ନୂଆଦିଲ୍ଲୀ,୨୯।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୨୪ର ସବୁଠାରୁ ଶକ୍ତିଶାଳୀ ଭାରତୀୟ ତାଲିକାରେ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ଏହି ତାଲିକାରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏବଂ ରାଷ୍ଟ୍ରିୟ ସ୍ବୟଂସେବକ ସଂଗଠନ (ଆରଏସଏସ) ନେତାମାନେ ମଧ୍ୟ ସାମିଲ ହୋଇଛନ୍ତି। ଏହା...
ଭୋପାଳ,୨୯।୨: ମଧ୍ୟପ୍ରଦେଶର ଡିଣ୍ଡୋରିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୧୪ ଜଣଙ୍କର ମୃତ୍ୟୁ ହୋଇଛି। ୨୧ ଜଣ ଆହତ ହୋଇଥିବା କୁହାଯାଉଛି। ଏକ ପିକଅପ ଗାଡି ନିୟନ୍ତ୍ରଣ ବାହାରକୁ ଯାଇ ବଡଝର ଘାଟରେ ଓଲଟି ପଡ଼ିଥିଲା। ଦୁର୍ଘଟଣାର...
ଶିମଲା,୨୯।୨: ହିମାଚଳରେ ରାଜନୈତିକ ଝଡ ଧୀରେ ଧୀରେ ଶାନ୍ତ ହେବାକୁ ଲାଗୁଛି। ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ ସୁଖୁଙ୍କ ତରଫରୁ ଗୁରୁବାର ଶିମଲାରେ ସମସ୍ତ କଂଗ୍ରେସ ବିଧାୟକଙ୍କ ‘ବ୍ରେକ୍ଫାଷ୍ଟ ମିଟିଂ’ ଡକାଯାଇଛି। ଡେପୁଟି ସିଏମ ମୁକେଶ ଅଗ୍ନିହୋତ୍ରୀ ମଧ୍ୟ ସିଏମଙ୍କ ସରକାରୀ...
Archives
Model This Week
ପିଲାଙ୍କ ଧରିତ୍ରୀ