ରଙ୍ଗରୁଟ୍‌ରେ ଆସି ରାସ୍ତାରେ ଶୋଇଥିବା ଗାଈଙ୍କ ଉପରେ ମାଡ଼ିଗଲା ଟ୍ରଲର, ଘଟଣାସ୍ଥଳରେ ବଜରଙ୍ଗ ଦଳ

ଗଞ୍ଜାମ,୧।୧୧(ବିଦ୍ୟାଧର ସାହୁ): ରଙ୍ଗରୁଟ୍‌ରେ ଆସି ରାସ୍ତାରେ ଶୋଇଥିବା ଗାଈଙ୍କ ଉପରେ ମାଡ଼ିଗଲା ଟ୍ରଲର। ଏଭଳି ଏକ ଦୁର୍ଘଟଣା୧୬ ନଂ ଜାତୀୟ ରାଜପଥ ଲକ୍ଷ୍ମୀପୁର ନିକଟରେ ଦେଖିବାକୁ ମିଳିଛି। ଏନେଇ ଖବର ପାଇ ଗଞ୍ଜାମ ଥାନା ସେକେଣ୍ଡ ଅଫିସର ଅନିରୁଦ୍ଧ ସ୍ବାଇଁ ଘଟଣା ସ୍ଥଳରେ ପହଞ୍ଚି ଦୁର୍ଘଟଣା ଘଟାଇ ଥିବା ଟ୍ରଲର ସହ ଡ୍ରାଇଭରକୁ ଅଟକ ରଖିଛନ୍ତି l ଏଥିସହ ବଜରଙ୍ଗ ଦଳର ସ୍ଥାନୀୟ ସ୍ବେଚ୍ଛାସେବୀ ପ୍ରତୀକ କୁମାର ରାଉଳ, ମନୋଜ ପ୍ରଧାନ, ଆକାଶ ଗୌଡ଼, ଗଉରା ରାଉଳ ପ୍ରମୁଖ ଦୁର୍ଘଟଣା ସ୍ଥଳରେ ପହଞ୍ଚି ଆହତ ଗାଈଗୁଡିକୁ ଉଦ୍ଧାର କରିଛନ୍ତିl ତେବେ ଟ୍ରଲର ନଂwb୩୭e୪୪୭୨ ହୁମା ଓଭର ବ୍ରିଜ ରୋଡ଼ ଠାରୁ ରଙ୍ଗ ରୋଡରେ ଆସି ଏହି ଦୁର୍ଘଟଣା ଘଟାଇଥିବା ଜଣାପଡ଼ିଛି। ଘଟଣାସ୍ଥଳରେ ଉତ୍ତେଜନା ଲାଗି ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିବ୍ୟାଙ୍ଗ ଛାତ୍ରୀଛାତ୍ରଙ୍କ ଲୁକ୍କାୟିତ ପ୍ରତିଭାକୁ ଲୋକଲୋଚନକ ଆଣିବା ଲକ୍ଷ୍ୟ

ଦାରିଙ୍ଗବାଡି, ୧୪/୧୧ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ରାପଡାବାଡ଼ି ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସର ମଧ୍ୟରେ ଶୁକ୍ରବାର ବ୍ଲକ ସ୍ତରୀୟ ଦିବ୍ୟାଙ୍ଗ...

ଦୀର୍ଘ ବର୍ଷ ହେବ ଯାହା ହୋଇ ନ ଥିଲା, ଗୋଟିଏ ମାସରେ କରିଦେଖାଇଲେ ବିଡ଼ିଓ: ହସୁଛି କଫି ବଗିଚା

ଦାରିଙ୍ଗବାଡି, ୧୪।୧୧ (ଅରୁଣ ସାହୁ): ଓଡିଶାର କଶ୍ମୀର ଭାବେ ପରିଚିତ କନ୍ଧମାଳ ଜିଲା ଦାରିଙ୍ଗବାଡି କଫି ବଗିଚାର ରୂପରେଖ ଗୋଟିଏ ମାସରେ ବଦଳି ଯାଇଛି ।...

ବିଜେଡି ହାତରୁ ଗଲା ନୂଆପଡ଼ା: ବିଧାୟକ ହେଲେ ଜୟ ଢୋଲକିଆ, ସନ୍ଧ୍ୟାରେ ଭେଟିବେ ମୁଖ୍ୟମନ୍ତ୍ରୀଙ୍କୁ…

ନୂଆପଡ଼ା,୧୪ା୧୧(ମକାରୁ ବେମାଲ): ପ୍ରକାଶ ପାଇଲା ବହୁ ପ୍ରତୀକ୍ଷିତ ନୂଆପଡ଼ା ଉପନିର୍ବାଚନ ଫଳାଫଳ। ବାଜି ମାରିଲେ ଜୟ ଢୋଲକିଆ। ତାଙ୍କ ପିତା ତଥା ସ୍ବର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ...

ମନରେଗା ଯୋଜନାରେ କାମ କରୁଥିବାବେଳେ ଟଳିପଡ଼ିଲେ ଶ୍ରମିକ: ସହାୟତା ଦାବି

କର୍ଲାମୁଣ୍ଡା,୧୪।୧୧(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡା ପଞ୍ଚାୟତର ମାତୃପୁରୀ ଅଞ୍ଚଳରେ ମନରେଗା ଯୋଜନାରେ ଗାତ ଖୋଳା କାମ ଚାଲୁଥିଲା l ଏଥିରେ...

ଘରୁ ଭିଡିଓ ଶୁଟିଂ ପାଇଁ ବାହାରିଥିଲେ ଯୁବକ: ଗୋଟିଏ ଦିନ ପରେ ମିଳିଲା…

ପରଜଙ୍ଗ୧୪/୧୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ମୁକ୍ତାପଶି ଗାଁ ସତସଙ୍ଗ ଘର ପାଖ ପୋଖରୀରୁ ମିଳିଲା ଯୁବକଙ୍କ ସନ୍ଦେହଜନକ ମୃତଦେହ। ତାଙ୍କୁ...

୨୦ ରାଉଣ୍ଡ ଗଣତି ଶେଷ: ବହୁ ଆଗରେ ଭାଜପା, ଦ୍ୱିତୀୟ ସ୍ଥାନ ପାଇଁ କଂଗ୍ରେସ-ବିଜେଡି ଛକ୍କାପଞ୍ଝା

ନୂଆପଡ଼ା,୧୪ା୧୧(ମକାରୁ ବେମାଲ): ନୂଆପଡ଼ା ଉପନିର୍ବାଚନର ଭୋଟ ଗଣତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ୨୦ ରାଉଣ୍ଡ ଗଣତି ସୁଦ୍ଧା ଭାଜପା ପ୍ରାର୍ଥୀ ଜୟ ଢୋଲକିଆ ୯୭୭୮୯ ଭୋଟ...

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୨ଜୀବନ

ଜୟପୁର,୧୪ା୧୦(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁର ରେଲୱେ ଛକରେ ଶୁକ୍ରବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଅଜଣା ଗାଡ଼ି ଧକ୍କାରେ ୨ଜଣଙ୍କ ମୃତ୍ୟୁ ହୋଇଛି।...

ବିଜୟ ଆଡ଼କୁ ମାଡ଼ି ଚାଲିଛନ୍ତି ଜୟ ଢୋଲକିଆ, ପରିବାରରେ ଖୁସି ମନାଇବା ସହ କହିଲେ ଏମିତି…

ନୂଆପଡ଼ା,୧୪ା୧୧(ମକାରୁ ବେମାଲ): ନୂଆପଡ଼ା ଉପନିର୍ବାଚନରେ ଭାଜପା ପ୍ରାର୍ଥୀ ଜୟ ଢୋଲକିଆଙ୍କ ବିଜୟ ଏକ ପ୍ରକାର ନିଶ୍ଚିତ ହୋଇଯାଇଛି। ଏନେଇ ପ୍ରାର୍ଥୀଙ୍କଠାରୁ କର୍ମକର୍ତ୍ତା ଏବଂ ପରିବାର ସଦସ୍ୟ...

Advertisement
Dharitri Youth Conclave 2025

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri