ସମ୍ବଲପୁର

ସମ୍ବଲପୁରରେ ହିଂସା ହେଲେ ଭାଜପା ଦାୟୀ ରହିବ: ବିଜେଡି

ସମ୍ବଲପୁର,୩।୫(ବ୍ୟୁରୋ): ସମ୍ବଲପୁରରେ ହନୁମାନ ଜୟନ୍ତୀ ଶୋଭାଯାତ୍ରା ସମୟରେ ଘଟିଥିବା ହିଂସା ଘଟଣା ଦୁର୍ଭାଗ୍ୟଜନକ। ଏହା ସମସ୍ତଙ୍କୁ ବ୍ୟଥିତ କରିଥିଲା। ପୋଲିସ ଓ ଜିଲା ପ୍ରଶାସନ ସହିତ ଜନସାଧାରଣଙ୍କ ସହଯୋଗରେ ସହରରେ ଶାନ୍ତି ଫେରିଆସିଛି। ଏହି ଘଟଣାରେ ପୋଲିସ ଅନେକଙ୍କୁ ଗିରଫ...

ବିଜେଡିର ତୁଷ୍ଟୀକରଣ ନୀତି: ଭାଜପା ସଂସଦୀୟ କମିଟି

ସମ୍ବଲପୁର,୩।୫(ବ୍ୟୁରୋ): ସମ୍ବଲପୁରରେ ହନୁମାନ ଜୟନ୍ତୀ ଶୋଭାଯାତ୍ରା ସମୟରେ ରାଜ୍ୟ ସରକାରଙ୍କ ଅପାରଗତା ଯୋଗୁ ସାମ୍ପ୍ରଦାୟିକ ଦଙ୍ଗା ସୃଷ୍ଟି ହୋଇଥିଲା। ଶୋଭାଯାତ୍ରା ସମୟରେ ପଥରମାଡ଼, ଆକ୍ରମଣ ସହ ଜେହାଦୀ ନାରା ଦିଆଯାଇଥିଲା, ଯାହାର ଭିଡିଓ ଭାଇରାଲ ହୋଇଥିଲା। ରାଜ୍ୟ ସରକାରଙ୍କ ତୁଷ୍ଟୀକରଣ...

ବିବାହ ବନ୍ଧନରେ ବାନ୍ଧି ହେଲେ ସମ୍ବଲପୁର-ବଲାଙ୍ଗୀର ଜିଲାପାଳ

ଭୁବନେଶ୍ୱର,୨।୫(ବ୍ୟୁରୋ): ବିବାହ ବନ୍ଧନରେ ବାନ୍ଧି ହେଲେ ସମ୍ବଲପୁର ଜିଲାପାଳ ଅନନ୍ୟା ଦାଶ ଓ ବଲାଙ୍ଗୀର ଜିଲାପାଳ ଚଞ୍ଚଳ ରଣା। ଆସାମ ଗୁଆହାଟୀର ଏକ ବିଳାସମୟ ହୋଟେଲରେ ଉଭୟଙ୍କର ହାତଗଣ୍ଠି ପଡିଛି। ତେବେ ବିବାହ ପୂର୍ବରୁ ଉଭୟଙ୍କର ଏକ ଡ୍ୟାନ୍ସ ଭିଡିଓ...

ବିବାହ ପୂର୍ବରୁ ଭାଇରାଲ ହେଲା ଭିଡିଓ: କପଲ୍‌ ଡ୍ୟାନ୍ସ କରୁଛନ୍ତି ବହୁଚର୍ଚ୍ଚିତ ଯୋଡ଼ି

ସମ୍ବଲପୁର,୧।୫(ବ୍ୟୁରୋ): ଆଉ କିଛି ସମୟର ଅପେକ୍ଷା ପରେ ବିବାହ ବନ୍ଧରେ ବାନ୍ଧି ହେବେ ସମ୍ବଲପୁର ଜିଲାପାଳ ଅନନ୍ୟା ଦାଶ ଓ ବଲାଙ୍ଗୀର ଜିଲାପାଳ ଚଞ୍ଚଳ ରଣା । ଆସାମ ଗୁଆହାଟୀରେ ଏକ ବିଳାସମୟ ହୋଟେଲରେ ଉଭୟଙ୍କର ବାହାଘର ହେବ। ହେଲେ...

ଶ୍ୱେତପତ୍ର ପ୍ରକାଶ କରନ୍ତୁ ରାଜ୍ୟ ସରକାର : ମନମୋହନ

ସମ୍ବଲପୁର,୧ା୫(ବ୍ୟୁରୋ): ସମ୍ବଲପୁରରେ ହନୁମାନ ଜୟନ୍ତୀ ଶୋଭାଯାତ୍ରା ସମୟରେ ଘଟିଥିବା ହିଂସା ଘଟଣା ପାଇଁ ସରକାର ଦାୟୀ । ଗୃହ ବିଭାଗ ମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଛନ୍ତି। ସେ ଏହି ଘଟଣାରେ ସମ୍ପୂର୍ଣ୍ଣ ଦାୟୀ। ତେଣୁ ନିଜ ଭୁଲ୍‌କୁ ମୁଖ୍ୟମନ୍ତ୍ରୀ...

ଭାଜପା ପ୍ରଚାର ଗାଡ଼ିିରୁ ପୋଷ୍ଟର ଫାଡ଼ିଲେ

ସମ୍ବଲପୁର,୩୦।୪(ବ୍ୟୁରୋ):  ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଏବେ ୩ ପ୍ରମୁଖ ରାଜନୈତିକ ଦଳ ଭାଜପା, ବିଜେଡି, କଂଗ୍ରେସ ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି। ବିଭିନ୍ନ ସ୍ଥାନରେ ସଭାସମିତି କରିବା ସହ ପ୍ରଚାର ଗାଡି ମଧ୍ୟ ବୁଲୁଛି। ଏପରିସ୍ଥଳେ ଝାରସୁଗୁଡା ମ୍ୟୁନିସିପାଲିଟି ୨୦ନଂ. ୱାର୍ଡ...

ଅପପ୍ରଚାର କରି ବନ୍ଧାହେଲେ ୧୬

ସମ୍ବଲପୁର,୩୦।୪(ବ୍ୟୁରୋ): ସମ୍ବଲପୁର ହନୁମାନ ଜୟନ୍ତୀ ଶୋଭାଯାତ୍ରା ସମୟରେ ପଥରମାଡ଼, ପୋଡ଼ାଜଳା, ଆକ୍ରମଣ ଭଳି ଘଟଣା ଘଟିଥିଲା। ଏପରି କି ଚନ୍ଦ୍ରଶେଖର ମିର୍ଦ୍ଧା ନାମକ ଯୁବକଙ୍କୁ ହତ୍ୟା କରାଯାଇଥିଲା। ଏହାକୁ ନେଇ ଜିଲା ପ୍ରଶାସନ ଏପ୍ରିଲ ୧୩ରୁ ନେଟ୍‌ସେବା ବନ୍ଦ କରି...

ସମ୍ବଲପୁରରୁ ହଟିଲା କର୍ଫ୍ୟୁ

ସମ୍ବଲପୁର ଅଫିସ,୨୯ା୪: ସମ୍ବଲପୁରରୁ ଶନିବାର ହଟିଛି କର୍ଫ୍ୟୁ। ଦୀର୍ଘ ୧୭ ଦିନ ପରେ ସ୍ଥିତି ସ୍ବାଭାବିକ ହୋଇଥିବା ଲକ୍ଷ୍ୟ କରି ପ୍ରଶାସନ ଏହି ପଦକ୍ଷେପ ନେଇଥିବା ସମ୍ବଲପୁର ଏସ୍‌ପି ବି.ଗଙ୍ଗାଧର ସୂଚନା ଦେଇଛନ୍ତି। ଏସ୍‌ପି କହିଛନ୍ତି, ସମ୍ବଲପୁର ଅନ୍ତର୍ଗତ ପୂର୍ବରୁ...

ମାର୍କେଟରେ ଜମୁଛି ଲିଚୁ ପସରା

କୁଚିଣ୍ଡା,୨୯ା୪(ଡି.ଏନ.ଏ.): ସମ୍ବଲପୁର ଜିଲା କୁଚିଣ୍ଡା ବ୍ଲକର ବଡବାହାଲ ଅଞ୍ଚଳ ଲିଚୁ ପାଇଁ ପ୍ରସିଦ୍ଧି ଲାଭ କରିଛି। କୁଚିଣ୍ଡା ମାର୍କେଟରେ ଏବେ ଲିଚୁ ପସରା ଜମୁଛି। ସପ୍ତାହେ ହେବ ବଡବାହାଲ ଲିଚୁ ବିକ୍ରି ପାଇଁ ବଜାରକୁ ଆସୁଥିବା ଦେଖିବାକୁ ମିଳୁଛି। ଲିଚୁ...

ଶିଶୁଯତ୍ନ କେନ୍ଦ୍ରରେ ବିବାହ ବନ୍ଧନରେ ପୂଜା-ପ୍ରମୋଦ

ସମ୍ବଲପୁର,୨୮ା୪(ବ୍ୟୁରୋ): ସମ୍ବଲପୁର ସହରର ଧନକଉଡାସ୍ଥିତ ଶିଶୁଯତ୍ନ କେନ୍ଦ୍ରରେ ଗୁରୁବାର ଏକ ଭିନ୍ନ ବାତାବରଣ ଦେଖିବାକୁ ମିଳିଥିଲା। ଏଠାକାର ଅନ୍ତେବାସୀ, ପରିଚାଳନା କମିଟି ସଦସ୍ୟ ଓ ଅଧିକାରୀ ଯେତିକି ଖୁସି ଥିଲେ, ସେତିକି ଭାବପ୍ରବଣ ହୋଇପଡ଼ୁଥିବା ବାରିହୋଇ ପଡୁଥିଲା। କାରଣ ପ୍ରାୟ...

ମୁହିଁଚାଷୀ ମୁହଁରେ ହସ ଫୁଟାଇଛି ରିୱାର୍ଡ ଯୋଜନା

କୁଚିଣ୍ଡା,୨୭ା୪(ଡି.ଏନ.ଏ.): ବୈଜ୍ଞାନିକ ପଦ୍ଧତିରେ ଚାଷୀଙ୍କ ଆୟକୁ ଦ୍ୱିଗୁଣିତ କରିବାକୁ ସରକାର ରିୱାର୍ଡ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ସେହିପରି ଚାଷୀ ନିଜ ଇଚ୍ଛାରେ ଚାଷ କରି ଯେଭଳି ଉପକୃତ ହେବ ସେଥିପାଇଁ ପିଏମ୍‌କେଏସ୍‌ୱାଇ (ପ୍ରଧାନମନ୍ତ୍ରୀ କୃଷି ସିଚାଇ ଯୋଜନା) କାର୍ଯ୍ୟକାରୀ କରୁଛନ୍ତି।...

ଆହତଙ୍କୁ ଭେଟିଲେ ଜାତୀୟ ଏସ୍‌ଟି କମିଶନ ସଦସ୍ୟ

ସମ୍ବଲପୁର,୨୬।୪(ବ୍ୟୁରୋ): ସମ୍ବଲପୁରରେ ହନୁମାନ ଜୟନ୍ତୀ ଶୋଭାଯାତ୍ରା ସମୟରେ ହୋଇଥିବା ଦଙ୍ଗା ଘଟଣାରେ ଯୁଯୁମୁରା ଥାନା ଭବାନୀପାଲି ଗ୍ରାମର ଆହତ ବିଶ୍ୱନାଥ ଶିଖା ଓରଫ କାଳିଆଙ୍କୁ ମଙ୍ଗଳବାର ଜାତୀୟ ଏସ୍‌ଟି କମିଶନ ସଦସ୍ୟ ଅନନ୍ତ ନାଏକ ଓ ବିଭାଗର ୨ ବରିଷ୍ଠ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri