ରାଜ୍ୟ

ଅପରାଜିତାଙ୍କ ବିପକ୍ଷରେ ୨ ଯୁବନେତା

ଖୋର୍ଦ୍ଧା,୧୮।୪(ପ୍ରଭାତ ପାଣିଗ୍ରାହୀ)ଭୁବନେଶ୍ବର ସଂସଦୀୟ କ୍ଷେତ୍ର ପାଇଁ ଭାଜପା ଅପରାଜିତା ଷଡ଼ଙ୍ଗୀ, ବିଜେଡି ମନ୍ମଥ ରାଉତରାୟ ଏବଂ କଂଗ୍ରେସ ୟାସିର ନୱାଜଙ୍କୁ ପ୍ରାର୍ଥୀ ଘୋଷଣା କରିଛି। ଦୁଇ ଯୁବ ନେତାଙ୍କ ସହ ଅପରାଜିତାଙ୍କ ମଧ୍ୟରେ ଲଢ଼େଇ ହେବ ବୋଲି କୁହାଯାଉଛି।  ୨୦୧୯ର...

ଅସ୍ଥିଶଲ୍ୟ ବିଭାଗରେ ଅସ୍ତ୍ରୋପଚାର ଠପ୍‌

ଭବାନୀପାଟଣା,୧୮।୪(ଉତ୍ତମ କୁମାର ଦାଶ)କଳାହାଣ୍ଡିବାସୀ ମେଡ଼ିକାଲ କଲେଜ ଆରମ୍ଭ ହେବାରୁ ଖୁସୀ ହୋଇଥିଲେ। ହେଲେ ଜିଲା ହସ୍ପିଟାଲ ଓ ଶହୀଦ ରେଣ୍ଡୋ ମାଝି ମେଡ଼ିକାଲ କଲେଜ ମଧ୍ୟରେ ସମନ୍ବୟ ନ ରହିବା ଯୋଗୁ ଅଧିକାଂଶ ରୋଗୀ ଅନ୍ୟ ମେଡ଼ିକାଲ କଲେଜକୁ ରେଫର...

ସ୍ବାସ୍ଥ୍ୟ, ଶିକ୍ଷା, ବିଜୁଳି ସାତସପନ

ନୂଆପଡ଼ା,୧୮।୪(ମକାରୁ ବେମାଲ)ସ୍ବାଧୀନତାର ଦୀର୍ଘ ବର୍ଷ ପରେ ବି ଲୋକେ ମୌଳିକ ସୁବିଧାରୁ ବଞ୍ଚତ୍ତ। କେନ୍ଦ୍ର ଓ ରାଜ୍ୟ ସରକାର ମାଳମାଳ ଯୋଜନା କରୁଥିଲେ ମଧ୍ୟ ଲୋକ କିମ୍ବା ଗାଁ ପର୍ଯ୍ୟନ୍ତ ପହଞ୍ଚତ୍ ପାରୁନାହିଁ। ସ୍ବାସ୍ଥ୍ୟ, ଶିକ୍ଷା, ବିଜୁଳି ସାତ ସପନ...

ଶିକ୍ଷିତ ଯୁବବର୍ଗଙ୍କ ନିଯୁକ୍ତି ବ୍ୟବସ୍ଥାରେ ଢିଲା

ରାଉରକେଲା,୧୮ା୪(ବିପ୍ଳବ ରଞ୍ଜନ ଦାଶ)ରାଉରକେଲା ଜିଲା ନିଯୁକ୍ତି ନିୟୋଜନ କାର୍ଯ୍ୟାଳୟ ସ୍ଥାପନ ହେବାର ଆଜକୁ ୬୩ ବର୍ଷ ପୂରିଲା। ବିଭାଗ ହାତରେ ଜିଲାର ୧୭ ବ୍ଲକର ଶିକ୍ଷିତ ଯୁବତୀଯୁବକଙ୍କୁ ନିଯୁକ୍ତି ସୁଯୋଗ ପ୍ରମାଣପତ୍ର ପ୍ରଦାନ କରିବା ବ୍ୟବସ୍ଥା ନ୍ୟସ୍ତ ରହିଛି। ୨୦୨୨-୨୩...

ଚର୍ଚ୍ଚାରେ ସମୀରଙ୍କ ଭାଇରାଲ ଫଟୋ

ନିମାପଡ଼ା,୧୮।୪ (ରଞ୍ଜନ କୁମାର ପଟ୍ଟନାୟକ)ବିଜେଡି ବିଧାୟକ ସମୀର ରଞ୍ଜନ ଦାଶ ହାତ ଧରିବା ନେଇ ଆଲୋଚନା ହେଉଛି। ବୁଧବାର ସମୀରଙ୍କ ସହିତ ରାହୁଲ ଗାନ୍ଧୀଙ୍କ ଭାଇରାଲ ଫଟୋକୁ ନେଇ ଦିନତମାମ ସୋସିଆଲ ମିଡିଆରେ ଚର୍ଚ୍ଚା ଲାଗି ରହିଥିଲା। ଭାଜପା, ବିଜେଡି...

ରାଜଧାନୀ ରାସ୍ତାକଡ଼ ପାଲଟିଛି କବାଡ଼ିଖାନା

ଭୁବନେଶ୍ୱର, ୧୮।୪ (ବନ୍ଦନା ସେଠୀ)ରାଜଧାନୀର ରାସ୍ତା କଡ଼ରୁ ପରିତ୍ୟକ୍ତ ହୋଇ ପଡିରହିଥିବା ଗାଡ଼ି, କ୍ୟାବିନ ଏବଂ ଅନ୍ୟାନ୍ୟ ଅଦରକାରୀ ସାମଗ୍ରୀଗୁଡିକୁ ତୁରନ୍ତ ହଟାଇବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ନିଷ୍ପତ୍ତି ନେଇଥିଲା। ସହରର ସୌନ୍ଦର୍ଯ୍ୟକରଣର ଆଉ ଏକ ପଦକ୍ଷେପ...

ନୂଆ ରୂପରେ ସଜେଇ ହେଲା ଭାଗବତ ଟୁଙ୍ଗି

ବେଗୁନିଆ,୧୮ା୪(ହରପ୍ରସନ୍ନ ପଣ୍ଡା)ବେଗୁନିଆ ବ୍ଲକ ପୋଡ଼ାଡିହ ପଞ୍ଚାୟତ ଅନ୍ତର୍ଗତ ତଳଗଡ଼ ଗାଁରେ ବୁଧବାର ପବିତ୍ର ରାମନବମୀରେ ଆଧ୍ୟାତ୍ମିକ ଭାବଧାରା ଦେଖିବାକୁ ମିଳିଛି। ବିଶ୍ୱାଳସାହିସ୍ଥିତ ଭାଗବତ ଦେବଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ଉତ୍ସବ ପାଳିତ ହୋଇଯାଇଛି। ପୀଠ ପରିସରରେ ଶାନ୍ତି ମହାଯଜ୍ଞ ବିଧି...

ଅସ୍ତିତ୍ୱ ହରାଉଛି ଗଡ଼ଖୋର୍ଦ୍ଧା, ପାଣ୍ଡବଘରା

ଖୋର୍ଦ୍ଧା,୧୮ା୪ (ପ୍ରଭାତ ପାଣିଗ୍ରାହୀ)ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଖୋର୍ଦ୍ଧାର ଅନେକ ଐତିହ୍ୟ କୀର୍ତ୍ତିରାଜି ଆଜି ଧ୍ୱଂସାଭିମୁଖୀ। ଐତିହ୍ୟ ଗଡ଼ଖୋର୍ଦ୍ଧା ଏବଂ ବରୁଣେଇ ପାହାଡ଼ ଶୀର୍ଷରେ ଥିବା ପାଣ୍ଡବ ଘରା ଗୁମ୍ଫା ଅସ୍ତିତ୍ୱ ହରାଇବାକୁ ବସିଲାଣି। ତୁରନ୍ତ ଏହାର ସଂରକ୍ଷଣ କରାଯିବାର ଆବଶ୍ୟକତା...

ସତର୍କତାକୁ ପ୍ରାଥମିକତା

ଆମ ଶରୀରର ଅନ୍ୟତମ ପ୍ରମୁଖ ଅଙ୍ଗ ହେଉଛି ଯକୃତ ବା ଲିଭର। ଏହା ସୁସ୍ଥ ରହିବା ନିହାତି ଦରକାର। ନ ହେଲେ ସମୟକ୍ରମେ ଏହା ଜଟିଳ ସମସ୍ୟା ରୂପେ ଉଭା ହୋଇଥାଏ। କେବଳ ସେତିକି ନୁହେଁ, ଅଯଥାରେ ମଧ୍ୟ ଏହା...

ଐତିହ୍ୟ ଆବିଷ୍କାର, ସଂରକ୍ଷଣକୁ ଗୁରୁତ୍ୱ ନାହିଁ

ଭୁବନେଶ୍ୱର,୧୮।୪(ଶର୍ମିଷ୍ଠା ପାଣିଗ୍ରାହୀ)ଓଡ଼ିଶା କଳା, ସଂସ୍କୃତି, ଐତିହ୍ୟରେ ସମୃଦ୍ଧ। ପ୍ରତିଟି ଜିଲାରେ ରହିଛି ଅନନ୍ୟ ଐତିହ୍ୟର ପରିଚୟ। ମାତ୍ର ଭୁବନେଶ୍ୱର, କୋଣାର୍କ, ପୁରୀ ଆଦି କେତୋଟି ସ୍ଥାନକୁ ବାଦ୍‌ଦେଲେ ଅଧିକାଂଶ ଐତିହ୍ୟ ଅବହେଳିତ ଅବସ୍ଥାରେ ପଡ଼ି ରହିଛି। ମନ୍ଦିରମାଳିନୀ ଭୁବନେଶ୍ୱର ସମେତ...

ରାଜ୍ୟର ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ଆଜିଠୁ ନାମାଙ୍କନ ଦାଖଲ

ନୂଆଦିଲ୍ଲୀ /ଭୁବନେଶ୍ୱର,୧୮।୪:ଦେଶର ଚତୁର୍ଥ ଏବଂ ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇଛି ବିଜ୍ଞପ୍ତି। ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିସହ ଆଜିଠୁ ଦେଶରେ ଓ ରାଜ୍ୟରେ ଆରମ୍ଭ ହେବ ନାମାଙ୍କନ...

ଗଛମୂଳେ ଚାଲିଛି ପାଠପଢ଼ା

ଆନନ୍ଦପୁର,୧୮ା୪(ଉମେଶ ଚନ୍ଦ୍ର ପାଢ଼ୀ)ରାଜ୍ୟ ସରକାର ୫-ଟି ଅଧୀନରେ ବିଦ୍ୟାଳୟ ରୂପାନ୍ତରୀକରଣ କରିଛନ୍ତି। ଏଥିରେ କେନ୍ଦୁଝର ଜିଲାରେ ମଧ୍ୟ ଅନେକ ସ୍କୁଲର ରୂପରେଖ ବଦଳିଛି। ମାତ୍ର ଏବେ ବି ଅନେକ ବିଦ୍ୟାଳୟର ଶ୍ରେଣୀ ଗୃହ ସୁବିଧା ନ ଥିବାରୁ ପିଲା ଗଛତଳେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri