ଶ୍ରେଷ୍ଠ ପାଞ୍ଚ

ବଡବିଲ୍‌ରୁ ଚୋରି ହାଇଓ୍ବା ଝାଡଖଣ୍ଡରୁ ଜବତ, ମାଷ୍ଟରମାଇଣ୍ଡ ସହ ୩ ଗିରଫ

ବଡ଼ବିଲ, ୨୮ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଭଦ୍ରାସାହିରୁ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଚୋରି ହୋଇଥିବା ହାଇଓ୍ବାକୁ ପୋଲିସ ବୁଧବାର ରାତିରେ ଝାଡଖଣ୍ଡରୁ ଜବତ କରିଛି। ଏହି ଘଟଣାର ମାଷ୍ଟରମାଇଣ୍ଡ୍‌ ସହ ଅନ୍ୟ ଦୁଇ ଦଲାଲଙ୍କୁ ପୋଲିସ...

ପୁଅଙ୍କୁ ଥଇଥାନ

ଭୁବନେଶ୍ୱର, ୨୭।୩(ବ୍ୟୁରୋ): ଆଗାମୀ ବିଧାନସଭା ନିର୍ବାଚନ ପାଇଁ ବିଜେଡି ବୁଧବାର ୩୬ଟି ଆସନ ଲାଗି ପ୍ରାର୍ଥୀ ଘୋଷଣା କରିଛି। ପୂର୍ବରୁ ଯାହା ଚର୍ଚ୍ଚା ହେଉଥିଲା ତାହା ସତରେ ପ୍ରତିଫଳିତ ହୋଇଛି। ପ୍ରକାଶିତ ତାଲିକାରେ ତିନି ବିଧାୟକ ସେମାନଙ୍କ ପୁତ୍ରଙ୍କୁ ଥଇଥାନ...

ଏପ୍ରିଲ ୧୧ରେ ୧୭ ଆସନରେ ଭୋଟ: ଟିଆର୍‌ଏସ୍‌ର ମିଶନ ୧୬

ହାଇଦ୍ରାବାଦ,୨୮ା୩(ଆଇଏଏନ୍‌ଏସ୍‌): ତେଲେଙ୍ଗାନାରେ ନିକଟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ବିପୁଳ ବିଜୟ ପରେ ଶାସକ ତେଲେଙ୍ଗାନା ରାଷ୍ଟ୍ର ସମିତି (ଟିଆର୍‌ଏସ୍‌) ସାଧାରଣ ନିର୍ବାଚନର ମଇଦାନକୁ ଓହ୍ଲାଇଛି। ବିରୋଧୀ ଦଳଗୁଡ଼ିକ ମଧ୍ୟରେ ନୈରାଶ୍ୟ ଭରିରହିଥିବାବେଳେ ୧୭ରୁ ୧୬ ଲୋକ ସଭା ଆସନ ଦଖଲ...

ଶୋପିଆନ୍‌ରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର: ୩ ହିଜବୁଲ୍‌ ଆତଙ୍କବାଦୀ ନିହତ

ଶ୍ରୀନଗର,୨୮।୩: ଜମ୍ମୁ-କଶ୍ମୀର ଶୋପିଆନ୍‌ରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଗୁରୁବାର ୩ ହିଜ୍‌ବୁଲ୍‌ ମୁଜାହିଦ୍ଦିନ୍‌ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ମୃତ ଆତଙ୍କବାଦୀମାନେ ହେଉଛନ୍ତି ଆକିବ୍‌ ଅହମ୍ମଦ, ବଶରତ୍‌ ଅହମ୍ମଦ ଏବଂ ସଞ୍ଜୟ ଖାଣ୍ଡେ। ଆକିବ୍‌ ଓ ବଶରତ୍‌ ପୁଲଓ୍ବାମାର ବାସିନ୍ଦା ଥିବାବେଳେ ସଞ୍ଜୟ...

ଭାଜପାକୁ ପୁଣି ଫେରିପାରନ୍ତି ବିଜୟ ମହାପାତ୍ର

ଭୁବନେଶ୍ୱର, ୨୮।୩(ବ୍ୟୁରୋ): ଭାଜପାର ପୂର୍ବତନ ବରିଷ୍ଠ ନେତା ବିଜୟ ମହାପାତ୍ର ପୁଣି ଥରେ ଭାଜପାକୁ ଫେରିପାରନ୍ତି। ସାଧାରଣ ନିର୍ବାଚନ ପାଇଁ ରାଜନୀତିକ ଛକାପଞ୍ଝା ଆରମ୍ଭ ହୋଇଥିବାବେଳେ ବରିଷ୍ଠ ନେତା ବିଜୟ ମହାପାତ୍ରଙ୍କୁ ପୁଣିଥରେ ଭାଜପାରେ ସକ୍ରିୟ ଭୂମିକାରେ ଦେଖିବାକୁ ମିଳିବାର...

ନିର୍ବାଚନ ଆଚରଣ ବିଧି: ୨୪ ଘଣ୍ଟାରେ ଇସିଙ୍କର ୪ ନୋଟିସ୍‌

ନୂଆଦିଲ୍ଲୀ,୨୮।୩: ନିର୍ବାଚନ ଆଚରଣ ବିଧି ନେଇ ନିର୍ବାଚନ କମିଶନ(ଇସି) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତଥା ସରକାରଙ୍କୁ ଘେରିଛନ୍ତି। ୨୪ ଘଣ୍ଟା ମଧ୍ୟରେ ଇସି ସରକାରଙ୍କୁ ୪ଟି କାରଣ ଦର୍ଶାଅ ନୋଟିସ୍‌ ପଠାଇଛନ୍ତି। ଦେଶବାସୀଙ୍କୁ ମିଶନ ଶକ୍ତି ନେଇ ସମ୍ବୋଧନ କରିବା...

ଭାଜପାକୁ ଫେରିଲେ ବିଜୟ

ଭୁବନେଶ୍ୱର,୨୮।୩(ବ୍ୟୁରୋ): ଶେଷରେ ଭାଜପାକୁ ପ୍ରତ୍ୟାବର୍ତ୍ତନ କଲେ ବରିଷ୍ଠ ନେତା ବିଜୟ ମହାପାତ୍ର। ତାଙ୍କ ମାନଭଞ୍ଜନ କରିବାରେ ସଫଳ ହେଲେ ଦଳୀୟ ନେତା। ପୂର୍ବରୁ ସେ ଭାଜପାକୁ ଫେରିବେ ବୋଲି ଆକଳନ କରାଯାଉଥିବା ବେଳେ ଗୁରୁବାର ସେ ଦଳକୁ ଫେରିଥିବା ନିଜେ...

ଲୋକ ସଭା ନିର୍ବାଚନ: ୩ ସପ୍ତାହରେ ଇସିଙ୍କ ଦ୍ୱାରା ୬୧୩ କୋଟିରୁ ଅଧିକ ମୂଲ୍ୟର ପ୍ରତିବନ୍ଧିତ ସାମଗ୍ରୀ ଜବତ

ନୂଆଦିଲ୍ଲୀ,୨୮।୩: ଲୋକ ସଭା ନିର୍ବାଚନ ପାଇଁ ଆଚରଣ ବିଧି ଲାଗୁ ହେବାର ପ୍ରାୟ ୩ ସପ୍ତାହ ମଧ୍ୟରେ ନିର୍ବାଚନ କମିଶନ(ଇସି)ଙ୍କ ଦ୍ୱାରା ୬୧୩. ୧୭୬ କୋଟି ଟଙ୍କା ମୂଲ୍ୟର ପ୍ରତିବନ୍ଧିତ ସାମଗ୍ରୀ ଜବତ ହୋଇଛି। ମାର୍ଚ୍ଚ ୨୭ ସୁଦ୍ଧା ଏସବୁ...

ଭାରତ ନିର୍ବାଚନ ଉପରେ ଆମେରିକା, ଚାଇନା ଏବଂ ପାକିସ୍ତାନର ନଜର

ନୂଆଦିଲ୍ଲୀ,୨୮।୩ : ଆଗକୁ ଭାରତରେ ହେବ ଲୋକ ସଭା ନିର୍ବାଚନ। ନିର୍ବାଚନ ଉପରେ ଆମେରିକା, ଚାଇନା ସହିତ ପାକିସ୍ତାନର ନଜର ରହିଛି। ଭାରତରେ କିଭଳି ସରକାର ସ୍ଥାପିତ ହେବ ସେ ନେଇ ଏହି ୩ ଦେଶ ଉତ୍ସୁକତାର ସହିତ ଅପେକ୍ଷା...