ସମ୍ବଲପୁର

ଜଣେ ଶିକ୍ଷକରେ ଚାଲିଛି ହାଇସ୍କୁଲ

କୁଚିଣ୍ଡା,୩୦ା୭(ବିରଞ୍ଚତ୍ ଦର୍କା)ସରକାର ଶିକ୍ଷାର ବିକାଶ କଥା କହୁଥିବା ବେଳେ ସମ୍ବଲପୁର ଜିଲା ବାମରା ବ୍ଲକରେ ଶିକ୍ଷା ବ୍ୟବସ୍ଥାର ବିକଳ ଚିତ୍ର ଦେଖିବାକୁ ମିଳିଛି। ତୁରେଇ ପଞ୍ଚାୟତର ଶୁକଦେବ ହାଇସ୍କୁଲରେ ଜଣେ ମାତ୍ର ଶିକ୍ଷକରେ ପାଠପଢା ଚାଲିଥିବାରୁ ପିଲାଙ୍କ ଭବିଷ୍ୟତ ନେଇ...

ଲିଫ୍ଟ ଦେବା ବାହାନାରେ ଯୁବତୀଙ୍କୁ ଗଣବଳାତ୍କାର

କୁଚିଣ୍ଡା,୨୯ା୭(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ବାମରା ବ୍ଲକ ଗୋବିନ୍ଦପୁର ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ଲିଫ୍ଟ ଦେବା ବାହାନାରେ ଗଣବଳାତ୍କାର କରାଯାଇଛି। ଏ ନେଇ ଥାନାରେ ଅଭିଯୋଗ ପରେ ପୋଲିସ ଆଇପିସି ଦଫା ୩୭୬, ୩୭୬(ଡି), ୩୬୬, ୧୨୦(ବି)ରେ ଏକ...

ନବଙ୍କ ନାଁରେ ଗୋପାଳଙ୍କୁ ଭୟଭୀତ କରାଇଥିଲେ ମନୋଜ

ସମ୍ବଲପୁର,୨୯ା୭(ଶୁଭାଶିଷ ପାଢ଼ୀ): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ହତ୍ୟା ଘଟଣାକୁ ୬ ମାସ ବିତିଛି। ହେଲେ ହତ୍ୟାକାଣ୍ଡର ରହସ୍ୟ ଉନ୍ମୋଚନ ହୋଇପାରି ନାହିଁ। କ୍ରାଇମ୍‌ବ୍ରାଞ୍ଚ ଦାଖଲ କରିଥିବା ଚାର୍ଜଶିଟ୍‌କୁ ନେଇ ବିଭିନ୍ନ ପ୍ରଶ୍ନ ଉଠୁଥିବା ବେଳେ ଶୁକ୍ରବାର ପଲିଗ୍ରାଫ...

ଦାଦାବଟି ମାଗି ଗିରଫ ହେଲେ ଲୋକନାଥ

ସମ୍ବଲପୁର,୨୭ା୭ (ଶୁଭାଶିଷ ପାଢୀ): ଦାବାବଟି ମାଗିବା ଅଭିଯୋଗରେ ଧନୁପାଲି ଥାନା ଧନୁପାଲି ଛକର ଲୋକନାଥ ମହାନ୍ତିଙ୍କୁ ପୋଲିସ ପୁଣି ଥରେ ଗିରଫ କରିଛି। ଦୁଇଜଣଙ୍କ ଅଭିଯୋଗ କ୍ରମେ ପ୍ରାୟ ଦୁଇଦିନ ହେବ ପୋଲିସ ତାଙ୍କ ପିଛା କରୁଥିବା ବେଳେ ବୁଧବାର...

ଗୋପାଳଙ୍କ ପାଇଁ ନିଯୁକ୍ତ ହେଲେ ସରକାରୀ ଓକିଲ

ସମ୍ବଲପୁର,୨୭।୭(ଶୁଭାଶିଷ ପାଢ଼ୀ): ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ଘଟଣାରେ ବୁଧବାର ଅଭିଯୁକ୍ତ ଗୋପାଳ ଦାସଙ୍କୁ କଡ଼ା ସୁରକ୍ଷା ବଳୟରେ ଝାରସୁଗୁଡ଼ା ଜିଲା ଜଜ୍‌ ଦିଗମ୍ବର ପୃଷ୍ଟିଙ୍କ ନିକଟରେ ହାଜର କରାଯାଇଥିଲା। ଅଭିଯୁକ୍ତ ଗୋପାଳ କୋର୍ଟ ଦ୍ୱାରରେ ମୁଣ୍ଡିଆ ମାରି...

ଖୋଲିଲା ହୀରାକୁଦର ୪ଟି ଡ୍ୟାମ୍‌

ସମ୍ବଲପୁର ୨୫। ୭: ହୀରାକୁଦ ଡ୍ୟାମର ଆଉ ୪ଟି ଗେଟ୍‌ ମଙ୍ଗଳବାର ଖୋଲାଯାଇଛି। ବାମ ପାର୍ଶ୍ୱରେ ୮ଟି ଏବଂ ଡାହାଣ ପାର୍ଶ୍ୱରେ ୪ଟି ଗେଟ୍‌ ଦେଇ ଜଳ ନିଷ୍କାସିତ ହେଉଛି । ସକାଳ ୯ଟା ସୁଦ୍ଧା ଜଳଭଣ୍ଡାରର ଜଳସ୍ତର ୬୧୪.୦୪...

ଖୋଲିଲା ହୀରାକୁଦର ଆଉ ୩ ଗେଟ୍‌

ସମ୍ବଲପୁର,୨୫ା୭(ଶୁଭାଶିଷ ପାଢ଼ୀ):ସମ୍ବଲପୁର ହୀରାକୁଦ ଡ୍ୟାମ୍‌ର ଆଉ ୩ ଗେଟ୍‌ ସୋମବାର ଖୋଲାଯାଇଛି। ଫଳରେ ଏବେ ମୋଟ ୮ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ ହେଉଛି। ଡ୍ୟାମ୍‌କୁ ଜଳ ପ୍ରବେଶ ପରିମାଣ ବୃଦ୍ଧି ପାଉଥିବାରୁ କର୍ତ୍ତୃପକ୍ଷ ପୁଣି ଗେଟ୍‌ ଖୋଲିବା ନିଷ୍ପତ୍ତି...

ମନଇଚ୍ଛା ପାଣି ଛାଡୁଛି ଛତିଶଗଡ଼

ସମ୍ବଲପୁର, ୨୪ା୭(ଶୁଭାଶିଷ ପାଢ଼ୀ): ମହାନଦୀ ପାଣିକୁ ନେଇ ଛତିଶଗଡ଼ ଏବଂ ଓଡ଼ିଶା ମଧ୍ୟରେ ଆନ୍ତଃରାଜ୍ୟ ଜଳ ବିବାଦ ଲାଗିରହିଛି। ମହାନଦୀର ଉପରମୁଣ୍ଡରେ ଛତିଶଗଡ଼ ଏକାଧିକ ବ୍ୟାରେଜ ନିର୍ମାଣ କରିଥିବାରୁ ତଳମୁଣ୍ଡରେ ଜଳ ପ୍ରବାହ ଠିକ୍‌ ଭାବେ ହୋଇପାରୁ ନାହିଁ। ବିଶେଷକରି...

ହୀରାକୁଦରୁ ଛଡ଼ାହେଲା ପ୍ରଥମ ବନ୍ୟାଜଳ: ତଳି ଅଞ୍ଚଳ ଜିଲାକୁ ସତର୍କ ନିର୍ଦ୍ଦେଶ

ସମ୍ବଲପୁର,୨୩ା୭(ଶୁଭାଶିଷ ପାଢ଼ୀ): ହୀରାକୁଦ ଜଳଭଣ୍ଡାର ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଡ୍ୟାମ୍‌ର ଜଳସ୍ତର ବୃଦ୍ଧି ଘଟିଥିଲା। ଜଳସ୍ତର ବୃଦ୍ଧିକୁ ଦୃଷ୍ଟିରେ ରଖି ୨୩ ତାରିଖ ସକାଳ ୯ଟାରେ ପ୍ରଥମେ ୭ନମ୍ବର ଗେଟ୍‌ରୁ ବନ୍ୟାଜଳ ନିଷ୍କାସନ କରିବାକୁ ଡ୍ୟାମ୍‌ କର୍ତ୍ତୃପକ୍ଷ...

ମୋତିଝରଣ ଜୁ ହେଲା ପ୍ରାଣୀ ଉଦ୍ୟାନ, ଉଦ୍ଧାର କେନ୍ଦ୍ର

ସମ୍ବଲପୁର,୨୩ା୭(ଶୁଭାଶିଷ ପାଢ଼ୀ)ସମ୍ବଲପୁର ମୋତିଝରଣଠାରେ ଥିବା ଜୁ (ଚିଡ଼ିଆଖାନା) ପ୍ରାଣୀ ଉଦ୍ୟାନ ଓ ଉଦ୍ଧାର କେନ୍ଦ୍ର ନାମରେ ନାମିତ ହୋଇଛି। ରାଜ୍ୟ ସରକାରଙ୍କ ଜଙ୍ଗଲ ବିଭାଗ ଏହାର ନାମ ପରିବର୍ତ୍ତନ କରିଛନ୍ତି। ହୀରାକୁଦ ୱାଇଲ୍ଡ ଲାଇଫ୍‌ ଡିଭିଜନ ୬୦୦୦ରୁ ଅଧିକ ଉଦ୍ଭିଦ...

ରବିବାର ଖୋଲାଯିବ ହୀରାକୁଦ ଡ୍ୟାମ୍‌ର ୫ଟି ଗେଟ୍‌

ସମ୍ବଲପୁର,୨୨।୭: ରବିବାର ସକାଳ ୯ଟାରେ ହୀରାକୁଦ ଡ୍ୟାମ୍‌ ଗେଟ୍‌ ଖୋଲାଯାଇ ବର୍ଷର ପ୍ରଥମ ବନ୍ୟାଜଳ ଛଡ଼ାଯିବ। ଉପରମୁଣ୍ଡରେ ପ୍ରବଳ ବର୍ଷା ହେଉଥିବାରୁ ପ୍ରଥମ ପର୍ଯ୍ୟାୟରେ ୫ଟି ଗେଟ୍‌ ଖୋଲାଯିବ। ଜଳଭଣ୍ଡାରର ସର୍ବୋଚ୍ଚ ଜଳଧାରଣ କ୍ଷମତା ୬୩୦ ଫୁଟ ରହିଥିବା ବେଳେ...

୨୩ରେ ହୀରାକୁଦରୁ ପ୍ରଥମ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୭(ଶୁଭାଶିଷ ପାଢୀ):ଆସନ୍ତା ୨୩ ତାରିଖ ରବିବାର ସକାଳ ୯ଟାରେ ହୀରାକୁଦ ଡ୍ୟାମ୍‌ରୁ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ ହେବ। ଡ୍ୟାମ୍‌ କର୍ତ୍ତୃପକ୍ଷ ବିଜ୍ଞପ୍ତି ଜାରି କରି ଏହି ସୂଚନା ଦେଇଛନ୍ତି। ଉପର ମୁଣ୍ଡରେ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri