ମେଟ୍ରୋ

ନିର୍ବାଚନ ପୂର୍ବରୁ ସମ୍ବଲପୁର ଜାତୀୟ ରାଜପଥ ପାଇଁ ୩୭୪.୧୭ କୋଟି ମଞ୍ଜୁର

ଭୁବନେଶ୍ୱର,୧୩ା୩(ଅନୁରାଧା ମହାରଣା): କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ପକ୍ଷରୁ ସମ୍ବଲପୁର ଜିଲାରେ ଜାତୀୟ ରାଜପଥ ପ୍ରକଳ୍ପ ପାଇଁ ୩୭୪.୧୭ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏନେଇ ବିଭାଗୀୟ ମନ୍ତ୍ରୀ ନୀତିନ ଗଡକରୀ ସୂଚନା ଦେଇଛନ୍ତି। ତାଙ୍କ ସୂଚନାନୁସାରେ,...

ତୁଟିଛି ମେଣ୍ଟ ଭାଗବଣ୍ଟା, ଏବେ ଘୋଷଣାକୁ ଅପେକ୍ଷା

ଭୁବନେଶ୍ୱର, ୧୩।୩(ସୁନିତ୍‌ ମିଶ୍ର): ବିଜେଡି-ଭାଜପା ଭିତରେ ମେଣ୍ଟ ହେବା ନେଇ ଯେଉଁ ଚର୍ଚ୍ଚା ଆରମ୍ଭ ହୋଇଛି ଏପର୍ଯ୍ୟନ୍ତ ସେ କଥାର କୌଣସି ସ୍ପଷ୍ଟ ଚିତ୍ର ବାହାରକୁ ଆସୁନାହିଁ। ଉଭୟ ଦଳର ନେତା ଯଦିଓ ମେଣ୍ଟ କଥାକୁ ଖଣ୍ଡନ କରୁନାହାନ୍ତି, ସେମାନଙ୍କ...

ମୋକିମଙ୍କ ବଡ ବୟାନ, ମେଣ୍ଟ ହେଲେ କଂଗ୍ରେସର କିଛି…

ଭୁବନେଶ୍ୱର,୧୨।୩: କାହାକୁ ମିଳିବ କେଉଁଠି ଆସନ। ଡିଲ୍‌ ତ ସରିଛି ହେଲେ ଭାଗବଣ୍ଟାକୁ ନେଇ କଣ୍ଟ ଛିଡୁନି। ତେବେ ଏପରି ଝୁଲା ସ୍ଥିତି ରହିଲେ ମେଣ୍ଟକୁ ନେଇ କେବଳ ଓଡିଶାବାସ ନୁହନ୍ତି ଦଳୀୟ କର୍ମୀ ଠାରୁ ଆରମ୍ଭ କରି ନେତାଏ...

ସନ୍ତୋଷ ଉପାଧ୍ୟାୟ ହେଲେ ଓଡ଼ିଶା ପୋଲିସ ନିଯୁକ୍ତି ବୋର୍ଡ ଅଧ୍ୟକ୍ଷ

ଭୁବନେଶ୍ୱର,୧୨।୩: ରାଜ୍ୟ ସରକାରଙ୍କ ପକ୍ଷରୁ ଅବସରପ୍ରାପ୍ତ ଆଇପିଏସ୍‌ ଅଫିସର ସନ୍ତୋଷ ଉପାଧ୍ୟାୟଙ୍କୁ ନୂଆ ଦାୟିତ୍ୱ ଦିଆଯାଇଛି। ତାଙ୍କୁ ଓଡ଼ିଶା ପୋଲିସ ନିଯୁକ୍ତି ବୋର୍ଡ(ଓପିଆର୍‌ବି)ର ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଥିବା ନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ତେବେ...

ମେଣ୍ଟ ହେଲେ ୧୪୭ ପ୍ରାର୍ଥୀ ଯିବେ କୁଆଡ଼େ? ଚର୍ଚ୍ଚା ବଢ଼ୁଛି…

ଭୁବନେଶ୍ୱର,୧୨।୩: ରାଜ୍ୟରେ ବିଜେଡି-ଭାଜପା ମେଣ୍ଟ ନେଇ ଚର୍ଚ୍ଚା ହେବା ଦିନଠାରୁ ଚିନ୍ତାରେ ପଡ଼ିଯାଇଛନ୍ତି ନେତା। ରାଜ୍ୟର ୩ ପ୍ରମୁଖ ଦଳର ଅଧିକାଂଶ ନେତା ବର୍ତ୍ତମାନ ନିଜର ରାଜନୈତିକ ଭବିଷ୍ୟତ କଥା ଚିନ୍ତା କରି ଦ୍ୱନ୍ଦ୍ୱରେ ପଡିଗଲେଣି। ଯଦି ମେଣ୍ଟ ନ...

ରେଲଓ୍ବେ ସାମଗ୍ରୀ ଚୋରି, ୩ ଗିରଫ

କଟକ,୧୨ା୩ (କାର୍ତ୍ତିକ ସାହୁ) ରେଲଓ୍ବେ ସାମଗ୍ରୀ ଚୋରି ଅଭିଯୋଗରେ କଟକ ଆର୍‌ପିଏଫ୍‌ ୩ ଜଣଙ୍କୁ ଗିରଫ କରି ମଙ୍ଗଳବାର କୋର୍ଟ ଚାଲାଣ କରିଛି। ଅଭିଯୁକ୍ତଙ୍କ ନିକଟରୁ ବିପୁଳ ପରିମାଣର ଚୋରି ରେଲଓ୍ବେ ସାମଗ୍ରୀ ଉଦ୍ଧାର କରାଯାଇଛି। ଅଭିଯୁକ୍ତମାନେ ହେଲେ ପୁରୀ...

ମେଣ୍ଟ ଚର୍ଚ୍ଚା ଥମୁନି, ଏଣେ ମିଶ୍ରଣ ପର୍ବ ବନ୍ଦ

ଭୁବନେଶ୍ୱର, ୧୨।୩: ଆଗକୁ ୨୦୨୪ ସାଧାରଣ ନିର୍ବାଚନ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସ ନିଜ ନିଜର ପ୍ରସ୍ତୁତି ଜୋରଦାର୍‌ ଚଳାଇଥିଲେ। ହେଲେ ବିଜେଡି-ଭାଜପା ମେଣ୍ଟ ନେଇ ଚର୍ଚ୍ଚା ହେବା...

୯୮-୪୯ ୧୩-୮, ଫାଇନାଲ ହେଲା ଆସନ ବୁଝାମଣା! ଏହି ଠୁ ଲଢିବେ ଅପରାଜିତା…

ଭୁବନେଶ୍ୱର,୧୨।୩: ଝୁଲାବସ୍ଥାରେ ଅଟକିଛି ମେଣ୍ଟ। ବିଜେଡି-ଭାଜପା ମେଣ୍ଟ ପାଇଁ ଚୂଡ଼ାନ୍ତ ହୋଇଛି କେଉଁ ଫର୍ମୂଲା । ସାରା ଓଡ଼ିଶାର ନଜର ଏହା ଉପରେ । ରାଜନୀତି ବିଶେଷଜ୍ଞନୁସାରେ ଅଳ୍ପ କିଛି ଆସନକୁ ନେଇ ରହିଛି ଅଡୁଆ । ଲୋକସଭାରେ ସହମତି...

Recruitment: ସରକାରୀ ସ୍କୁଲରେ ୨୬୨୯ ଟିଜିଟି ପଦ ପାଇଁ ବାହାରିଲା ବିଜ୍ଞପ୍ତି, ଜାଣନ୍ତୁ ସବିଶେଷ…

ଭୁବନେଶ୍ୱର, ୧୨।୩(ଅସମାପିକା ସାହୁ) – ଓଡ଼ିଶା ଅଧସ୍ତନ କର୍ମଚାରୀ ଚୟନ ଆୟୋଗ (ଓଏସ୍‌ଏସ୍‌ଏସ୍‌ସି) ପକ୍ଷରୁ ମୋଟ ୨,୬୨୯ଟି ଜିଲାସ୍ତରୀୟ ପ୍ରଶିକ୍ଷିତ ସ୍ନାତକ ଶିକ୍ଷକ(ଟିଜିଟି) ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଟିଜିଟି କଳା, ବିଜ୍ଞାନରେ ପିସିଏମ୍‌ ଓ ସିବିଜେଡ୍‌, ସଂସ୍କୃତ,...

ଏଥର ବି ଓଡ଼ିଶାରୁ କେହି ନାହାନ୍ତି

ଭୁବନେଶ୍ୱର,୧୨।୩: କଂଗ୍ରେସ ପକ୍ଷରୁ ମଙ୍ଗଳବାର ଜାରି କରାଯାଇଥିବା ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ବି ଓଡ଼ିଶା ନାହିଁ। ପୂର୍ବ ଥର ଭଳି ଏଥର ମଧ୍ୟ ଓଡ଼ିଶାରୁ କାହାକୁ ବି ଦଳ ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇନାହିଁ। ପ୍ରକାଶ ଯେ, ଏହି...

ମେଣ୍ଟକୁ ନେଇ ଘନଘନ ବୈଠକ: ବିଜେଡ଼ି, ଭାଜପା କହିଲେ…

ଭୁବନେଶ୍ୱର, ୧୨।୩: ରାଜ୍ୟରେ ମେଣ୍ଟକୁ ନେଇ ଦ୍ୱନ୍ଦ ଲାଗି ରହିଥିବା ବେଳେ । କେଉଁଠି ନା କେଉଁଠି   ଲୋକଙ୍କ ମନକୁ ଆସୁଛି  ମେଣ୍ଟ ହେବ! ଭାଜପା-ବିଜେଡି ମେଣ୍ଟକୁ ନେଇ ଚର୍ଚ୍ଚା ଥମୁ ନଥିବା ବେଳେ ମଙ୍ଗଳବାର ଏହା ସ୍ପଷ୍ଟ ହୋଇପାରେ ...

୩ ଦିନ ପରେ ସଫେଇ କର୍ମଚାରୀଙ୍କ ପାଇଁ କି ନିଷ୍ପତି ନେବ ବିଏମ୍‌ସି: ବଡ଼ ଘୋଷଣାକୁ…

ଭୁବନେଶ୍ବର,୧୨।୩: ସଫେଇ କର୍ମଚାରୀଙ୍କ ସହ ଆଲୋଚନା କରି ବିଏମ୍‌ସି ୩ ଦିନର ସମୟ ମାଗିଛି। ୩ ଦିନ ମଧ୍ୟରେ ବର୍ଦ୍ଧିତ ଦରମା ନେଇ ଘୋଷଣା ହେବ। ଅଳିଆ ପୃଥକୀକରଣ ବନ୍ଦ କରିବାକୁ ସଫେଇ କର୍ମଚାରୀ ଦାବି କରିଥିବା ବେଳେ ଏ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri