ରଥ ଯାତ୍ରା

ରଥାରୂଢ ହେଲେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ ଅଫିସ,୯।୭: ଜନ୍ମବେଦୀରେ ସରିଲା ମହାପ୍ରଭୁଙ୍କ ଲୀଳାଖେଳା। ଆଜି ଭଉଣୀଙ୍କୁ ଧରି ଶ୍ରୀମନ୍ଦିରକୁ ଫେରିବେ ମହାପ୍ରଭୁ। ଭୋର୪ଟାରୁ ଠାକୁରଙ୍କ ନୀତିକାନ୍ତି ପରେ ଆରମ୍ଭ ହୋଇଥିଲା ପହଣ୍ଡି ବିଜେ। ପ୍ରଥମେ ସୁଦର୍ଶନ,ବଳଭଦ୍ର,ସୁଭଦ୍ରା ରଥାରୂଢ ହେବା ପରେ ଶେଷରେ ରଥାରୂଢ ହୋଇଛନ୍ତି ପ୍ରଭୁ...

ପହଣ୍ଡି ବିଜେ କରୁଛନ୍ତି କାଳିଆ ସାଆନ୍ତ

ପୁରୀ ଅଫିସ,୯।୭: ଜନ୍ମବେଦୀରେ ସରିଲା ମହାପ୍ରଭୁଙ୍କ ଲୀଳାଖେଳା। ଭଉଣୀଙ୍କୁ ଧରି ଆଜି ଶ୍ରୀମନ୍ଦିରକୁ ଫେରିବେ ମହାପ୍ରଭୁ। ଭୋର୪ଟାରୁ ଠାକୁରଙ୍କ ନୀତିକାନ୍ତି ପରେ ଆରମ୍ଭ ହୋଇଥିଲା ପହଣ୍ଡି ବିଜେ। ସୁଦର୍ଶନ,ବଳଭଦ୍ର,ସୁଭଦ୍ରା ରଥାରୂଢ ହେବା ପରେ ଏବେ ପହଣ୍ଡି ବିଜେ କରୁଛନ୍ତି କାଳିଆ...

ଆରମ୍ଭ ହେଲା ପହଣ୍ଡି

ପୁରୀ ଅଫିସ,୯।୭: ଜନ୍ମବେଦୀରେ ସରିଲା ମହାପ୍ରଭୁଙ୍କ ଲୀଳାଖେଳା। ଭଉଣୀଙ୍କୁ ଧରି ଆଜି ଶ୍ରୀମନ୍ଦିରକୁ ଫେରିବେ ମହାପ୍ରଭୁ। ଭୋର୪ଟାରୁ ଠାକୁରଙ୍କ ନୀତିକାନ୍ତି ଆରମ୍ଭ ହୋଇଥିଲା। ଠାକୁରଙ୍କ ନୀତିକାନ୍ତି ସମାପନ ପରେ ବର୍ତ୍ତମାନ ଆରମ୍ଭ ହୋଇଛି ପହଣ୍ଡି ବିଜେ। ସୁଦର୍ଶନ,ବଳଭଦ୍ର,ସୁଭଦ୍ରାଙ୍କ ପରେ କାଳିଆ...

ମହାପ୍ରଭୁଙ୍କ ପାଇଁ ଗଢ଼ାସରିଛି ଅଧର ହାଣ୍ଡି

ପୁରୀ ଅଫିସ, ୯ା୭: ନବଦିନାତ୍ମକ ଘୋଷଯାତ୍ରାରେ ବାହାରି ଦାରୁଦିଅଁ ଏବେ ଆଡ଼ପମଣ୍ଡପରେ ଲୀଳା କରୁଛନ୍ତି। ଶ୍ରୀଗୁଣ୍ଡିଚା ମନ୍ଦିରରେ ଲୀଳାଖେଳା ସାରି ଆଷାଢ଼ ଶୁକ୍ଳ ଦଶମୀ ତିଥି ଶନିବାର ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିବେ। ଏକାଦଶୀ ତିଥିରେ ରଥ ଉପରେ ଶ୍ରୀବିଗ୍ରହମାନଙ୍କ ସୁନାବେଶ...

ରଥ ଛୁଇଁପାରିଲେନି ଭକ୍ତ

ପୁରୀ ଅଫିସ,୯।୭: ମହାପ୍ରଭୁ ରଥରୁ ଓହ୍ଲାଇ ଶ୍ରୀଗୁଣ୍ଡିଚା ମନ୍ଦିରକୁ ପ୍ରବେଶ କରିବା ପରେ ସିଂହଦ୍ୱାର ସମ୍ମୁଖରେ ତିନି ରଥ ଦଣ୍ଡାୟମାନ ହୋଇ ରୁହେ। ଅନେକ ଭକ୍ତ ମହାପ୍ରଭୁଙ୍କ ରଥକୁ ସ୍ପର୍ଶ କରିବାର ଇଚ୍ଛା ନେଇ ଶ୍ରୀକ୍ଷେତ୍ର ଆସନ୍ତି। ସେହିଭଳି ମହାପ୍ରଭୁ...

ଆଜି ବାହୁଡ଼ା

ପୁରୀ ଅଫିସ,୯।୭: ମହାପ୍ରଭୁଙ୍କ ନବଦିନାତ୍ମକ ଯାତ୍ରା ଶେଷ ହୋଇଛି। ଶ୍ରୀଗୁଣ୍ଡିଚା ମନ୍ଦିରରେ ଲୀଳାଖେଳା ସରିବା ପରେ ଶନିବାର ଚତୁର୍ଦ୍ଧାମୂର୍ତ୍ତି ବାହୁଡ଼ିବେ। ଏଥିପାଇଁ ରଥ-ପଥ ସବୁ ପ୍ରସ୍ତୁତ। ତିନିରଥ ଦକ୍ଷିଣମୋଡ଼ ହୋଇ ନାକଚଣା ଦ୍ୱାର ସମ୍ମୁଖରେ ଦଣ୍ଡାୟମାନ। ଗୋଟିଏ ପଟେ ବୈଷୟିକ...

ରାତି ପାହିଲେ ବାହୁଡ଼ା ଯାତ୍ରା, ରତ୍ନବେଦୀକୁ ବାହୁଡିବେ ମହାପ୍ରଭୁ

ପୁରୀ ଅଫିସ,୮।୭: ରାତି ପାହିଲେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା। ମହାପ୍ରଭୁ ଜନ୍ମବେଦୀ ଛାଡି ରତ୍ନବେଦୀକୁ ବାହୁଡିବେ। ଶୁକ୍ରବାର ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କ ନବଦିନାତ୍ମକ ଯାତ୍ରା ଶେଷ ହୋଇଛି । ସନ୍ଧ୍ୟାଦର୍ଶନ ଲାଗି ଗୁଣ୍ଡିଚା ମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼ ଦେଖିବାକୁ...

ଆଜି ୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ ଅଫିସ,୪।୭: ମହାପ୍ରଭୁଙ୍କ ହେରା ପଞ୍ଚମୀ ନୀତି ମଙ୍ଗଳବାର ଅନୁଷ୍ଠିତ ହେବ। ପରମ୍ପରା ଅନୁଯାୟୀ ହେରା ପଞ୍ଚମୀ ପୂର୍ବଦିନ ଅର୍ଥାତ ଆଷାଢ଼ ଶୁକ୍ଳ ପଞ୍ଚମୀ ତିଥି(ସୋମବାର)ରେ ଶ୍ରୀବିଗ୍ରହଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତ ମହାପାତ୍ର ସେବାୟତମାନେ ମହାପ୍ରଭୁଙ୍କୁ...

ମହାପ୍ରଭୁଙ୍କ ଦର୍ଶନ ପାଇଁ ଗୁଣ୍ଡିଚା ମନ୍ଦିରରେ ଭକ୍ତଙ୍କ ଭିଡ଼

ପୁରୀ ଅଫିସ,୩ା୭: ଆଡ଼ପମଣ୍ଡପରେ ରବିବାର ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜିଉ। ମହାପ୍ରଭୁଙ୍କ ଦର୍ଶନ ନିମନ୍ତେ ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଲମ୍ବା ଧାଡ଼ିରେ ଠିଆ ହୋଇ ରହିଛନ୍ତି ହଜାର ହଜାର ଭକ୍ତ। ଅନ୍ୟପକ୍ଷରେ ଆଜିଠାରୁ ଶ୍ରୀଗୁଣ୍ଡିଚା ମନ୍ଦିରରେ ଆଡ଼ପ ଅବଢ଼ା ମିଳିବ।...

ଆଜିଠୁ ଆଡ଼ପ ଦର୍ଶନ ସାଙ୍ଗକୁ ମିଳିବ ଅବଢ଼ା

ପୁରୀ ଅଫିସ,୩।୭: ଚତୁର୍ଦ୍ଧା ବିଗ୍ରହଙ୍କୁ ଶ୍ରଦ୍ଧାଳୁ ଆଜିଠାରୁ ଜନ୍ମବେଦୀ ଆଡ଼ପ ମଣ୍ଡପରେ ଦର୍ଶନ କରିବେ। ଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କ ଦର୍ଶନ କରିବା ସହ, ଆଡ଼ପ ଅବଢ଼ା ମଧ୍ୟ ପାଇପାରିବେ। ଶ୍ରୀବିଗ୍ରହଙ୍କ ଦର୍ଶନ ପାଇଁ ଆଡ଼ପ ମଣ୍ଡପରେ ଭିଡ଼...

ଆଜି ଜନ୍ମବେଦୀକୁ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ ଅଫିସ,୨।୭: ଦୁଇ ବର୍ଷ ପରେ ଭକ୍ତଙ୍କ ମେଳରେ ବାହାରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଶୁକ୍ରବାର ତିନି ରଥ ଶରଧାବାଲିରେ ପହଞ୍ଚିଛି। ଶନିବାର ମହାପ୍ରଭୁଙ୍କ ନୀତିକାନ୍ତି ପରେ ପହଣ୍ଡିରେ ଜନ୍ମବେଦୀକୁ ଯିବେ। ୮ ଲକ୍ଷରୁ ଅଧିକ ଭକ୍ତ ରଥାରୂଢ ଶ୍ରୀବିଗ୍ରହଙ୍କ ଦର୍ଶନ କରି...

ରଥଯାତ୍ରା: ୯୬ ଅଚେତ, ନଡ଼ିଆ ମାଡ଼ରେ ମହିଳା ପୋଲିସ ରକ୍ତାକ୍ତ

ପୁରୀ ଅଫିସ,୧।୭: ପୁରୀ ବଡ଼ଦାଣ୍ଡ ଜନସମୁଦ୍ର ପାଲଟିଛି। ସଭିଙ୍କ ମନରେ ୩ ଠକୁରଙ୍କୁ ଟିକିଏ ଦେଖିବାକୁ ଓ ରଥ ଦଉଡ଼ି ଭିଡିବାକୁ ଶ୍ରଦ୍ଧାଳୁଙ୍କ ଭିତରେ ଠେଲାପେଲା। ଏହି ପ୍ରବଳ ଗହଳି ଭିତରେ ଗୁଳୁଗୁଳି ସହି ନ ପାରି ବହୁ ଶ୍ରଦ୍ଧାଳୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri