ରାହୁଲଙ୍କ ପରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲେ ପ୍ରିୟଙ୍କା: କହିଦେଲେ…

ନୂଆଦିଲ୍ଲୀ,୧୫।୭: FM ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟୁକୁ ନେଇ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଉଦ୍‌ବେଗ ପ୍ରକାଶ କରିଛନ୍ତି। ଓଡ଼ିଶାରେ ପୁଣି ଏକ ଝିଅ ନ୍ୟାୟ ପାଇଁ ଲଢ଼ି ହାରିଗଲା ବୋଲି ସୋସିଆଲ ମିଡିଆ ଏକ୍ସରେ ଉଲ୍ଲେଖ କରିଛନ୍ତି। ଏପରିକି ସୌମ୍ୟାଶ୍ରୀଙ୍କ ପ୍ରତି ହୋଇଥିବା ଅତ୍ୟାଚାରକୁ ନେଇ ପ୍ରଶ୍ନ ଉଠାଇଛନ୍ତି।

ଓଡ଼ିଆ ଝିଅଙ୍କୁ ନ୍ୟାୟ ମିଳିବା ବଦଳରେ ଅପମାନ ଓ ପ୍ରତାରଣା କରାଗଲା। ଏଭଳି ଅତ୍ୟାଚାର ତାଙ୍କୁ ଆତ୍ମହତ୍ୟା କରିବାକୁ ବାଧ୍ୟ କରିଦେଲା ବୋଲି ପ୍ରିୟଙ୍କା ପ୍ରକାଶ କରି ରାଜ୍ୟ ସରକାରଙ୍କୁ କଡ଼ା ଟାର୍ଗେଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଠାକରେ ବ୍ରଦର୍ସଙ୍କୁ ଏକାଠି କଲା ବିଏମସି ନିର୍ବାଚନ, ଶିବସେନା, ୟୁବିଟି ଏବଂ ଏମଏନଏସ ଘୋଷଣା କଲା ମେଣ୍ଟ

ମୁମ୍ବାଇ,୨୪।୧୨: ବାଲାସାହେବ ଠାକରେଙ୍କ ଶିବସେନା ମହାରାଷ୍ଟ୍ରରେ ପୁଣି ଥରେ ଶକ୍ତିଶାଳୀ ହେଉଥିବା ଦେଖାଯାଉଛି। ତାଙ୍କ ପୁଅ ଉଦ୍ଧବ ଠାକରେ ଏବଂ ଭଣଜା ରାଜ ଠାକରେ, ଯେଉଁମାନେ...

୨୦ ବର୍ଷ ପରେ ଏକାଠି ହେବେ ବାଲ ଠାକରେ-ଉଦ୍ଧବ ଠାକରେ, କହିଲେ ମହାରାଷ୍ଟ୍ରକୁ ନେଇ ଆମର ଚିନ୍ତାଧାରା ଗୋଟିଏ

ମୁମ୍ବାଇ,୨୪।୧୨: ବୃହନମୁମ୍ବାଇ ନଗର ନିଗମ ନିର୍ବାଚନକୁ ନେଇ ରାଜନୈତିକ କାର୍ଯ୍ୟକଳାପ ଜୋରଦାର। ରାଜନୈତିକ ଦଳଗୁଡ଼ିକ ନିର୍ବାଚନ ପାଇଁ ପ୍ରସ୍ତୁତି, ଭୋଟର ସମର୍ଥନ ସଂଗ୍ରହ ପାଇଁ ଦାବି...

କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଆଗରେ ଧାରଣା

ମୋରଡ଼ା,୨୪ା୧୨(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ବ୍ଲକର ମୁଖ୍ୟ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନ ୧୦ଟାରୁ ୧ଟା ପର୍ଯ୍ୟନ୍ତ ଝାଡ଼ଖଣ୍ଡ ମୁକ୍ତି...

ପ୍ରିୟଙ୍କା ଗାନ୍ଧୀ ହେବେ ପ୍ରଧାନମନ୍ତ୍ରୀ? ଚମକାଇବା ଭଳି ଉତ୍ତର ଦେଲେ ରବର୍ଟ ଭଦ୍ରା, ରାହୁଲଙ୍କୁ ଟାର୍ଗେଟ କରୁଛି ଭାଜପା

ନୂଆଦିଲ୍ଲୀ,୨୪।୧୨: କଂଗ୍ରେସ ଏମପି ଇମ୍ରାନ ମାସୁଦ ପ୍ରିୟଙ୍କା ଗାନ୍ଧୀଙ୍କୁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ କରିବାକୁ ଦାବି କରିଥିଲେ। ରବର୍ଟ ଭଦ୍ରା ମଧ୍ୟ ତାଙ୍କ ବକ୍ତବ୍ୟକୁ ସମର୍ଥନ କରିଥିଲେ।...

ଜେଲ୍‌ରେ କଏଦୀଙ୍କ ଆନ୍ଦୋଳନ

ସୁନ୍ଦରଗଡ଼,୨୪।୧୨: ସୁନ୍ଦରଗଡ଼ ଜେଲ ଅଧୀକ୍ଷକଙ୍କ ବିରୋଧରେ କଏଦୀମାନେ ବୁଧବାର ଆନ୍ଦୋଳନ କରିଛନ୍ତି। ବିଭିନ୍ନ ଦାବି ନେଇ ୫୦୦ରୁ ଊଦ୍ଧର୍‌ବ କଏଦୀ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଜେଲରେ...

ଇତିହାସ ରଚିଲା ଇସ୍ରୋ: ଏଣିକି ବିନା ମୋବୋଇଲ୍‌ ଟାଓ୍ବାରରେ ଆସିବ ନେଟଓ୍ବର୍କ

ନୂଆଦିଲ୍ଲୀ,୨୪।୧୨: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ପୁଣି ଥରେ ବିଶ୍ୱ ସମ୍ମୁଖରେ ନିଜର ଶକ୍ତି ଏବଂ ଆତ୍ମବିଶ୍ୱାସ ପ୍ରଦର୍ଶନ କରିଛି। ଏକ କମ ବଜେଟ,...

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri