମଞ୍ଜୁର କରିଛନ୍ତି।

ଦୁବଇରେ ଦେଖିବାକୁ ମିଳିଲା ଅଦ୍ଭୁତ ଦୃଶ୍ୟ, ଦେଖୁ ଦେଖୁ ଆକାଶ ହୋଇଗଲା ସବୁଜ, ଦେଖନ୍ତୁ ଭିଡିଓ

ଦୁବଇ,୧୮।୪: ଗତ କିଛି ଦିନ ହେବ ଦୁବଇର ପାଗରେ ଅନେକ ପରିବର୍ତ୍ତନ ଦେଖାଯାଉଛି । ଯେଉଁଠାରେ ୭୫ ବର୍ଷ ମଧ୍ୟରେ ପ୍ରବଳ ବର୍ଷା ସହରକୁ ବୁଡ଼ାଇ ଦେଇଥିଲା, ଯାହା ପରେ ଦେଶ ଯେମିତି ସ୍ଥିର ହୋଇଗଲା। ପ୍ରବଳ ବର୍ଷା ପରେ...