ଏସବୁ ପତ୍ରକୁ ଖାଲି ପେଟରେ ଖାଇଲେ ଯିବାକୁ ପଡ଼ିବନି ମେଡିକାଲ: ସୁସ୍ଥ ରହିବ ହାର୍ଟ…

ଏମିତି ବି କିଛି ଗୁଣକାରୀ ପତ୍ର ରହିଛି; ଯାହାକୁ ଖାଲିପେଟରେ ଚୋବେଇ ଖାଇଲେ ଶରୀରକୁ ଅନେକ ଫାଇଦା ମିଳିଥାଏ। ଯେମିତିକ,
ଖାଲିପେଟରେ କିଛି ନିମପତ୍ରକୁ ଚୋବେଇ ଖାଇଲେ ଏହା କୃମି ସମସ୍ୟା ଦୂର କରିବା ସହ ଚର୍ମଜନିତ ରୋଗକୁ କିଛିକାଂଶରେ ମୁକ୍ତି ଦେଇଥାଏ।
ଖାଲିପେଟରେ ତୁଳସୀ ପତ୍ର ଖାଇଲେ ଶରୀରରେ ରୋଗପ୍ରତିରୋଧକ ଶକ୍ତି ବୃଦ୍ଧି ହୋଇଥାଏ।
ପୁଦିନା ପତ୍ରରୁ କିଛି ଖାଲିପେଟରେ ଖାଇଲେ ପାଚନକ୍ରିୟା ସକ୍ରିୟ ହୋଇଥାଏ।

ଭୁର୍ସଙ୍ଗ ପତ୍ରକୁ ଖାଲିପେଟରେ ଚୋବେଇ ଖାଇଲେ ହାର୍ଟ ଭଲ ରହିଥାଏ ବୋଲି ବିଶ୍ୱାସ କରାଯାଏ। * ଜୁଆଣି ପତ୍ରକୁ ବି ଖାଲିପେଟରେ ଚୋବେଇ ଖାଇବା ସ୍ବାସ୍ଥ୍ୟ ପକ୍ଷେ ଉପକାରୀ ହୋଇଥାଏ। ମୁଖ୍ୟତଃ ପେଟ ଜନିତ ସମସ୍ୟାରୁ ଏହା ମୁକ୍ତି ଦିଏ।
ଜାମୁକୋଳି ପତ୍ରକୁ ଖାଲିପେଟରେ ଚୋବେଇ ଖାଇଲେ ସୁଗାର୍‌ ନିୟନ୍ତ୍ରଣରେ ରହିଥାଏ ବୋଲି ବିଶ୍ୱାସ କରାଯାଏ।
ଖାଲିପେଟରେ ପାନ ଖାଇଲେ ମୁଖ ଦୁର୍ଗନ୍ଧ ଦୂର ହେବା ସହ ପାଚନ କ୍ରିୟା ଠିକ୍‌ ହୋଇଥାଏ। ସେହିପରି ଖାଲିପେଟରେ ଧନିଆ ପତ୍ରରୁ କିଛି ଚୋବେଇ ଖାଇଲେ କୋଷ୍ଠକାଠିନ୍ୟ ସମସ୍ୟାରୁ ମୁକ୍ତି ମିଳିବା ସହ ଭୋକ ହୋଇଥାଏ। ତା’ଛଡ଼ା ବିଭିନ୍ନ ପ୍ରକାରର ସ୍କିନ୍‌ ଇନ୍‌ଫେକ୍ସନରୁ ବି ଏହା ରକ୍ଷା କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

ରାଶିଫଳ ୨୦୨୬: ମେଷରୁ ମୀନ ରାଶି ପାଇଁ କିପରି କଟିବ ନୂତନ ବର୍ଷ, ସବୁ…

ନୂତନ ବର୍ଷ ନୂତନ ଆଶା ଏବଂ ନୂତନ ସୁଯୋଗ ସହିତ ଆରମ୍ଭ ହୁଏ। ଏହି ସମୟରେ ସମସ୍ତେ ଭାବନ୍ତି ଯେ ନୂଆ ବର୍ଷ କ’ଣ ହେବ...

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

ଏମିତି ସ୍ଥାନ, ଯେଉଁଠି ବିବାହ ପରେ କନ୍ୟା ନୁହନ୍ତି, ବର ଯାଆନ୍ତି ଶାଶୁଘର

ଭାରତରେ ଜାତି, ଧର୍ମ, ବର୍ଣ୍ଣ ସମେତ ବିଭିନ୍ନ ସ୍ଥାନରେ ଭିନ୍ନଭିନ୍ନ ପରମ୍ପରା ରହିଛି। ଏହି ଅନନ୍ୟ ପରମ୍ପରା ଭାରତକୁ ଅନ୍ୟ ଦେଶଠାରୁ ସ୍ବତନ୍ତ୍ର କରେ। ଭାରତରେ...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri