ଆଞ୍ଚଳିକ ଖବର

‘ପାଇକ ବିଦ୍ରୋହ ଓଡ଼ିଶାକୁ ଗୌରବାନ୍ବିତ କରିଛି’

ଖୋର୍ଦ୍ଧା ଅଫିସ,୨୬ା୧: ଖୋର୍ଦ୍ଧା ଜିଲା ପ୍ରଶାସନ ଆନୁକୂଲ୍ୟରେ ୭୩ତମ ସାଧାରଣତନ୍ତ୍ର ଦିବସ ବିଜେବି ହାଇସ୍କୁଲ ପଡ଼ିଆରେ ପାଳିତ ହୋଇଯାଇଛି। କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନ(ଆରଡିସି)ର ଗୋପବନ୍ଧୁ ଶତପଥୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ ସହ ସମ୍ମିଳିତ ପରେଡରେ...

ଚୋରଙ୍କୁ ସମସ୍ତେ ଚୋର ଭଳି ଦିଶିବେ: ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ

କଟକ ଅଫିସ,୨୪।୧୨: ରାଜ୍ୟରେ ସୂଚାରୁ ରୂପେ ଧାନ ସଂଗ୍ରହ ଚାଲିଛି। ଏ ନେଇ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ପ୍ରତିକ୍ରିୟା ରଖିଛନ୍ତି । ଟୋକନ ବ୍ୟବସ୍ଥା ଓ ଟେକ୍ନୋଲୋଜି ଦୃଷ୍ଟିରୁ ଧାନ ସଂଗ୍ରହ ଠିକ୍‌ ଭାବେ...

କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଆସିଲା ଗାଇଡ୍‌ଲାଇନ୍‌

କଟକ ଅଫିସ,୧୬।୧୧: କାର୍ତ୍ତିକ ପୂର୍ଣ୍ଣିମା ପୂର୍ବରୁ କଟକରେ କଟକଣା ଜାରି ହୋଇଛି । କାର୍ତ୍ତିକ ପୂର୍ଣ୍ଣିମାରେ ବିଭିନ୍ନ ଜଳାଶୟ କୂଳରେ ଲୋକଙ୍କର ପ୍ରବଳ ସମାଗମ ହୋଇଥାଏ। ତେଣୁ ଲୋକଙ୍କ ସୁରକ୍ଷା ଓ କୋଭିଡ ବ୍ୟାପିବା ଆଶଙ୍କାରେ କେହି ଜଳାଶୟକୁ ଯାଇ...

ରାସ୍ତା ପାଲଟିଛି ମରଣଯନ୍ତା

ପୁରୁଷୋତ୍ତମପୁର,୨୨।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ସହର ଓ କୋଦଳା ସହରକୁ ସଂଯୋଗ କରୁଥିବା ରାସ୍ତା ମରଣଯନ୍ତା ପାଲଟିଛି । ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧିନରେ ଥିବା ୧୫ କି.ମି. ବିଶିଷ୍ଟ ଏହି ଆଛୁଲି-ସମା-ଚିଙ୍ଗୁଡିଘାଇ ମୁଖ୍ୟ ରାସ୍ତାଟି ଭାଙ୍ଗି ବିଭିନ୍ନ ସ୍ଥାନରେ...

୨୦ରେ ମୁଖ୍ୟମନ୍ତ୍ରୀଙ୍କ ମାଲକାନଗିରି ଗସ୍ତ

ମାଲକାନଗିରି, ୧୭।୮ (ଡି.ଏନ୍‌.ଏ.): ଆସନ୍ତା ୨୦ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାଲକାନଗିରି ଜିଲା ଗସ୍ତରେ ଆସିବେ। ଏନେଇ ବିଜେଡି ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏହାପୂର୍ବରୁ ୧୮ ଓ ୧୯ ରେ ୮ ଜଣ ମନ୍ତ୍ରୀ ମାଲକାନଗିରି ଗସ୍ତରେ...

‘ନିର୍ଭୟ’ର ସଫଳ ଉତ୍‌କ୍ଷେପଣ

ବାଲେଶ୍ୱର ଅଫିସ,୧୧।୮: ବାଲେଶ୍ୱର ଜିଲାର ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରର ୩ନଂ ଲଞ୍ଚପ୍ୟାଡରୁ ବୁଧବାର ଦୂରଗାମୀ ସବ୍ନିକ କ୍ରୁଜ ମିସାଇଲ ନିର୍ଭୟର ପରୀକ୍ଷଣ କରାଯାଇଛି । ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ କ୍ଷେପଣାସ୍ତ୍ରକୁ ପୂର୍ବାହ୍ନ ୯ଟା ୫୩ ମିନିଟ୍‌ରେ ଉତ୍‌କ୍ଷେପଣ କରାଯାଇଛି।...

ସମୁଦ୍ର ସ୍ନାନର ମଜା ନେଲେ ପର୍ଯ୍ୟଟକ

ପୁରୀ ଅଫିସ,୩।୮: କୋଭିଡ୍‌ କଟକଣା କୋହଳ ହେବା ପରେ ସୋମବାର ପୁରୀ ସହରରେ ଦୋକାନ ବଜାର ଖୋଲିଛି। ପ୍ରଥମ ଦିନରୁ ହିଁ ପୁରୀ ବେଳାଭୂମିରେ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ଛୋଟବଡ଼ ବ୍ୟବସାୟୀ ଦୋକାନ ଖୋଲିଥିବା ବେଳେ ଶପିଂ ମଲ୍‌...

ବେଦାନ୍ତର ଓସ୍ତପାଳ ଖଣି ବନ୍ଦ

ଯାଜପୁର ଅଫିସ,୨୭। ୭: ବେଦାନ୍ତ କମ୍ପାନୀ ଦ୍ୱାରା ପରିଚାଳିତ ଯାଜପୁର ଜିଲା ଓସ୍ତପାଳ କ୍ରୋମାଇଟ୍‌ ଖଣିକୁ ଭାରତ ସରକାରଙ୍କ ଡାଇରେକ୍ଟର ଜେନେରାଲ ଅଫ୍‌ ମାଇନ୍ସ ସେଫଟି (ଡିଜିଏମ୍‌ଏସ୍‌) ପକ୍ଷରୁ ଅସ୍ଥାୟୀ ଭାବେ ବନ୍ଦ କରାଯାଇଛି। ସୁରକ୍ଷା ବ୍ୟବସ୍ଥାକୁ ଦୃଷ୍ଟିରେ ରଖି...

ଗୋପାଳବନ୍ଧ, ମେରୁ ପଡ଼ିଆ ଖାଁ ଖାଁ : କଟକଣାରେ ଶେଷ ହେଲା ଦଣ୍ଡ ଯାତ୍ରା

ପୁରୁଷୋତ୍ତମପୁର,୧୪।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଦଣ୍ଡ ଯାତ୍ରା ବୁଧବାର ଉଦ୍‌ଯାପିତ ହୋଇଛି। ଏହା ମହା ବିଷୁବ ସଂକ୍ରାନ୍ତି ଓ ମେରୁ ଯାତ୍ରାରେ କରୋନା କଟକଣା ମଧ୍ୟରେ ଉଦ୍‌ଯାପିତ ହୋଇଛି। ମାତ୍ର କରୋନା...

ଝରାଫୁଲଙ୍କୁ ହତ୍ୟା କରାଯାଇଛି

ଯାଜପୁର ଅଫିସ,୧୩।୪ ବହୁଚର୍ଚ୍ଚିତ ରମାଦେବୀ ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାଫୁଲ ନାୟକ(୨୨)ଙ୍କ ମୃତ୍ୟୁ ରହସ୍ୟ ଉପରୁ ପର୍ଦ୍ଦା ହଟିଛି। ତାଙ୍କୁ ହତ୍ୟା କରାଯାଇଥିବା ଯାଜପୁର ଏସ୍‌.ପି. ରାହୁଲ ପି.ଆର. ସୋମବାର ଏକ ଭିଡିଓ କ୍ଲିପ୍‌ ଜାରି କରି ଜଣାଇଛନ୍ତି। ଘଟଣାର ମୁଖ୍ୟ...

ନାମଯଜ୍ଞ ନେଇ କଟକଣା: ବିଜ୍ଞପ୍ତି ଜାରି କଲେ ବରଗଡ଼ ଜିଲାପାଳ

ବରଗଡ଼ ଅଫିସ,୧୦।୪: ବରଗଡ଼ ଜିଲାରେ କରୋନା(କୋଭିଡ-୧୯) ସଂକ୍ରମଣ ବଢ଼ି ଚାଲିଛି। ଏହାକୁ ପ୍ରତିହତ କରିବା ପାଇଁ ମାସ୍କ ପିନ୍ଧିବା, ସାମାଜିକ ଦୂରତ୍ୱ ଅବଲମ୍ବନ କରିବାକୁ ଗୁରୁତ୍ୱ ଦିଆଯାଇଛି। ଅନ୍ୟପକ୍ଷରେ ଜିଲାରେ ନାମଯଜ୍ଞ ପାଳନ ଉପରେ ରୋକ ଲଗାଯାଇଛି। ଏଭଳି ସ୍ଥିତିରେ...

ଡେଲାଙ୍ଗ-ପିପିଲିର ବିକାଶ ପାଇଁ ପ୍ରତିଶ୍ରୁତି

ଡେଲାଙ୍ଗ/ପିପିଲି, ୧୦।୪(ଡି.ଏନ୍‌.ଏ.): ପିପିଲି ଉପନିର୍ବାଚନ ତାରିଖ ଯେତେ ପାଖେଇ ଆସୁଛି, ପ୍ରାର୍ଥୀମାନଙ୍କ ମଧ୍ୟରେ ସେତିକି ଉତ୍ସୁକତା ବଢ଼ିବାରେ ଲାଗିଛି। ବିଜେଡି ପକ୍ଷରୁ ଶ୍‌ୁକ୍ରବାର ମୁନିନ୍ଦା, ବେରବୋଇ, ଗୁଆଳିପଡା, ଚାଇଁପୁର, ରେଙ୍ଗଳ, ସୁଜନପୁର ପ୍ରଭୃତି ୭ଟି ପଞ୍ଚାୟତରେ ମହିଳା ସମାବେଶ ଅନୁଷ୍ଠିତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri