Posted inରାଜ୍ୟ

ବନ୍ଧା ହେଲେ କୋଟିପତି ଯନ୍ତ୍ରୀ, ଆଖି ଖୋସିଲା ପରି ସମ୍ପତ୍ତି ଦେଖି ଭିଜିଲାନ୍ସ ତାଜୁବ୍‌

ବାଲେଶ୍ୱର,୩।୮: ବାଲେଶ୍ୱର ଜିଲାର ଜଳସେଚନ ବିଭାଗ ଆନନ୍ଦପୁର ବ୍ୟାରେଜ୍‌ ଡିଭିଜନର ମୁଖ୍ୟ ନିର୍ମାଣ ଯନ୍ତ୍ରୀଙ୍କୁ ଭିଜିଲାନ୍ସ ଗିରଫ କରିଛି । ଗତକାଲି ତାଙ୍କ ଘରେ ରେଡ୍‌ କରାଯାଇଥିଲା । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଶୁକ୍ରବାର ଭିଜିଲାନ୍ସ ଚଢ଼ାଉ ପରେ ତାଙ୍କର ସମ୍ପତ୍ତି ତାଲିକା ଦେଖି ଭିଜିଲାନ୍ସ ତାଜୁବ୍‌ । ଭିଜିଲାନ୍ସ ସୂଚନା ମୁତାବକ, ଓଡ଼ିଶା ସହ ପଶ୍ଚିମବଙ୍ଗରେ ଏଯାବତ ୮୫ ପ୍ଲଟ ଠାବ ହେଲାଣି। ଏକ ପାଞ୍ଚ ମହଲା କୋଠା, ମାର୍କେଟ କଂପ୍ଲେକ୍ସ ଠାବ ହୋଇଛି। ୧୧ ଲକ୍ଷ ଟଙ୍କା, ୨୧୮ ଗ୍ରାମ ସୁନା, ଗୋଟିଏ କାର୍‌ ଠାବ କରାଯାଇଛି। ବାଲେଶ୍ୱରର ୭ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଥିଲା ।
ଯନ୍ତ୍ରୀଙ୍କ ଆଖି ଖୋସି ହୋଇଯିବା ପରି ସମ୍ପତ୍ତି ଠୁଳ କରିଛନ୍ତି। ଓଡ଼ିଶା ସାଙ୍ଗକୁ ପଶ୍ଚିମବଙ୍ଗରେ ବି ତାଙ୍କର ପ୍ଲଟ ରହିଛି। କେବଳ ଗୋଟିଏ ଦୁଇଟି ପ୍ଲଟ ନୁହେଁ ମାଳମାଳ ଫ୍ଲାଟ ଓ ଘର ରହିଛି। ଶୁକ୍ରବାର ସକାଳୁ ଚଢ଼ାଉ ହୋଇଥିବା ଏହି ବାବୁଙ୍କ ସମ୍ପତ୍ତି ଦେଖି ଭିଜିଲାନ୍ସ ଅଧିକାରୀ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ତା’ ସାଙ୍ଗକୁ ତାଙ୍କ ଘରୁ ସୁନା, ଅଳଙ୍କାର ଓ ନଗଦ ଟଙ୍କା ବାହାରିଛି।


Enter your email to get our daily news in your inbox.

All Right Reserved By Dharitri.Com

Chirag Paswan : ଚିରାଗଙ୍କ ବିଜୟରେ ଝଲସି ଉଠିଲା NDA, କେମିତି ହେଲେ ବିହାର ପଲିଟିକ୍ସର ପାଓ୍ବାର ଷ୍ଟାର ଜାଣନ୍ତୁ…

ପାଟନା,୧୪।୧୧: ୨୦୨୫ ବିହାର ବିଧାନସଭା ନିର୍ବାଚନରେ NDAର ଭୂସ୍ଖଳନ ଏବଂ ଆଶା କରାଯାଇଥିବା ବିଜୟ ନିଶ୍ଚିତ ବୋଲି ବିବେଚନା କରାଯାଉଥିଲା, କିନ୍ତୁ ସବୁଠାରୁ ବଡ଼ ରାଜନୈତିକ...

ପାକିସ୍ତାନର ସାଂଘାତିକ ଧମକ, ଭାରତକୁ ଦୁଇଆଡୁ କରିବ ଆକ୍ରମଣ!

ଇସଲାମବାଦ,୧୪।୧୧: ଇସଲାମାବାଦରେ ଆତ୍ମଘାତୀ ବିସ୍ଫୋରଣ ପରେ ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ ଏକ ପ୍ରମୁଖ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ପାକିସ୍ତାନ ପୂର୍ବ...

ଦୀର୍ଘ ବର୍ଷ ହେବ ଯାହା ହୋଇ ନ ଥିଲା, ଗୋଟିଏ ମାସରେ କରିଦେଖାଇଲେ ବିଡ଼ିଓ: ହସୁଛି କଫି ବଗିଚା

ଦାରିଙ୍ଗବାଡି, ୧୪।୧୧ (ଅରୁଣ ସାହୁ): ଓଡିଶାର କଶ୍ମୀର ଭାବେ ପରିଚିତ କନ୍ଧମାଳ ଜିଲା ଦାରିଙ୍ଗବାଡି କଫି ବଗିଚାର ରୂପରେଖ ଗୋଟିଏ ମାସରେ ବଦଳି ଯାଇଛି ।...

ଭାରତ ଆସିବେ ବାଂଲାଦେଶର ସୁରକ୍ଷା ପରାମର୍ଶଦାତା, କାହିଁକି NSA ଅଜିତ ଡୋଭାଲ ପଠାଇଲେ ନିମନ୍ତ୍ରଣ? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ/ଢାକା,୧୪।୧୧: ବାଂଲାଦେଶର ଜାତୀୟ ସୁରକ୍ଷା ପରାମର୍ଶଦାତା (NSA) ଖଲିଲ-ଉର-ରହମାନ ଖୁବ ଶୀଘ୍ର ଭାରତ ଗସ୍ତରେ ଆସିବେ। ସେ ନଭେମ୍ବର ୨୦, ୨୦୨୫ରେ ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ...

ମନରେଗା ଯୋଜନାରେ କାମ କରୁଥିବାବେଳେ ଟଳିପଡ଼ିଲେ ଶ୍ରମିକ: ସହାୟତା ଦାବି

କର୍ଲାମୁଣ୍ଡା,୧୪।୧୧(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡା ପଞ୍ଚାୟତର ମାତୃପୁରୀ ଅଞ୍ଚଳରେ ମନରେଗା ଯୋଜନାରେ ଗାତ ଖୋଳା କାମ ଚାଲୁଥିଲା l ଏଥିରେ...

ଘରୁ ଭିଡିଓ ଶୁଟିଂ ପାଇଁ ବାହାରିଥିଲେ ଯୁବକ: ଗୋଟିଏ ଦିନ ପରେ ମିଳିଲା…

ପରଜଙ୍ଗ୧୪/୧୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ମୁକ୍ତାପଶି ଗାଁ ସତସଙ୍ଗ ଘର ପାଖ ପୋଖରୀରୁ ମିଳିଲା ଯୁବକଙ୍କ ସନ୍ଦେହଜନକ ମୃତଦେହ। ତାଙ୍କୁ...

ସତ ହେଲା ରିଷଭ ପନ୍ତଙ୍କ ଭବିଷ୍ୟବାଣୀ: ଗୋଟିଏ ବଲ୍‌ ବୋଲିଂ ପରେ ଘଟିଲା….

କୋଲକାତା,୧୪।୧୧: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟେଷ୍ଟ କୋଲକାତାର ଇଡେନ ଗାର୍ଡେନ୍ସ ଷ୍ଟାଡିୟମରେ ଖେଳାଯାଉଛି। ଦକ୍ଷିଣ ଆଫ୍ରିକା ଟେମ୍ବା ବାଭୁମା ଟସ ଜିତି...

୨୦ ରାଉଣ୍ଡ ଗଣତି ଶେଷ: ବହୁ ଆଗରେ ଭାଜପା, ଦ୍ୱିତୀୟ ସ୍ଥାନ ପାଇଁ କଂଗ୍ରେସ-ବିଜେଡି ଛକ୍କାପଞ୍ଝା

ନୂଆପଡ଼ା,୧୪ା୧୧(ମକାରୁ ବେମାଲ): ନୂଆପଡ଼ା ଉପନିର୍ବାଚନର ଭୋଟ ଗଣତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ୨୦ ରାଉଣ୍ଡ ଗଣତି ସୁଦ୍ଧା ଭାଜପା ପ୍ରାର୍ଥୀ ଜୟ ଢୋଲକିଆ ୯୭୭୮୯ ଭୋଟ...

Advertisement
Dharitri Youth Conclave 2025

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri