ମେଟ୍ରୋ

ମେଡିକାଲ ଶୌଚାଳୟରେ କର୍କଟ ରୋଗୀଙ୍କ ଆତ୍ମହତ୍ୟା

କଟକ,୧୬ା୪ (କାର୍ତ୍ତିକ ସାହୁ) ଆଚାର୍ଯ୍ୟ ହରିହରି ସ୍ନାତକୋତ୍ତର କର୍କଟ ରୋଗ ପ୍ରତିଷ୍ଠାନକୁ ଚିକିତ୍ସା ପାଇଁ ଆସିଥିବା ଜଣେ ମହିଳା କର୍କଟ ରୋଗର ଯନ୍ତ୍ରଣା ସହି ନ ପାରି ମେଡିକାଲ ଶୌଚାଳୟରେ ଆତ୍ମହତ୍ୟା କରିଥିବା ଚର୍ଚ୍ଚା ହେଉଛି। ମୃତ ମହିଳା ଜଣକ...

ବିଜେଡିରେ ଯୋଗଦେଲେ ଶତାଧିକ ଭାଜପା,କଂଗ୍ରେସ ନେତା

ଭୁବନେଶ୍ୱର,୧୬ା୪(ଅନିଲ ଦାସ)-କଳାହାଣ୍ଡି ଜିଲା ଅନ୍ତର୍ଗତ ଲାଞ୍ଜିଗଡ଼ ଓ ନର୍ଲା ନିର୍ବାଚନମଣ୍ଡଳୀର ଶତାଧିକ ଭାଜପା ଓ କଂଗ୍ରେସ କର୍ମୀ ମଙ୍ଗଳବାର ଶଙ୍ଖଭବନଠାରେ ଧର୍ମଶାଳା ବିଧାୟକ ତଥା କଳାହାଣ୍ଡି ଜିଲା ପର୍ଯ୍ୟବେକ୍ଷକ ପ୍ରଣବ ବଳବନ୍ତରାୟ ଓ ରାଜ୍ୟ ସଭା ସଦସ୍ୟ ସସ୍ମିତ ପାତ୍ରଙ୍କ...

କଂଗ୍ରେସରୁ ସୁର ବିଦା, ମନ୍ମଥଙ୍କୁ ଫାଇଦା! କେମିତି ଜାଣନ୍ତୁ…

ଭୁବନେଶ୍ୱର,୧୬।୪: ପୁଣି ଚର୍ଚ୍ଚାରେ ବରିଷ୍ଠ ରାଜନେତା ତଥା ଜଟଣୀ ବିଧାୟକ ସୁରେଶ ରାଉତରାୟ । ଦଳବିରୋଧୀ କାର୍ଯ୍ୟ ପାଇଁ ସୁରଙ୍କୁ କଂଗ୍ରେସ ବହିଷ୍କାର କରିବା ପରେ ବି ଥମୁନାହିଁ ଚର୍ଚ୍ଚା। କାରଣ, ସୁରଙ୍କୁ କଂଗ୍ରେସ ବାହାର କରିବା ପରେ ଏହା...

ଆସନ୍ତା ୨୮ରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ

ଭୁବନେଶ୍ୱର,୧୬।୪(ସୁନିତ୍‌ ମିଶ୍ର): : ପୂର୍ବତନ ମନ୍ତ୍ରୀ ଭକ୍ତଚରଣ ଦାସ ରାଜ୍ୟ କଂଗ୍ରେସ ପ୍ରଚାର କମିଟିର ଅଧ୍ୟକ୍ଷ ଦାୟିତ୍ୱ ଗ୍ରହଣ କରିବା ପରେ ମଙ୍ଗଳବାର ପ୍ରଥମ ଥର ରାଜ୍ୟ ପ୍ରଚାର କମିଟି ବୈଠକ କଂଗ୍ରେସ ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ଭକ୍ତଙ୍କ ଅଧ୍ୟକ୍ଷତାରେ...

ମାହାଙ୍ଗା ଡବଲ ମର୍ଡର ମାମଲା: ଲିଖିତ ଯୁକ୍ତି ଉପସ୍ଥାପନ ପାଇଁ ସମୟ ନେଲେ ପ୍ରତିପକ୍ଷ, ପରବର୍ତ୍ତୀ ଶୁଣାଣି ଏପ୍ରିଲ ୨୨ରେ

କଟକ,୧୬ା୪ (କାର୍ତ୍ତିକ ସାହୁ): ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ପୁଣି ବଳବତ୍ତର ରଖିଛନ୍ତି। ନିମ୍ନକୋର୍ଟର ନିର୍ଦ୍ଦେଶ ବିରୋଧରେ ବିଧାୟକ ଜେନା ହାଇକୋର୍ଟରେ ରୁଜୁ କରିଥିବା ମାମଲାରେ ପ୍ରତିପକ୍ଷ ରଂଜିତ୍‌ ବରାଳ ଲିଖିତ...

ବିଜେଡିରେ ମିଶିଲେ ଦେବଗଡ଼ର ରାଣୀ ଅରୁନ୍ଧତୀ

ଭୁବନେଶ୍ୱର,୧୬।୪: ବିଜେଡିରେ ମିଶିଲେ ସମ୍ବଲପୁରର ଭାଜପା ଏମପି ନିତେଶ ଗଙ୍ଗଦେବଙ୍କ ପତ୍ନୀ ଅରୁନ୍ଧତୀ କୁମାରୀ ଦେବୀ। ଆଜି ସେ ବିଜେଡିରେ ସାମିଲ ହୋଇଛନ୍ତି । ସେ ଭାଜପାରୁ ଇସ୍ତଫା ଦେବାର ମାତ୍ର କିଛି ଘଣ୍ଟା ମଧ୍ୟରେ ଆନୁଷ୍ଠାନିକ ଭାବେ ବିଜେଡିରେ...

ସମ୍ବଲପୁରରୁ ଲଢିବେନି ପ୍ରସନ୍ନ ଆଚାର୍ଯ୍ୟ !

ଭୁବନେଶ୍ୱର,୧୬।୪: ସମ୍ବଲପୁରରେ ଟିକେଟକୁ ନେଇ ଅମଙ୍ଗ ଅଛନ୍ତି କି ବିଜେଡିର ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟ ! କିଛି ଏଭଳି ଚର୍ଚ୍ଚା ଏବେ ଜୋର ଧରିଛି । ସମ୍ବଲପୁର ବଦଳରେ ରେଢାଖୋଲରୁ ସେ ଲଢିବାକୁ ଇଚ୍ଛୁକ ଥିବା ଚର୍ଚ୍ଚା ହେଉଛି...

ଓଭରବ୍ରିଜ୍‌ରୁ ବସ୍‌ ଖସି ଦୁର୍ଘଟଣା: ମୃତକଙ୍କୁ ୩୦ ଲକ୍ଷ କ୍ଷତିପୂରଣ ପ୍ରଦାନ ଦାବି

କଟକ,୧୬ା୪ (କାର୍ତ୍ତିକ ସାହୁ) ଯାଜପୁର ଜିଲା ବାରବାଟୀ ନିକଟରେ ସୋମବାର ରାତିରେ ଓଭରବ୍ରିଜରୁ ପ୍ରାୟ ୩୦ ଫୁଟ ତଳକୁ ଯାତ୍ରୀବାହୀ ବସ୍‌ ଖସି ଦୁର୍ଘଟଣା ଘଟିବାକୁ ନେଇ ଜାତୀୟ ମାନବ ଅଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି)ଙ୍କ ନିକଟରେ ପିଟିସନ୍‌ ଦାୟର ହୋଇଛି।...

ଭାଜପା ପ୍ରାର୍ଥୀ ତାଲିକା: ପଲିଟିବ ରାଉରକେଲା ବାଜି! ତାଲିକାରେ ୧୬ ନୂଆ ଚେହେରା

ଭୁବନେଶ୍ୱର,୧୬।୪: ପ୍ରାୟ ଦୁଇ ସପ୍ତାହ ପରେ ଆସିଲା ଭାଜପାର ଦ୍ୱିତୀୟ ବିଧାନସଭା ପ୍ରାର୍ଥୀ ତାଲିକା। କାହାର ଟିକେଟ ବଦଳିବ, କାହାର ଟିକେଟ କଟିବ, ସେ ନେଇ ବହୁ ନେତା ଆଶା ଆଶଙ୍କାରେ ଥିଲେ। ଶେଷରେ ଆଜି ଭାଜପା ତାର ଦ୍ୱିତୀୟ...

ମା’ବାପାଙ୍କୁ ହରାଇଥିଲେ, ଚାକିରିରେ ଥାଇ ୟୁପିଏସ୍‌ସି ପ୍ରସ୍ତୁତି; କିଛି ଏଭଳି ଆଇଏଏସ୍‌ ଅନିମେଶଙ୍କ ସଂଘର୍ଷ କାହାଣୀ

ଭୁବନେଶ୍ୱର,୧୬।୪: ମଙ୍ଗଳବାର ୨୦୨୩ ୟୁପିଏସ୍‌ସି ପରୀକ୍ଷାଫଳ ପ୍ରକାଶିତ ହୋଇଛି। ସର୍ବ ଭାରତୀୟ ସ୍ତରରେ ଦ୍ୱିତୀୟ ସ୍ଥାନ ରଖି ରାଜ୍ୟ ପାଇଁ ଗୌରବ ଆଣିଛନ୍ତି ଅନୁଗୋଳ ଜିଲାର ଅନିମେଶ ପ୍ରଧାନ। ବ୍ୟକ୍ତିଗତ ଜୀବନରେ ପ୍ରତିକୂଳ ପରିସ୍ଥିତିର ସାମ୍ନା କରୁଥିଲେ ହେଁ ଧୌର୍ଯ୍ୟର...

୧୮-୧୯ରେ ଜାଳିବ

ଭୁବନେଶ୍ୱର,୧୬।୪(ଅସମାପିକା ସାହୁ): ରାଜ୍ୟକୁ ପୁଣି ଫେରିଛି ତାତି। ଆଜି ୨୯ ସହରରେ ଦିନ ତାପମାତ୍ରା ୪୦ରୁ ଅଧିକ ରେକର୍ଡ କରାଯାଇଛି। ସେହିପରି ଆଜି ବାରିପଦା ରାଜ୍ୟର ସର୍ବୋଚ୍ଚ ଇତ୍ତପ୍ତ ସହର ଭାବେ ପରିଗଣିତ ହୋଇଛି। ଜିଲାରେ ତାପମାତ୍ରା ୪୩.୬ ରେକର୍ଡ...

ଭିଡିଓ କଲ୍‌ରେ ଲୋକଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ, ନେଲେ ଏସବୁର ଅପ୍‌ଡେଟ୍‌…

ଭୁବନେଶ୍ବର,୧୬।୪ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭଏସ୍‌ କଲ୍‌ ପରେ ଏବେ ଭିଡିଓ କଲ୍‌ ଯୋଗେ ଲୋକଙ୍କ ସହ କଥା ହୋଇଛନ୍ତି। ମଙ୍ଗଳବାର ସେ ଭିଡିଓ କଲ୍‌ରେ ଲୋକମାନଙ୍କ ନିକଟରୁ ସେମାନଙ୍କ ଅଞ୍ଚଳରେ ହେଉଥିବା ଉନ୍ନୟନମୂଳକ କାମର ଅପଡେଟ ନେଇଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri