ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ: ଛିଡ଼ାହୋଇ ପ୍ରତିବାଦ କଲେ ନବୀନ, ବିଜେଡି, କଂଗ୍ରେସ ବିଧାୟକ କଲେ କକ୍ଷତ୍ୟାଗ

ଭୁବନେଶ୍ୱର,୨୨।୭: ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ସୋମବାର ଆରମ୍ଭ ହୋଇଛି। ରାଜ୍ୟରେ ଭାଜପା ସରକାରର ଏହା ପ୍ରଥମ ଅଧିବେଶନ। ୨୪ବର୍ଷ ପରେ ବିଜେଡି ବିରୋଧୀ ଦଳରେ ବସିଛି। ତେଣୁ ୨୭ ଦିନିଆ ବିଧାନସଭା ଅଧିବେଶନ ଉପରେ ସମସ୍ତଙ୍କ ନଜର ରହିଛି। ଭାଜପା ସରକାର ବିରୋଧରେ ରଣନୀତି ପ୍ରସ୍ତୁତ କରିବା ଲାଗି ବିଜେଡି ପ୍ରସ୍ତୁତ ହୋଇଛି। ଏହି ଅଧିବେଶନ ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହେଇଛି। ଅନ୍ୟପକ୍ଷେ ଅଧିବେଶନ ଆରମ୍ଭରୁ ହିଁ ଗୃହରେ ହଟ୍ଟଗୋଳ ଦେଖିବାକୁ ମିଳିଛି । ପ୍ରଥମେ ଗୃହରେ ବିଧାୟକମାନଙ୍କ ଜୟ ଶ୍ରୀରାମ ଏବଂ ଜୟ ଜଗନ୍ନାଥ ନାରା ଶୁଣିବାକୁ ମିଳିଥିଲା। ପରେ ଓଡ଼ିଆ ଅସ୍ମିତା କଥା ଉଠାଇ ବିଜେଡି ଓ କଂଗ୍ରେସ ବିଧାୟକ ପ୍ରତିବାଦ କରିଥିଲେ । ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଛିଡା ହେଇ ପ୍ରତିବାଦ କରିଥିଲେ। ଏହା ସହିତ କଂଗ୍ରେସ ବିଧାୟକମାନେ ଗୃହ ମଧ୍ୟ ଭାଗକୁ ଆସି ପ୍ରତିବାଦ କରିଥିଲେ । ଶେଷରେ ରାଜ୍ୟପାଳଙ୍କ ଅଭିଭାଷଣ ଚାଲିଥିବା ସମୟରେ ବିରୋଧୀ କକ୍ଷତ୍ୟାଗ କରିଥିଲେ । ଏହି ଏହି ଅଧିବେଶନରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ମୋହନ ସରକାର ପୂର୍ଣ୍ଣାଙ୍ଗ ବଜେଟ ଆଗତ କରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ବାରବାଟୀରେ ହେବ ଜୋର୍‌ଦାର ଲଢ଼େଇ: ଭୁବନେଶ୍ୱରରେ ଭାରତ-ଦକ୍ଷିଣ ଆଫ୍ରିକା ଟିମ୍‌

ଭୁବନେଶ୍ୱର,୭ା୧୨: ଭୁବନେଶ୍ବରରେ ପହଞ୍ଚିଲେ ଭାରତ ଓ ଦକ୍ଷିଣ ଆଫ୍ରିକା ଟିମ୍‌ର ଖେଳାଳିମାନେ। ଆସନ୍ତା ୯ ତାରିଖ ଅର୍ଥାତ୍‌ ମଙ୍ଗଳବାର ବାରବାଟୀ ଷ୍ଟାଡିୟମରେ ଉଭୟ ଦେଶର ଖେଳାଳିଙ୍କ...

୨୦୨୬ରେ କେମିତି ରହିବ ତୁଳା ରାଶିର ଭାଗ୍ୟ, ବୃହସ୍ପତିଙ୍କ ଚଳନ, ଟଙ୍କାରେ ପୋତି ହେବେ…

ବର୍ଷ ୨୦୨୬ ତୁଳା ରାଶି ପାଇଁ ସେମାନଙ୍କ ଅଧ୍ୟୟନ ଏବଂ କ୍ୟାରିୟର ଉଭୟ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ । ବର୍ଷର ମଧ୍ୟଭାଗରେ ବୃହସ୍ପତିଙ୍କ ପ୍ରଭାବ ଆପଣଙ୍କୁ ସ୍ଥଗିତ...

ଭାରତର ଟପ୍‌ ୭ଟିି ସରକାରୀ ଚାକିରି, IAS ଭଳି ଦରମା, କମ୍‌ ପରିଶ୍ରମରେ…

ନୂଆଦିଲ୍ଲୀ,୭।୧୨: ସରକାରୀ ଚାକିରି ପାଇବା ଲକ୍ଷ ଲକ୍ଷ ଯୁବକ ଯୁବତୀଙ୍କ ସ୍ୱପ୍ନ। ତଥାପି, ଅଧିକାଂଶ ଲୋକ କେବଳ କିଛି ହାଇ-ପ୍ରୋଫାଇଲ ପଦବୀ ବିଷୟରେ ଜାଣନ୍ତି –...

ସ୍ମୃତି ମନ୍ଧାନାଙ୍କ ପୋଷ୍ଟ ପରେ ବଡ଼ ଖୁଲାସା କଲେ ପଲାଶ! କହିଲେ ଆକ୍ସନ ନେବି…

ନୂଆଦିଲ୍‌ଲୀ,୭।୧୨: କ୍ରିକେଟର ସ୍ମୃତି ମନ୍ଧାନା ଏବଂ ସଂଗୀତକାର ପଲାଶ ମୁଛଲଙ୍କ ବିବାହ ଚର୍ଚ୍ଚାରେ ଏବେ ଫୁଲଷ୍ଟପ ପଡିଛିି। ସ୍ମୃତି ଏବଂ ପଲାଶଙ୍କ ବିବାହ ବହୁତ ଦିନ...

ବିବାହକୁ ନେଇ ଶେଷରେ ମୁହଁ ଖୋଲିଲେ ସ୍ମୃତି ମନ୍ଧାନା, କହିଲେ ପଲାଶଙ୍କ ସହ…

ନୂଆଦିଲ୍‌ଲୀ,୭।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ସୋସିଆଲ ମିଡିଆରେ ଏକ ଭାବପ୍ରବଣ ପୋଷ୍ଟ ସେୟାର କରି ତାଙ୍କ ବିବାହକୁ ନେଇ ଚାଲିଥିବା...

ବିଲରୁ ଫେରୁଥିବା ବେଳେ ଗୋଡ଼ାଇ ଗୋଡ଼ାଇ କାମୁଡିଲା ବିଲୁଆ

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିରେ ମାତିଛି ବିଲୁଆ। ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ରୋହି ଗାଁର ସୁକୁନୁ ଜେନା(୫୮), ସୋଲି ସ୍ବାଇଁ(୬୦),ତପସ୍ବିନୀ ଜେନା(୨୫),ଶର୍ମିଲା ଜେନା(୩୫),ଗୁରୁଦେବ ରଣା(୩୮)ବିଲୁଆ...

ହ୍ୟୁମାନ ସାଗରଙ୍କ ଘରେ ପହଞ୍ଚିଲେ ଓଲିଉଡ୍‌ ସୁପରଷ୍ଟାର ଅନୁଭବ, ମା’ଙ୍କୁ ଭେଟି କହିଲେ…

ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ଘରେ ରବିବାର ପହଞ୍ଚିଛନ୍ତି ଓଲିଉଡ୍‌ ସୁପରଷ୍ଟାର ଅନୁଭବ ମହାନ୍ତି। ବଲାଙ୍ଗୀର ଜିଲା ଟିଟିଲାଗଡ଼ସ୍ଥିତ ହ୍ୟୁମାନ ସାଗରଙ୍କ ଘରେ ତାଙ୍କ...

୨୫ରୁ କୂର୍ମୀ କ୍ଷତ୍ରୀୟ ପ୍ରଦେଶ ସଂସ୍ଥାର ମହାସଭା: ଘୁମୁସର ବୀର ଚକରାଙ୍କ ଇତିହାସ ଜାଣିବେ

ଭଞ୍ଜନଗର,୭।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ନିଖିଳ ଉତ୍କଳ କୁର୍ମି କ୍ଷତ୍ରିୟ ସଂସ୍ଥାର ଦ୍ୱାଦଶତମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri