ମେଟ୍ରୋ

କୁଜଙ୍ଗର ପୂର୍ବତନ ଆର୍‌ଆଇ ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୨ା୩ (କାର୍ତ୍ତିକ ସାହୁ) ଜଗତସିଂହପୁର ଜିଲା କୁଜଙ୍ଗ ସର୍କଲର ଅବସରପ୍ରାପ୍ତ ପୂର୍ବତନ ଆର୍‌ଆଇ ସୁବାସ ଚନ୍ଦ୍ର ଦାସ କଟକ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ଦଣ୍ଡିତ ହୋଇଛନ୍ତି। ଦାସଙ୍କ ବିରୋଧରେ ରୁଜୁ ଏକ ଲାଞ୍ଚ ମାମଲାର ବିଚାର କରି ଅଦାଲତ ତାଙ୍କୁ...

ସବୁ କଥା ହେଲା କ୍ଲିଅର! ମେଣ୍ଟ ନେଇ ଫାଇନାଲ କଥା କହିଲେ ବିଜେଡି ନେତା

ଭୁବନେଶ୍ୱର,୨୨।୩: ମେଣ୍ଟ ହେବ ହେବନି ଦ୍ୱନ୍ଦ ଭିତରେ ପଡିଛି ପୂର୍ଣ୍ଣଚ୍ଛେଦ! ସବୁ ଗୁଜବ, ବୟାନର ଫାଇନାଲ ଦ ଏଣ୍ଡ! ଏନେଇ ଦୁଇ ଦଳର ନେତା ସଫାସଫା ବୟାନ ଦେଇଛନ୍ତି। ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ବୟାନ ପରେ ଏବେ...

ଖଣି କମ୍ପାନୀର ଟଙ୍କାରେ ବିଜେଡି ହୋଇଛି ଧନୀ, ଏହି ପରିଚିତ କମ୍ପାନୀରୁ ମିଳିଛି ପୁଳାପୁଳା ଚାନ୍ଦା

ଭୁବନେଶ୍ୱର,୨୨।୩: ଖଣି କମ୍ପାନୀଗୁଡିକରୁ ଚାନ୍ଦାରେ ପୁଳାପୁଳା ଟଙ୍କା ପାଇଛି ବିଜେଡି। ନିର୍ବାଚନୀ ବଣ୍ଡ ଆକାରରେ ଚାନ୍ଦା ପାଇବାରେ ବିଜେଡି ଦେଶର ପଞ୍ଚମମ ସର୍ବାଧିକ ପାଣ୍ଠି ହାସଲକାରୀ ଦଳ ପାଲଟିଛି। ବିଜେଡିକୁ ବିଶେଷକରି ଏସେଲ ମାଇନିଂ, ରୁଙ୍ଗଟା ସନ୍ସ, ରଶ୍ମୀ ମେଟାଲିକ୍ସ,...

ପିସିସି ପ୍ରଚାର କମିଟି ଅଧ୍ୟକ୍ଷ ପଦରୁ ବିଦା ହେଲେ ବିଜୟ ପଟ୍ଟନାୟକ

ଭୁବନେଶ୍ୱର,୨୨।୩: ପ୍ରଦେଶ କଂଗ୍ରେସ କମିଟି(ପିସିସି) ପ୍ରଚାର କମିଟି ଅଧ୍ୟକ୍ଷ ପଦରୁ ବିଜୟ ପଟ୍ଟନାୟକ ବିଦା ହୋଇଛନ୍ତି। ତାଙ୍କ ସ୍ଥାନରେ ଦଳର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭକ୍ତଚରଣ ଦାସ ପିସିସି ପ୍ରଚାର କମିଟି ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଛନ୍ତି।...

ଅପରାଜିତାଙ୍କ ବଡ଼ ବୟାନ: କହିଲେ ‘ମେଣ୍ଟକୁ ନେଇ ବିଜେଡିର ନିବେଦନକୁ ଭାଜପା ପ୍ରତ୍ୟାଖ୍ୟାନ କରିଛି’

ଭୁବନେଶ୍ୱର,୨୨।୩: ରାଜ୍ୟରେ ଭାଜପା ସହ ମେଣ୍ଟ କରିବାକୁ ବିଜେଡି ନିବେଦନ କରିଥିଲା। କିନ୍ତୁ ଭାଜପା ବିଜେଡିର ନିବେଦନକୁ ପ୍ରତ୍ୟାଖ୍ୟାନ କରିଛି ବୋଲି ବଡ଼ ବୟାନ ଦେଇଛନ୍ତି ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ। ରାଜ୍ୟରେ କିଛି ଦିନ ଧରି ଜାରି ରହିଥିବା...

ଭାଜପା ଯିବା ନେଇ ସଙ୍କେତ ଦେଲେ ଭର୍ତ୍ତୃହରି!

ଭୁବନେଶ୍ୱର,୨୨।୩: ବିଜେଡି ସହ ସମ୍ପର୍କ ଛିଣ୍ଡାଇଛନ୍ତି ପୂର୍ବ କଟକ ଏମପି ଭର୍ତ୍ତୃହରି ମହତାବ। ଶୁକ୍ରବାର ଖବରଦାତା ସମ୍ମିଳନୀ କରି ଏହି ଇସ୍ତଫା ସମ୍ପର୍କରେ ସେ ସୂଚନା ଦେଇଛନ୍ତି। ଏମପି ଭର୍ତ୍ତୃହରି କଟକରୁ ୬ଥର ଏମପି ରହିଛନ୍ତି। ଖବରଦାତା ସମ୍ମିଳନୀରେ ସେ...

ବଦଳିଲେ ୨୮ ଓଏଏସ୍‌ ଅଫିସର

ଭୁବନେଶ୍ୱର,୨୨।୩: ରାଜ୍ୟ ସରକାରଙ୍କ ପକ୍ଷରୁ ୨୮ ଓଏଏସ୍‌ ଅଫିସରଙ୍କ ବଦଳି କରାଯାଇଛି। ଏନେଇ ଶୁକ୍ରବାର ବିଧିବଦ୍ଧ ଭାବେ ବଦଳି ବିଜ୍ଞପ୍ତି ଜାରି ହୋଇଛି। ସମ୍ପୃକ୍ତ ଅଫିସରମାନଙ୍କୁ ଅପରାହ୍ନରେ ରିଲିଭ୍‌ କରି ନୂଆ ସ୍ଥାନରେ ତୁରନ୍ତ ଯୋଗ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି।...

ବିଜେଡି ଛାଡିଲେ ଭର୍ତ୍ତୃହରି

ଭୁବନେଶ୍ୱର,୨୨।୩: ବିଜେଡି ଛାଡିଲେ ଭର୍ତ୍ତୃହରି ମହତାବ। ଶୁକ୍ରବାର ଖବରଦାତା ସମ୍ମିଳନୀ କରି ଏହି ଇସ୍ତଫା ସମ୍ପର୍କରେ ସେ ସୂଚନା ଦେଇଛନ୍ତି। ଏମପି ଭର୍ତ୍ତୃହରି କଟକରୁ ୬ଥର ଏମପି ରହିଛନ୍ତି। ଖବରଦାତା ସମ୍ମିଳନୀରେ ସେ କହିଛନ୍ତି, ଭଙ୍ଗା ହୃଦୟରେ ଦଳ ଛାଡୁଛି।...

‘ଏମିତି ତମ କୋଳରେ ଆଉଥରେ ନିଶ୍ଚିତ ଜନ୍ମ ନେବି’

ଭୁବନେଶ୍ୱର,୨୨।୩: ଗୋଟିଏ ଝିଅ ପାଇଁ ତା’ ବାପାଙ୍କ ସ୍ଥାନ ସ୍ବତନ୍ତ୍ର। ତାଙ୍କ ଆବର୍ତ୍ତମାନରେ ଝିଅ ଜୀବନରେ ଏକ ବଡ଼ ଶୂନ୍ୟସ୍ଥାନ ସୃଷ୍ଟି ହୁଏ। ଠିକ୍‌ ଏଭଳି ବିଜେଡିର ବରିଷ୍ଠ ନେତା ଡା. ଦାମୋଦର ରାଉତଙ୍କ ପରଲୋକ ଗମନ ପରେ ଭାଙ୍ଗି...

ମେଣ୍ଟ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପକାଇଲେ ଧର୍ମେନ୍ଦ୍ର! ମନମୋହନଙ୍କ ପୋଷ୍ଟକୁ କଲେ ରିପୋଷ୍ଟ

ଭୁବନେଶ୍ୱର,୨୨।୩: ଆସନ୍ତା ଲୋକ ସଭା ନିର୍ବାଚନରେ ଏକାକୀ ଲଢ଼ିବ ଭାଜପା। ଶୁକ୍ରବାର କିଛି ଏଭଳି କଥା ସୋସିଆଲ ମିଡିଆରେ ପୋଷ୍ଟ କରି ମେଣ୍ଟ ଚର୍ଚ୍ଚାକୁ ନୂଆ ମୋଡ ଦେଇଥିଲେ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ। ଏହାପରେ ତାଙ୍କ ପୋଷ୍ଟକୁ...

ଓଡ଼ିଶାରେ ଭାଜପା ଏକାକୀ ଲଢ଼ିବ: ମନମୋହନ

ଭୁବନେଶ୍ୱର,୨୨।୩: ରାଜ୍ୟରେ ବିଜେଡି-ଭାଜପା ମେଣ୍ଟ ଚର୍ଚ୍ଚା ନୂଆ ମୋଡ ନେଇଛି। ଏହାକୁ ନେଇ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ସୋସିଆଲ ମିଡିଆରେ ବଡ଼ ସୂଚନା ଦେଇଛନ୍ତି। ସେ ତାଙ୍କ ଏକ୍ସ ଆକାଉଣ୍ଟରେ ଏକ ପୋଷ୍ଟ କରି ଭାଜପା ଏଥର...

ଭାଜପାର ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ: ଏଥର ନାହିଁ ଓଡ଼ିଶା ନାଁ 

ଭୁବନେଶ୍ୱର,୨୨।୩ : ଆଗାମୀ ଲୋକ ସଭା ନିର୍ବାଚନ ପାଇଁ ଶୁକ୍ରବାର ଭାଜପା ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ହେଲେ ଏଥର ମଧ୍ୟ ତାଲିକାରେ ଓଡ଼ିଶାର କାହାର ନାଁ ନାହିଁ।  ତାଲିକାରେ କେବଳ ତାମିଲନାଡୁ ଓ ପୁଡୁଚେରୀର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri