ରାଜ୍ୟ

୫-ଟି ବିଲ୍‌ କରାଇ ଦେବା ପାଇଁ ନେଉଥିଲେ ଲାଞ୍ଚ, ଧରାପଡ଼ିଲେ ପ୍ରଧାନଶିକ୍ଷକ

ଭବାନୀପାଟଣା,୨୧ା୩(ଉତ୍ତର କୁମାର ଦାଶ): ଭିଜିଲାନ୍ସ ଜାଲରେ କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଲେତେର ତ୍ରିଶକ୍ତି ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ଦ୍ରୋଣ ତାଣ୍ଡି। ସ୍କୁଲରେ ହୋଇଥିବା ୫-ଟି କାମର ବିଲ୍‌ କରିଦେବା ପାଇଁ ପ୍ରଧାନଶିକ୍ଷକ ଠିକାଦାର ଜୟରାମ ସାହୁଙ୍କଠାରୁ ୪୦...

ଏଏସ୍‌ଓ ଚାକିରି କରାଇ ଦେବାକୁ କହି ଯୁବତୀଙ୍କଠାରୁ ଲୁଟିଥିଲେ ଲକ୍ଷାଧିକ ଟଙ୍କା: ଗିରଫ ହେଲେ ଅବସରପ୍ରାପ୍ତ କର୍ମଚାରୀ

ଗୋପାଳପୁର,୨୧ା୩(ନବୀନ ରାଜ ଆଚାରୀ): ଚାକିରି କରାଇ ଦେବାକୁ କହି ଯୁବତୀଙ୍କଠାରୁ ଲକ୍ଷାଧିକ ଟଙ୍କା ଠକେଇ କରିବା ଅଭିଯୋଗରେ ଗୁରୁବାର ଗୋପାଳପୁର ଥାନା ପୋଲିସ ଅବସରପ୍ରାପ୍ତ କର୍ମଚାରୀ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ କଟକ...

୨୦ ଲକ୍ଷ ଟଙ୍କା ହଡ଼ପ କରି ବିଇଓ ଗିରଫ

ଦାରିଙ୍ଗବାଡ଼ି/ଫୁଲବାଣୀ ,୨୧ା୩(ଅରୁଣ ସାହୁ/ରାକେଶ ରାଉତ): ନ୍ୟାଶନାଲ ପେନ୍‌ସନ୍‌ ସିଷ୍ଟମ(ଏନ୍‌ପିଏସ୍‌)ର ୨୦ ଲକ୍ଷ ଟଙ୍କା ହଡ଼ପ କରି ଭିଜଲାନ୍ସ ପଞ୍ଝାରେ ପଡ଼ି କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଇଓ ରସାନନ୍ଦ କର ଗିରଫ ହୋଇଛନ୍ତି। ବୁଧବାର ତାଙ୍କୁ ଦାରିଙ୍ଗବାଡ଼ିରୁ ଭିଜିଲାନ୍ସ ଉଠାଇ ନେଇ...

ନବୀନ ନିବାସରେ ଚାଲିଛି କସରତ

ଭୁବନେଶ୍ୱର,୨୧ା୩: ଇତିମଧ୍ୟରେ ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇସାରିଛି। ଏହା ପରଠାରୁ ବିଭିନ୍ନ ରାଜନୈତିକ ଦଳ ସକ୍ରିୟ ହୋଇଉଠିଛନ୍ତି। ଏହି ପରିପ୍ରେକ୍ଷୀରେ ନବୀନ ନିବାସରେ ବୈଠକ ଉପରେ ବୈଠକ ବସୁଛି। ଗୁରୁବାର ଆସିକା ସଂସଦୀୟ କ୍ଷେତ୍ରର ସମୀକ୍ଷା ବୈଠକ...

ଭିସୁଟକୁ ମଡର୍ଣ୍ଣ ଡ୍ରେସ୍‌ ପିନ୍ଧି ଏଣ୍ଟ୍ରି ମନା

ସମ୍ବଲପୁର,୨୧।୩: ଭିସୁଟ୍‌ କୁଳପତିଙ୍କ କଡା ନିର୍ଦ୍ଦେଶ। ଆଧୁନିକ ଏବଂ ଛୋଟ ପୋଷାକ ପିନ୍ଧି ଆସିପାରିବେନି ଛାତ୍ରୀଛାତ୍ର। ଏନେଇ ସମ୍ବଲପୁର ଭିସୁଟ କୁଳପତି ନୋଟିସ୍‌ ଜାରି କରିଛନ୍ତି। ଚଳିତ ବର୍ଷ ବସନ୍ତ ଉତ୍ସବ ଉପଲକ୍ଷେ ସାଂସ୍କୃତିକ କାର୍ଯ୍ୟକ୍ରମକୁ ଦୃଷ୍ଟିରେ ଏହି ନିଷ୍ପତ୍ତି...

ଜଣେ ଜିଲାପାଳ, ଦୁଇ ଏସ୍‌ପିଙ୍କୁ ବଦଳି ନିର୍ଦ୍ଦେଶ

ଭୁବନେଶ୍ୱର,୨୧ା୩: ଭାରତୀୟ ନିର୍ବାଚନ କମିଶନ ରାଜୀବ କୁମାର ଓଡ଼ିଶାର ଜଣେ ଜିଲାପାଳ ଏବଂ ୨ ଏସ୍‌ପିଙ୍କୁ ବଦଳି ନିର୍ଦ୍ଦେଶ ଦେଇଛନ୍ତି। ଦେବଗଡ଼ ଏବଂ କଟକ ଗ୍ରାମାଞ୍ଚଳ ଏସ୍‌ପିଙ୍କୁ ବଦଳି ନିର୍ଦ୍ଦେଶ ଦେଇଥିବା ବେଳେ ଢେଙ୍କାନାଳ ଜିଲାପାଳଙ୍କୁ ମଧ୍ୟ ବଦଳି ନିର୍ଦ୍ଦେଶ...

ଦାମ ରାଉତ ଗୁରୁତର

ଭୁବନେଶ୍ୱର,୨୧ା୩: ବରିଷ୍ଠ ବିଜେଡି ନେତା ଦାମୋଦର ରାଉତ ଗୁରୁତର ଅଛନ୍ତି। ଏନେଇ ତାଙ୍କ ପୁଅ ସମ୍ବିତ ସୂଚନା ଦେଇଛନ୍ତି। ଦାମ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ହୃଦଘାତ ପରେ  ଗୁରୁତର ହୋଇପଡିଛନ୍ତି। ବାପାଙ୍କ ବ୍ରେନ୍‌ ଡେଡ୍‌ ହୋଇଥିବା...

କୁଲଡିହା ଅଭୟାରଣ୍ୟ ଅଞ୍ଚଳରେ ଚଢ଼ାଉ: ୫ ବନ୍ଧୁକ ଜବତ, ୬ ଶିକାରୀ ଗିରଫ

ନୀଳଗିରି,୨୧ା୩(ପ୍ରଶାନ୍ତ କୁମାର ବିଶ୍ୱାଳ): ରାତି ଅଧିଆ ଚଢ଼ାଉ କରାଯାଇ କୁଲଡିହା ଅଭୟାରଣ୍ୟ ଅଞ୍ଚଳର ୬ ଶିକାରୀ ଗିରଫ ହୋଇଛନ୍ତି। ନୀଳଗିରି ପୋଲିସ ଓ ବନ ବିଭାଗ ପକ୍ଷରୁ ମିଳିତ ଚଢ଼ାଉରେ ଏହି ଶିକାରୀମାନେ ଗିରଫ ହେବା ସହ ସେମାନଙ୍କ ନିକଟରୁ...

ଓଡିଶା କଂଗ୍ରେସ ନେତା ସବୁଠୁ ଧନୀ, କ୍ରାଇମରେ…, ADR ରେ ଚମକାଇଦେଲା ଭଳି ରିପୋର୍ଟ

ଭୁବନେଶ୍ୱର,୨୧।୩: ରାଜ୍ୟରେ ନିଜ ଅସ୍ତିତ୍ୱ ସଙ୍କଟ ଦେଇ ଗତି କରୁଛି କଂଗ୍ରେସ। କିନ୍ତୁ ଦଳର ବିଧାୟକମାନେ ଧନୀ ତାଲିକାରେ ଶୀର୍ଷରେ ରହିଛନ୍ତି। ଦଳର ୭୫ପ୍ରତିଶତ ବିଧାୟକ କୋଟିପତି ଥିବାବେଳେ ୫୦% ବିଧାୟକଙ୍କ ନାଁରେ ସଙ୍ଗୀନ ଅପରାଧ ମାମଲା ରହିଛି। ଯାହାକି...

ଅଟୋକୁ ପିଟିଲା ‘ମୋ ବସ୍‌’: ଗାଡି ଭାଙ୍ଗି ଚୁର୍‌ମାର୍‌

ଭୁବନେଶ୍ୱର,୨୧।୩:ଭୁବନେଶ୍ୱରର ରାଜମହଲ ଛକରେ ଶୁକ୍ରବାର ସକାଳେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ଅଟୋକୁ ମୋ ବସ ଧକ୍କା ଦେଇଛି। ଏହି ଦୁର୍ଘଟଣାରେ କେହି ମୃତାହତ ହୋଇ ନ ଥିବା ବେଳେ ଅଟୋର ସମ୍ମୁଖ ପଟ ଭାଙ୍ଗି ଚୁରମାର୍‌...

ବିଇଓଙ୍କୁ ଘରୁ ଉଠାଇ ନେଲା ଭିଜିଲାନ୍ସ, ନ୍ୟାଶନାଲ ପେନସନ ସ୍କିମ ଟଙ୍କା ହଡପ ଅଭିଯୋଗ

କନ୍ଧମାଳ,୨୧।୩: ଭିଜିଲାନ୍ସ ଜାଲରେ ଦାରିଙ୍ଗବାଡି ବିଇଓ ରସାନନ୍ଦ କର । ନ୍ୟାଶନାଲ ପେନସନ ସ୍କିମ ଟଙ୍କା ହଡପ ଅଭିଯୋଗରେ ବିଇଓ ରସାନନ୍ଦଙ୍କୁ ଉଠାଇ ନେଇଛି ଫୁଲବାଣୀ ଭିଜିଲାନ୍ସ । ବିଇଓ ସ୍କିମର ପ୍ରାୟ ୨୦ ଲକ୍ଷ ଟଙ୍କା ହେରଫେର କରିଥିବା...

ନବୀନ ନିବାସରେ ପ୍ରାର୍ଥୀ ଚୟନ କସରତ, ଆଜି ଭୁବନେଶ୍ୱର-କନ୍ଧମାଳ-ବ୍ରହ୍ମପୁର ଲାଗି ବୈଠକ

ଭୁବନେଶ୍ୱର,୨୧।୩: ଗୋଟିଏ ପଟେ ରାଜ୍ୟରେ ମେଣ୍ଟ ସରକାରଙ୍କୁ ନେଇ ଚିତ୍ର ସ୍ପଷ୍ଟ ହୋଇ ନ ଥିବା ବେଳେ ନବୀନ ନିବାସରେ ଟିକେଟ ପାଇଁ କସରତ ଚାଲିଛି। ଗୁରୁବାର ଭୁବନେଶ୍ୱର, କନ୍ଧମାଳ, ବ୍ରହ୍ମପୁର ବିଧାନସଭା କ୍ଷେତ୍ର ପାଇଁ ବୈଠକ ଅନୁଷ୍ଠିତ ହେବ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri