ମାଡ଼ି ଆସୁଛି ମୋନ୍ଥା: ୪୨ ଟ୍ରେନ ବାତିଲ କଲା ପୂର୍ବତଟ ରେଲୱେ

ଭୁବନେଶ୍ୱର,୨୮।୧୦: ବାତ୍ୟା ପାଇଁ ଯାତ୍ରୀ ସୁରକ୍ଷାକୁ ଦୃଷ୍ଟିରେ ରଖି ପୂର୍ବତଟ ରେଳପଥ ବିଭିନ୍ନ ରେଳ ମଣ୍ଡଳ ଅନ୍ତର୍ଗତ ଅଞ୍ଚଳ ଏବଂ ସଂଯୁକ୍ତ ରୁଟ୍‌ରେ ଚଳାଚଳ କରୁଥିବା ବହୁ ଯାତ୍ରୀବାହୀ ଟ୍ରେନର ବାତିଲ, ପରିବର୍ତ୍ତନ ଏବଂ ସଂକ୍ଷିପ୍ତ ଅବଧି ଘୋଷଣା କରାଯାଇଛି। ଏହି ପରିପ୍ରେକ୍ଷୀରେ ୪୨ଟି ଟ୍ରେନ ବାତିଲ କରାଯାଇଥିବା ବେଳେ ୨ଟି ଟ୍ରେନ୍‌ର ଗତିପଥ ପରିବର୍ତ୍ତନ କରାଯାଇଛି। ଏପରିକି ୮ଟି ଟ୍ରେନ୍‌ର ସମୟ ପୁନଃ ନିର୍ଦ୍ଧାରଣ କରାଯାଇଛି। ପ୍ରମୁଖ ଟ୍ରେନ ମଧ୍ୟରୁ ମଙ୍ଗଳବାର କୋଣାର୍କ ଏକ୍ସପ୍ରେସ ବାତିଲ କରାଯାଇଛି।

ପଲାସା, ଖୋର୍ଦ୍ଧା ରୋଡ, ଭୁବନେଶ୍ବର, ବିଶାଖାପାଟଣା, ବିଜୟନଗରମ, ଶ୍ରୀକାକୁଲମ ରୋଡ, ଦୁଭାଡ଼ା ଏବଂ ରାୟଗଡ଼ାରେ ହେଲ୍ପ ଡେସ୍କ ଖୋଲାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିହାର ନିର୍ବାଚନରେ ବିଜୟ ପୂର୍ବରୁ ପ୍ରଥମ ପ୍ରତିକ୍ରିୟା ଦେଲେ ମୋଦି, କହିଲେ ଏହା ସୁଶାସନ ସହ ବିକାଶର ହୋଇଛି ବିଜୟ

ପାଟନା,୧୪।୧୧: ପ୍ରଧାନମନ୍ତ୍ରୀ ମୋଦି ବିହାର ନିର୍ବାଚନ ଫଳାଫଳ ବିଷୟରେ ସୋସିଆଲ ମିଡିଆରେ ଲେଖିଛନ୍ତି, ‘ସୁଶାସନ ଜିତିଛି। ବିକାଶ ଜିତିଛି। ଜନ କଲ୍ୟାଣର ଆତ୍ମା ଜିତିଛି। ସାମାଜିକ...

Chirag Paswan : ଚିରାଗଙ୍କ ବିଜୟରେ ଝଲସି ଉଠିଲା NDA, କେମିତି ହେଲେ ବିହାର ପଲିଟିକ୍ସର ପାଓ୍ବାର ଷ୍ଟାର ଜାଣନ୍ତୁ…

ପାଟନା,୧୪।୧୧: ୨୦୨୫ ବିହାର ବିଧାନସଭା ନିର୍ବାଚନରେ NDAର ଭୂସ୍ଖଳନ ଏବଂ ଆଶା କରାଯାଇଥିବା ବିଜୟ ନିଶ୍ଚିତ ବୋଲି ବିବେଚନା କରାଯାଉଥିଲା, କିନ୍ତୁ ସବୁଠାରୁ ବଡ଼ ରାଜନୈତିକ...

ଦିବ୍ୟାଙ୍ଗ ଛାତ୍ରୀଛାତ୍ରଙ୍କ ଲୁକ୍କାୟିତ ପ୍ରତିଭାକୁ ଲୋକଲୋଚନକ ଆଣିବା ଲକ୍ଷ୍ୟ

ଦାରିଙ୍ଗବାଡି, ୧୪/୧୧ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ରାପଡାବାଡ଼ି ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସର ମଧ୍ୟରେ ଶୁକ୍ରବାର ବ୍ଲକ ସ୍ତରୀୟ ଦିବ୍ୟାଙ୍ଗ...

ପାକିସ୍ତାନର ସାଂଘାତିକ ଧମକ, ଭାରତକୁ ଦୁଇଆଡୁ କରିବ ଆକ୍ରମଣ!

ଇସଲାମବାଦ,୧୪।୧୧: ଇସଲାମାବାଦରେ ଆତ୍ମଘାତୀ ବିସ୍ଫୋରଣ ପରେ ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ ଏକ ପ୍ରମୁଖ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ପାକିସ୍ତାନ ପୂର୍ବ...

ଦୀର୍ଘ ବର୍ଷ ହେବ ଯାହା ହୋଇ ନ ଥିଲା, ଗୋଟିଏ ମାସରେ କରିଦେଖାଇଲେ ବିଡ଼ିଓ: ହସୁଛି କଫି ବଗିଚା

ଦାରିଙ୍ଗବାଡି, ୧୪।୧୧ (ଅରୁଣ ସାହୁ): ଓଡିଶାର କଶ୍ମୀର ଭାବେ ପରିଚିତ କନ୍ଧମାଳ ଜିଲା ଦାରିଙ୍ଗବାଡି କଫି ବଗିଚାର ରୂପରେଖ ଗୋଟିଏ ମାସରେ ବଦଳି ଯାଇଛି ।...

ବିଜେଡି ହାତରୁ ଗଲା ନୂଆପଡ଼ା: ବିଧାୟକ ହେଲେ ଜୟ ଢୋଲକିଆ, ସନ୍ଧ୍ୟାରେ ଭେଟିବେ ମୁଖ୍ୟମନ୍ତ୍ରୀଙ୍କୁ…

ନୂଆପଡ଼ା,୧୪ା୧୧(ମକାରୁ ବେମାଲ): ପ୍ରକାଶ ପାଇଲା ବହୁ ପ୍ରତୀକ୍ଷିତ ନୂଆପଡ଼ା ଉପନିର୍ବାଚନ ଫଳାଫଳ। ବାଜି ମାରିଲେ ଜୟ ଢୋଲକିଆ। ତାଙ୍କ ପିତା ତଥା ସ୍ବର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ...

ଭାରତ ଆସିବେ ବାଂଲାଦେଶର ସୁରକ୍ଷା ପରାମର୍ଶଦାତା, କାହିଁକି NSA ଅଜିତ ଡୋଭାଲ ପଠାଇଲେ ନିମନ୍ତ୍ରଣ? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ/ଢାକା,୧୪।୧୧: ବାଂଲାଦେଶର ଜାତୀୟ ସୁରକ୍ଷା ପରାମର୍ଶଦାତା (NSA) ଖଲିଲ-ଉର-ରହମାନ ଖୁବ ଶୀଘ୍ର ଭାରତ ଗସ୍ତରେ ଆସିବେ। ସେ ନଭେମ୍ବର ୨୦, ୨୦୨୫ରେ ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ...

ମନରେଗା ଯୋଜନାରେ କାମ କରୁଥିବାବେଳେ ଟଳିପଡ଼ିଲେ ଶ୍ରମିକ: ସହାୟତା ଦାବି

କର୍ଲାମୁଣ୍ଡା,୧୪।୧୧(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡା ପଞ୍ଚାୟତର ମାତୃପୁରୀ ଅଞ୍ଚଳରେ ମନରେଗା ଯୋଜନାରେ ଗାତ ଖୋଳା କାମ ଚାଲୁଥିଲା l ଏଥିରେ...

Advertisement
Dharitri Youth Conclave 2025

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri