ରାଜ୍ୟ

ଜି.ଉଦୟଗିରିରେ ସାଲୁଗା, ବାଲିଗୁଡାରେ ଚକ୍ରମଣି, ଫୁଲବାଣୀରେ ଅଙ୍ଗଦ ଆଗରେ

ଜି.ଉଦୟଗିରି,୨୩।୫(ଡି.ଏନ୍‌.ଏ.)- ଜି.ଉଦୟଗିରି ବିଧାନସଭା କ୍ଷେତ୍ରରେ ବିଜେଡି ପ୍ରାର୍ଥୀ ସାଲୁଗା ପ୍ରଧାନ ଆଗୁଆ ଅଛନ୍ତି। ସାଲୁଗାଙ୍କୁ ୫୯୮୫ ଭୋଟ ମିଳିଥିବାବେଳେ ଭାଜପାର ଅର୍ଚ୍ଚନା ପ୍ରଧାନଙ୍କୁ ୩୯୭୭ ଭୋଟ ମିଳିଛି। ସେହିପରି ବାଲିଗୁଡାରେ ବିଜେଡି ପ୍ରାର୍ଥୀ ଚକ୍ରମଣୀ କହଁର ୨୫୦୫ ଭୋଟ ପାଇଥିବା...

ଓଡ଼ିଶାରେ ବିଜେଡି ଆଗରେ: ବିଧାନ ସଭାରେ ୯୪, ଲୋକ ସଭାରେ ୧୪ଟି ଆସନରେ ଆଗୁଆ

ଭୁବନେଶ୍ୱର, ୨୩।୫(ବ୍ୟୁରୋ): ଓଡ଼ିଶାର ୧୪୬ଟି ବିଧାନ ସଭା ଏବଂ ୨୧ଟି ଲୋକ ସଭା ଆସନ ପାଇଁ ଚାଲିଛି ଭୋଟ ଗଣତି। ପ୍ରାଥମିକ ଟ୍ରେଣ୍ଟ ଅନୁଯାୟୀ ଉଭୟ ବିଧାନସଭା ଏବଂ ଲୋକ ସଭାରେ ବିଜେଡି ବିରୋଧୀ ଭାଜପା ଏବଂ କଂଗ୍ରେସଠାରୁ ଢେର୍‌...

ପଦ୍ମପୁର ବିଧାନସଭା: ଭାଜପା ଆଗରେ

ପଦ୍ମପୁର,୨୩।୫: ପଦ୍ମପୁର ବିଧାନସଭା ଆସନରୁ ଭାଜପା ପ୍ରାର୍ଥୀ ପ୍ରଦୀପ ପୁରୋହିତ ଆଗୁଆ ଅଛନ୍ତି। ପଞ୍ଚମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ପ୍ରଦୀପ ୯୦୦୨ ଭୋଟ ପାଇଥିବାବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡିର ବିଜୟ ରଞ୍ଜନ ସିଂ ବରିହା ୮୧୨୭ ଭୋଟ...

ଧର୍ମଗଡ଼ ବିଧାନସଭା: ବିଜେଡି ଆଗୁଆ

ଭବାନୀପାଟଣା,୨୩।୫: ଧର୍ମଗଡ଼ ବିଧାନସଭା ଆସନରୁ ପ୍ରଥମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବିଜେଡିର ମୌଷଦୀ ବାଗ ଆଗୁଆ ରହିଛନ୍ତି। ମୌଷଦୀ ୧୫୩୮ ଭୋଟ ପାଇଥିବାବେଳେ ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସ ଦିଗମ୍ବର ଧୁରିଆ ୯୬୩ ଖଣ୍ଡ ଭୋଟ ପାଇଛନ୍ତି।

ଅଷ୍ଟମ ରାଉଣ୍ଡ ସୁଦ୍ଧା ବ୍ରଜରାଜନଗରରେ କିଶୋର ମହାନ୍ତି ଆଗୁଆ

ଲଖନପୁର,୨୩।୫: ଅଷ୍ଟମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବ୍ରଜରାଜନଗର ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ କିଶୋର ମହାନ୍ତି ଆଗୁଆ ଅଛନ୍ତି। କିଶୋର ୧୭୧୯୧ ଭୋଟ ପାଇଥିବାବେଳେ ଭାଜପାର ରାଧାରାଣୀ ପଣ୍ଡା ୧୪୦୭୦ ଭୋଟ ପାଇଛନ୍ତି।

ଉଦଳା ନିର୍ବାଚନମଣ୍ଡଳୀରେ ବିଜେଡି ଆଗୁଆ

ବାରିପଦା ଅଫିସ,୨୩ା୫: ମୟୂରଭଞ୍ଜ ଜିଲା ଉଦଳା ନିର୍ବାଚନମଣ୍ଡଳୀରେ ବିଜେଡି ଆଗୁଆ ରହିଛି। ବିଜେଡିର ଶ୍ରୀନାଥ ସୋରେନ ୨୭୮୪ ଖଣ୍ଡ ଭୋଟରେ ଆଗୁଆ ଥିବାବେଳେ ଭାଜପାର ଭାସ୍କର ମଢ଼େଇ ୨୧୯୪ ଖଣ୍ଡ ଭୋଟ ପାଇଛନ୍ତି। ୫୯୦ ଖଣ୍ଡ ଭୋଟରେ ବିଜେଡି ଆଗୁଆ...

ଭବାନୀପାଟଣା ବିଧାନସଭା: ଭାଜପା ଆଗୁଆ

ଭବାନୀପାଟଣା,୨୩।୫: ଚତୁର୍ଥ ରାଉଣ୍ଡ ଗଣତି ଶେଷ ସୁଦ୍ଧା ଭାଜପାର ପ୍ରଦୀପ୍ତ କୁମାର ନାୟକ ଆଗୁଆ ରହିଛନ୍ତି। ପ୍ରଦୀପ୍ତ ୧୨୪୬୫ ଖଣ୍ଡ ଭୋଟ ପାଇଥିବାବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡିର ଦୁଷ୍ମନ୍ତ ନାୟକ ୧୦୧୦୭ ଭୋଟ ପାଇଛନ୍ତି।

ବରଗଡ଼ ଲୋକ ସଭା: ସୁରେଶ ପୂଜାରୀ ଆଗୁଆ

ବରଗଡ଼ ଅଫିସ,୨୩।୫: ତୃତୀୟ ରାଉଣ୍ଡ ଗଣତି ଶେଷ ସୁଦ୍ଧା ଭାଜପାର ସୁରେଶ ପୂଜାରୀ ଆଗୁଆ ରହିଛନ୍ତି। ସୁରେଶ ୫୯୧୭ ଭୋଟ ପାଇଥିବାବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡିର ପ୍ରସନ ଆଚାର୍ଯ୍ୟ ୫୨୦୨ ଖଣ୍ଡ ଭୋଟ ପାଇଛନ୍ତି। କଂଗ୍ରେସର ପ୍ରଦୀପ କୁମାର...

ବାଙ୍ଗିରିପୋଷି ନିର୍ବାଚନମଣ୍ଡଳୀରେ ଭାଜପା ଆଗୁଆ

ବାରିପଦା ଅଫିସ,୨୩ା୫ : ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ନିର୍ବାଚନମଣ୍ଡଳୀରେ ଭାଜପା ପ୍ରାର୍ଥୀ ସୁଗୁଦା ମୁର୍ମୁ ୬୭୬ ଭୋଟରେ ଆଗୁଆ ଅଛନ୍ତି। ସେହିପରି ମୋରଡ଼ା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ରାଜକିଶୋର ଦାସ ୧୭୫୯ ଖଣ୍ଡ ଭୋଟରେ ଆଗୁଆ ଅଛନ୍ତି। । ମୟୂରଭଞ୍ଜ...

କୋଟପାଡ଼ରେ ବିଜେଡି ଆଗୁଆ

କୋଟପାଡ଼, ୨୩।୫(ଡି.ଏନ୍‌.ଏ.)- କୋଟପାଡ଼ ବିଧାନସଭା ଆସନରେ ପ୍ରଥମ ରାଉଣ୍ଡ ଗଣତି ସୁଦ୍ଧା ବିଜେଡି ଆଗୁଆ ରହିଛି। ବିଜେଡିର ପଦ୍ମିନୀ ଦିଓ୍ବାନ ୩୧୨୬ ଭୋଟ ପାଇଥିବାବେଳେ କଂଗ୍ରେସର ଚନ୍ଦ୍ରଶେଖର ମାଝି ୨୭୩୫ ଭୋଟ ପାଇଛନ୍ତି। ଭାଜପାକୁ ୧୦୭୬, ବିଏସ୍‌ପିକୁ ୧୮୭, ସ୍ବାଧୀନ...

ହିଞ୍ଜିଳିକାଟୁରେ ନବୀନ ପଟ୍ଟନାୟକ ଆଗରେ

ହିଞ୍ଜିଳିକାଟୁରେ,୨୩।୫(ଡି.ଏନ୍‌.ଏ.)- ହିଞ୍ଜିଳିକାଟୁରେ ବିଜେଡି ବିଧାୟକ ପ୍ରାର୍ଥୀ ନୀବନ ପଟ୍ଟନାୟକ ୫୧୯୭ ଭୋଟ ପାଇଥିବାବେଳେ ଭାଜପା ବିଧାୟକ ପ୍ରାର୍ଥୀ ପୀତାମ୍ବର ଆଚାର୍ଯ୍ୟ ୧୫୬୧ ଓ ଶମ୍ଭୁ ପାଣିଗ୍ରାହୀ କଂଗ୍ରେସ ୫୧୭ ଭୋଟ ପାଇଥିବା ଜଣାପଡିଛି।

୧୩ ରାଉଣ୍ଡ ସୁଦ୍ଧା ବୌଦ୍ଧରେ ବିଜେଡି ଆଗୁଆ

ବୌଦ୍ଧ,୨୩।୫: ୧୩ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବୌଦ୍ଧ ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ପ୍ରଦୀପ ଅମାତ ଆଗରେ ଅଛନ୍ତି। ପ୍ରଦୀପ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ସୁଶାନ୍ତ ପ୍ରଧାନଙ୍କଠାରୁ ୩୦୭୨ ଭୋଟରେ ଆଗୁଆ ଚାଲିଛନ୍ତି। ସେହିପରି ୧୪ ରାଉଣ୍ଡ...

ଢେଙ୍କାନାଳ ଲୋକ ସଭା: ଭାଜପାର ରୁଦ୍ରନାରାୟଣ ଆଗୁଆ

ଢେଙ୍କାନାଳ ଅଫିସ, ୨୩ା୫-ଢେଙ୍କାନାଳ ଲୋକ ସଭା ଆସନରେ ୨ୟ ରାଉଣ୍ଡ ଭୋଟଗଣତି ଜାରି ରହିଛି। ପୂର୍ବାହ୍ନ ୧୧.୧୫ ସୁଦ୍ଧା ଏଠାରେ ୧ଲକ୍ଷ ୩୮ ହଜାର ୫୯୦ ଖଣ୍ଡ ଭୋଟ ଗଣତି ସରିଛି। ଭାଜପା ପ୍ରାର୍ଥୀ ରୁଦ୍ରନାରାୟଣ ପାଣି ୬୨,୧୪୧ ଖଣ୍ଡ...

ଯାଜପୁର ଲୋକସଭା ଆସନରେ ବିଜେଡି ଆଗରେ

ଯାଜପୁର ଅଫିସ,୨୩ା୫ : ଯାଜପୁର ଲୋକସଭା ବିଜେଡି ପ୍ରାର୍ଥୀ ସର୍ମିଷ୍ଠା ସେଠୀ ୭ମ ପର୍ଯ୍ୟାୟ ଭୋଟ୍‌ ଗଣତି ସୁଦ୍ଧା ୬୭୬୭ ଭୋଟ୍‌ ବ୍ୟବଧାନରେ ଆଗୁଆ ଥିବା ଜଣାପଡିଛି। ସେ ମୋଟ୍‌ ୨୩,୩୦୮ ଭୋଟ୍‌ ପାଇଥିବାବେଳେ ଭାଜପା ପ୍ରାର୍ଥୀ ୧୬୬୪୧ ଖଣ୍ଡ...

କଳାହାଣ୍ଡି ଲୋକ ସଭା: ଭାଜପା ଆଗରେ

ଭବାନୀପାଟଣା,୨୩।୫: କଳାହାଣ୍ଡି ଲୋକ ସଭା ଆସନରେ ଭାଜପାର ବସନ୍ତ ପଣ୍ଡା ଆଗରେ ରହିଛନ୍ତି। ବସନ୍ତ ୧୦୮୪୧୩ ଭୋଟ ପାଇଥିବାବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡିର ପୁଷ୍ପେନ୍ଦ୍ର ସିଂଦେଓ ୮୬୮୮୭ ଭୋଟ ପାଇଛନ୍ତି।      

ଭଦ୍ରକ ବିଧାନସଭା କ୍ଷେତ୍ରରେ ବିଜେଡି ଆଗୁଆ

ଭଦ୍ରକ ଅଫିସ,୨୩।୫: ଭଦ୍ରକ ବିଧାନସଭା କ୍ଷେତ୍ରରେ ବିଜେଡି ପ୍ରଥମ ରାଉଣ୍ଡରେ ୧୭୦୬ ଭୋଟରେ ଆଗୁଆ ଥିବା ଜଣାପଡିଛି l ପ୍ରଥମ ରାଉଣ୍ଡରେ ବିଜେଡି ୪୩୪୨ ଭୋଟ ପାଇଥିବା ବେଳେ ଭାଜପା ୨୬୩୬ଭୋଟ ପାଇଥିବା ଜଣାପଡ଼ିଛି। ସେହିପରି କଂଗ୍ରେସ ପାଖକୁ ୫୩୩...

କେନ୍ଦ୍ରାପଡା ଲୋକ ସଭାରେ ବିଜେଡି ପ୍ରାର୍ଥୀ ଆଗୁଆ

କେନ୍ଦ୍ରାପଡା ଅଫିସ,୨୩ା୫- ପ୍ରଥମ ରାଉଣ୍ଡ ଗଣତି ପରେ କେନ୍ଦ୍ରାପଡା ଲୋକ ସଭା ଆସନରେ ବିଜେଡି ପ୍ରାର୍ଥୀ ଅନୁଭବ ମହାନ୍ତି ୧୩୧୨ଖଣ୍ଡ ଭୋଟରେ ଆଗୁଆ ଅଛନ୍ତି। ମହାନ୍ତି ୪୫୧୦ ଖଣ୍ଡ ଭୋଟ ପାଇଥିବା ବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ବୈଜୟନ୍ତ...

ଜୟପୁରରେ ବିଜେଡି ଆଗୁଆ

ଜୟପୁର, ୨୩।୫(ଡି.ଏନ୍‌.ଏ.)- ଜୟପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ପ୍ରଥମ ରାଉଣ୍ଡ ଗଣତି ସୁଦ୍ଧା ବିଜେଡି ଆଗୁଆ ରହିଛି। ବିଜେଡିର ରବିନାରାୟଣ ନନ୍ଦ ୨୦୪୫ ଭୋଟ ପାଇଥିବାବେଳେ କଂଗ୍ରେସର ତାରା ପ୍ରସାଦ ବାହିନୀପତି ୧୮୮୪ ଓ ଭାଜପାର ଗୌତମ ସାମନ୍ତରାୟ ୧୨୧୯ ଭୋଟ...