Posted inଜାତୀୟ

ବ୍ରାଜିଲରେ ବାଦୁଡ଼ିଠାରୁ କୋଭିଡ୍‌ ଭଳି ଭୂତାଣୁ ଚିହ୍ନଟ

ନୂଆଦିଲ୍ଲୀ,୧ା୧୧: ବ୍ରାଜିଲରେ ଏକ ନିର୍ଦ୍ଦିଷ୍ଟ ପ୍ରଜାତିର ବାଦୁଡ଼ିଠାରେ କୋଭିଡ୍‌-୧୯ ଭଳି ଭୂତାଣୁ ଚିହ୍ନଟ ହୋଇଛି। ଆମେରିକା, ଜାପାନ,ଅଷ୍ଟ୍ରେଲିଆ ଏବଂ ବେଲ୍‌ଜିୟମ୍‌ର ବୈଜ୍ଞାନିକମାନଙ୍କ ଏକ ଅନ୍ତର୍ଜାତୀୟ ଟିମ୍‌ ଏହି ନୂଆ ଭାଇରସ୍‌ ଚିହ୍ନଟ କରିଥିବାବେଳେ ଏହାକୁ ନେଇ ସମ୍ଭାବ୍ୟ ସଂକ୍ରମଣ ଓ ନୂଆ ରୋଗର ଆଶଙ୍କା ଦେଖାଦେଇଛି। ବେଟାକରୋନା ଭୂତାଣୁ ଯଥା ସିଭିୟର୍‌ ଆକ୍ୟୁଟ୍‌ ରେସ୍ପିରେଟୋରି ସିଣ୍ଡ୍ରୋମ୍‌ ଭାଇରସ୍‌ (ଏସ୍‌ଏଆର୍‌ଏସ୍‌-ସିଓଭି-୨) ଏବଂ ମିଡିଲ୍‌ ଇଷ୍ଟ୍‌ ରେସ୍ପିରେଟୋରି ସିଣ୍ଡ୍ରୋମ୍‌ ଭାଇରସ୍‌ (ଏମ୍‌ଇଆର୍‌ଏସ୍‌-ସିଓଭି) ସମେତ ଅନେକ ଭୂତାଣୁର ପ୍ରାକୃତିକ ଭଣ୍ଡାର ହେଉଛନ୍ତି ବାଦୁଡ଼ି। ଟେରୋନୋଟସ୍‌ ପାର୍ନେଲି ନାମକ ଏକ କ୍ଷୁଦ୍ର ତଥା ମୁହଁରେ ମୁଚ୍ଛ ଥିବା ବାଦୁଡ଼ିଠାରୁ ବିଆର୍‌ଜେଡ୍‌ ବ୍ୟାଟ୍‌ କୋଭ୍‌ ନାମରେ ଭୂତାଣୁକୁ ଓସାକା ଏବଂ ସିଡ୍‌ନୀ ୟୁନିଭର୍ସିଟିର ଗବେଷକ ଟିମ୍‌ ଚିହ୍ନଟ କରିଛି। ଏହା ବେଟାକରୋନା ଭାଇରସ୍‌ଠାରୁ ବର୍ଗାନୁବଂଶିକ ଭାବେ ଭିନ୍ନ ବୋଲି ଗବେଷକମାନେ କହିଛନ୍ତି। ତେବେ ବିଆର୍‌ଜେଡ୍‌ ବ୍ୟାଟ୍‌ ସିଓଭି କୋଭିଡ୍‌ ନୁହେଁ, ବରଂ ଏହାର ଏମ୍‌ଇଆର୍‌ଏସ୍‌ ଭୂତାଣୁ ସହ ଅଧିକ ନିବିଡ଼ ସମ୍ପର୍କ ରହିଥିବା କୁହାଯାଇଛି।

 

Dharitri – The Largest & Most Trusted Odia Daily

\


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାଚ୍‌ ମଝିରେ ହଠାତ୍‌ ଭୟଙ୍କର ରାଗିଗଲେ ସୂର୍ଯ୍ୟକୁମାର: କଲେ ଏମିତି କାମ

କାରାରା,୭।୧୧: ଭାରତର ଟି-୨୦ ଅଧିନାୟକ ଏବଂ ଷ୍ଟାର ବ୍ୟାଟସମ୍ୟାନ ସୂର୍ଯ୍ୟକୁମାର ଯାଦବ ପଡ଼ିଆରେ ତାଙ୍କର ସଂଯମ ଆଚରଣ ପାଇଁ ଜଣାଶୁଣା। କିନ୍ତୁ ଅଷ୍ଟ୍ରେଲିଆ ବିପକ୍ଷ ଚତୁର୍ଥ...

ଡ୍ୟୁଟି ସମୟରେ ଟଳିପଡିଲେ କନଷ୍ଟେବଳ, ଆଉ ତା’ପରେ…

ସୋନପୁର,୭।୧୧(ମୃତ୍ୟୁଞ୍ଜୟ ଶତପଥୀ): ଡ୍ୟୁଟି ସମୟରେ ଶୁକ୍ରବାର ଟଳିପଡ଼ିଲେ କନଷ୍ଟେବଳ। ସୁବର୍ଣ୍ଣପୁର ଜିଲା ପୋଲିସ ବିଭାଗରେ କାର୍ଯ୍ୟରତ କନଷ୍ଟେବଳ ସରୋଜ କୁମାର ପ୍ରଧାନଙ୍କ ମୃତ୍ୟୁ ହୋଇଛି ।...

ଓଡ଼ିଶା ପାଇଁ ଅର୍ଥର ଅଭାବ ନାହିଁ, ସରକାର ତୁରନ୍ତ ନିଷ୍ପତ୍ତି ନିଅନ୍ତୁ: ନୀତିନ ଗଡ଼କରୀ

ଭୁବନେଶ୍ୱର,୭।୧୧: ଭୁବନେଶ୍ୱର ସ୍ଥିତ ଜନତା ମୈଦାନରେ ୮୪ତମ ରୋଡ କଂଗ୍ରେସ ସମାବେଶ ଶୁକ୍ରବାର ଉଦ୍‌ଘାଟିତ ହୋଇଯାଇଛି। ଏଥରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ର ପରିବହନ ମନ୍ତ୍ରୀ...

ବନ୍ଦେ ମାତରମ୍‌ର ୧୫୦ ତମ ପୂର୍ତ୍ତି ମହୋତ୍ସବ

ଭଞ୍ଜନଗର,୭ା୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ସଂଗଠନ ପକ୍ଷରୁ ଶୁକ୍ରବାର ଭାରତ ସ୍କାଉଟ୍‌ ଆଣ୍ଡ୍‌ ଗାଇଡର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି...

‘ଦୋଷର ସ୍ପଷ୍ଟିକରଣ ନ ଦେଲେ, ରଦ୍ଦ ହେବ ପ୍ରାର୍ଥୀପତ୍ର’, ବିହାର ନିର୍ବାଚନ ମଧ୍ୟରେ ସୁପିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ନୂଆଦିଲ୍ଲୀ,୭।୧୧: ସୁପ୍ରିମକୋର୍ଟ ନାମାଙ୍କନ ପତ୍ରରେ ଦୋଷୀ ସାବ୍ୟସ୍ତ ହୋଇଥିବା ବିଷୟକୁ ଅନ୍ତର୍ଭୁକ୍ତ କରିବା ସମ୍ପର୍କରେ ଏକ ଐତିହାସିକ ରାୟ ଦେଇଛନ୍ତି। ସୁପ୍ରିମକୋର୍ଟ ଶୁକ୍ରବାର ରାୟ ଦେଇଛନ୍ତି...

ଗୋଟିଏ ଓଭରରେ ୬ଟି ଛକା ମାରିଲେ ପାକିସ୍ତାନ ଷ୍ଟାର୍ ଆଫ୍ରିଦି

ନୂଆପଡ଼ା,୭।୧୧: ଭାରତ ବିପକ୍ଷ ମ୍ୟାଚ୍ ପୂର୍ବରୁ ପାକିସ୍ତାନର ୨୪ ବର୍ଷୀୟ ବ୍ୟାଟ୍ସମ୍ୟାନ୍ ଅବ୍ବାସ୍ ଆଫ୍ରିଦି ହଂକଂ ସିକ୍ସେସ୍‌ ଟୁର୍ଣ୍ଣାମେଣ୍ଟରେ ଏକ ବିରଳ ରେକର୍ଡର ସମକକ୍ଷ ହୋଇଛନ୍ତି।...

ଲକ୍ଷାଧିକ ଟଙ୍କା ଭରଣ ପୋଷଣ ପାଇ ବି ସନ୍ତୁଷ୍ଟ ନ ଥିଲେ ମହମ୍ମଦ ଶାମିଙ୍କ ଏକ୍ସ ଓ୍ବାଇଫ, ପହଞ୍ଚିଲେ ସୁପ୍ରିମକୋର୍ଟ, ବିଚାରପତି କହିଲେ…

ନୂଆଦିଲ୍ଲୀ,୭।୧୧: କ୍ରିକେଟର ମହମ୍ମଦ ଶାମିଙ୍କ ପୂର୍ବତନ ପତ୍ନୀ ହାସିନ ଜାହାନ ତାଙ୍କ ଭରଣପୋଷଣ ବୃଦ୍ଧି ପାଇଁ ସୁପ୍ରିମକୋର୍ଟର ଦ୍ୱାରସ୍ଥ ହୋଇଛନ୍ତି। ଶୁକ୍ରବାର (ନଭେମ୍ବର ୭, ୨୦୨୫)...

ପରିବାରକୁ ଢାଙ୍କି ଦେଇଛି କଳା ବାଦଲ, ସସ୍ମିତାଙ୍କ ଚିକିତ୍ସାରେ ବାଧକ ସାଜିଛି ଅର୍ଥ

ଲାଞ୍ଜିଗଡ,୭ା୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଖବାହାଲି ପଞ୍ଚାୟତ ଦୋରା ସାରଲି ଗାଁର ଶୁକନାଭଟା ପଡାର ୨୧ ବର୍ଷୀୟ ସସ୍ମିତା ସାହୁ ମାରାତ୍ମକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri