ଅନ୍ତର୍ଜାତୀୟ ଯୋଗ ଦିବସ

ଯୋଗ କରି ଫିଟ୍‌ ରହିଛନ୍ତି ଏହିସବୁ ଅଭିନେତ୍ରୀ

ଯୋଗ ଆମକୁ ଶୃଙ୍ଖଳା ଓ ସମୟାନୁବର୍ତ୍ତିତା ଶିଖାଇଥାଏ। ଏତଦ୍‌ବ୍ୟତୀତ ଉତ୍ତମ ସ୍ବାସ୍ଥ୍ୟ ପାଇଁ ଯୋଗଠାରୁ ଭଲ ମହୌଷଧି କିଛି ନାହିଁ। ଖାସ୍‌ ଏଥିପାଇଁ ତ ବଲିଉଡ୍‌ର ଅଭିନେତ୍ରୀମାନେ ନିଜର ବ୍ୟସ୍ତବହୁଳ ଜୀବନ ମଧ୍ୟରୁ କିଛି ସମୟ ବାହାର କରି ଯୋଗ...

ଅନ୍ତର୍ଜାତୀୟ ଯୋଗ ଦିବସରେ ଯବାନଙ୍କ ସହ ଯୋଗ କଲା ଡଗ୍‌ ସ୍କ୍ବାଡ

ଶ୍ରୀନଗର,୨୧।୬: ଅନ୍ତର୍ଜାତୀୟ ଦିବସ ଅବସରରେ ସାରା ବିଶ୍ୱରେ ଯୋଗ ଦିବସ ପାଳନ କରାଯାଇଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଞ୍ଚିରେ ଜନସାଧାରଣଙ୍କ ସହ ଯୋଗ କରିଛନ୍ତି। ଯୋଗ ଦିବସ ଅବସରରେ ନେତା ମନ୍ତ୍ରୀ, ବଲିଉଡ୍‌ କଳାକାରଙ୍କ ସହ ଯବାନମାନେ ମଧ୍ୟ ଯୋଗାସନ...

ପାଣିରେ ଯୋଗାସନ କଲେ ଯବାନ

ଇଟାନଗର,୨୧।୬: ସମଗ୍ର ବିଶ୍ୱରେ ଶୁକ୍ରବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଛି। ଯୋଗ ଦିବସକୁ ସ୍ମରଣୀୟ କରିବା ଯବାନମାନେ ପାଣି ଓ ପାହାଡ଼ ଉପରେ ଯୋଗ କରୁଥିବା ଦେଖିବାକୁ ମିଳିଛି। ଏହିି ପରିପ୍ରେକ୍ଷୀରେ ଅରୁଣାଚଳ ପ୍ରଦେଶରେ ୯ମ ବାଟାଲିୟନର ଆଇଟିବିପି...

ମୋଦିଙ୍କ ସହ ଯୋଗ କଲେ ମୋଟୁ ପତଲୁ: ଭିଡିଓ ଭାଇରାଲ

ରାଞ୍ଚି,୨୧।୬: ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ସାରା ବିଶ୍ୱରେ ଯୋଗ ଦିବସ ପାଳନ କରାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନରେ ଦେଶର ମନ୍ତ୍ରୀ, ବଲିଉଡ୍‌ କଳାକାର ଓ ଯବାନ, ସାଧାରଣ ଲୋକେ ଓ ଛୋଟ ପିଲାମାନେ ଯୋଗ କରିଛନ୍ତି। ଝାରଖଣ୍ଡର...

ଯୋଗାସନ କରି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଅଭିନନ୍ଦନ ଜଣାଇଲେ ଶ୍ରୀଲଙ୍କା ରାଷ୍ଟ୍ରପତି

କଲୋମ୍ବୋ,୨୧।୬: ଶ୍ରୀଲଙ୍କା ରାଷ୍ଟ୍ରପତି ମୈତ୍ରିପାଲ ଶିରସେନା ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗାସନ କରିଛନ୍ତି। ଯୋଗ କରୁଥିବାର ଏକ ଭିଡିଓକୁ ସେ ନିଜ ଟୁଇଟର ଆକାଉଣ୍ଟରେ ଶେୟାର କରିଛନ୍ତି। ଏହି ଅବସରରେ ସାରା ବିଶ୍ୱକୁ ଯୋଗର ମହତ୍ୱ ବୁଝାଇବା ପାଇଁ ସେ...

ବାଲୁକାକଳାରେ ‘ବିଶ୍ୱ ଯୋଗ ଦିବସ’

ଭୁବନେଶ୍ୱର,୨୧।୬(ବ୍ୟୁରୋ): ଅନ୍ତର୍ଜାତୀୟ ଯୋଗ ଦିବସ ଉପଲକ୍ଷେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ପୁରୀ ସମୁଦ୍ର ବେଳାଭୂମିରେ ନିଜ ଉତ୍କୃଷ୍ଟ ବାଲୁକାକଳା ପ୍ରଦର୍ଶନ କରିଛନ୍ତି। ଏହି ଦିବସର ଆବଶ୍ୟକତାକୁ ମନେ ପକାଇ ସୁଦର୍ଶନ ସୂର୍ଯ୍ୟ ନମସ୍କାର ସମ୍ବନ୍ଧିତ ସମସ୍ତ ଆସନଗୁଡ଼ିକୁ ନିଜ ବାଲୁକାକଳାରେ...

‘ଯୋଗ ଦ୍ୱାରା ଶାରୀରିକ ଓ ଆଧ୍ୟାତ୍ମିକ ବିକାଶ ହୋଇଥାଏ’

ବଡ଼ସାହି,୨୧ା୬(ସ୍ବ.ପ୍ର.) : ଯୋଗ ଦ୍ୱାରା ମଣିଷର ଶାରୀରିକ ଓ ଆଧ୍ୟାତ୍ମିକ ବିକାଶ ଘଟିବା ସହ ଦୀର୍ଘାୟୁ ହୋଇଥାଏ।  ରୋଗ ଓ ଦୁଶ୍ଚିନ୍ତାରୁ ମୁକ୍ତ ହେବା ପାଇଁ ଯୋଗର ଆବଶ୍ୟକତା ରହିଛି ବୋଲି କେନ୍ଦୁଝର ଜିଲା ବଡ଼ସାହି ବ୍ଲକ ବେଲପାଳ ସରସ୍ବତୀ...

୭୭ ବର୍ଷରେ ଯୋଗ: ପାଣିରେ ପଦ୍ମାସନ-ଶବାସନ କରି ଚର୍ଚ୍ଚାରେ ଶିବାଜୀ

କଟକ ଅଫିସ,୨୧।୬: ଶୁକ୍ରବାର ଦେଶ ତଥା ରାଜ୍ୟର ବିଭିନ୍ନ ସ୍ଥାନରେ ପାଳିତ ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ। ଏହି ଅବସରରେ କଟକ ଚାନ୍ଦିନିଚୌକ ବ୍ରାହ୍ମଣସାହିର ଜଣେ ବୃଦ୍ଧ ପାଣିରେ ଯୋଗ କରିଛନ୍ତି। ସେ ହେଲେ ଶିବାଜୀ ସିଂହ। ତାଙ୍କୁ ଏବେ...

ବିଏସ୍‌ଏଫ୍‌ ବାଟାଲିୟନ ପକ୍ଷରୁ ଯୋଗାଭ୍ୟାସ

ଚିତ୍ରକୋଣ୍ଡା,୨୧ା୬(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ୮ମ ବିଏସ୍‌ଏଫ୍‌ ବାଟାଲିୟନ ସହାୟତାରେ ସ୍ଥାନୀୟ ମିନି ଷ୍ଟାଡିଅମ ପଡ଼ିଆଠାରେ ବିଶ୍ୱ ଯୋଗ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବହୁସଂଖ୍ୟାରେ ଜନସାଧାରଣ ଅଂଶଗ୍ରହଣ କରି ଯୋଗାଭ୍ୟାସ କରିଥିଲେ। ଚିତ୍ରକୋଣ୍ଡାର ଅନୁଭବୀ ଦୈନିକ ଅଭ୍ୟାସର...

ଭୁବନ ମହିଳା ମହାବିଦ୍ୟାଳୟରେ ଆନ୍ତର୍ଜାତିକ ଯୋଗ ଦିବସ

ଭୁବନ,୨୧ା୬(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ଭୁବନ ମହିଳା ମହାବିଦ୍ୟାଳୟରେ ଏନ୍‌ସିସି ପକ୍ଷରୁ ଶୁକ୍ରବାର ୫ମ ଆନ୍ତର୍ଜାତିକ ଯୋଗ ଦିବସ ପାଳନ କରାଯାଇଛି। ଏହି ଯୋଗ ଶିବିରରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଦିଲୀପ ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସୁସ୍ଥ ସମାଜ ଗଠନ...

କଟକରେ ବଢୁଛି କ୍ରେଜ : ପସନ୍ଦରେ ଯୋଗଡ୍ୟାନ୍ସ

କଟକ ଅଫିସ, ୨୧।୬ : ନୀରୋଗ ଜୀବନଯାପନ କରିବାର ମାଧ୍ୟମ ହେଉଛି ଯୋଗ। ଯୋଗ ଦ୍ୱାରା କେବଳ ଶାରୀରିକ ନୁହେଁ ମାନସିକ ଭାବେ ମଧ୍ୟ ଲୋକମାନେ ନୀରୋଗ ହେଉଛନ୍ତି। ଶୁକ୍ରବାର ଅନ୍ତର୍ଜାତୀୟ ଯୋଗ ଦିବସ। ତେବେ କଟକ ସହରରେ ଏବେ...

ଶରୀର, ମନ ଓ ଆତ୍ମାକୁ ଯୋଡ଼େ ଯୋଗ

ନୂଆଦିଲ୍ଲୀ,୨୧।୬: ସଂସ୍କୃତର ‘ଯୁଜ୍‌’ ଧାତୁରୁ ଯୋଗର ଉତ୍ପତି; ଯାହାର ଅର୍ଥ ‘ଯୋଡ଼ିବା’। ଅର୍ଥାତ୍‌ ଶରୀର, ମନ ଏବଂ ଆତ୍ମାକୁ ଗୋଟିଏ ସୂତ୍ରରେ ଯୋଡ଼ିବା। ସ୍ପଷ୍ଟ ଶବ୍ଦରେ କହିଲେ, ଯୋଗର ଅର୍ଥ ଶାରୀରିକ ବ୍ୟାୟାମ, ଯେଉଁ ପ୍ରକ୍ରିୟାରେ ମନୁଷ୍ୟ ସୁସ୍ଥ ରହିବା...

ରାଞ୍ଚିରେ ଯୋଗ କରିବେ ମୋଦି

ରାଞ୍ଚି,୨୦।୬: ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଝାଡ଼ଖଣ୍ଡର ରାଞ୍ଚିଠାରେ ଯୋଗ କରିବେ। ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଥିବା ସୂଚନା ମିଳିଛି। ଶୁକ୍ରବାର ଅର୍ଥାତ୍‌ ଜୁନ୍‌ ୨୧ରେ ଏଠାରେ ଯୋଗ ଦିବସ ପାଳନ ପାଇଁ ମୋଦିଙ୍କୁ ସ୍ବାଗତ...

ଜାହାଜ ଉପରେ ଯୋଗ ଅଭ୍ୟାସ କଲେ ନୌସେନା

ନୂଆଦିଲ୍ଲୀ,୨୦।୬: ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବିଶ୍ୱର ବିଭିନ୍ନ ସ୍ଥାନରେ ଯୋଗ ଶିବିରମାନ ଆୟୋଜନ କରାଯାଉଛି। ଏହି କ୍ରମରେ ନୌସେନା କର୍ମଚାରୀମାନେ ମଧ୍ୟ ଯୋଗ ଅଭ୍ୟାସ କରିଛନ୍ତି। ଗୁରୁବାର ପୂର୍ବ ନୌସେନା କମାଣ (ଇଏନ୍‌ସି)ର ସୂର୍ଯ୍ୟୋଦୋୟ କମାଣ ଜାହଜ ଉପରେ...

ଘୋଡ଼ା ଉପରେ ୪୦ ମିନିଟ୍‌ ଧରି ୩୦ ଯୋଗାସନ କଲେ ୧୧ ଯବାନ

ସହାରନ୍‌ପୁର,୨୦।୬: ଶୁକ୍ରବାର ପାଳିତ ହେବ ଅନ୍ତର୍ଜାତୀୟ ଯୋଗ ଦିବସ। ଏହା ପୂର୍ବରୁ ଉତ୍ତରପ୍ରଦେଶ ସହାରନ୍‌ପୁରରେ ଗୁରୁବାର ସେନାର ରିମାଉଣ୍ଟ୍‌ ଡିପୋ ଆଣ୍ଡ୍‌ ଟ୍ରେନିଂ ସ୍କୁଲରେ ୧୧ ଜଣ ଭାରତୀୟ ଯବାନ ଘୋଡ଼ା ଉପରେ ବସି ୪୦ ମିନିଟ୍‌ ଯୋଗାଭ୍ୟାସ କରିଛନ୍ତି।...

ଆଇଟିବିପି ଯବାନଙ୍କ ଯୋଗାଭ୍ୟାସ

ଶ୍ରୀନଗର,୧୯।୬: ଅନ୍ତର୍ଜାତୀୟ ଯୋଗ ଦିବସ ଆସନ୍ତା ୨୧ରେ ଆୟୋଜିତ ହେବ। ଏହାକୁ ନେଇ ସାରା ବିଶ୍ୱରେ ପ୍ରସ୍ତୃତି ଜୋରସୋରରେ ଚାଲିଥିବା ବେଳେ ଦେଶ ବିଦେଶର ବିଭିନ୍ନ ସ୍ଥାନରେ ଲୋକେ ଯୋଗ ଅଭ୍ୟାସ କରୁଥିବା ଦେଖିବାକୁ ମିଳିଛି। ଏହି କ୍ରମରେ ବୁଧବାର...

ପାଣି ଭିତରେ ଯୋଗ କଲେ ବିଏସ୍‌ଏଫ୍‌ ଯବାନ

ଗୁଆହାଟି,୧୮।୬: ଆଗକୁ ଅଛି ଅନ୍ତର୍ଜାତୀୟ ଯୋଗ ଦିବସ। ଏହାକୁ ଆଖି ଆଗରେ ରଖି ଦେଶ ବିଦେଶର ବିଭିନ୍ନ ସ୍ଥାନରେ ଲୋକେ ଯୋଗ ଅଭ୍ୟାସ କରୁଥିବା ଦେଖିବାକୁ ମିଳିଛି। ଏହି କ୍ରମରେ ଆସାମର ବର୍ଡର ସିକ୍ୟୁରିଟି ଫୋର୍ସ ଡୁବୁରିଠାରେ ଥିବା ବ୍ରହ୍ମପୁତ୍ର...

ଅନ୍ତରାଷ୍ଟ୍ରୀୟ ଯୋଗ ଦିବସ: ଆଉ ଏକ ନୂଆ ଭିଡିଓ ଶେୟାର କଲେ ମୋଦି

ନୂଆଦିଲ୍ଲୀ,୧୮।୬: ଅନ୍ତରାଷ୍ଟ୍ରୀୟ ଯୋଗ ଦିବସ ଆସନ୍ତା ୨୧ ତାରିଖରେ ପାଳନ ହେବାକୁ ଯାଉଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟ ପ୍ରତିଦିନ ସୋସିଆଲ ମିଡିଆରେ କିଛି ନା କିଛି ଥ୍ରିଡି ଆନିମେଟେଡ ଯୋଗ ଅପଲୋଡ କରୁଛନ୍ତି। ଏହି କ୍ରମରେ ସୋମବାର...