ସମ୍ବଲପୁର

ବିନା ଶୋଭାଯାତ୍ରାରେ ହେଲା ହନୁମାନ ଜୟନ୍ତୀ: ଆଳତି କଲେ ଧର୍ମେନ୍ଦ୍ର

ସମ୍ବଲପୁର,୧୪ା୪(ପ୍ରମୋଦ ବହିଦାର): ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ବିନା ଶୋଭାଯାତ୍ରାରେ ସମ୍ବଲପୁର ସହରରେ ରବିବାର ହନୁମାନ ଜୟନ୍ତୀ ଓ ମହାବିଷୁବ ସଂକ୍ରାନ୍ତି ପାଳିତ ହୋଇଛି। ଗତବର୍ଷର ହନୁମାନ ଜୟନ୍ତୀ ହିଂସାକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଚଳିତବର୍ଷ ହନୁମାନ ଜୟନ୍ତୀ...

ଆମଦାନୀ ନେତାଙ୍କୁ ଭରସା କରିଚାଲିଛି ବିଜେଡି

ସମ୍ବଲପୁର,୧୪।୪ (ଭବାନୀ ଶଙ୍କର ଭୋଇ)ସମ୍ବଲପୁର ଜିଲାର କୁଚିଣ୍ଡା ବିଧାନସଭା ନିର୍ବାଚନମଣ୍ଡଳୀ ଅନୁସୂଚିତ ଜନଜାତି ବର୍ଗଙ୍କ ପାଇଁ ସଂରକ୍ଷିତ ରହିଛି । ଏହି କ୍ଷେତ୍ରରେ ବିଜେଡି ଆମଦାନୀ ନେତାଙ୍କ ଉପରେ କ୍ରମାଗତ ଭରସା କରି ଚାଲିଥିବା ଦେଖିବାକୁ ମିଳୁଛି। କେବଳ ୨୦୧୯ରେ...

ବିନା ଶୋଭାଯାତ୍ରାରେ ହେବ ହନୁମାନ ଜୟନ୍ତୀ

ସମ୍ବଲପୁର,୧୪ା୪(ପ୍ରମୋଦ ବହିଦାର)ସମ୍ବଲପୁରରେ ରବିବାର ହନୁମାନ ଜୟନ୍ତୀ ପାଳନ ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ହୋଇଛି। ଚଳିତବର୍ଷ ପ୍ରଶାସନିକ କଟକଣା ହେତୁ ବିନା ଶୋଭାଯାତ୍ରାରେ ଉତ୍ସବ ପାଳନ କରାଯିବ। ଏହାକୁ ନେଇ ଶ୍ରଦ୍ଧାଳୁ ଓ ଆୟୋଜକଙ୍କ ମଧ୍ୟରେ ନୈରାଶ୍ୟ ଭାବ...

ଆଜିଠୁ ସମଲେଇ ମନ୍ଦିରରେ ମାଦକଦ୍ରବ୍ୟ ନିଷେଧ

ସମ୍ବଲପୁର,୧୪ା୪(ପ୍ରମୋଦ ବହିଦାର)ସମ୍ବଲପୁରର ଆରାଧ୍ୟ ଦେବୀ ମା’ ସମଲେଇଙ୍କ ପୀଠରେ ମାଦକ ଦ୍ରବ୍ୟ ବ୍ୟବହାର ଉପରେ ନିଷେଧାଦେଶ ଜାରି କରାଯାଇଛି। ମନ୍ଦିର ଟ୍ରଷ୍ଟବୋର୍ଡର ନିଷ୍ପତ୍ତି ଅନୁସାରେ ପୀଠ ପରିସରରେ ପାନ, ଗୁଟ୍‌ଖା, ଭାଙ୍ଗ, ବିଡ଼ି, ସିଗାରେଟ୍‌ ଭଳି ମାଦକ ଦ୍ରବ୍ୟ ବ୍ୟବହାରକୁ...

ବିଜେଡି ଗୋଷ୍ଠୀ କନ୍ଦଳ ଟାଳିବାକୁ ପ୍ରସନ୍ନ କାର୍ଡ

ସମ୍ବଲପୁର,୧୩ା୪(ପ୍ରମୋଦ ବହିଦାର), ଭୁବନେଶ୍ୱର(ଅନିଲ ଦାସ): ବିଜେଡି ଗୁରୁବାର ସମ୍ବଲପୁର ଲୋକ ସଭା କ୍ଷେତ୍ର ଅନ୍ତର୍ଗତ ରେଢ଼ାଖୋଲ ଓ ସମ୍ବଲପୁର ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରିଛି। ଏଥିରେ ବିଧାୟକ ତଥା ବିଜେଡି ସମ୍ବଲପୁର ଜିଲା ସଭାପତି ରୋହିତ ପୂଜାରୀ ପୁନର୍ବାର...

ବିଜେଡିରେ ଯୋଗ ଦେବାପରେ ଏଭଳି ପ୍ରତିକ୍ରିୟା ରଖିଲେ ପୂର୍ବତନ ବିଧାୟକ ରାଜେନ୍ଦ୍ର

ଭୁବନେଶ୍ୱର,୧୩ା୪: ସମ୍ବଲପୁର ଜିଲା କୁଚିଣ୍ଡା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ରାଜେନ୍ଦ୍ର କୁମାର ଛତ୍ରିଆ ଶୁକ୍ରବାର ଶଙ୍ଖଭବନଠାରେ ଜିଲା ବିଜେଡି ପର୍ଯ୍ୟବେକ୍ଷକ ଦେବାଶିଷ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି। ତାଙ୍କ ସହ ଶତାଧିକ କଂଗ୍ରେସ କର୍ମୀଙ୍କୁ ସେ ଉପଢ଼ୌକନ ଦେଇ...

ନୂଆ ଲୁକ୍‌ରେ ଆସିଲେ ଧର୍ମେନ୍ଦ୍ର ପ୍ରଧାନ, ପ୍ରଚାର ମଇଦାନରେ କିଣୁଛନ୍ତି ମନ

ସମ୍ବଲପୁର,୧୨।୪: ଏଥର ସମ୍ବଲପୁର ଦେଖିବ ବଡ଼ ଲଢ଼େଇ । ମଇଦାନର ଗୋଟିଏ ପଟେ ଅଛନ୍ତି ଭାଜପାର ହେଭିୱେଟ ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଆଉ ଅନ୍ୟପଟେ ବିଜେଡିର ହେଭିୱେଟ ତଥା ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ।...

ଦୁଇଜଣଙ୍କ କଳିରୁ ଫାଇଦା ଉଠାଇଲେ ପ୍ରସନ୍ନ

ସମ୍ବଲପୁର,୧୨ା୪(ପ୍ରମୋଦ ବହିଦାର):ସମ୍ବଲପୁର ବିଧାନସଭା ନିର୍ବାଚନମଣ୍ଡଳୀରୁ କିଏ ପ୍ରାର୍ଥୀ ହେବେ, ତାହା ଉପରେ ସମସ୍ତଙ୍କ ନଜର ଥିଲା। ଗୁରୁବାର ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ନାମ ଘୋଷଣା ହେବା ପରେ ଏହି କ୍ଷେତ୍ରରୁ ସମ୍ବଲପୁର ବିଜେଡି...

ବ୍ରାଉନସୁଗାର, କଫ୍‌ ସିରପ ବିକିବା ପଡ଼ିଲା ମହଙ୍ଗା

ସମ୍ବଲପୁର,୧୧ା୪(ପ୍ରମୋଦ ବହିଦାର): ରେଙ୍ଗାଲି ପୋଲିସ ଏବଂ ଅବକାରୀ ବିଭାଗ ପୃଥକ୍‌ ସ୍ଥାନରେ ଚଢ଼ାଉ କରି ବ୍ରାଉନସୁଗାର, କଫ୍‌ ସିରପ ଜବତ କରିବା ସହ ସମ୍ପୃକ୍ତ ୪ ଅଭିଯୁକ୍ତଙ୍କୁ ଗିରଫ କରିଛି। ବିଶ୍ବସ୍ତ ସୂତ୍ରରୁ ଖବର ପାଇ ପୋଲିସ ଓ ଅବକାରୀ...

ମାଟିର ସ୍ବାଭିମାନ ପାଇଁ ଲଢ଼ିବି: ଦିଲୀପ ରାୟ

ରାଉରକେଲା,୧୧।୪(ବିପ୍ଳବ ରଞ୍ଜନ ଦାଶ): ଭାଜପାର ସୁନ୍ଦରଗଡ଼ ଏମ୍‌ପି ପ୍ରାର୍ଥୀ ଜୁଏଲ ଓରାମ୍‌ ରାଉରକେଲା ବିଧାନସଭା ଆସନରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟଙ୍କୁ ଦଳ ପକ୍ଷରୁ ପ୍ରାର୍ଥୀ କରାଯିବା ନେଇ ସୂଚନା ଦେବାର ୨୪ ଘଣ୍ଟା ନ ପୂରୁଣୁ ବୁଧବାର ଏହାର...

ସମ୍ବଲପୁର ଆସନରେ ଏଥର ହେଭିଓ୍ବେଟ ଲଢ଼େଇ: ଚର୍ଚ୍ଚାରେ ବାହାରିଆ ପ୍ରାର୍ଥୀ

ସମ୍ବଲପୁର,୧୧ା୪(ପ୍ରମୋଦ ବହିଦାର): ସମ୍ବଲପୁର ଲୋକ ସଭା ଆସନରେ ଏଥର ହେଭିଓ୍ବେଟ ଲଢ଼େଇ ହେବ। ଏହି ଆସନ ସମ୍ମାନର ପ୍ରଶ୍ନ ହୋଇଥିବାରୁ ଏହାକୁ ଦଖଲ ପାଇଁ ଉଭୟ ବିଜେଡି ଓ ଭାଜପା ପ୍ରାଣପଣେ ଉଦ୍ୟମ କରିବେ। ଏଠାରେ ବିଜେଡିରୁ ଦଳର ସାଂଗଠନିକ...

ସମ୍ବଲପୁରବାସୀ ମୋଦିଙ୍କ ସହ ରହିଛନ୍ତି: ଧର୍ମେନ୍ଦ୍ର

ସମ୍ବଲପୁର,୧୦ା୪ (ଭବାନୀ ଶଙ୍କର ଭୋଇ): ଭାଜପା ପକ୍ଷରୁ ସମ୍ବଲପୁର ଲୋକ ସଭା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁର ଜିଲା ସମେତ ଦେବଗଡ, ଆଠମଲ୍ଲିକ ଓ ଛେଣ୍ଡିପଦାରେ ଧୂଆଁଧାର ପ୍ରଚାର ଆରମ୍ଭ କରିଦେଇଛନ୍ତି। ମଙ୍ଗଳବାର ସମ୍ବଲପୁରଠାରେ ଭାଜପା କାର୍ଯ୍ୟକର୍ତ୍ତାଙ୍କ ସାଙ୍ଗଠନିକ ବୈଠକରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri