ଯୁକ୍ତ ୨ ଫର୍ମ ପୂରଣ ଅବଧି ବୃଦ୍ଧି, କଲେଜ କର୍ତ୍ତୃପକ୍ଷଙ୍କ ନିବେଦନ ପରେ…

ଭୁବନେଶ୍ୱର,୨୯ା୧୦: ବାତ୍ୟା ‘ମୋନ୍ଥା’ ପାଇଁ ଯୁକ୍ତ ୨ ଫର୍ମ ପୂରଣ ଶେଷ ତାରିଖ ଅବଧି ବୃଦ୍ଧି ପାଇଛି। ନଭେମ୍ବର ୩ ପର୍ଯ୍ୟନ୍ତ ଫର୍ମ ପୂରଣ ଅବଧି ବୃଦ୍ଧି କରାଯାଇଛି। ଅକ୍ଟୋବର ୨୮ ତାରିଖ ଥିଲା ଫର୍ମ ପୂରଣ ଶେଷ ତାରିଖ। ୨୦୨୬ ଯୁକ୍ତ ୨ ପରୀକ୍ଷା ପାଇଁ ଚାଲିଛି ଫର୍ମ ପୂରଣ। କଲେଜ କର୍ତ୍ତୃପକ୍ଷଙ୍କ ନିବେଦନ ପରେ CHSE ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଆ ଝିଅ ଝାଡ଼ଖଣ୍ଡ ଡିଜିପି, ପ୍ରଥମ ମହିଳା ଭାବେ ରଚିଲେ ଇତିହାସ

ଭୁବନେଶ୍ୱର/ରାଞ୍ଚି: ଓଡ଼ିଶାରେ ଜନ୍ମିତ ବରିଷ୍ଠ ଆଇପିଏସ୍ ଅଧିକାରୀ ତାଦାଶା ମିଶ୍ର ଝାଡ଼ଖଣ୍ଡର କାର୍ଯ୍ୟକାରୀ ପୋଲିସ ମହାନିର୍ଦ୍ଦେଶକ (DGP) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ପଦବୀରେ...

ନବୀନଙ୍କୁ ନେଇ ସାଂଘାତିକ କଥା କହିଦେଲେ ସମ୍ବିତ ପାତ୍ର: ବେଇମାନ…

ନୂଆପଡ଼ା,୭।୧୧: ନୂଆପଡ଼ା ଉପନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ରାଜ୍ୟ ରାଜନୀତିର ଅନେକ ନେତା ପ୍ରଚାର ପାଇଁ ସେଠାରେ ଡେରା ପକାଇଛନ୍ତି। ଶୁକ୍ରବାର ନୂଆପଡ଼ାରେ ଭାଜପା...

‘ବନ୍ଦେ ମାତରମ’ ଦେବ ନୂଆ ସଂଜ୍ଞା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୭।୧୧: ‘ବନ୍ଦେ ମାତରମ’ କେବଳ ଗୀତ ନୁହେଁ ଏହା ରାଷ୍ଟ୍ରପ୍ରେମ, ତ୍ୟାଗ ଏବଂ ବୀରତାର ପ୍ରତୀକ। ବଙ୍କିମ ଚନ୍ଦ୍ର ଚଟ୍ଟୋପାଧ୍ୟାୟଙ୍କ ‘ଆନନ୍ଦ ମଠ’ ଉପନ୍ୟାସରୁ ଜନ୍ମ...

ନୂଆପଡ଼ାରେ ପହଞ୍ଚିବା ପରେ ନବୀନଙ୍କ ହେଲିକପ୍ଟର ହେଲା ଯାଞ୍ଚ , ଏ କ’ଣ ମିଳିଲା…

ନୂଆପଡା,୭।୧୧: ନୂଆପଡ଼ାରେ ଅଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ନୂଆପଡ଼ା ଓ ଖରିଆର ରୋଡରେ ରୋଡ ସୋ’ କରିବାର କାର୍ଯ୍ୟକ୍ରମ ରହିଛି। ତେବେ ନୂଆପଡ଼ାରେ...

ନୂଆପଡ଼ାରେ ନବୀନ: ସ୍ନେହାଙ୍ଗିନୀ ଛୁରିଆଙ୍କ ପାଇଁ ପ୍ରଚାର କରି…

ଭୁବନେଶ୍ୱର,୭।୧୧: ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ଦିନିକିଆ ନୂଆପଡ଼ା ଗସ୍ତରେ ଯାଇ ପହଞ୍ଚିଛନ୍ତି। ନବୀନଦଳୀୟ ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ...

ହଠାତ୍‌ ନୂଆପଡାରେ ହେଲା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବିମାନ ଯାଞ୍ଚ, ଜାଣନ୍ତୁ କାହିଁକି…

ନୂଆପଡା,୭।୧୧: ନୂଆପଡାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବିମାନ ଯାଞ୍ଚ କରାଯାଇଛି। ଉପନିର୍ବାଚନ ସୁରକ୍ଷା ଦୃଷ୍ଟିରୁ  ମୁଖ୍ୟମନ୍ତ୍ରୀ ଯାଇଥିବା ଏୟାରକ୍ରାଫ୍ଟ ଏବଂ ହେଲିକପ୍ଟର ଯାଞ୍ଚ ହୋଇଛି।...

ରୋଡ କଂଗ୍ରେସ ସମାବେଶ ଉଦ୍‌ଘାଟିତ

ଭୁବନେଶ୍ୱର,୭।୧୧: ଭୁବନେଶ୍ୱର ସ୍ଥିତ ଜନତା ମୈଦାନରେ ୮୪ତମ ରୋଡ କଂଗ୍ରେସ ସମାବେଶ ଶୁକ୍ରବାର ଉଦ୍‌ଘାଟିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ କେନ୍ଦ୍ର ପରିବହନ ମନ୍ତ୍ରୀ ନିତିନ...

ସୁପ୍ରିମକୋର୍ଟଙ୍କ ବଡ଼ ନିର୍ଦ୍ଦେଶ: ଏସବୁ ସ୍ଥାନରୁ ବୁଲା କୁକୁର ହଟାଅ

ନୂଆଦିଲ୍ଲୀ,୭ା୧୧: ଦେଶରେ ବୁଲା କୁକୁରଙ୍କ ଉପଦ୍ରବ ବଢ଼ୁଥିବା ନେଇ ସୁପ୍ରିମକୋର୍ଟ ଶୁକ୍ରବାର ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି। ଶିକ୍ଷାନୁଷ୍ଠାନ, ବସ୍ ଷ୍ଟାଣ୍ଡ, ରେଳ ଷ୍ଟେସନ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri