ସମ୍ବଲପୁର

କୁଚିଣ୍ଡାରେ ପାନୀୟ ଜଳ ସମସ୍ୟା ଉତ୍କଟ

କୁଚିଣ୍ଡା,୧୬ା୬(ବିରଞ୍ଚତ୍ ଦର୍କା): ଗ୍ରୀଷ୍ମ ପ୍ରବାହ ବଢିଚାଲିଥିବା ବେଳେ ଗତ କିଛିଦିନ ଧରି କୁଚିଣ୍ଡା ସହରରେ ପାନୀୟଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି। ଲୋକେ ପାଣି ମୁନ୍ଦାଏ ପାଇଁ ଦୁର୍ଦ୍ଦଶାର ସମ୍ମୁଖୀନ ହେଉଛନ୍ତି। ଏହି ସମସ୍ୟା ସମାଧାନ ପାଇଁ ଭାଜପା...

ବାଇକ୍‌ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ ଦୁଇ ଗୁରୁତର

ଜମନକିରା,୧୫ା୬(ରବୀନ୍ଦ୍ର ପ୍ରସାଦ ଦାନୀ): ଜମନକିରା ଥାନା ଅନ୍ତର୍ଗତ ରାଜରାସ୍ତା ୫୩ ପିଠାମାରେନ ପୋଲ ନିକଟରେ ହୋଇଥିବା ବାଇକ୍‌ ଦୁର୍ଘଟଣାରେ ଦୁଇ ଗୁରୁତରଙ୍କ ବୁଧବାର ବିଳମ୍ବିତ ରାତିରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, ମଙ୍ଗଳବାର ଅପରାହ୍ନରେ ଜମନକିରା...

ନଦୀ ଶୁଖିଲା,୧୫ଦିନ ଜଳଯୋଗାଣ ଠପ

ସମ୍ବଲପୁର, ୧୫।୬ (ଶୁଭାଶିଷ ପାଢୀ) ଘରେ ଘରେ ଜଳ ପହଞ୍ଚାଇବା ପାଇଁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଯୋଜନା ସମ୍ବଲପୁର ମହାନଗର ନିଗମ ୪୦ ନମ୍ବର ୱାର୍ଡ ମାନେଶ୍ୱର ବାସୀଙ୍କ ପାଇଁ ଅପହଞ୍ଚ ହୋଇରହିଛି। ପ୍ରାୟ ୧୫ବର୍ଷ ଧରି ମାନେଶ୍ୱର...

କେନାଲ କାମ ବନ୍ଦ କଲା ଏମ୍‌ଆଇ ବିଭାଗ

ସମ୍ବଲପୁର, ୧୫।୬(ଶୁଭାଶିଷ ପାଢୀ) ଯୁଯୁମୁରା ବ୍ଲକରେ କ୍ଷୁଦ୍ରଜଳସେଚନ ବିଭାଗ ପକ୍ଷରୁ ପ୍ରାୟ ୮୦ ଲକ୍ଷ ଟଙ୍କାରେ କେନାଲ ନିର୍ମାଣ ଚାଲିଥିଲା। ଚାଷୀଙ୍କ ଅଭିଯୋଗ ଆଧାରରେ ଧରିତ୍ରୀରେ ଜୁନ ୭ ତାରିଖରେ ଖବର ପ୍ରକାଶ ପାଇଥିଲା। ଏହା ପରେ ବିଭାଗୀୟ ତପ୍ତରତା...

ହାତୀ ମୃତ୍ୟୁକୁ ନେଇ ବଢିଲା ସନ୍ଦେହ

ସମ୍ବଲପୁର,୧୪ା୬(ଶୁଭାଶିଷ ପାଢୀ): ସମ୍ବଲପୁର ବନଖଣ୍ଡ ସଦର ରେଞ୍ଜ ବସିଆପଡା ଗ୍ରାମ ରାସ୍ତାପାର୍ଶ୍ୱ ନାଳ ନିକଟରେ ମଙ୍ଗଳବାର ଏକ ଦନ୍ତାହାତୀର ମୃତଦେହକୁ ବନ ବିଭାଗ ଠାବ କରିଥିଲା। ପେଟଜନିତ ରୋଗେରେ ଦନ୍ତାର ମୃତ୍ୟୁ ହୋଇଥିବା ନେଇ ଗଣମାଧ୍ୟମରେ ଏସିଏଫ୍‌ ତେଜରାଜ ନାୟକ...

ସମସ୍ୟା ଘେରରେ ଛେଣ୍ଡ ଭିଏସ୍‌ଏସ୍‌ ମାର୍କେଟ

ରାଉରକେଲା ଅଫିସ,୧୪।୬ (ବିପ୍ଳବ ରଞ୍ଜନ ଦାଶ) ରାଉରକେଲା ଛେଣ୍ଡ୍‌ରେ ଥିବା ଭିଏସ୍‌ଏସ୍‌ ମାର୍କେଟରେ ବସିବା ସ୍ଥାନ, ଷ୍ଟ୍ରିଟ୍‌ ଲାଇଟ୍‌, ପାର୍କିଂ, ପାନୀୟ ଜଳ ସମସ୍ୟା ଦେଖାଦେଇଛି। ଫଳରେ ବ୍ୟବସାୟୀ ଓ ଗ୍ରାହକମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଏ ଦିଗରେ...

ଷ୍ଟ୍ରିଟ୍‌ ଫୁଡ୍‌ ଉପରେ ରହୁନି ଅଙ୍କୁଶ

ରାଉରକେଲା ଅଫିସ,୧୪।୬ (ସଙ୍ଗୀତା ଜେନା) ଉତ୍ତମ ଗୁଣବତ୍ତା ଖାଦ୍ୟକୁ ଆଦୃତ କରିବା, ଅସ୍ବାସ୍ଥ୍ୟକର ଖାଦ୍ୟ ଓ ପାନୀୟ ପରିବେଷଣ ନ କରି ଲୋକଙ୍କ ସ୍ବାସ୍ଥ୍ୟ ପ୍ରତି ଯନ୍ନବାନ ହେବା ଉଦ୍ଦେଶ୍ୟରେ ଖାଦ୍ୟ ଓ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ବିଭିନ୍ନ ପଦକ୍ଷେପ...

୨୦ବର୍ଷର ରେକର୍ଡ ଭାଙ୍ଗିଲା ସମ୍ବଲପୁର

ସମ୍ବଲପୁର,୧୩ା୬(ବ୍ୟୁରୋ): ୨୦ବର୍ଷର ରେକର୍ଡ ଭାଙ୍ଗି ରାଜ୍ୟରେ ଉତ୍ତପ୍ତ ସହର ଭାବେ ପରିଗଣିତ ହୋଇଛି ସମ୍ବଲପୁର। ସୋମବାର ଏଠାରେ ତାପମାତ୍ରା ୪୬.୧ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ୨୦୦୩ରେ ୪୬ ଡିଗ୍ରୀ ରେକର୍ଡ କରାଯାଇଥିଲା। ୧୯୯୮ରେ ତାପମାତ୍ରା ୪୬ ଡିଗ୍ରୀରୁ ଅଧିକ...

ସ୍ଥାପନ ହେଲା ଇନ୍‌କ୍ୟୁବେଶନ ସେଣ୍ଟର

ସମ୍ବଲପୁର,୧୩ା୬(ବ୍ୟୁରୋ): ସମ୍ବଲପୁର ବିଶ୍ୱବିଦ୍ୟାଳୟ (ଏସ୍‌ୟୁ) ପକ୍ଷରୁ ଛାତ୍ର ଉଦ୍ୟୋଗୀ ଓ ଉଦ୍ୟୋଗୀଙ୍କୁ ପ୍ରୋତ୍ସାହନ ଦେବା ପାଇଁ ଅଭିନବ ପ୍ରୟାସ ଆରମ୍ଭ କରାଯାଇଛି। କ୍ୟାମ୍ପସ୍‌ ପରିସରରେ ଏକ ଇନ୍‌କ୍ୟୁବେଶନ ସେଣ୍ଟର ସମ୍ବଲପୁର ୟୁନିଭର୍ସିଟି ଷ୍ଟାର୍ଟ ଅପ୍‌ ଫୋରମ ନାମରେ ସ୍ଥାପନ କରିଛି।...

ଅତିଷ୍ଠ କରୁଛି ପାଉଁଶ ଡମ୍ପିଂ

ସମ୍ବଲପୁର,୧୩ା୬(ବ୍ୟୁରୋ): ଝାରସୁଗୁଡ଼ା ଓ ସମ୍ବଲପୁର ଜିଲାରେ ଶିଳ୍ପ କାରଖାନା ଗଢ଼ିଉଠିବା ପରେ ପାଉଁଶ ଡମ୍ପିଂ ଲୋକଙ୍କ ପାଇଁ ଏକ ବଡ଼ ସମସ୍ୟା ଭାବେ ଉଭାହୋଇଛି। ଝାରସୁଗୁଡ଼ା ପରେ ସମ୍ବଲପୁର ଜିଲାରେ ଏହି ଡମ୍ପିଂ ବଢିବାରେ ଲାଗିଛି। ଯୁଯୁମୁରା ତହସିଲ ଅଞ୍ଚଳରେ...

ଜଙ୍ଗଲରୁ ଉଦ୍ଧାର ହୋଇଥିବା ବ୍ୟକ୍ତିଙ୍କ ଡାକ୍ତରଖାନାରେ ମୃତ୍ୟୁ

କୁଚିଣ୍ଡା,୧୧ା୬(ଡି.ଏନ୍‌.ଏ): ଗତ ମେ ୨୬ତାରିଖରେ ସମ୍ବଲପୁର ଜିଲା କୁଚିଣ୍ଡା ଥାନା ପୋଲିସ ଢେଙ୍ଗୁରଯୋର ଜଙ୍ଗଲରୁ ଜଣେ ବ୍ୟକ୍ତିଙ୍କୁ ମୂମୁର୍ଷୁ ଅବସ୍ଥାରେ ଉଦ୍ଧାର କରିଥିଲା। ତାଙ୍କୁ ଚିକିତ୍ସା ପାଇଁ କୁଚିଣ୍ଡା ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ରବିବାର ମୃତ୍ୟୁ...

ବିଲରେ ନିଆଁ ଲଗାଇଲେ ଅମଳ କମିବ

ସମ୍ବଲପୁର,୧୦ା୬(ବ୍ୟୁରୋ): କୃଷକଙ୍କ ସୁବିଧା ପାଇଁ ସମ୍ପ୍ରତି ଚାଷ ପ୍ରଣାଳୀରେ ଅନେକ ପରିବର୍ତ୍ତନ କରାଯାଇଛି। ଅତ୍ୟାଧୁନିକ ଯନ୍ତ୍ରପାତି ବ୍ୟବହାର କରାଯାଇ ଶୀଘ୍ର ବୁଣିବା, ରୋଇବା ଓ ଅମଳ ଆଦି କାମ ହୋଇପାରୁଛି। ହେଲେ ଯନ୍ତ୍ରପାତି ବ୍ୟବହାର ଦ୍ୱାରା କ୍ଷତିକାରକ ମଧ୍ୟ ହେଉଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri