Posted inଜାତୀୟ

୨୦୨୧ ଅଣ୍ଡରଟେକିଂର ପ୍ରଚାର କର

ନୂଆଦିଲ୍ଲୀ,୨ା୨: ହ୍ବାଟ୍ସଆପ୍‌ର ୨୦୨୧ ଗୋପନୀୟତା ନୀତିକୁ ୟୁଜର ଗ୍ରହଣ କରିବାକୁ ବାଧ୍ୟ ନୁହନ୍ତି। ସେହିବର୍ଷ ମେ’ରେ ଉକ୍ତ ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ ଏନେଇ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ମନ୍ତ୍ରଣାଳୟକୁ ପତ୍ର ଲେଖି ଜଣାଇଥିଲା। ନୂଆ ପ୍ରିଭେସି ନୀତିକୁ ୟୁଜର ଗ୍ରହଣ ନ କଲେ, ସେମାନଙ୍କୁ ମେସେଜିଂ ସେବା ବନ୍ଦ କରାଯିବ ନାହିଁ ବୋଲି ହ୍ବାଟ୍ସଆପ୍‌ ଲିଖିତ ପ୍ରତିଶ୍ରୁତି ଦେଇଥିଲା। ଉକ୍ତ ଅଣ୍ଡରଟେକିଂକୁ ଗଣମାଧ୍ୟମରେ ବହୁଳ ଭାବେ ପ୍ରଚାର କରିବାକୁ ସୁପ୍ରିମକୋର୍ଟ ବୁଧବାର ହ୍ବାଟ୍ସଆପ୍‌କୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ଦ୍ୱାରା ଏହି ସଂସ୍ଥାର ପ୍ରିଭେସି ପଲିସିରେ ସହମତ ନ ଥିବା ବ୍ୟବହାରକାରୀ ଉପକୃତ ହୋଇପାରିବେ ବୋଲି ଜଷ୍ଟିସ କେ.ଏମ୍‌. ଜୋସେଫ୍‌ଙ୍କ ଅଧ୍ୟକ୍ଷତାରେ ଗଠିତ ୫ ଜଣିଆ ସାମ୍ବିଧାନିକ ପୀଠ କହିଛନ୍ତି। ଏନେଇ ୫ଟି ଖବରକାଗଜରେ ବିଜ୍ଞାପନ ଦେବାକୁ ହ୍ବାଟ୍ସଆପ୍‌କୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ପୂର୍ବରୁ ଶକ୍ତିଶାଳୀ ହେଉଛି ଭାଜପା: ପିଏମକେ-ଭାଜପା ଆସନ ବୂଝାମଣା ଶେଷ

ଚେନ୍ନାଇ,୧୯।୩: ଲୋକ ସଭା ନିର୍ବାଚନ ପାଇଁ ତାମିଲନାଡୁ ପଟ୍ଟାଲି ମକ୍କାଲ କାଟ୍‌ଚି (ପିଏମକେ) ଭାଜପା ସହ ମେଣ୍ଟ କରିବାକୁ ଘୋଷଣା କରିଛି। ଏହି ଘୋଷଣାର ଗୋଟିଏ...

ଦାଦା-ପୁତୁରା ପୁଣି ମୁହାଁମୁହିଁ

ପାଟନା/ନୂଆଦିଲ୍ଲୀ,୧୯ା୩:ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ସୋମବାର ବିହାରରେ ଆସନ ବୁଝାମଣା ସୂତ୍ର ଉପରେ ଆନୁଷ୍ଠାନିକ ଭାବେ ଘୋଷଣା କରିଛି। ୪୦ ଲୋକ ସଭା ଆସନ ମଧ୍ୟରୁ...

ଓଡ଼ିଶାରେ କାହାକୁ ମିଳିବ ଲୋକ ସଭା ଟିକେଟ୍‌: ଦିଲ୍ଲୀରେ ଚାଲିଛି କସରତ

ନୂଆଦିଲ୍ଲୀ/ଭୁବନେଶ୍ୱର.୧୯।୩: ଦିଲ୍ଲୀସ୍ଥିତ ଭାଜପା ମୁଖ୍ୟାଳୟରେ ଭାଜପା କୋର କମିଟି ବୈଠକ ଚାଲିଛି। ଓଡ଼ିଶା ସମେତ ୮ଟି ରାଜ୍ୟରେ ଲୋକ ସଭା ପ୍ରାର୍ଥୀ ଚୟନ ପାଇଁ ଏହି...

ନିର୍ବାଚନ ପୂର୍ବରୁ ମାୟାବତୀଙ୍କୁ ବଡ଼ ଝଟ୍‌କା: ଦଳ ଛାଡିଲେ ବରିଷ୍ଠ ନେତା

ଲକ୍ଷ୍ନୌ,୧୯।୩: ଲୋକ ସଭା ନିର୍ବାଚନ ପୂର୍ବରୁ ମାୟାବତୀଙ୍କ ବହୁଜନ ସମାଜ ପାର୍ଟି (ବିଏସପି) ଉତ୍ତରପ୍ରଦେଶରେ ଏକ ବଡ଼ ଝଟ୍‌କା ଲାଗିଛି। ଉତ୍ତରପ୍ରଦେଶର ଲାଲଗଞ୍ଜ ସଂସଦୀୟ ନିର୍ବାଚନମଣ୍ଡଳୀରୁ...

ଇଲେକ୍ଟୋରାଲ ବଣ୍ଡ୍‌ ଯୋଜନା ବିଶ୍ୱର ସର୍ବବୃହତ୍‌ ଦୁର୍ନୀତି: ପ୍ରକାଶ ରାଜ

ମେଙ୍ଗାଲୁରୁ,୧୯ା୩: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଏବଂ ଆୟକର ବିଭାଗ ରାଡାରରେ ଥିବା କର୍ପୋରେଟ୍‌ କମ୍ପାନୀ ଓ ବ୍ୟବସାୟୀମାନଙ୍କଠାରୁ ଇଲେକ୍ଟୋରାଲ ବଣ୍ଡ୍‌ ଜରିଆରେ ଭାଜପା ବିପୁଳ ଅର୍ଥ...

ଦୁର୍ଘଟଣାରେ ଆହତ ଅଭିନେତ୍ରୀ ଅରୁନ୍ଧତୀ ଭେଣ୍ଟିଲେଟରରେ

ଚେନ୍ନାଇ,୧୯।୩: ‘ସୈତାନ’ ଫିଲ୍ମରେ ଅଭିନୟ କରି ଖ୍ୟାତି ଅର୍ଜନ କରିଥିବା ତାମିଲ ଅଭିନେତ୍ରୀ ଅରୁନ୍ଧତୀ ନାୟାର ଦୁର୍ଘଟଣାରେ ଗୁରୁତର ହୋଇ ଭେଣ୍ଟିଲେଟର ସପୋର୍ଟରେ ରହିଛନ୍ତି। ଗତ...

ଦୈବୀଶକ୍ତି ବନାମ ଅସୁର ଶକ୍ତି

ହାଇଦ୍ରାବାଦ/ନୂଆଦିଲ୍ଲୀ,୧୯ା୩: ଇଣ୍ଡିଆ ବ୍ଲକ୍‌ର ଇସ୍ତାହାର କେବଳ ‘ଶକ୍ତି’କୁ ଶେଷ କରିଦେବା ଉପରେ ଗୁରୁତ୍ୱ ଦେଉଛି। ଏହି ଲଢ଼େଇ ଦୁଇଟି ପକ୍ଷ ମଧ୍ୟରେ ଚାଲିଛି। ଗୋଟିଏ ପକ୍ଷ...

କିଏ ସେହି ରାଜୀବ କୁମାର, ଯାଙ୍କୁ ଡିଜିପି ପଦରୁ ହଟାଇଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୧୯।୩:ପଶ୍ଚିମବଙ୍ଗ ପୋଲିସ ମହାନିର୍ଦ୍ଦେଶକ ପଦରୁ ରାଜୀବ କୁମାରଙ୍କୁ ସୋମବାର ଅପରାହ୍ନରେ ନିର୍ବାଚନ କମିଶନ ହଟାଇବା ପରେ ଏହି ବରିଷ୍ଠ ପୋଲିସ ଅଧିକାରୀ ପୁଣି ଚର୍ଚ୍ଚାକୁ ଆସିଛନ୍ତି।...

Advertisement
Business Eminence Awards 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri