ମୋନ୍ଥାର ଆଖି କରିବ ଛାରଖାର! କାକିନାଡାରେ ଭୟଙ୍କର ଦୃଶ୍ୟ

ଭୁବନେଶ୍ୱର,୨୮।୧୦: ଭୀଷଣ ବାତ୍ୟାର ରୂପ ନେଇ ମୋନ୍ଥା ବର୍ତ୍ତମାନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ରହିଛି । ଗୋପାଳପୁର ଠାରୁ ୫୧୦ କିମି ଦକ୍ଷିଣ ଦକ୍ଷିଣ ପଶ୍ଚିମରେ ରହିଛି । ଏହା ଉତ୍ତର ଉତ୍ତର ପଶ୍ଚିମ ଦିଗ ଦେଇ ଗତି କରିବା ସହ ଆଜି ସଂଧ୍ୟା କିମ୍ବା ରାତି ସୁଦ୍ଧା ଏହା କାକିନାଡା ପାଖାପାଖି ମଛଲିପାଟନମ ଏବଂ କଳିଙ୍ଗପାଟନମ ମଝିରେ ସ୍ଥଳଭାଗ ଅତିକ୍ରମ କରିବ । ବାତ୍ୟା ଉପକୂଳ ନିକଟତର ହେବା ସହ ଭୀଷଣ ବାତ୍ୟାର ରୂପ ନେଇଛି । ସମୟରେ ୯୦-୧୦୦ କିମି ବେଗରେ ପବନ ଓ ଝଟକା ପବନ ୧୧୦ କିଲୋମିଟର ପର୍ଯ୍ୟନ୍ତ ହେବ । ବାତ୍ୟା ‘ମୋନ୍ଥା’ର ଅବସ୍ଥିତି ଓ ଏହାର ପ୍ରଭାବ ସଂପର୍କରେ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶକ ମନୋରମା ମହାନ୍ତି ଏହି ବଡ଼ ଅପଡେଟ୍‌ ଦେଇଛନ୍ତି ।

ତେବେ ମୋନ୍ଥାର ଆଖିକୁ ନେଇ ଆସିଛି ବଡ଼ ସୂଚନା। ମନୋରମା କହିଛନ୍ତି, ଆଖି ସୃଷ୍ଟି ହୋଇନି। ଭୀଷଣ ବାତ୍ୟାର ରୂପ ନେଇସାରିଛି। ହେଲେ ମୋନ୍ଥାର ଆଖି ଏଯାଏଁ ଦେଖାଯାଇନି।

Dharitri – Odisha’s No.1 Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ଭାବେ ମାଛ ଧରୁଥିବାବେଳେ ଆନ୍ଧ୍ରପ୍ରଦେଶର ଦୁଇ ଡଙ୍ଗାକୁ ଧରିଲା ମତ୍ସ୍ୟବିଭାଗ, ତାଗିଦ ପରେ…

ଛତ୍ରପୁର, ୧୧।୧୦ (ଦିଲ୍ଲୀପ ସାମଲ) ଆର୍ଯ୍ୟପଲ୍ଲୀ ସମୁଦ୍ରକୁ ବେଆଇନ ଭାବେ ପଡୋଶୀ ରାଜ୍ୟ ଆନ୍ଧ୍ରପ୍ରଦେଶରୁ ଅଧିକାଂଶ ସମୟରେ ବଡ ବଡ ଡଙ୍ଗା ଓ ଟ୍ରଲର ଆସି...

ପାହାଳ ରସଗୋଲାକୁ ନେଇ ଏମିତି କଥା କହିଦେଲେ କେନ୍ଦ୍ରମନ୍ତ୍ରୀ: ବାଟରେ…

ବାଲିଅନ୍ତା ୧୧। ୧୧ (ନୀଳମାଧବ ସାହୁ):କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂ ଚୌହାନ ଓ ରାଜ୍ୟ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ସୋମବାର ଓଡ଼ିଶା ବିଖ୍ୟାତ...

ଘରେ ପଶି ମହିଳାଙ୍କୁ ହାଣିଲେ, ଚିତ୍କାର କରିବାରୁ ସାର୍ଟ, ହେଲମେଟ ଛାଡ଼ି ଦୌଡିଲେ ଆକ୍ରମଣକାରୀ

ହିଞ୍ଜିଳିକାଟୁ, ୧୧।୧୧( ଦ୍ବିତୀକୃଷ୍ଣ ପଣ୍ଡା): ସକାଳେ ପରିବା ଦେବା ବାହାନାରେ ଘରକୁ ଆସି ପରିବା ଦେଇଗଲେ। ସନ୍ଧ୍ୟାରେ ବଳପୂର୍ବକ ଘରେ ପଶି ଖଣ୍ଡାରେ ମହିଳାଙ୍କୁ ହାଣିଲେ।...

ନୂଆପଡ଼ା ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ: ୧୪ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ

ନୂଆପଡ଼ା,୧୧।୧୧(ମକାରୁ ବେମାଲୁ):ନୂଆପଡ଼ା ଉପନିର୍ବାଚନ ପାଇଁ ମଙ୍ଗଳବାର ଭୋଟିଂ ଆରମ୍ଭ ହୋଇଛି। ଭୋଟିଂ ସ୍ଥାନ ଗୁଡିକରେ ସକାଳ ୭ଟାରୁ ଗହଳି ଦେଖିବାକୁ ମଳିଛି। ନିର୍ବାଚନ ମଇଦାନକୁ ଓହ୍ଲାଇଥିବା...

ଦିଲ୍ଲୀରେ ବିସ୍ଫୋରଣ ପରେ ଭୁବନେଶ୍ବରରେ ହାଇଆଲର୍ଟ ଜାରି: ବାଲିଯାତ୍ରା ଚାଲୁଥିବାରୁ ମୁଖ୍ୟମନ୍ତ୍ରୀ ଦେଲେ ଏଭଳି ପରାମର୍ଶ

ଭୁବନେଶ୍ୱର,୧୦।୧୧: ଦିଲ୍ଲୀର ଲାଲକିଲ୍ଲା ମେଟ୍ରୋ ଷ୍ଟେଶନ ନିକଟରେ ହୋଇଥିବା ବିସ୍ଫୋରଣ ଏକ ଆତଙ୍କବାଦୀ ଆକ୍ରମଣ ବୋଲି ଆଶଙ୍କା କରାଯାଉଛି। ଯାହାକୁ ନେଇ ଦେଶବ୍ୟାପୀ ହାଇଆଲର୍ଟ କରାଯାଉଛି।...

ଦିଲ୍ଲୀ ବିସ୍ଫୋରଣ ପରେ ବାଲିଯାତ୍ରା ପଡ଼ିଆରେ ହାଇଆଲର୍ଟ

କଟକ,୧୦।୧୧: ଦିଲ୍ଲୀ ଲାଲ୍ କିଲ୍ଲା ନିକଟରେ ହୋଇଥିବା ବିସ୍ଫୋରଣ ଘଟଣା ପରେ ସମଗ୍ର ଓଡ଼ିଶା ରାଜ୍ୟରେ ସୁରକ୍ଷା କଡ଼ାକଡ଼ି କରାଯାଇଛି। ରାଜ୍ୟ ପୋଲିସ୍ ମହାନିର୍ଦ୍ଦେଶକ (ଡିଜିପି)...

କନ୍ଧମାଳ ଜିଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି: ୨୨୯ଟି ଅଭିଯୋଗ ଶୁଣିଲେ…

ଦାରିଙ୍ଗବାଡି, ୧୦ ।୧୧ (ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ସୋମବାର ଦାରିଙ୍ଗବାଡି ବ୍ଲକ ସଭାଗୃହଠାରେ ଅଭିଯୋଗ ଶୁଣିଛନ୍ତି । ସେ ମୋଟ ୨୨୯ଟି...

ଏହି ଦିନ ଖୋଲିବ ଇକୋ ରିଟ୍ରିଟ: ଜିଲାପାଳ ଦେଲେ ବଡ଼ ସୂଚନା, ଏଥର ପର୍ଯ୍ୟଟକଙ୍କୁ…

ଦାରିଙ୍ଗବାଡି, ୧୦।୧୧ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଶୀତ ବଢିବା ସାଙ୍ଗକୁ ପର୍ଯ୍ୟଟକ ମଧ୍ୟ ଭିଡ଼ ମଧ୍ୟ ବଢିଛି। ସ୍ଥାନୀୟ ପ୍ରଶାସନ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri