Posted inଜାତୀୟ

ବିମାନ ପରେ ଏବେ ନାମୀଦାମୀ ହୋଟେଲକୁ ବୋମା ପକାଇ ଉଡ଼ାଇ ଦେବାକୁ ଧମକ, ତାଲିକାରେ ରହିଛି ଏସବୁ…

ନୂଆଦିଲ୍ଲୀ/କୋଲକାତା,୨୭ା୧୦: ବିମାନ ପରେ ଏବେ ବିଭିନ୍ନ ନାମୀଦାମୀ ହୋଟେଲକୁ ମିଳିଛି ବୋମା ଧମକ। ୪ ରାଜ୍ୟର ୨୫ରୁ ଅଧିକ ହୋଟେଲକୁ ଏହି ଧମକ ମିଳିଛି। ଗୁଜରାଟ, ପଶ୍ଚିମବଙ୍ଗ, ଆନ୍ଧ୍ର ପରେ ଏବେ ଉତ୍ତରପ୍ରଦେଶ ରହିଛି ଦୁର୍ବୃତ୍ତଙ୍କ ଟାର୍ଗେଟ୍‌ରେ। ଏଥିରୁ ବାଦ୍‌ ପଡ଼ିନି ଫାଇଭ୍‌ ଷ୍ଟାର ହୋଟେଲ୍‌। ଦୀପାବଳି ପୂର୍ବରୁ ଏପରି ବୋମା ଧମକ ମିଳିଥିବାରୁ ସାଧାରଣରେ ଆତଙ୍କ ଖେଳିଯାଇଛି।

ଲକ୍ଷ୍ନୌର ବହୁ ହୋଟେଲକୁ ବୋମା ପକାଇ ଉଡ଼ାଇ ଦେବାକୁ ଇମେଲ୍‌ରେ ଧମକ ମିଳିଛି। ହୋଟେଲରେ ବୋମା ଥିବା କହି ୫୫ ହଜାର ଡଲାର ଦାବି କରିଛନ୍ତି ଦୁର୍ବୃତ୍ତ।

ଇମ୍ପରିଆଲ ପ୍ୟାଲେସ, ସାୟାଜୀ, ଦ ସେଣ୍ଟୋସା, କେ.କେ ବିକନ, ହୋଟେଲ ଭାବା, ହୋଟେଲ ପାରାମାଉଣ୍ଟ ଇନ୍‌, ହୋଟେଲ ଜ୍ୟୋତି, ଏଲିମେଣ୍ଟସ, ଦ ଗ୍ରାଣ୍ଡ୍‌ରେଜେନ୍ସି ଏବଂ ସିଜନକୁ ଇମେଲ୍‌ରେ ଧମକପୂର୍ଣ୍ଣ ମେସେଜ ଆସିଛି। ଏହା ପରେ ପୋଲିସ ପକ୍ଷରୁ ବଡ଼ବଡ଼ ହୋଟେଲରେ ଯାଞ୍ଚ କଡ଼ାକଡ଼ି କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନୀତୀଶଙ୍କ ବିନା ବିହାରରେ ସରକାର ଗଢିବ ଏନଡିଏ! ବୁଝନ୍ତୁ ଗଣିତ

ପାଟନା,୧୪।୧୧: ୨୦୨୫ ବିହାର ବିଧାନସଭା ନିର୍ବାଚନର ଟ୍ରେଣ୍ଡଗୁଡ଼ିକ ଦର୍ଶାଉଛି ଯେ ଭାରତୀୟ ଜନତା ପାର୍ଟି (ଭାଜପା) ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ଏକ ଗୁରୁତ୍ୱପୂର୍ଣ୍ଣ...

ଡ୍ରାଇଭିଂ ଲାଇସେନ୍ସ Expire ହୋଇ ଯାଇଛି କି? ଫଟାଫଟ ଅନଲାଇନରେ ଏମିତି କରନ୍ତୁ ରିନ୍ୟୁ, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ,୧୪।୧୧: ଭାରତରେ ବିନା ବୈଧ ଡ୍ରାଇଭିଂ ଲାଇସେନ୍ସରେ ଯାନ ଚଳାଇବା ଆଇନଗତ ଅପରାଧ। ଡ୍ରାଇଭିଂ ଲାଇସେନ୍ସ ହିଁ ଆପଣଙ୍କୁ ରାସ୍ତାରେ ଯେକୌଣସି ଯାନ ଚଳାଇବାର ଅଧିକାର...

ବିହାର ନିର୍ବାଚନରେ ବିଜୟ ପୂର୍ବରୁ ପ୍ରଥମ ପ୍ରତିକ୍ରିୟା ଦେଲେ ମୋଦି, କହିଲେ ଏହା ସୁଶାସନ ସହ ବିକାଶର ହୋଇଛି ବିଜୟ

ପାଟନା,୧୪।୧୧: ପ୍ରଧାନମନ୍ତ୍ରୀ ମୋଦି ବିହାର ନିର୍ବାଚନ ଫଳାଫଳ ବିଷୟରେ ସୋସିଆଲ ମିଡିଆରେ ଲେଖିଛନ୍ତି, ‘ସୁଶାସନ ଜିତିଛି। ବିକାଶ ଜିତିଛି। ଜନ କଲ୍ୟାଣର ଆତ୍ମା ଜିତିଛି। ସାମାଜିକ...

ଭଣ୍ଡ ସନ୍ୟାସୀଙ୍କ ‘ଚକ୍ରାନ୍ତ’…ନୂଆପଡ଼ାରେ ବିଜେଡି ହାରିବା ପରେ ସାଂଘାତିକ ଅଭିଯୋଗ ଆଣିଲେ ଶ୍ରୀମୟୀ

ଭୁବନେଶ୍ୱର,୧୪।୧୧: ବିଜେଡିରୁ ବହିଷ୍କାର ହୋଇଥିବା ଶ୍ରୀମୟୀ ମିଶ୍ର ବାରମ୍ବାର ଦଳକୁ ଟାର୍ଗେଟ୍‌ କରୁଛନ୍ତି। ସେ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନୁହେଁ, ବିଜେଡିର ପୂର୍ବତନ ନେତା...

Chirag Paswan : ଚିରାଗଙ୍କ ବିଜୟରେ ଝଲସି ଉଠିଲା NDA, କେମିତି ହେଲେ ବିହାର ପଲିଟିକ୍ସର ପାଓ୍ବାର ଷ୍ଟାର ଜାଣନ୍ତୁ…

ପାଟନା,୧୪।୧୧: ୨୦୨୫ ବିହାର ବିଧାନସଭା ନିର୍ବାଚନରେ NDAର ଭୂସ୍ଖଳନ ଏବଂ ଆଶା କରାଯାଇଥିବା ବିଜୟ ନିଶ୍ଚିତ ବୋଲି ବିବେଚନା କରାଯାଉଥିଲା, କିନ୍ତୁ ସବୁଠାରୁ ବଡ଼ ରାଜନୈତିକ...

ପାକିସ୍ତାନର ସାଂଘାତିକ ଧମକ, ଭାରତକୁ ଦୁଇଆଡୁ କରିବ ଆକ୍ରମଣ!

ଇସଲାମବାଦ,୧୪।୧୧: ଇସଲାମାବାଦରେ ଆତ୍ମଘାତୀ ବିସ୍ଫୋରଣ ପରେ ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ ଏକ ପ୍ରମୁଖ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ପାକିସ୍ତାନ ପୂର୍ବ...

ଦୀର୍ଘ ବର୍ଷ ହେବ ଯାହା ହୋଇ ନ ଥିଲା, ଗୋଟିଏ ମାସରେ କରିଦେଖାଇଲେ ବିଡ଼ିଓ: ହସୁଛି କଫି ବଗିଚା

ଦାରିଙ୍ଗବାଡି, ୧୪।୧୧ (ଅରୁଣ ସାହୁ): ଓଡିଶାର କଶ୍ମୀର ଭାବେ ପରିଚିତ କନ୍ଧମାଳ ଜିଲା ଦାରିଙ୍ଗବାଡି କଫି ବଗିଚାର ରୂପରେଖ ଗୋଟିଏ ମାସରେ ବଦଳି ଯାଇଛି ।...

ବିଜେଡି ହାତରୁ ଗଲା ନୂଆପଡ଼ା: ବିଧାୟକ ହେଲେ ଜୟ ଢୋଲକିଆ, ସନ୍ଧ୍ୟାରେ ଭେଟିବେ ମୁଖ୍ୟମନ୍ତ୍ରୀଙ୍କୁ…

ନୂଆପଡ଼ା,୧୪ା୧୧(ମକାରୁ ବେମାଲ): ପ୍ରକାଶ ପାଇଲା ବହୁ ପ୍ରତୀକ୍ଷିତ ନୂଆପଡ଼ା ଉପନିର୍ବାଚନ ଫଳାଫଳ। ବାଜି ମାରିଲେ ଜୟ ଢୋଲକିଆ। ତାଙ୍କ ପିତା ତଥା ସ୍ବର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ...

Advertisement
Dharitri Youth Conclave 2025

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri