ସମ୍ବଲପୁର

ବରିଷ୍ଠ ଅଧିକାରୀ ଝିଅଙ୍କ ଚପଲ ପାଇଁ ଆର୍‌ପିଏଫ୍‌ ଘାଇଲା

ସମ୍ବଲପୁର,୧୬ା୨(ବ୍ୟୁରୋ): ସମ୍ବଲପୁର ରେଳମଣ୍ଡଳ ଅଧୀନ ଆର୍‌ପିଏଫ୍‌ରେ ଜାନୁୟାରୀ ୫ରେ ଚପଲ ଚୋରି ନେଇ ଅଭିଯୋଗ ହୋଇଥିଲା। ଏକମାସରୁ ଊର୍ଦ୍ଧ୍ୱ ସମୟ ଧରି ଏହାକୁ ଖୋଜିବାରେ ଆର୍‌ପିଏଫ୍‌ ପୋଲିସ ଘାଇଲା ହୋଇଯାଇଥିଲା। ଘଟଣା ଶୁଣିଲେ ଯେତିକି ଆଶ୍ଚର୍ଯ୍ୟ ଲାଗୁଛି ସେତିକି କୌତୂହଳ...

ଅଜଣା ଗାଡ଼ି ଧକ୍କାରେ ଅବକାରୀ କର୍ମଚାରୀଙ୍କ ଜୀବନଗଲା

ରେଢ଼ାଖୋଲ,୧୫।୨(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ୫୫ନଂ ଜାତୀୟ ରାଜପଥ ଚାରମାଳ ନିକଟରେ ବୁଧବାର ଦୁର୍ଘଟଣା ଘଟିଛି। ଏକ ଅଜଣା ଗାଡ଼ି ଧକ୍କାରେ ସମ୍ବଲପୁର ଅବକାରୀ ବିଭାଗର କର୍ମଚାରୀ ଦିଲ୍ଲିପ କୁମାର ସ୍ବାଇଁଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇ ଯାଇଥିବା ଜଣାପଡିଛି। ସେ ରେଢ଼ାଖୋଲରୁ...

ମନ୍ତ୍ରୀଙ୍କ ଚା ଖଟିରେ ଦୁଇ ଆଶାୟୀଙ୍କୁ ନେଇ ଚର୍ଚ୍ଚା

ସମ୍ବଲପୁର,୧୪ା୨(ବ୍ୟୁରୋ): କିଛିଦିନର ବ୍ୟବଧାନ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗତ ଶନିବାର ସମ୍ବଲପୁର ଗସ୍ତ କରିଥିଲେ। ଏହି ସମୟରେ ରେଢ଼ାଖୋଲଠାରେ ଏକ ଭିନ୍ନ ଦୃଶ୍ୟ ଦେଖିବାକୁ ମିଳିଥିଲା। ରେଢ଼ାଖୋଲ ଛକର ଏକ ଚା ଦୋକାନରେ ଏକ ଖଟି ଆୟୋଜନ...

ଗାଡ଼ି ଯାଞ୍ଚରୁ ମିଳିଲା ୟୁପି ବିଧାନସଭାର ପାସ୍‌, ୪ ବୋମା, ୫୦କେଜି ଗଞ୍ଜେଇ

ସମ୍ବଲପୁର,୧୩।୨(ବ୍ୟୁରୋ): ସମ୍ବଲପୁର ଜିଲା ଠେଲକୋଲି ଥାନା ଅଧୀନ ଖିଣ୍ଡା ଛକରେ ପୋଲିସ ଗାଡ଼ି ଯାଞ୍ଚ ବେଳେ ଏକ କାରରୁ ୪ଟି ବୋମା, ୫୦ କେଜି ଗଞ୍ଜେଇ ସହ ଉତ୍ତରପ୍ରଦେଶ ବିଧାନସଭା ପ୍ରବେଶ ପାଇଁ ପାସ୍‌ ଓ ଏକାଧିକ ନମ୍ବର ପ୍ଳେଟ...

୬୦ଦିନ ପରେ ଜେଲରୁ ବାହାରିଲେ ୨୯ ଓକିଲ

ସମ୍ବଲପୁର,୧୨।୨(ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବିରେ ଆନ୍ଦୋଳନଜନିତ ଭଙ୍ଗାରୁଜା ମାମଲାରେ ଗିରଫ ହୋଇଥିବା ୨୯ ଜଣ ଆଇନଜୀବୀଙ୍କୁ ହାଇକୋର୍ଟ ଶୁକ୍ରବାର ସର୍ତ୍ତମୂଳକ ଜାମିନ ପ୍ରଦାନ କରିଥିଲେ। ଶନିବାର ସମ୍ବଲପୁର କୋର୍ଟରେ କାଗଜପତ୍ର ପ୍ରକ୍ରିୟା ଶେଷ ହେବା ପରେ...

୨୫୭ ପ୍ରକଳ୍ପ ପାଇଁ ୬ କୋଟିର ପ୍ରସ୍ତାବ ଅନୁମୋଦନ

ସୋନପୁର,୧୧।୨(ନି.ପ୍ର.): ସୁବର୍ଣ୍ଣପୁର ଜିଲା ଯୋଜନା କମିଟିର ବୈଠକ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ଜିଲା ଯୋଜନା କମିଟିର ଅଧ୍ୟକ୍ଷ ତଥା ଜଙ୍ଗଲ, ପରିବେଶ ଏବଂ ସୂଚନା ଓ ଲୋକସମ୍ପର୍କ ବିଭାଗ ମନ୍ତ୍ରୀ ପ୍ରଦୀପ କୁମାର ଅମାତ...

ଦୋକାନ ଯୋଗୁ ଉପୁଜୁଛି ସମସ୍ୟା

ରାଉରକେଲା ଅଫିସ,୧୧।୨: ପୋନପୋଷ ସବ୍‌ ପୋଷ୍ଟ ଅଫିସ ରାଉରକେଲାର ସର୍ବପୁରାତନ ପୋଷ୍ଟ ଅଫିସ। ଏଠାରେ ପୋଷ୍ଟାଲ କାମ ସହ ନୂତନ ଆଧାର କାର୍ଡ, ଆଧାର କାର୍ଡ ସଂଶୋଧନ ଏବଂ ପୋଷ୍ଟାଲ ବ୍ୟାଙ୍କର ସମସ୍ତ କାର୍ଯ୍ୟ କରାଯାଉଛି। ମାତ୍ର ପୋଷ୍ଟ ଅଫିସ ସମ୍ମୁଖରେ...

ଦିଲ୍ଲୀ ଲିଙ୍କ୍‌ ନେଇ ଜୋର ଧରିଲା ଚର୍ଚ୍ଚା

ସମ୍ବଲପୁର,୧୧ା୨(ବ୍ୟୁରୋ): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସଙ୍କୁ ଗୁଳିକରି ହତ୍ୟା ଘଟଣାକୁ ଶୁକ୍ରବାର ୧୩ଦିନ ପୂରିଛି। ଘଟଣାର ପ୍ରଥମ ଦିନରୁ କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ଆରମ୍ଭ କରିଥିଲେ ମଧ୍ୟ ଏଯାବତ୍‌ ହତ୍ୟାର କାରଣ ସ୍ପଷ୍ଟ କରିପାରି ନାହିଁ। ଇତିମଧ୍ୟରେ ଅଭିଯୁକ୍ତ ଗୋପାଳକୃଷ୍ଣ ଦାସଙ୍କୁ...

୨୯ ଓକିଲଙ୍କୁ ସର୍ତ୍ତମୂଳକ ଜାମିନ

ସମ୍ବଲପୁର,୧୦ା୨(ବ୍ୟୁରୋ)- ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ଦାବି ନେଇ ଆନ୍ଦୋଳନ ସମୟରେ ନଭେମ୍ବର ୨୯ରେ କୋର୍ଟ ସମ୍ମୁଖରେ ଠେଲାପେଲା ଓ ଡିସେମ୍ବର ୧୨ରେ କୋର୍ଟ ପରିସରରେ ଭଙ୍ଗାରୁଜା ଘଟଣାରେ ଗିରଫ ହୋଇଥିବା ସମ୍ବଲପୁର ବାର୍‌ର ୨୯ଜଣ ଓକିଲଙ୍କ ସହ ଜଣେ...

ଟ୍ରକ୍‌ରେ ଲାଗିଗଲା ନିଆଁ, ଡ୍ରାଇଭର ଜୀବନ୍ତ ଦଗ୍ଧ

ରେଢ଼ାଖୋଲ,୮।୨(ଡି.ଏନ.ଏ ): ରାଞ୍ଚି -ବିଜୟୱାଡା ଜାତୀୟ ରାଜପଥର ରେଢ଼ାଖୋଲ ଥାନା ତେରବେଡା ଗ୍ରାମ ନିକଟରେ ବୁଧବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇ ରାସ୍ତା କଡରେ ଓଲଟି ପଡିବା ପରେ ନିଆଁ ଲାଗିଯାଇଛି। ଫଳରେ ଗାଡି...

ସୁସ୍ଥ ହୋଇ ଫେରିଲେ ଗୁଳିରେ ଆହତ ଜୀବନ

ସମ୍ବଲପୁର,୮ା୨(ବ୍ୟୁରୋ): ଝାରସୁଗୁଡ଼ା ଜିଲା ଗାନ୍ଧୀ ଛକରେ ଗତ ୨୯ ତାରିଖରେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳିମାଡ଼ ସମୟରେ ସ୍ଥାନୀୟ ବ୍ରଜରାଜନଗରର ଜୀବନ ନାଏକଙ୍କ ବେକରେ ଏକ ଗୁଳିି ବାଜିଥିଲା। ଘଟଣାର ୯ଦିନ ପରେ ବୁର୍ଲା ଭିମ୍‌ସାରରେ ଚିକିତ୍ସିତ ହେଉଥିବା ଜୀବନ...

ହାଇକୋର୍ଟ ସ୍ଥାୟୀ ବେଞ୍ଚ ପାଇଁ କେନ୍ଦ୍ର ରାଜି: ରିଜିଜୁ

ସମ୍ବଲପୁର,୮ା୨(ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ଆବଶ୍ୟକ ନ ଥିବା ସୁପ୍ରିମକୋର୍ଟ କହିବା ପରେ ଅଞ୍ଚଳବାସୀଙ୍କ ଆଶା ମଉଳି ଯାଇଥିଲା। ହେଲେ କେନ୍ଦ୍ର ଆଇନ ମନ୍ତ୍ରୀ କିରେନ ରିଜିଜୁଙ୍କ ଚିଠି ଏହି ଆଶାକୁ ଉଜ୍ଜୀବିତ କରିଛି। ବରଗଡ଼ ଲୋକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri