ନିର୍ବାଚନ

ମହାତ୍ମା ଗାନ୍ଧୀଙ୍କ ହତ୍ୟାକାରୀଙ୍କ ମଧ୍ୟରେ ସାଭରକରଙ୍କ ନାଁ ଥିଲା: ଦିଗ୍‌ବିଜୟ

ନୂଆଦିଲ୍ଲୀ,୧୭।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ନିକଟରେ ଭାରତୀୟ ଜନତା ପାର୍ଟି(ଭାଜପା) ପକ୍ଷରୁ ଘୋଷଣା ପତ୍ର ଜାରି କରାଯାଇଥିଲା। ଆଉ ଏଥିରେ କୁହାଯାଇଥିଲା କି ମହାରାଷ୍ଟ୍ରରେ ଯଦି ଭାଜପା ଶାସନ କ୍ଷମତାକୁ ଆସେ ତେବେ ଭାରତ ରତ୍ନ...

ମହାରାଷ୍ଟ୍ରରେ ଭାଜପାକୁ ମିଳିବ ବହୁମତ: ଅମିତ ଶାହ

ମୁମ୍ବାଇ,୧୭।୧୦: ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ଆଉ ୩ ଦିନ ପରେ ହେବ। ଏଠାରେ ଭାଜପା ଓ ଶିବସେନା ମଧ୍ୟରେ ଆସନ ବୁଝାମଣା ହୋଇଛି। ୨୮୮ ବିଧାନସଭା ଆସନ ମଧ୍ୟରୁ ୧୬୪ରେ ଭାଜପା ପ୍ରାର୍ଥୀ ଦେଇଥିବାବେଳେ ୧୨୪ ଆସନରେ ଶିବସେନା ପ୍ରାର୍ଥୀ...

ନିର୍ବାଚନ ପ୍ରଚାର ସମୟରେ ଶିବସେନା ଏମ୍‌ପିଙ୍କୁ ଛୁରାମାଡ଼

ମୁମ୍ବାଇ,୧୬।୧୦: ମହାରାଷ୍ଟ୍ର ଉସ୍ମାମାନାବାଦର ଏମ୍‌ପି ଓମ୍‌ ରାଜେ ନିମ୍ବାଲକରଙ୍କୁ ବୁଧବାର ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ କରାଯାଇଛି। ଏଥିରେ ସେ ଆହତ ହୋଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, ଶିବସେନାର ପ୍ରାର୍ଥୀ କୈଳାଶ ପାଟିଲଙ୍କ ପାଇଁ ପଡୋଲି ଗଁାରେ ସେ ନିର୍ବାଚନୀ...

ହରିୟାଣାକୁ ନେଇ ଗର୍ବ କରେ: ମୋଦି

ଚରଖି ଦାଦରି,୧୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଏକ ନିର୍ବାଚନ ରାଲିରେ ଯୋଗ ଦେବାକୁ ହରିୟାଣା ଯାଇଥିଲେ। ସେଠାରେ ସେ କହିଛନ୍ତି ହରିୟାଣାକୁ ନେଇ ସେ ଗର୍ବ କରନ୍ତି। କାରଣ ନିକଟରେ ଭାରତ ଗସ୍ତ ସମୟରେ ଚାଇନା ରାଷ୍ଟ୍ରପତି ସି...

ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ଘୋଷଣା ପତ୍ର ଜାରି କଲା ଭାଜପା: ନିଯୁକ୍ତି, ସ୍ବାସ୍ଥ୍ୟକୁ ଗୁରୁତ୍ୱ

ମୁମ୍ବାଇ,୧୫।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ଏବେ ସାଧାରଣ ଭୋଟରଙ୍କୁ ନିଜ ଆଡକୁ ଆକର୍ଷିତ କରିବାକୁ ପ୍ରାୟ ସବୁ ଦଳ ପ୍ରୟାସ ଜାରି ରଖିଛନ୍ତି। ଏଠାରେ ଆସନ୍ତା ୨୧ରେ ନିର୍ବାଚନ ହେବାକୁ ଥିବା ବେଳେ ୨୪ରେ ଫଳାଫଳ...

ମହାରାଷ୍ଟ୍ରରେ ପ୍ରଧାନମନ୍ତ୍ରୀଙ୍କ ନିର୍ବାଚନୀ ସଭା: ୩୭୦କୁ ନେଇ ବିରୋଧୀଙ୍କୁ ଚ୍ୟାଲେଞ୍ଜ

ଜଲଗାଓଁ,୧୪ା୧୦(ପି.ଟି.): ବିରୋଧୀ ଦଳଗୁଡ଼ିକର ସାହସ ଥିଲେ ସେମାନେ ନିଜ ନିର୍ବାଚନୀ ଇସ୍ତାହାରରେ ୩୭୦ ଅନୁଚ୍ଛେଦ ଫେରାଇ ଆଣିବା ପାଇଁ ଘୋଷଣା କରନ୍ତୁ। ମହାରାଷ୍ଟ୍ରର ଜଲଗାଓଁରେ ରବିବାର ଏକ ନିର୍ବାଚନୀ ସଭାରେ କଂଗ୍ରେସ ଓ ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନ୍‌ସିପି)କୁ ପ୍ରଧାନମନ୍ତ୍ରୀ...

ମହାରାଷ୍ଟ୍ରରେ ଗର୍ଜିଲେ ମୋଦି

ମୁମ୍ବାଇ,୧୩।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଜଲଗାଓଁରେ ଏକ ରାଲିରେ ଯୋଗ ଦେଇଛନ୍ତି। ସେଠାରେ ସେ ଉଦ୍‌ବୋଧନ ଦେବା ଅବସରରେ କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଏବେ ନୂଆ ଭାରତର ନୂଆ କିରଣ...

ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଭାଜପା ଜାରି କଲା ଘୋଷଣାପତ୍ର

ଚଣ୍ଡିଗଡ଼,୧୩।୧୦: ହରିୟାଣା ବିଧାନସଭା ନିର୍ବାଚନ ପାଇଁ ରବିବାର ଭାରତୀୟ ଜନତା ପାର୍ଟି(ଭାଜପା) ତା’ର ଘୋଷଣା ପତ୍ର ଜାରି କରିଛି। ଏଥିରେ କୃଷକ, ଗରିବ, ଯୁବବର୍ଗ ଓ ଖେଳାଳିଙ୍କୁ ପ୍ରାଧାନ୍ୟ ଦିଆଯାଇଛି। ୩୨ ପୃଷ୍ଠା ବିଶିଷ୍ଟ ଏହି ଘୋଷଣା ପତ୍ରର ନାଁ...

ପ୍ରକାଶ ପାଇଲା ହରିୟାଣା କଂଗ୍ରେସର ଘୋଷଣା ପତ୍ର

ଚଣ୍ଡିଗଡ଼,୧୧।୧୦: ହରିୟାଣା ନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ଶୁକ୍ରବାର ଘୋଷଣା ପତ୍ର ପ୍ରକାଶ ପାଇଛି। କଂଗ୍ରେସର ବରିଷ୍ଠ ନେତା ଗୁଲାମ ନବି ଆଜାଦ, ପୂର୍ବତନ ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ସିଂହ ହୁଡ୍ଡା ଓ ପ୍ରଦେଶ ଅଧ୍ୟକ୍ଷ ଶୈଲଜା କୁମାରୀ ଏହି ସଙ୍କଳ୍ପ...

ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ ଡୋର ଧରିବ ଶିବସେନା: ଉଦ୍ଧବ ଠାକ୍‌ରେ

ମୁମ୍ବାଇ,୭।୧୦: ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ ଡୋର ଶିବସେନା ଧରିବ। ଜଣେ ଶିବସୈନିକ ହିଁ ମୁଖ୍ୟମନ୍ତ୍ରୀ ଆସନରେ ବସିବେ। ଏନେଇ ଶିବସେନା ପ୍ରମୁଖ ଉଦ୍ଧବ ଠାକ୍‌ରେ ସୂଚନା ଦେଇଛନ୍ତି। ରାଜ୍ୟର ବିଧାନସଭା ନିର୍ବାଚନ ଫଳାଫଳ ଅକ୍ଟୋବର ୨୪ରେ ଘୋଷଣା କରାଯିବ। ଏହାପରେ ସେ...

ମହାରାଷ୍ଟ୍ର ବିଧାନସଭା ପାଇଁ ଏନ୍‌ସିପି ଜାରି କଲା ଷ୍ଟାର ପ୍ରଚାରକଙ୍କ ତାଲିକା

ପୁଣେ,୫।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ମହାରାଷ୍ଟ୍ରର ନ୍ୟାଶନାଲିଷ୍ଟ କଂଗ୍ରେସ ପାର୍ଟି(ଏନ୍‌ସିପି) ଶନିବାର ତା’ର ଷ୍ଟାର ପ୍ରଚାରକଙ୍କ ତାଲିକା ଜାରି କରିଛି। ଏହି ତାଲିକାରେ ଦଳ ମୁଖ୍ୟ ଶରଦ ପାଓ୍ବାର, ପ୍ରଫୁଲ୍ଲ ପଟେଲ, ଛଗନ ଭୁଜବଳ, ସୁପ୍ରିୟା ସୁଲେ, ଜୟନ୍ତ...

ହରିୟାଣା ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଝଟ୍‌କା

ହରିୟାଣା,୫।୧୦: ପାଖେଇ ଆସୁଛି ହରିୟାଣା ବିଧାନସଭା ନିର୍ବାଚନ। ଏବେ ଏହାକୁ ନେଇ ରାଜନୀତି ସରଗରମ ଥିବା ବେଳେ କଂଗ୍ରେସକୁ କିନ୍ତୁ ଲାଗିଛି ଧକ୍କା। କାରଣ କଂଗ୍ରେସ ନେତା ଅଶୋକ ତନଓ୍ବର ଶନିବାର ଦଳରୁ ଇସ୍ତଫା ଦେଇଛନ୍ତି। ଆଉ ଏହା ପରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri