କ୍ରିକେଟ ବିଶ୍ୱକପ୍‌

ବିବାଦରେ ଧୋନୀଙ୍କ ରନ୍‌ଆଉଟ୍‌

ନୂଆଦିଲ୍ଲୀ, ୧୧।୭- ଆଇସିସି ବିଶ୍ୱକପ୍‌ର ପ୍ରଥମ ସେମିଫାଇନାଲରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତ ୧୮ ରନରେ ନ୍ୟୁଜିଲାଣ୍ଡ ନିକଟରୁ ହାରି ପ୍ରତିଯୋଗିତାରୁ ବିଦାୟ ନେଇସାରିଛି। କିନ୍ତୁ ମ୍ୟାଚ୍‌ ପରେ ଏକ ବିବାଦୀୟ ଘଟଣା ଏବେ ସାମ୍ନାକୁ ଆସିଛି। ଯାହାକୁ ନେଇ...

ପରାଜୟରେ ମୋଦି ନିରାଶ

ନୂଆଦିଲ୍ଲୀ, ୧୧।୭ (ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍‌ର ଏକ ହାଇଭୋଲଟେଜ ସେମିଫାଇନାଲ ମ୍ୟାଚ୍‌ରେ ବୁଧବାର ଭାରତୀୟ ଦଳ ୧୮ ରନରେ ନ୍ୟୁଜିଲାଣ୍ଡ ନିକଟରୁ ପରାସ୍ତ ହୋଇ ପ୍ରତିଯୋଗିତାରୁ ବିଦାୟ ନେଇଛି। ଭାରତୀୟ ଦଳର ପରାଜୟ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

ଅବସର ନେବେ ନାହିଁ ହାଫିଜ୍‌

କରାଚୀ, ୧୧।୭ (ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍‌ରେ ନୈରାଶ୍ୟଜନକ ପ୍ରଦର୍ଶନ କରି ଲିଗ୍‌ ପର୍ଯ୍ୟାୟରୁ ବିଦାୟ ନେଇଥିଲେ ମଧ୍ୟ ପାକିସ୍ତାନ ଭେଟେରାନ ଅଲ୍‌ରାଉଣ୍ଡର ମହମ୍ମଦ ହାଫିଜ ବର୍ତ୍ତମାନ ସୀମିତ ଓଭର କ୍ରିକେଟ୍‌ରୁ ଅବସର ନେବାର କୌଣସି ପ୍ଲାନ ନାହିଁ ବୋଲି...

ଆଇସିସି ବିଶ୍ୱକପ୍‌: ଇଂଲଣ୍ଡ- ଅଷ୍ଟ୍ରେଲିଆ ଦ୍ୱିତୀୟ ସେମିଫାଇନାଲ

ବର୍ମିଂହାମ,୧୧।୭(ପି.ଟି.)- ଚଳିତ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପ୍‌ର ଦ୍ୱିତୀୟ ସେମିଫାଇନାଲରେ ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଇଂଲଣ୍ଡ ଓ ଅଷ୍ଟ୍ରେଲିଆ ପରସ୍ପରକୁ ଭେଟିବେ। ଗୁରୁବାର ବର୍ମିଂହାମର ଏଜବାଷ୍ଟନ ଗ୍ରାଉଣ୍ଡରେ ଖେଳାଯିବାକୁ ଥିବା ଏହି ହାଇଭୋଲ୍‌ଟେଜ ତଥା ହାଇପ୍ରୋଫାଇଲ ମ୍ୟାଚ୍‌ ଉପରେ...

ଆଇସିସି ବିଶ୍ୱକପ୍‌: ଭାରତ ଆଶା ଧୂଳିସାତ୍‌, ଫାଇନାଲରେ ନ୍ୟୁଜିଲାଣ୍ଡ

ମାଞ୍ଚେଷ୍ଟର,୧୧।୭(ପି.ଟି.)- ଶେଷରେ ଭାରତ ଆଶା ଧୂଳିସାତ୍‌ ହୋଇଛି। କୋଟି କୋଟି ଭାରତୀୟ କ୍ରିକେଟ ପ୍ରଶଂସକ ନିରାଶ ହୋଇଛନ୍ତି। ସେମିଫାଇନାଲରେ ପରାସ୍ତ ହୋଇ ଭାରତ ଚଳିତ ଆଇସିସି ବିଶ୍ୱକପରୁ ବାଦ୍‌ ପଡିବା ପରେ ସାରା ଦେଶରେ ନୈରାଶ୍ୟ ଖେଳିଯାଇଛି। କେନ୍‌ ଓ୍ବିଲିୟମସନଙ୍କ...

ବିଶ୍ୱକପ୍‌ରୁ ବିଦାୟ ନେଲା ଭାରତ

ମାଞ୍ଚେଷ୍ଟର, ୧୦।୭: ଅଲ୍‌ରାଉଣ୍ଡର ରବୀନ୍ଦ୍ର ଜାଡେଜାଙ୍କ ସାହସିକଭରା ଅର୍ଦ୍ଧଶତକୀୟ ଇନିଂସ ସତ୍ତ୍ୱେ ଏଠାରେ ଅନୁଷ୍ଠିତ ଆଇସିସି ବିଶ୍ୱକପ୍‌ର ପ୍ରଥମ ସେମିଫାଇନାଲରେ ଭାରତ ୧୮ ରନରେ ନ୍ୟୁଜିଲାଣ୍ଡ ନିକଟରୁ ପରାସ୍ତ ହୋଇଛି। ଏଥିସହ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳର ବିଶ୍ୱକପ୍‌ରୁ...

ବୁମ୍‌ରାଙ୍କ ବୋଲିଂ ଶୈଳୀକୁ ନକଲ କଲେ ବିରାଟ

ମାଞ୍ଚେଷ୍ଟର,୧୦।୭(ପିଟି)- ଶୀର୍ଷ ର଼୍ୟାଙ୍କ୍‌ଧାରୀ ଦିନିକିଆ ବ୍ୟାଟ୍ସମ୍ୟାନ ବିରାଟ କୋହଲି ବୁଧବାର ନଂ.୧ ବୋଲର ଯଶ୍‌ପ୍ରୀତ ବୁମ୍‌ରାଙ୍କ ବୋଲିଂ ଶୈଳୀକୁ ନକଲ କରିବାକୁ ଉଦ୍ୟମ କରିଛନ୍ତି। ନ୍ୟୁଜିଲାଣ୍ଡ ଇନିଂସ୍‌ର ଅବଶିଷ୍ଟାଂଶ ଆରମ୍ଭ ହେବା ପୂର୍ବରୁ ବୁମ୍‌ରାଙ୍କ ଭଳି ରନ୍‌ ଅପ୍‌ ନେବାଠାରୁ...

ସଙ୍କଟରେ ଭାରତୀୟ ଦଳ

ମାଞ୍ଚେଷ୍ଟର,୧୦।୭- ଏଠାରେ ଚାଲିଥିବା ସେମିଫାଇନାଲରେ ପ୍ରାରମ୍ଭିକ ଝଟ୍‌କା ଯୋଗୁ ଭାରତୀୟ ଦଳ ସଙ୍କଟରେ ପଡ଼ିଛି। ଫୁଲ୍‌ ଫର୍ମରେ ଥିବା ରୋହିତ ଶର୍ମା, ଅଧିନାୟକ ବିରାଟ କୋହଲି, ଓପ୍‌ନର ଲୋକେଶ ରାହୁଲ ଓ ଦୀନେଶ କାର୍ତ୍ତିକ ସଅଳ ଆଉଟ୍‌ ହୋଇଛନ୍ତି। ରୋହିତ...

ଭାରତକୁ ପ୍ରାରମ୍ଭିକ ଝଟ୍‌କା

ମାଞ୍ଚେଷ୍ଟର,୧୦।୭- ୨୪୦ ରନ୍‌ ବିଜୟ ଲକ୍ଷ୍ୟର ପିଛା କରୁଥିବା ଭାରତୀୟ ଦଳକୁ ପ୍ରାରମ୍ଭିକ ଝଟ୍‌କା ଲାଗିଛି। ଫୁଲ ଫର୍ମରେ ଥିବା ରୋହିତ ଶର୍ମା ମାତ୍ର ୧ ରନ୍‌ ଆଉଟ୍‌ ହୋଇଛନ୍ତି। ମ୍ୟାଟ ହେନ୍‌ରୀଙ୍କ ବଲରେ ରୋହିତ ଉଇକେଟକିପର ଟମ ଲଥାମଙ୍କ...

ଭାରତ ଆଗରେ ୨୪୦ ରନ୍‌ର ବିଜୟଲକ୍ଷ୍ୟ

ଭାରତ ଆଗରେ ୨୪୦ ରନ୍‌ର ବିଜୟ ଲକ୍ଷ୍ୟ ମାଞ୍ଚେଷ୍ଟର,୧୦।୭- ଭାରତୀୟ ଦଳକୁ ଚଳିତ ଆଇସିସି ବିଶ୍ୱକପ୍‌ ଫାଇନାଲରେ ପ୍ରବେଶ କରିବା ପାଇଁ ୨୪୦ ରନ୍‌ ଦରକାର। ସ୍ଥାନୀୟ ଓଲ୍ଡ ଟ୍ରାଫୋର୍ଡ ଗ୍ରାଉଣ୍ଡରେ ଖେଳାଯାଉଥିବା ସେମିଫାଇନାଲରେ ନ୍ୟୁଜିଲାଣ୍ଡ ପ୍ରଥମେ ବ୍ୟାଟିଂ କରି...

ଭାରତ-ନ୍ୟୁଜିଲାଣ୍ଡ ସେମିଫାଇନାଲ ସମ୍ଭବ ନ ହେଲେ ହେବ କ’ଣ

ନୂଆଦିଲ୍ଲୀ,୧୦।୭- ଚଳିତ ଆଇସିସି ଦିନିକିଆ ବିଶ୍ୱକପରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଥିବା ପ୍ରଥମ ସେମିଫାଇନାଲରେ ବର୍ଷା ବାଧକ ସାଜିଛି। ନକ୍‌ଆଉଟ ମ୍ୟାଚ୍‌ ଥିବାରୁ ଏହି ମୁକାବିଲା ଲାଗି ଏକ ରିଜର୍ଭ ଡେ’ ରଖାଯାଇଛି। ଅର୍ଥାତ୍‌ ମଙ୍ଗଳବାର ନ୍ୟୁଜିଲାଣ୍ଡ ଯେଉଁଠାରେ...

ପ୍ରଥମଥର ପାଇଁ କେନ୍ଦ୍ରୀୟ ଚୁକ୍ତିରେ ପୁରାନ, ଆଲେନ, ଥୋମାସ

ସେଣ୍ଟ ଜୋନ୍ସ (ଆଣ୍ଟିଗୁଆ), ୯।୭(ପି.ଟି.)- ବିଶ୍ୱକପ୍‌ ସେମିଫାଇନାଲରେ ପ୍ରବେଶ କରିବାରେ ବିଫଳ ହୋଇଥିବା ଓ୍ବେଷ୍ଟଇଣ୍ଡିଜ କ୍ରିକେଟ୍‌ ପକ୍ଷରୁ ମଙ୍ଗଳବାର ନୂତନ କେନ୍ଦ୍ରୀୟ ଖେଳାଳି ଚୁକ୍ତି ତାଲିକା ପ୍ରକାଶ ପାଇଛି। ଯେଉଁଥିରେ ବିଶ୍ୱକପ୍‌ରେ ପ୍ରଭାବୀ ପ୍ରଦର୍ଶନ କରିଥିବା ଫାବିଆନ୍‌ ଆଲେନ, ନିକୋଲାସ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri