ଦୁର୍ନୀତିରେ ଅଧିକାରୀଙ୍କ ସଂପୃକ୍ତି ନେଇ ମୁଖ୍ୟମନ୍ତ୍ରୀ କହିଦେଲେ ଏମିତି : ଯେଉଁ ଖବରକାଗଜରେ ପ୍ରଶଂସିତ ସେଥିରେ …

ଭୁବନେଶ୍ୱର,୨୮।୧୦: ଦୁର୍ନୀତି ନିବାରଣ ସଚେତନତା ସପ୍ତାହ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି କ୍ଷୋଭ ପ୍ରକାଶ କରିଛନ୍ତି। ଦୁର୍ନୀତିରେ ଯୁବ ଅଧିକାରୀଙ୍କ ସଂପୃକ୍ତି ନେଇ ସେ କହିଛନ୍ତି, ସରକାରୀ ଅଧିକାରୀ ହୋଇ ଲୋକଙ୍କ ସେବା କରିବେ ସ୍ବପ୍ନ ଦେଖିଥିଲେ, ସ୍ବଚ୍ଛ ସେବା ଦେବେ ବୋଲି କହୁଥିଲେ, କିନ୍ତୁ ତାହା କମ ପ୍ରତିଫଳିତ ହେଉଛି। IAS, OAS ପରୀକ୍ଷାରେ ରାଙ୍କ ରଖି ଖବରକାଗଜରେ ପ୍ରଶଂସିତ ହେଉଥିଲେ। ଦୁର୍ନୀତି କରି ଜେଲ ଯିବାର ଖବର ସେହି ଖବରକାଗଜରେ ଆସୁଛି। କେବଳ କିଛି ଟଙ୍କା ପାଇଁ ନିଜ ଆଦର୍ଶ ଆଉ ବିଚାରଧାରାକୁ ବିକି ଦେଉଛନ୍ତି।ଏହାଦେଖି ରାଜ୍ୟବାସୀ ଚିନ୍ତିତ ହୋଇ ପଡୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହା ସହ ସେ କହିଛନ୍ତି, ଏଭଳି ଅଧିକାରୀଙ୍କୁ ସାବଧାନ କରିଦିଅନ୍ତୁ, ଭିଜିଲାନ୍ସ କ୍ଷମା ଦେବନି, କି ଛାଡ଼ିବନି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ବିସ୍ଫୋରଣ ପରେ ଭୁବନେଶ୍ବରରେ ହାଇଆଲର୍ଟ ଜାରି: ବାଲିଯାତ୍ରା ଚାଲୁଥିବାରୁ ମୁଖ୍ୟମନ୍ତ୍ରୀ ଦେଲେ ଏଭଳି ପରାମର୍ଶ

ଭୁବନେଶ୍ୱର,୧୦।୧୧: ଦିଲ୍ଲୀର ଲାଲକିଲ୍ଲା ମେଟ୍ରୋ ଷ୍ଟେଶନ ନିକଟରେ ହୋଇଥିବା ବିସ୍ଫୋରଣ ଏକ ଆତଙ୍କବାଦୀ ଆକ୍ରମଣ ବୋଲି ଆଶଙ୍କା କରାଯାଉଛି। ଯାହାକୁ ନେଇ ଦେଶବ୍ୟାପୀ ହାଇଆଲର୍ଟ କରାଯାଉଛି।...

ଦିଲ୍ଲୀ ବିସ୍ଫୋରଣ ପରେ ବାଲିଯାତ୍ରା ପଡ଼ିଆରେ ହାଇଆଲର୍ଟ

କଟକ,୧୦।୧୧: ଦିଲ୍ଲୀ ଲାଲ୍ କିଲ୍ଲା ନିକଟରେ ହୋଇଥିବା ବିସ୍ଫୋରଣ ଘଟଣା ପରେ ସମଗ୍ର ଓଡ଼ିଶା ରାଜ୍ୟରେ ସୁରକ୍ଷା କଡ଼ାକଡ଼ି କରାଯାଇଛି। ରାଜ୍ୟ ପୋଲିସ୍ ମହାନିର୍ଦ୍ଦେଶକ (ଡିଜିପି)...

କନ୍ଧମାଳ ଜିଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି: ୨୨୯ଟି ଅଭିଯୋଗ ଶୁଣିଲେ…

ଦାରିଙ୍ଗବାଡି, ୧୦ ।୧୧ (ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ସୋମବାର ଦାରିଙ୍ଗବାଡି ବ୍ଲକ ସଭାଗୃହଠାରେ ଅଭିଯୋଗ ଶୁଣିଛନ୍ତି । ସେ ମୋଟ ୨୨୯ଟି...

ଏହି ଦିନ ଖୋଲିବ ଇକୋ ରିଟ୍ରିଟ: ଜିଲାପାଳ ଦେଲେ ବଡ଼ ସୂଚନା, ଏଥର ପର୍ଯ୍ୟଟକଙ୍କୁ…

ଦାରିଙ୍ଗବାଡି, ୧୦।୧୧ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଶୀତ ବଢିବା ସାଙ୍ଗକୁ ପର୍ଯ୍ୟଟକ ମଧ୍ୟ ଭିଡ଼ ମଧ୍ୟ ବଢିଛି। ସ୍ଥାନୀୟ ପ୍ରଶାସନ ଏବଂ...

ଦାଦନ ଖଟିବାକୁ ଯାଇଥିଲେ ଶବ ହୋଇ ଫେରିଲେ, ମୃତଦେହ ପହଞ୍ଚିବା ପରେ କାନ୍ଦବୋବାଳିରେ ଫାଟି ପଡିଲା ଗାଁ

ଦିଗପହଣ୍ଡି,୧୦।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମର ଦାଦନ ଶ୍ରମିକ ରାଜେନ୍ଦ୍ର ବେହେରା(୩୭) ମହାରାଷ୍ଟ୍ରର ମୁମ୍ବାଇ ସାମ୍ବାଜି ଷ୍ଟେଶନର ଟ୍ରେନ ଲାଇନରେ...

ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପୋଲିସ-ଚାଷୀ ମୁହାଁମୁହିଁ: ଧାନ କିଣାବିକା ପଞ୍ଜିକରଣକୁ ନେଇ…

ବରଗଡ଼,୧୦।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଧାନ ଅମଳ କାର୍ଯ୍ୟ ଜୋର୍‌ ଧରିଛି। ଜିଲାର ସବୁ ଅଞ୍ଚଳରେ ଚାଷୀମାନେ ନିଜ କଷ୍ଟୋପାର୍ଜିତ ଧାନ ଅମଳ କରୁଛନ୍ତି।...

ମନ୍ଥର ଗତିରେ ଚାଲିଛି ମେଗା ପାନୀୟ ଜଳ ପ୍ରକଳ୍ପ: ଉନ୍ନୟନ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ସଚିବଙ୍କ ନିର୍ଦ୍ଦେଶ

ଭଞ୍ଜନଗର,୧୦।୧୧ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ଅଧିକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ମେଗା ପାନୀୟ ଜଳ ଯୋଗାଣ...

ଆସନ୍ତା ୨୭ରୁ ବିଧାନସଭା ଶୀତ ଅଧିବେଶନ: ପ୍ରଥମ ଦିନରେ ସମ୍ବୋଧନ କରିବେ ରାଷ୍ଟ୍ରପତି

ଭୁବନେଶ୍ୱର,୧୦।୧୧: ଓଡ଼ିଶା ବିଧାନସଭାର ଶୀତ ଅଧିବେଶନ ଆସନ୍ତା ନଭେମ୍ବର ୨୭ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ଏହି ଗୁରୁତ୍ୱପୂର୍ଣ୍ଣ ଅଧିବେଶନର ପ୍ରଥମ ଦିନରେ ମହାମହିମ ରାଷ୍ଟ୍ରପତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri