ଶୋଇଥିବାବେଳେ ସ୍ତ୍ରୀ-ସ୍ବାମୀଙ୍କୁ ଚୋଟ ମାରିଲା ବିଷାକ୍ତ ସାପ, ଚାଲିଗଲା ଦୁହିଁଙ୍କ ଜୀବନ

କେନ୍ଦୁଝର,୧୨ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ଉପଖଣ୍ଡ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ସାପ କାମୁଡ଼ା ଦମ୍ପତିଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ନାମ ନନ୍ଦୀ ଜରେଇ ( ୩୫) ଓ ବବିତା ଜରେଇ (୩୦) ବୋଲି ଜଣାପଡ଼ିଛି। ସେମାନଙ୍କ ଘର ଚମ୍ପୁଆ ସୀମାନ୍ତ ଝାରଖଣ୍ଡ ରାଜ୍ୟ ଜଗନ୍ନାଥପୁର ଥାନା ଜରପାଇ ଗ୍ରାମରେ। ସେମାନଙ୍କ ତିନି ଜଣ ପୁଅ ଝିଅ ଅଛନ୍ତି। ଗତକାଲି ସେମାନେ ଖାଇପିଇ ଶୋଇ ଥିଲେ। ଏକ ବିଷାକ୍ତ ସାପ କାମୁଡ଼ି ଦେବାରୁ ଦୁଇ ଜଣ ଅସୁସ୍ଥ ହୋଇ ଅଚେତ ହୋଇଯାଇଥିଲେ। ସେମାନଙ୍କୁ ଚମ୍ପୁଆ ଉପଖଣ୍ଡ ଡାକ୍ତରଖାନାକୁ ଚିକିତ୍ସା ପାଇଁ ଆଣିଥିଲେ। ସେଠାରେ ପହଞ୍ଚିବା ବେଳକୁ ସ୍ବାମୀଙ୍କ ମୃତ୍ୟୁ ହୋଇଥିବା ବେଳେ ଚିକିତ୍ସିତ ଅବସ୍ଥାରେ ସ୍ତ୍ରୀର ମୃତ୍ୟୁ ହୋଇଥିଲା। ଚମ୍ପୁଆ ପୋଲିସ ଦୁଇ ମୃତଦେହକୁ ଜବତ କରି ଅପମୃତ୍ୟୁ ମାମଲା ରୁଜୁ କରି ବ୍ୟବଚ୍ଛେଦ ପାଇଁ ଅପେକ୍ଷା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାରା ରାଜ୍ୟକୁ ଥରାଉଛି ଶୀତ, ଜି.ଉଦୟଗିରି ସବୁଠୁ ଥଣ୍ଡା, ତାପମାତ୍ରା ରହିଛି…

ଭୁବନେଶ୍ୱର,୮ା୧୨: ରାଜ୍ୟରେ କିଛିଦିନ ହେବ ଶୀତ ଲହରି ଜାରି ରହିଛି। କନ୍ଧମାଳ ଜିଲାର ସବୁଜ ସୁନ୍ଦର ପାହାଡ଼ ପର୍ବତ ଘେରା ଜି.ଉଦୟଗିରି ଅଞ୍ଚଳ ରାଜ୍ୟର ସବୁଠାରୁ କମ୍‌...

ଟେନିସ ଖେଳାଳିଙ୍କ ସହ ନଜର ଆସିଲେ ଯୁବରାଜ, ହରଭଜନ କହିଲେ…

ନୂଆଦିଲ୍ଲୀ,୮।୧୨: ଟିମ ଇଣ୍ଡିଆର କିମ୍ବଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂହଙ୍କ ଏକ ଫଟୋସୁଟ ସୋସିଆଲ ମିଡିଆରେ ହଇଚଇ ସୃଷ୍ଟି କରିଛି। ଏଥିରେ ସେ ଜଣେ ବିଦେଶୀ ମହିଳାଙ୍କ...

ଟାଇକୋଣ୍ଡୋ ଏକାଡେମୀର ଗୌରବମୟ ସଫଳତା: ସୋହନଙ୍କୁ ମିଳିଲା…

ଛତ୍ରପୁର,୮।୧୨(ଦିଲ୍ଲୀପ ସାମଲ): ଛତ୍ରପୁର ନିକଟ ଧିରେଶର୍‌ ବିଦ୍ୟାପୀଠର ନବମ ଶ୍ରେଣୀ ଛାତ୍ର ଏସ୍‌. ସୋହନ ରେଡ୍ଡି ଅରୁଣାଞ୍ଚଳ ପ୍ରଦେଶରେ ହୋଇଥିବା ଜାତୀୟ ବିଦ୍ୟାଳୟ ସମୂହ କ୍ରୀଡା...

କାମ ଦେଉଛି AI କ୍ୟାମେରା: ପୁଣି ଗିରଫ ହେଲେ ୨ ଶିକାରୀ

ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧୀନ କୁଲଡିହା ଅଭୟାରଣ୍ୟରୁ ପୁଣି ଦୁଇ ଶିକାରୀଙ୍କୁ ଧରାଇଦେଲା ଏ.ଆଇ କ୍ୟାମେରା। କିଛି ଦିନ ପୂର୍ବରୁ...

କୃତ୍ରିମ ଉପଗ୍ରହର ବହୁଳତା

ପୃଥିବୀର ଏକମାତ୍ର ପ୍ରାକୃତିକ ଉପଗ୍ରହ ହେଉଛି ଚନ୍ଦ୍ର। କିନ୍ତୁ ଗତ ଶତାବ୍ଦୀର ଦ୍ୱିତୀୟାର୍ଦ୍ଧରୁ ଅନେକ କୃତ୍ରିମ ଉପଗ୍ରହ ପୃଥିବୀ କକ୍ଷରେ ଏହାକୁ ପରିକ୍ରମଣ କରୁଛି। ରୁଷିଆ...

‘ବ୍ରିଟିଶମାନେ ପ୍ରଥମେ ବଙ୍ଗଳାକୁ ବିଭାଜିତ କରିଥିଲେ, ବନ୍ଦେ ମାତରମ ସେମାନଙ୍କ ପାଇଁ ଏକ ଚ୍ୟାଲେଞ୍ଜ ହୋଇଗଲା’ – ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୮।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଲୋକ ସଭାର ଶୀତକାଳୀନ ଅଧିବେଶନ ପାଇଁ ସଂସଦରେ ପହଞ୍ଚିଥିଲେ। ସେ ‘ବନ୍ଦେ ମାତରମ’ର ୧୫୦ତମ ବାର୍ଷିକୀ ଉପରେ ଏକ...

ବାରବାଟୀରେ ଟିମ ଇଣ୍ଡିଆ ଖେଳାଳି: ଅଭ୍ୟାସ ଦେଖିପାରିବେ ଦର୍ଶକ

କଟକ,୮।୧୨: ଓଡ଼ିଶାରେ ଏବେ କ୍ରିକେଟ୍‌ ଫିଭର ଚାଲିଛି। ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ କଟକର ଐତିହାସିକ ବାରବାଟୀ ଷ୍ଟାଡିୟମରେ ଖେଳାଯିବ। ଏହାପୂର୍ବରୁ...

ବିଗ ବସ ୧୯ ବିଜେତା: ଗୌରବ ଖାନ୍ନା ୫୦ ଲକ୍ଷ ନୁହେଁ, ଏତିକି କୋଟି ଟଙ୍କା ନେଇ ଫେରିଲେ

ମୁମ୍ବାଇ,୮।୧୨: ସଲମାନ ଖାନଙ୍କ ରିଆଲିଟି ଶୋ ବିଗ ବସ ୧୯ର ଶେଷ ଏପିସୋଡ ଏକ ବ୍ଲକବଷ୍ଟର ଥିଲା। ରବିବାର ରାତି ଶେଷ ପର୍ଯ୍ୟନ୍ତ ବିଜେତାଙ୍କ ଭାଗ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri