ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ରେଡ୍‌ ହ୍ୟାଣ୍ଡ୍‌ରେ ଧରାପଡ଼ିଲେ ଆକାଉଣ୍ଟାଣ୍ଟ

ଜଳେଶ୍ୱର,୧୦ା୧୦(ନବୀନ ସାହୁ): ମ୍ୟୁନିସିପାଲିଟିରେ ହୋଡିଂ ଓ ଲାଇଟ୍‌ ପୋଷ୍ଟ ବାବଦରେ ବିଲ୍ ପାସ କରିବାକୁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ରେଡ୍‌ ଡ୍ୟାଣ୍ଡ୍‌ରେ ଆକାଉଣ୍ଟାଣ୍ଟ ବ୍ରଜଗୋପାଳ ଘୋଷ ମହାପାତ୍ରଙ୍କୁ ଧରିଛି ବାଲେଶ୍ୱର ଭିଜିଲାନ୍ସ ଟିମ୍‌।

ସୂଚନା ଅନୁସାରେ, ଶୁକ୍ରବାର ମଧ୍ୟାହ୍ନରେ ଅଭିଯୋଗକାରୀ ତଥା ଠିକାଦାର ଜ୍ୟୋତି ମହାପାତ୍ର ମ୍ୟୁନିସିପାଲିଟିରେ ହୋଡିଂ ଓ ଲାଇଟ୍‌ ପୋଷ୍ଟ କାର୍ଯ୍ୟ ପାଇଁ ବିଲ୍ ଉଠାଇବାକୁ ଆସିଥିଲେ,ମାତ୍ର ଆକାଉଣ୍ଟାଣ୍ଟ ବ୍ରଜଗୋପାଳ ଘୋଷ ମହାପାତ୍ର ୧ ଲକ୍ଷ ଟଙ୍କା ବିଲ୍‌ ପାସ କରିବାକୁ ଠିକାଦାରଙ୍କୁ ୨୦ ହଜାର ଟଙ୍କା ଦାବି କରିଥିଲେ। ଠିକାଦାର ଉକ୍ତ କଥାରେ ରାଜି ହୋଇ ଆକାଉଣ୍ଟାଣ୍ଟଙ୍କୁ ୧୦ ହଜାର ଟଙ୍କା ଦେଇ ଜିଲା ଭିଜିଲାନ୍ସ ଅଫିସକୁ ଖବର ଦେଇଥିଲେ। ତେବେ ଆଜି ଯୋଜନା ମୁତାବକ ଭିଜିଲାନ୍ସ ଡିଏସ୍‌ପି ସିକନ୍ଦର ହେମ୍ବ୍ରମଙ୍କ ନେତୃତ୍ୱରେ ୬ ଜଣିଆ ଟିମ୍‌ ଚଢ଼ାଉ କରି ୧୦ ହଜାର ଟଙ୍କା ଜବତ କରିବା ସହିତ କମ୍ପ୍ୟୁଟରର ହାର୍ଡ ଡିସ୍କ ଓ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରି ବ୍ରଜଗୋପାଳଙ୍କୁ ଅଟକ ରଖି ଅଧିକ ତଦନ୍ତ ଜାରି ରଖିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅଷ୍ଟ୍ରେଲିଆ ବିପକ୍ଷରେ ଟି-୨୦ ସିରିଜ ଜିତିବା ପରେ ଟିମ ଇଣ୍ଡିଆକୁ ମିଳିଥିଲା କି ପୁରସ୍କାର ରାଶି? ଜାଣନ୍ତୁ ICC ନିୟମ ବିଷୟରେ

ନୂଆଦିଲ୍ଲୀ,୮।୧୧: ଭାରତୀୟ ମହିଳା କ୍ରିକେଟ ଦଳ ସମ୍ପ୍ରତି ୨୦୨୫ ODI ବିଶ୍ୱକପ ଜିତିଛି। ଏଥିପାଇଁ, ସେମାନେ ପ୍ରାୟ ୪୦ କୋଟି ଟଙ୍କା ପୁରସ୍କାର ରାଶି ପାଇଛନ୍ତି।...

ହାତୀ ଆକ୍ରମଣରେ ୫ ବର୍ଷର ଶିଶୁର ମୃତ୍ୟୁ ଘଟଣା: ସହାୟତାର ହାତ ବଢ଼ାଇଲେ ସମାଜସେବୀ

ଲାଞ୍ଜିଗଡ଼,୮।୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଳକ ଦକ୍ଷିଣ ବନଖଣ୍ଡ ଲାଞ୍ଜିଗଡ ବନାଞ୍ଚଳ ବିଜେପୁର ଥାନା ତ୍ରିଲୋଚନପୁର ପଞ୍ଚାୟତର ହରଡIଗୁଡା  ଗ୍ରାମରେ ଗତ ୩...

ଭାରତର ସ୍ଥାନ ନିଶ୍ଚିତ! କିନ୍ତୁ ପାକିସ୍ତାନ ଅଲିମ୍ପିକ୍ସରେ ଖେଳିପାରିବ ନାହିଁ, ICC ବୈଠକରୁ ଆସିଲା ଆଶ୍ଚର୍ଯ୍ୟଜନକ ଅପଡେଟ

ନୂଆଦିଲ୍ଲୀ,୮।୧୧: ଭାରତ ବନାମ ପାକିସ୍ତାନ। କ୍ରିକେଟର ସବୁଠାରୁ ବଡ଼ ଏବଂ ଚର୍ଚ୍ଚିତ ପ୍ରତିଦ୍ୱନ୍ଦ୍ୱିତା ମଧ୍ୟରୁ ଗୋଟିଏ, କିନ୍ତୁ ଏହି ଦୁଇ ଦଳ ଏବେ କେବଳ ICC...

ଚନ୍ଦ୍ର ମେରୁର ରାଡାର ଫଟୋ ପଠାଇଲା ଚନ୍ଦ୍ରାୟନ-୨

ନୂଆଦିଲ୍ଲୀ,୮ା୧୧: ଚନ୍ଦ୍ରୟାନ-୨ର ଅର୍ବିଟର ଚନ୍ଦ୍ରପୃଷ୍ଠର ଉଭୟ ମେରୁ ଅଞ୍ଚଳରୁ କେତେକ ରାଡାର ଫଟୋ ପଠାଇଛି। ୨୦୧୯ରୁ ଅର୍ବିଟର ପ୍ରାୟ ୧୪୦୦ ରାଡାର ଡେଟାସେଟ୍‌ ପଠାଇଲାଣି। ମିଶନର...

ଜିଲାସ୍ତରୀୟ ଶିଶୁ ମହୋତ୍ସବରେ ମୋହନା ଛାତ୍ରୀଛାତ୍ରଙ୍କ ସଫଳତା

ମୋହନା,୮।୧୦(ମନ୍ମଥ ମିଶ୍ର): ପାରଳାଖେମୁଣ୍ଡି ରେ ଆୟୋଜିତ ଗଜପତି ଜିଲା ସ୍ଥରୀୟ ସୁରଭି କାର୍ଯ୍ୟକ୍ରମରେ ମୋହନା ଏସ୍‌ଏସ୍‌ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ ହିଲଟପ୍‌ ମାଧ୍ୟମିକ ଉଚ୍ଚ...

ଅଷ୍ଟ୍ରେଲିଆ ମାଟିରେ ଟିମ୍‌ ଇଣ୍ଡିଆର ସିରିଜ୍‌ ବିଜୟ

ବ୍ରିସ୍‌ବେନ,୮ା୧୧- ଅଷ୍ଟ୍ରେଲିଆ ଓ ଭାରତ ମଧ୍ୟରେ ଅନୁଷ୍ଠିତ ପଞ୍ଚମ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ ବର୍ଷାରେ ଧୋଇଯାଇଛି। ବର୍ଷା ବାଧାପ୍ରାପ୍ତ ମ୍ୟାଚ୍‌ରେ କେବଳ ୪.୫ ଓଭର...

ମୁନିରଙ୍କୁ ବଡ଼ ଦାୟିତ୍ୱ! ଜାଣନ୍ତୁ ତାଙ୍କ କ୍ଷମତା ସମ୍ପର୍କରେ

ଇସଲାମାବାଦ,୮।୧୧: ଭାରତ ସହିତ ସାମ୍ପ୍ରତିକ ଉତ୍ତେଜନାରୁ ‘ଅନେକ ଶିକ୍ଷା’ ପାଇଥିବା ଦାବି କରି, ପାକିସ୍ତାନ ସାମ୍ବିଧାନିକ ଭାବରେ ଏହାର ସାମରିକ ଶକ୍ତିକୁ ଆହୁରି ମଜବୁତ କରିବା...

RBIର ନୂଆ ଉପହାର! ଏବେ ପିଲାମାନେ ବି କରିପାରିବେ ଡିଜିଟାଲ ପେମେଣ୍ଟ, ଲଞ୍ଚ ହେବ Junio UPI Wallet  

ନୂଆଦିଲ୍ଲୀ,୮।୧୧: ଡିଜିଟାଲାଇଜେସନର ଏହି ଯୁଗରେ, ସବୁକିଛି ଡିଜିଟାଲ ହୋଇଯାଇଛି। ଖାଦ୍ୟ ଅର୍ଡର କରିବାଠାରୁ ଆରମ୍ଭ କରି ବିଦ୍ୟୁତ ବିଲ ପୈଠ କରିବା ପର୍ଯ୍ୟନ୍ତ ସବୁକିଛିରେ ଡିଜିଟାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri