ବାଲେଶ୍ୱର

ଦନ୍ତାକୁ ମାରି ଦାନ୍ତ ଲୁଟି ନେଲେ ଶିକାରୀ

ନୀଳଗିରି,୨୪।୩(ସ୍ବ.ପ୍ର.): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ କୁଲଡ଼ିହା ଅଭୟାରଣ୍ୟରେ ହାତୀ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। କେତେବେଳେ ଅସୁସ୍ଥତା କାରଣରୁ ତ କେତେବେଳେ ଶିକାରୀଙ୍କ ଦ୍ୱାରା ଯାଉଛି ହାତୀଙ୍କ ଜୀବନ। ଗୁରୁବାର କୁଲଡ଼ିହାରୁ ଏକ ଦନ୍ତା ହାତୀର...

ଖାଣ୍ଡିଆଘାଇ ବ୍ରିଜ ନିର୍ମାଣରେ ଅନିୟମିତତା

ରୂପସା, ୨୨।୩(ଡି.ଏନ.ଏ.): ବାଲେଶ୍ୱର ଜିଲା ରୂପସା ଥାନା ଗଡ଼ପଦା ପଞ୍ଚାୟତ ଅଧୀନ ନିର୍ମାଣାଧୀନ ଖାଣ୍ଡିଆଘାଇ ବ୍ରିଜର ସ୍ଥାୟିତ୍ୱ ନେଇ ଆଶଙ୍କା ଦେଖାଦେଇଛି। ନିମ୍ନମାନର ବାଲିରେ ବ୍ରିଜର କଲମ ଓ ବେସ ଢଳେଇ ହେଉଥିବାରୁ ଓଡ଼ିଶା ସରକାରଙ୍କ ବିଜୁ ସେତୁ ଯୋଜନା...

ବାହାରିଲା ମଲା କୁକୁର

ବାହାନଗା, ୨୨।୩(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ୧୬ ନମ୍ବର ଜାତୀୟ ରାଜପଥ ନାୟିକବନ୍ଧ ଛକ ନିକଟରେ ଥିବା ପୋଲତଳେ ବସ୍ତା ଭିତରେ କଟାମୁଣ୍ଡ ଥିବା ଗୁଜବ ପ୍ରଚାରିତ ହେବା ପରେ ସୋର ଥାନା ପୋଲିସ୍‌କୁ ନାକେଦମ ହେବାକୁ ପଡିଛି।...

ଗେଣ୍ଡୁଫୁଲ ଚାଷ ଦେଇଛି ପରିଚୟ

ଖଇରା, ୨୧।୩: ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ପଳସାସ୍ଥିତ ପଞ୍ଚାୟତସ୍ତରୀୟ ମହାସଂଘ ଜଗଜ୍ଜନନୀ ଗ୍ରୁପର ୬୦ସଦସ୍ୟ ଚଳିତବର୍ଷ ଗେଣ୍ଡୁଫୁଲ ଚାଷ କରି ସମଗ୍ର ଖଇରା ବ୍ଲକରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି। ଅନ୍ୟ ସଂଘଗୁଡିକ ପାଇଁ ମଧ୍ୟ ସ୍ବାବଲମ୍ବୀ...

ବାଲେଶ୍ୱରରେ ସେକ୍ସ ର଼୍ୟାକେଟ ଠାବ

ବାଲେଶ୍ୱର ଅଫିସ, ୨୨।୩: ବାଲେଶ୍ୱର ଜିଲାର ବିଭିନ୍ନ ସ୍ଥାନରେ ପଶ୍ଚିମବଙ୍ଗ ଓ ବାଂଲାଦେଶ ଯୁବତୀଙ୍କୁ ଆଣି ସେକ୍ସ ର଼୍ୟାକେଟ ଚାଲିଥିବା ବେଳେ ମଙ୍ଗଳବାର ପୋଲିସ ଏହାର ପର୍ଦ୍ଦାଫାଶ କରିଛି। ବସ୍ତା, ସିଂଲା ଓ ବାଲେଶ୍ୱର ସହରର ମେଘଡମ୍ବରୁ ଅଞ୍ଚଳରୁ ଏହି...

ରାସ୍ତାରେ ପୁଅକୁ ଛାଡ଼ି ପଳାଇଲେ ମା’ ବାପା

ସୋର, ୨୨।୩(ଡି.ଏନ.ଏ.): ମା’ ବାପା ସହ ବାଇକରେ ଯାଉଥିଲେ ନାବାଳକ ପୁଅ। ହେଲେ ରାସ୍ତାରେ ଦମ୍ପତିଙ୍କ ମଧ୍ୟରେ କୌଣସି କାରଣକୁ ନେଇ ଝଗଡ଼ା ହୋଇଥିଲା। ଶେଷରେ ନିଜର ପୁଅକୁ ରାତି ଅଧରେ ରାସ୍ତା ଉପରେ ଛାଡି ମା’ ବାପା ନିଜ...

ଉଦ୍‌ଘାଟନ ହେଲା, କାମରେ ଲାଗୁନି

ବାଲେଶ୍ୱର ଅଫିସ, ୨୧।୩(ମାନସ ବିଶ୍ୱାଳ): ରାଜ୍ୟ ସରକାର ଅନୁସୂଚିତ ଜାତି, ଜନଜାତି, ଅନ୍ୟାନ୍ୟ ପଛୁଆବର୍ଗ ଛାତ୍ରୀଛାତ୍ରଙ୍କ ନିମନ୍ତେ ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା (ଆଇଟିଡ଼ିଏ) ନୀଳଗିରି ପକ୍ଷରୁ ବାଲେଶ୍ୱର ସହର ଏଡିଏମ୍‌ ଛକ ନିକଟସ୍ଥ ରାଜା ବଗିଚାରେ ୩ଶହ ଶଯ୍ୟା...

ରାମନବମୀ ପାଇଁ ପୋଲିସର ଫ୍ଲାଗ ମାର୍ଚ୍ଚ

ବାଲେଶ୍ୱର ଅଫିସ, ୨୧।୩: ବାଲେଶ୍ୱର ସହରରେ ରାମନବମୀ ଉତ୍ସବ ଧୁମ୍‌ଧାମ୍‌ରେ ପାଳନ ହେଉଥିବା ବେଳେ ପୋଲିସ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା ପାଇଁ ସୋମବାର ସହରରେ ଫ୍ଲାଗମାର୍ଚ୍ଚ କରାଯାଇଛି। ଜିଲା ଆରକ୍ଷୀ ଅଧୀକ୍ଷକ ସାଗରିକା ନାଥଙ୍କ ତତ୍ତ୍ୱାବଧାନରେ ରାପିଡ୍‌ ଆକ୍ସନ...

ଅପହରଣ, ବଳାତ୍କାର ଅଭିଯୋଗ: ୩ ଗିରଫ

ବାହାନଗା,୨୦ା୩(ଡି.ଏନ.ଏ.)-ବାହାନଗା ବ୍ଲକ ଅଞ୍ଚଳର ଜଣେ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର ଅଭିଯୋଗରେ ଜଣେ ଯୁବକଙ୍କ ସହିତ ତାଙ୍କ ମା’ ଓ ତାଙ୍କ ସହଯୋଗୀଙ୍କୁ ସୋର ଥାନା ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି। ଏଥିନିମନ୍ତେ ସୋର ଥାନାରେ ଏକ ମାମଲା(ନଂ.୧୨୬/୨୩)...

ପରକୀୟା ପ୍ରୀତିରୁ ବଧୂ ହତ୍ୟା ଘଟଣା: ନ୍ୟାୟ ଦାବିରେ ବାପଘର ଲୋକଙ୍କ ଧାରଣା

ନୀଳଗିରି,୨୦।୩(ସ୍ବ.ପ୍ର.): ବାଲେଶ୍ୱର ଜିଲା ନୀଳଗିରି ବରହମପୁର ଗରଡ଼ି ଗାଁରେ ପରକୀୟା ପ୍ରୀତିକୁ କେନ୍ଦ୍ର କରି ବଧୂହତ୍ୟା ଘଟିଥିଲା। ଏହି ଘଟଣାରେ ୩ ଜଣଙ୍କ ନାମରେ ଅଭିଯୋଗ ହୋଇଥିଲା। ମାତ୍ର ପୋଲିସ କେବଳ ଜଣଙ୍କୁ ଅଟକ ରଖି ତଦନ୍ତ କରୁଥିବା ବେଳେ...

ଚୈତ୍ର ପ୍ରଥମ ସୋମବାର ଭକ୍ତମୟ ଶୈବପୀଠ

ଭୋଗରାଇ,୨୦ା୩(ଡ଼ି.ଏନ୍‌.ଏ.): ଚୈତ୍ର ମାସ ପ୍ରଥମ ସୋମବାର ଶୈବପୀଠଗୁିଡ଼ିକ ଭକ୍ତମୟ ହୋଇଛି। ଏହି ମାସ ଶିବଙ୍କ ବିବାହ ମାସ ହୋଇଥିବାରୁ ଶିବଙ୍କୁ ଆରାଧନା କଲେ ପୂଣ୍ୟ ଫଳ ମିଳିଥାଏ ବୋଲି ହିନ୍ଦୁଧର୍ମରେ ବିଶ୍ୱାସ ରହିଛି। ପୂର୍ବଭାରତର ପ୍ରସିଦ୍ଧ ଶୈବପୀଠ ଚନ୍ଦନେଶ୍ୱର ଓ...

ନବବଧୂଙ୍କୁ ବାନ୍ଧି ସଶସ୍ତ୍ର ଡକାୟତି

ଖଇରା,୨୦ା୩(ଡି.ଏନ.ଏ.): ବାଲେଶ୍ବର ଜିଲା ଖଇରା ଥାନା ସାରୁଗଁା ପଞ୍ଚାୟତ ଅଧୀନ ମିଟୁଆଣି ଗ୍ରାମର ଜଣେ ନବବଧୂଙ୍କୁ ଦଉଡ଼ିରେ ବାନ୍ଧି ଦୁଇ ଦୁର୍ବୃତ୍ତ ୧ଲକ୍ଷ ଟଙ୍କା ଓ ୫ଲକ୍ଷରୁ ଊର୍ଦ୍ଧ୍ୱ ମୂଲ୍ୟର ଗହଣା ଲୁଟି ନେଇଛନ୍ତି। ଦୁର୍ବୃତ୍ତଙ୍କ ଆକ୍ରମଣରେ ନବବଧୂ ଆହତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri