ରାଜ୍ୟ

ନିର୍ବାଚନ  ପାଇଁ ଭାଜପା ପ୍ରସ୍ତୁତ: ପୂରା ଦମ୍‌ରେ ଲଢ଼ିବ ଦଳ କହିଲେ…

ଭୁବନେଶ୍ୱର,୧୭।୩: ରାଜ୍ୟ ଭାଜପା କାର୍ଯ୍ୟାଳୟ ଚଳଚଞ୍ଚଳ ହୋଇପଡ଼ିଛି। ବରିଷ୍ଠ ନେତାମାନଙ୍କୁ ନେଇ କାର୍ଯ୍ୟାଳୟରେ ଘନଘନ ବୈଠକ ବସିଛି। ଏଥିରେ ଦଳର ବରିଷ୍ଠ ନେତା ସାମିଲ ହୋଇଛନ୍ତି । ନିର୍ବାଚନ ପାଇଁ ରାଜ୍ୟର ୧୪୭ ବିଧାନସଭା ଓ ୨୧ ଲୋକସଭା ଆସନ...

ବାରବାଟୀ-କଟକ ନିର୍ବାଚନୀ ମାମଲା: ସୁପ୍ରିମକୋର୍ଟ ଗଲେ ମୋକିମ୍‌

କଟକ,୧୭ା୩(କାର୍ତ୍ତିକ ସାହୁ): ବାରବାଟୀ-କଟକ ବିଧାନସଭା ନିର୍ବାଚନ ମଣ୍ଡଳୀର ୨୦୧୯ ନିର୍ବାଚନରେ ମହମ୍ମଦ ମୋକିମ୍‌ଙ୍କ ବିଜୟକୁ ଓଡ଼ିଶା ହାଇକୋର୍ଟ ଅସିଦ୍ଧି ଘୋଷଣା କରିବା ପରେ ମୋକିମ୍‌ ଏବେ ସୁପ୍ରିମକୋର୍ଟରେ ପହଞ୍ଚିଛନ୍ତି। ଓଡ଼ିଶା ହାଇକୋର୍ଟ ମାର୍ଚ୍ଚ ୪ରେ ଦେଇଥିବା ରାୟକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ...

ଆଚରଣ ବିଧି ଲାଗୁ ହେବା ପରେ ସରକାରୀ ଓ୍ବେବସାଇଟ୍‌ରେ ଲାଗିଲା  ସରକାରଙ୍କ ଲୋଗୋ

ଭୁବନେଶ୍ୱର,୧୭।୩ : ଆଦର୍ଶ ଆଚରଣ ବିଧି ଲାଗୁ ହେବା ପରେ ସରକାରୀ ଯୋଜନା ବିଜ୍ଞାପନ ହୋର୍ଡିଂ ଗୁଡ଼ିକ ହଟାଇ ଦିଆଯାଇଛି । ରାଜଧାନୀ ଭୁବନେଶରରେ ସରକାରଙ୍କ ପକ୍ଷରୁ ବିଭିନ୍ନ ସରକାରୀ ଯୋଜନା ସମ୍ପର୍କିତ ଲାଗିଥିବା ବିଜ୍ଞାପନ ହୋର୍ଡିଂକୁ ଘୋଡ଼େଇ ଦିଆଯାଇଥିବା...

ରାଜ୍ୟ ଭାଜପା କାର୍ଯ୍ୟାଳୟରେ ଘନଘନ ବୈଠକ: ୧୪୭ ବିଧାନସଭା ଓ ୨୧ ଲୋକସଭା ଆସନ ପାଇଁ କେଉଁମାନେ ହେବେ ପ୍ରାର୍ଥୀ

ଭୁବନେଶ୍ୱର,୧୭।୩: ବିଜେଡି- ଭାଜପା ସମ୍ଭାବ୍ୟ ମେଣ୍ଟକୁ ନେଇ ଦ୍ୱନ୍ଦ୍ୱ ଲାଗି ରହିଛି। ଏଯାବତ୍‌ ଚିତ୍ର ସ୍ପଷ୍ଟ ହୋଇନ ଥିବା ବେଳେ ରବିବାର ରାଜ୍ୟ ଭାଜପା କାର୍ଯ୍ୟାଳୟ ଚଳଚଞ୍ଚଳ ହୋଇପଡ଼ିଛି। ବରିଷ୍ଠ ନେତାଙ୍କୁ ନେଇ କାର୍ଯ୍ୟାଳୟରେ ଘନଘନ ବୈଠକ ବସୁଛି। ଏଥିରେ...

କୋଡ ଅଫ କଣ୍ଡକ୍ଟ ଲାଗିବା ପରେ ଘନଘନ ଚଢ଼ାଉ

ଭୁବନେଶ୍ୱର ୧୭।୩ : କୋଡ ଅଫ କଣ୍ଡକ୍ଟ ଲାଗିବା ପରେ ସବୁଠି ଧରପଗଡ଼  ଆରମ୍ଭ ହୋଇଯାଇଛି। ମଦ୍ୟପ ଚାଳକ ଏବଂ ଅପରାଧୀ ଉପରେ ପୋଲିସର କଡ଼ା ନଜର ରହିଛି। ୫୦ଟି ଅଞ୍ଚଳରେ ୧୮ ପ୍ଲାଟୁନ ପୋଲିସ ଫୋର୍ସ ଧରପଗଡ଼ ଆରମ୍ଭ...

ଭୋଜି ଖାଇ ଯାଉଥିବା ବେଳେ ବ୍ରିଜ୍‌ ତଳକୁ ଖସିଲା ଭ୍ୟାନ୍‌: ୨ ଜଣଙ୍କ ଜୀବନ ଗଲା, ୧୦ରୁ ଊର୍ଦ୍ଧ୍ୱ ଗୁରୁତର

କୁନ୍ଦୁରା,୧୭ା୩(ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ବ୍ଲକ୍‌ ଭୁସାଙ୍ଗଗୁଡ଼ା ପଞ୍ଚାୟତ ଅନ୍ତର୍ଗତ ଖଟଲାପଦର ନିକଟସ୍ଥ କୋଲାବ ନଦୀ ବ୍ରିଜ ତଳକୁ ଭୋଜି ଖାଇ ଯାଉଥିବା ଏକ ଭ୍ୟାନ୍‌ ଖସି ପଡ଼ିବା ଫଳରେ ୨ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ଦ୍ୱୟ...

ବିଜେଡି- ଭାଜପା ସମ୍ଭାବ୍ୟ ମେଣ୍ଟକୁ ନେଇ ଆଶାୟୀ ପ୍ରାର୍ଥୀ ଦ୍ୱନ୍ଦ୍ୱରେ, ଘନ ଘନ ବୈଠକ କରୁଛି ଭାଜପା

ଭୁବନେଶ୍ୱର,୧୭।୩: ବିଜେଡି- ଭାଜପା ସମ୍ଭାବ୍ୟ ମେଣ୍ଟକୁ ନେଇ ଦ୍ୱନ୍ଦ୍ୱ ଜାରି ରହିଛି। ହେଲେ ଏଯାଏ ଚିତ୍ର ସ୍ପଷ୍ଟ ହୋଇନି। କୁହାଯାଉଛି ଉଭୟ ଦଳର ଶୀର୍ଷ ନେତୃତ୍ୱ ପରସ୍ପର ସହ ଯୋଗାଯୋଗରେ ଅଛନ୍ତି । ଅନ୍ୟପଟେ ଦୁଇ ଦଳର ଆଶାୟୀ ପ୍ରାର୍ଥୀ...

ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ରଜତ ପ୍ରତିହାରୀଙ୍କ ପରଲୋକ

ପୁରୀ,୧୭।୩: ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ତଥା ପୂର୍ବତନ ପରିଚାଳନା କମିଟି ସଦସ୍ୟ ରଜତ କୁମାର ପ୍ରତିହାରୀଙ୍କ ମୁମ୍ବାଇର ଏକ ଘରୋଇ ହସ୍ପିଟାଲରେ ମୃତ୍ୟୁ ଘଟିଛି। ହୃଦଘାତରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି। ରଜତ କୁମାର ପ୍ରତିହାରୀଙ୍କ ପାର୍ଥିବ ଶରୀର ମୁମ୍ବାଇରୁ...

ଟିକସ ଗଣୁଛନ୍ତି, ସୁବିଧା ମିଳୁନି

ରାଉରକେଲା,୧୭।୩(ଦିନେଶ ମିଶ୍ର)ରାଉରକେଲା ସହରରେ ବ୍ୟବସାୟୀଙ୍କଠାରୁ ଯେଉଁ ପରିମାଣରେ ଟିକସ ଆଦାୟ ହେଉଛି ସେହି ଅନୁସାରେ ମୌଳିକ ସୁବିଧା ସୁଯୋଗ ମିଳୁନି । ଫଳରେ ବ୍ୟବସାୟୀମାନେ ବ୍ୟଧ୍ୟହୋଇ ରାସ୍ତାକଡ଼ରେ ବସି ବ୍ୟବସାୟ କରୁଛନ୍ତି। ଏଭଳି ଦୃଶ୍ୟ ପାନପୋଷ ସ୍ଥିତ ଶୁକ୍ରବାର ହାଟ...

ନୀରବ, ନିମଶ୍ଚଳ ହାତୀ ଉଦ୍ଧାର କେନ୍ଦ୍ର

ଢେଙ୍କାନାଳ,୧୭ା୩(ରତନ ନାୟାର) ଖାଁ ଖାଁ ଲାଗୁଛି ପୂରା ପରିବେଶ। ସବୁଠି ଯେମିତି ଛାଇଯାଇଛି ନୀରବତା। ନିଶ୍ଚଳ ହୋଇଯାଇଛି ସବୁକିଛି। ଚୁପ୍‌ଚାପ୍‌ ହୋଇଯାଇଛନ୍ତି ମାହୁନ୍ତ ଦୀପୁଙ୍କ ସମେତ ଅନ୍ୟ କର୍ମଚାରୀ। ପଦ୍ମା, ଶ୍ୟାମା, ଶିବାଙ୍କ ଆଖି ଖୋଜୁଛି ଉମା, ଚନ୍ଦୁ ଓ...

ଯାଜପୁର ଜିଲାରେ ୩୯,୬୬୨ ନୂଆ ଭୋଟର

ଯାଜପୁର,୧୭ା୩(ହର୍ଷବର୍ଦ୍ଧନ ବେହେରା)ରାଜ୍ୟରେ ବିଧାନସଭା ଓ ଲୋକ ସଭା ପାଇଁ ନିର୍ବାଚନ ବିଗୁଲ ବାଜିସାରିଛି। ହେଲେ ଯାଜପୁର ଜିଲାରେ ମତଦାନ କ୍ଷେତ୍ରରେ ସେତେଟା ଉତ୍ସାହ ନ ଥିବା ମନେହେଉଛି। ୨୦୨୪ରେ ଜିଲାର ୭ ବିଧାନସଭା ନିର୍ବାଚନ ମଣ୍ଡଳୀରେ ୧୫ ଲକ୍ଷ ୩୦...

ଗଭର୍ନିଂ ବଡି ସଭାପତି ନିଯୁକ୍ତି ବେଆଇନ

ଯାଜପୁର,୧୭ା୩(ହର୍ଷବର୍ଦ୍ଧନ ବେହେରା)ଯାଜପୁର ଜିଲାର ବ୍ୟାସନଗର ସ୍ବୟଂଶାସିତ ମହାବିଦ୍ୟାଳୟରେ ଗଭର୍ନିଂ ବଡି ସଭାପତି ନିଯୁକ୍ତି ପ୍ରକ୍ରିୟା ନିୟମରେ ବ୍ୟାପକ ଉଲ୍ଲଂଘନ କରାଯାଇଛି। ଏକା ସମୟରେ ଜଣେ ବ୍ୟକ୍ତି ଦୁଇଟି ପଦବୀ ଦାୟିତ୍ୱ ତୁଲାଇବାର ନିୟମ ନ ଥିବାବେଳେ ତାଙ୍କୁ ଉଚ୍ଚଶିକ୍ଷା ବିଭାଗ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri