ଅନଗୁଳ-ଢେଙ୍କାନାଳ

ପାଲଲହଡ଼ାବାସୀଙ୍କୁ ନାଳ ପାଣି ଯୋଗାଣ ଅଭିଯୋଗ

ପାଲଲହଡ଼ା,୨୪ା୭(ଡି.ଏନ.ଏ.)-ଅନୁଗୋଳ ଜିଲା ପାଲଲହଡ଼ା ଉପଖଣ୍ଡ ସଦର ମହକୁମାବାସୀଙ୍କୁ ସ୍ବଚ୍ଛ ପିଇବା ପାଣି ଯୋଗାଣ ପାଇଁ ନିର୍ମାଣ ହୋଇଥିବା ଜଳଯୋଗାଣ ପ୍ରକଳ୍ପ ଅଚଳ ହୋଇପଡିଛି। ଏକ କମ୍ପାନୀ ପକ୍ଷରୁ ପ୍ରାୟ ଦେଢ କୋଟି ଟଙ୍କା ସହଯୋଗରେ ଗ୍ରାମ୍ୟ ଜଳ ଯୋଗାଣ ବିଭାଗ...

ରାସ୍ତାରେ ପୋଲିସ ପକାଇଲା ତାରବାଡ଼: ଶହୀଦ ପରିବାର ଗୃହବନ୍ଦୀ

ଢେଙ୍କାନାଳ ଅଫିସ, ୨୪।୭- ପୋଲିସ ଦାଦାଗିରି। କ୍ଷମତାର ବଳ ଦେଖାଇ ରାସ୍ତାରେ ଜୋରଜବରଦସ୍ତ ପକାଇଦେଲେ ତାରବାଡ଼। ଯେଉଁଥିପାଇଁ ଦେଶ ସେବାରେ ପ୍ରାଣବଳି ଦେଇଥିବା ଜଣେ ଶହୀଦଙ୍କ ପରିବାରକୁ ଭୋଗିବାକୁ ପଡୁଛି ଗୃହବନ୍ଦୀ ଜୀବନ। ଏପରି ଘଟଣା ଘଟିଛି ଢେଙ୍କାନାଳ ଜିଲା...

ତାତିଲେ ରୁଙ୍ଗ୍‌ଟା କ୍ଷତିଗ୍ରସ୍ତ: କମ୍ପାନୀ ଫାଟକରେ ତାଲା ଠୁଙ୍କିଲେ

ଢେଙ୍କାନାଳ ଅଫିସ, ୨୪।୭-ନିର୍ଦ୍ଧାରିତ ସମୟ ମଧ୍ୟରେ ଦାବି ପୂରଣ ନ ହେବାରୁ ଆନ୍ଦୋଳନକୁ ଓହ୍ଲାଇଛନ୍ତି ରୁଙ୍ଗ୍‌ଟା କମ୍ପାନୀ ପ୍ରଭାବିତ ଝାଡ଼ବନ୍ଧ ଅଞ୍ଚଳର କ୍ଷତିଗ୍ରସ୍ତ ପ୍ରଜା। ୧୩ ଦଫା ଦାବି ନେଇ ସେମାନେ ମଙ୍ଗଳବାର କମ୍ପାନୀ ମୁଖ୍ୟ ଫାଟକରେ ତାଲା ପକାଇ...

ସାତକୋଶିଆରେ ହେବ ଶମ୍ବର ପ୍ରଜନନ କେନ୍ଦ୍ର

ବନ୍ତଳା,୨୪ା୭-ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପ ପାଇଁ ଖୁସି ଖବର। ଅନ୍ୟ ତୃଣଭୋଜୀ ଅପେକ୍ଷା ଶମ୍ବର ଶିକାର ବାଘର ପ୍ରଥମ ପସନ୍ଦ ହୋଇଥିବାରୁ ଏଠାରେ ଏକ ଶମ୍ବର ପ୍ରଜନନ କେନ୍ଦ୍ର କରାଯିବ। ଯେହେତୁ ଅଭୟାରଣ୍ୟରେ ଶମ୍ବର ସଂଖ୍ୟା ହ୍ରାସ ପାଉଛି ତେଣୁ ଭବିଷ୍ୟତରେ...

ଅନୁଗୋଳ ନାବାଳିକା ବଳାତ୍କାର ଘଟଣା: ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଅନୁଗୋଳ ଅଫିସ, ୨୪।୭-ଅନୁଗୋଳ ବସ୍‌ଷ୍ଟାଣ୍ଡ ନିକଟ ଆହାରକେନ୍ଦ୍ର ପଛପଟେ ଶନିବାର ରାତିରେ ଘଟିଥିବା ନାବାଳିକା ବଳାତ୍କାର ଘଟଣାର ଅଭିଯୁକ୍ତ ଅମଲାପଡ଼ାର ଶିବୁ ପଟ୍ଟନାୟକ(୫୫)ଙ୍କୁ ମଙ୍ଗଳବାର ପୋଲିସ ଗିରଫ କରିଛି। ନାବାଳିକାଙ୍କ ମାଇଁ କରିଥିବା ଅଭିଯୋଗ ଆଧାରରେ ନଂ. ୫୫୨/୧୯ରେ ମାମଲା...

ଅନୁଗୋଳ ମେଡିକାଲରେ ପୁଣି ଉତ୍ତେଜନା: ବ୍ୟବଚ୍ଛେଦ ପୂର୍ବରୁ ଗୋଟିଏ ଆଖି ଗାଏବ

ଅନୁଗୋଳ ଅଫିସ, ୨୪।୭-ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ଶବ ସଂରକ୍ଷଣ ଗୃହରେ ଥିବା ଏକ ମୃତଦେହରୁ ପୁଣି ଗାଏବ ହୋଇଛି ଆଖି। ମଙ୍ଗଳବାର ସକାଳେ ଏପରି ଏକ ଅଭିଯୋଗକୁ ନେଇ ଡାକ୍ତରଖାନା ପରିସରରେ ଉତ୍ତେଜନା ଦେଖାଦେଇଥିଲା। ଖବରପାଇ ଅନୁଗୋଳ ଥାନା...

ସାଢ଼େ ୩ବର୍ଷରେ ମଲେଣି ୧୦୪

ଢେଙ୍କାନାଳ ଅଫିସ,୨୪।୭-ଢେଙ୍କାନାଳ ଜିଲାରେ ସାପ କାମୁଡ଼ା ମୃତ୍ୟୁସଂଖ୍ୟା ଚିନ୍ତାଜନକ ହୋଇଛି। ଗତ ସାଢ଼େ ୩ବର୍ଷ ମଧ୍ୟରେ ଜିଲାରେ ସାପ କାମୁଡ଼ାରେ ୧୦୪ଜଣଙ୍କ ଜୀବନ ଗଲାଣି। ଗ୍ରାମାଞ୍ଚଳ ଏବଂ ଅପହଞ୍ଚ ଇଲାକାରେ ଏହି ସ୍ଥିତି ଅତ୍ୟନ୍ତ ଉଦ୍‌ବେଗଜନକ ରହିଛି। ସଚେତନତା ଅଭାବ...

ଢେଙ୍କାନାଳରେ ୩୫.୬% କମ୍‌ ବର୍ଷିଛି: ଦୁଇ ସପ୍ତାହରେ ବର୍ଷା ନ ହେଲେ ମରୁଡ଼ି

ଢେଙ୍କାନାଳ ଅଫିସ, ୨୪।୭-ଠକିଦେଲା ମୌସୁମୀ। ଲଘୁଚାପ ବର୍ଷା ବି ସେମିତି ଖାସ୍‌ ହେଲାନି। ଆକାଶରେ ବାଦଲ ଭାସୁଛି। ହେଲେ ବର୍ଷୁନି। ଯଦିବା କାଁ ଭାଁ ବର୍ଷା ହେଉଛି ସେତକ ଚାଷକୁ ପାଉନି। ଏପରି ସ୍ଥିତିରେ ଢେଙ୍କାନାଳ ଜିଲାରେ ଚାଷ ଉଜୁଡ଼ିଯିବା...

ବିଦ୍ୟୁତ କର୍ମଚାରୀଙ୍କ ମୃତଦେହ ଉଦ୍ଧାର, କ୍ଷତିପୂରଣ ଦାବିରେ ଆନ୍ଦୋଳନ

ବଇଣ୍ଡା,୨୩।୭(ଡି.ଏନ.ଏ.)-କିଶୋରନଗର ବ୍ଲକ ସେସୁ କାର୍ଯ୍ୟାଳୟ ଅଧୀନରେ ଥିବା ନାକିଚି ଛେଳିଆଢିପ ବିଦ୍ୟୁତ ସବ୍‌ଷ୍ଟେଶନରେ କାର୍ଯ୍ୟରତ ବଇଣ୍ଡା ଗ୍ରାମର ପ୍ରହଲ୍ଲାଦ ମହାପାତ୍ର(୫୫)ଙ୍କ ମୃତଦେହ ମଙ୍ଗଳବାର ହଣ୍ଡପା ପୋଲିସ କାର୍ଯ୍ୟାଳୟ ପରିସରରୁ ଉଦ୍ଧାର କରିଛି। ପ୍ରହଲ୍ଲାଦ ଓ ତାଙ୍କର ଜଣେ ସହଯୋଗୀ ଉକ୍ତ...

ନାଲ୍‌କୋ ପ୍ଲାଣ୍ଟରେ ଦୁର୍ଘଟଣା, ୪ ଗୁରୁତର

ଅନୁଗୋଳ ଅଫିସ, ୨୩।୭: ଅନୁଗୋଳ ସ୍ଥିତ ନାଲ୍‌କୋ ପ୍ଲାଣ୍ଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟି ୪ କର୍ମଚାରୀ ଗୁରୁତର ହୋଇଛନ୍ତି। ସ୍ମେଲଟରର କାଷ୍ଟ ହାଉସ ବି’ରେ ଫ୍ଲାଶ୍‌ ଓଭରରୁ ନିଆଁ ଲାଗିଯାଇଥିଲା। ନିଆଁକୁ ଆୟତ୍ତ କରାଯିବା ସହ ଗୁରୁତର କର୍ମଚାରୀଙ୍କୁ...

ପୂର୍ବତନ ସମିତି ସଭ୍ୟଙ୍କ ମୃତ୍ୟୁ: ସାପ କାମୁଡ଼ିଥିବା ସନ୍ଦେହ

ଛେଣ୍ଡିପଦା, ୨୩।୭(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ କୋଶଳା ଗ୍ରାମର ପୂର୍ବତନ ସମିତି ସଭ୍ୟଙ୍କର ମଙ୍ଗଳବାର ମୃତ୍ୟୁ ଘଟିଛି। ସେ ହେଲେ କୋଶଳା ପଞ୍ଚାୟତର ପୂର୍ବତନ ସମିତି ସଭ୍ୟ କପିଳ ଗଡ଼ନାୟକ(୩୭)। ପ୍ରକାଶ ଯେ, କପିଳ ସୋମବାର ରାତିରେ ଘରେ...

ମୃତଦେହରୁ ଆଖି ଗାଏବ: ଅନୁଗୋଳ ସିଡିଏମ୍‌ଓ ଅଫିସ ଆଗରେ ଧାରଣା

ଅନୁଗୋଳ ଅଫିସ, ୨୩।୭: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ଶବାଗାରରେ ଥିବା ମୃତଦେହରୁ ଆଖି ଗାଏବ ହୋଇଯାଉଛି। ଗତ ୪ ଦିନ ମଧ୍ୟରେ ଏପରି ୨ଟି ଘଟଣା ସମ୍ମୁଖକୁ ଆସିଛି। ମଙ୍ଗଳବାର ଏକ ମୃତଦେହରୁ ଆଖି ଗାଏବ ହୋଇଯାଇଥିବା ଜଣାପଡ଼ିବା...

ନାବାଳିକାଙ୍କୁ ବଳାତ୍କାର ଘଟଣା :ଫରେନ୍ସିକ୍‌ ଯାଞ୍ଚ ରିପୋର୍ଟକୁ ଅପେକ୍ଷା

ଅନୁଗୋଳ ଅଫିସ, ୨୩।୭ ଅନୁଗୋଳ ବସ୍‌ଷ୍ଟାଣ୍ଡସ୍ଥିତ ଆହାରକେନ୍ଦ୍ର ପଛପଟେ ଗତ ଶନିବାର ବିଳମ୍ବିତ ରାତିରେ ଘଟିଥିବା ନାବାଳିକା ବଳାତ୍କାର ଘଟଣାର ତଦନ୍ତ ପ୍ରକ୍ରିୟାକୁ ଜୋରଦାର କରିଛି ପୋଲିସ। ଘଟଣା ପରଠାରୁ ୫ଜଣଙ୍କୁ ଅଟକ ରଖି ପଚରାଉଚରା କରିବା ପରେ ଏବେ...

ବିଗିଡ଼ିଛି ସ୍ବାସ୍ଥ୍ୟସେବା, ଆଇନଶୃଙ୍ଖଳା

ଅନୁଗୋଳ ଅଫିସ/କଣିହଁା, ୨୩।୭ ଅନୁଗୋଳରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ସହ ଆଇନଶୃଙ୍ଖଳା ପରିସ୍ଥିତି ବିଗିଡ଼ିଯାଇଛି। ପ୍ରତିଦିନ ଗରିବ ଲୋକଙ୍କ ଜୀବନ ସହ ଖେଳ ଚାଲିଛି। ଜିଲା ମୁଖ୍ୟ ଚିକିତ୍ସାଳୟ ଶବ ସଂରକ୍ଷଣ ଗୃହରେ ଥିବା ଜଣେ ଶିଶୁକନ୍ୟାଙ୍କ ମୃତଦେହରୁ ଆଖି ଗାଏବ...

ସ୍କୁଲ ଆସିଲେନି ପିଲା, ବସି ବସି ଫେରିଲେ ଶିକ୍ଷକ

ବନ୍ତଳା, ୨୩।୭ (ଡି.ଏନ୍‌.ଏ.) ଅନୁଗୋଳ ଜିଲା ଅନ୍ତୁଳିଆ ପଞ୍ଚାୟତ ଉନ୍ନୀତ ଉଚ୍ଚ ବିଦ୍ୟାଳୟକୁ ସୋମବାର କୌଣସି ଛାତ୍ରୀଛାତ୍ର ଆସି ନ ଥିଲେ। ସ୍କୁଲକୁ ଅଧିକ ୨ଜଣ ଶିକ୍ଷକ ନ ଦିଆଯିବା ପର୍ଯ୍ୟନ୍ତ ଅଭିଭାବକମାନେ ପିଲାଙ୍କୁ ଛାଡ଼ିବେ ନାହିଁ ବୋଲି ପୂର୍ବରୁ...

ନୂତନ ଟାଟା ଅଲଟ୍ରା ଟି ୭ ବଜାରରେ

ଅନୁଗୋଳ ଅଫିସ, ୨୩।୭ ଟାଟା ମୋଟର୍ସ ପକ୍ଷରୁ ନୂଆ ଅଲଟ୍ରା ଟି ୭ର ଅନୁଗୋଳ ସହରରେ ବଜାର ପ୍ରବେଶ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଗ୍ରାହକଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଏଥିରେ ଟାଟାମୋଟର୍ସର ଓଡ଼ିଶା ମୁଖ୍ୟ ଅଭିଶେକ ଗୁପ୍ତା, ପ୍ରଡକ୍ଟ ମ୍ୟାନେଜର ଦୀପଙ୍କର...

ଡକାୟତି, ଲୁଟ୍‌ ଘଟଣାରେ ୭ ଗିରଫ

ଢେଙ୍କାନାଳ ଅଫିସ,୨୩ା୭ ଢେଙ୍କାନାଳ ଓ ଅନୁଗୋଳ ଜିଲାରେ ୧୯ଟି ଡକାୟତି ଓ ଲୁଟ୍‌ ଘଟଣାରେ ସମ୍ପୃକ୍ତ ଥିବା ୭ ଜଣଙ୍କୁ ଢେଙ୍କାନାଳ ଜିଲା ପୋଲିସ ଗିରଫ କରିଛି। ଅଭିଯୁକ୍ତମାନଙ୍କ ଠାରୁ ୭ଟି ବାଇକ୍‌, ୪ଟି ମୋବାଇଲ, ୩ଟି ଲାପଟପ୍‌ ଓ...

ତାଳଚେରରେ ସୁଧୁରୁନି ବିଦ୍ୟୁତ୍‌ ସେବା

ତାଳଚେର, ୨୩ା୭(ନି.ପ୍ର.) ଏନଜେନରେ କାର୍ଯ୍ୟରତ ଜଣେ କର୍ମଚାରୀଙ୍କ ମୃତ୍ୟୁ ପରେ ୩୦ ଲକ୍ଷ ଟଙ୍କା କ୍ଷତିପୂରଣ ଦାବିରେ କର୍ମଚାରୀମାନେ ଚଳାଇଥିବା ଆନ୍ଦୋଳନ ୩ ମାସରେ ପହଞ୍ଚିଲାଣି। ହେଲେ ଏହାର ସମାଧାନ କରାଯାଉ ନ ଥିବାରୁ ତାଳଚେର ଅଞ୍ଚଳର ବିଦ୍ୟୁତ୍‌ ଉପଭୋକ୍ତାମାନେ...