ଅବମାନନା ନୋଟିସର ଜବାବ ଦେଲାନାହିଁ ପତଞ୍ଜଳି ନୂଆଦିଲ୍ଲୀ,୧୯।୩: ଆୟୁର୍ବେଦିକ କମ୍ପାନୀ ପତଞ୍ଜଳି ଆୟୁର୍ବେଦର ପରିଚାଳନା ନିର୍ଦ୍ଦେଶକ ଆଚାର୍ଯ୍ୟ ବାଲକ୍ରିଷ୍ଣା ଏବଂ ଯୋଗ ଗୁରୁ ରାମଦେବଙ୍କୁ ପରବର୍ତ୍ତୀ ଶୁଣାଣିରେ ହାଜର ହେବାକୁ ସୁପ୍ରିମକୋର୍ଟ କହିଛନ୍ତି। ବାସ୍ତବରେ, ସୁପ୍ରିମକୋର୍ଟ ପତଞ୍ଜଳି ଏବଂ ବାଲକୃଷ୍ଣାଙ୍କୁ...