FM College Case: ମୁଖ୍ୟମନ୍ତ୍ରୀଙ୍କ ବଡ଼ ବୟାନ, କହିଲେ…

ଭୁବନେଶ୍ୱର,୧୩।୭: ବାଲେଶ୍ୱର ଏଫଏମ୍ କଲେଜ ଛାତ୍ରୀ ଆତ୍ମାହୂତି ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଡ଼ା ପ୍ରତିକ୍ରିୟା ରଖିଛନ୍ତି। ଦିଲ୍ଲୀରୁ ଫେରିବା ପରେ ସେ ଏହି ଘଟଣା ସମ୍ପର୍କରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ଏହି ଘଟଣାର ତଦନ୍ତ ଆରମ୍ଭ ହୋଇ ସାରିଛି ଏବଂ ରିପୋର୍ଟ ଆସିବା ପରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହି ଘଟଣା ଅତ୍ୟନ୍ତ ଗୁରୁତର ଏବଂ ଏହାର ସମସ୍ତ ଦିଗକୁ ନିଷ୍ଠାର ସହ ତଦନ୍ତ କରାଯିବ। ଯେଉଁମାନେ ଏଥିରେ ସମ୍ପୃକ୍ତ ଅଛନ୍ତି, ସେମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ। ଏମ୍ସ ଯାଉଛି ଏବଂ ସ୍ଥିତି ଅନୁଧ୍ୟାନ କରିବି । କେଉଁ ପରିସ୍ଥିତିରେ ଏ ଘଟଣା ଘଟିଲା ତଦନ୍ତ ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ କମିଟି ଗଢ଼ା ଯାଇଛି । ରିପୋର୍ଟ ଆସିଲେ କାର୍ଯ୍ୟାନୁଷ୍ଠାନ ହେବ । ଭବିଷ୍ୟତରେ ଏଭଳି ଘଟଣାର ପୁନରାବୃତ୍ତି ନ ହେବ ସେଥିପାଇଁ ସରକାର ଯତ୍ନବାନ ହେଉଛନ୍ତି । କଲେଜ ଏବଂ ବୈଷୟିକ ଶିକ୍ଷାନୁଷ୍ଠାନଗୁଡିକରେ ରାଗିଙ୍ଗ, ଯୌନ ନିର୍ଯାତନା ନ ଘଟିବ ସେ ନେଇ ଆଗୁଆ ପଦକ୍ଷେପ ନେବାକୁ ସରକାର ନିଷ୍ପତି ନେଉଛନ୍ତି ।

ଏଫଏମ କଲେଜ ଘଟଣା: ରାଗିଗଲେ ସୋଫିଆ, କହିଦେଲେ ବଡ଼କଥା


Enter your email to get our daily news in your inbox.

All Right Reserved By Dharitri.Com

ଗୁଲୁଆ-ବର୍ଷାଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ କାଳିଆ ଷଣ୍ଢ: ଦିନକୁ ୧୭ ହଜାରଥର…

ଭୁବନେଶ୍ୱର,୨୬।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂତନ ସରକାରୀ ଓକିଲ ନିଯୁକ୍ତି: ଭଞ୍ଜନଗର-ଜଗନ୍ନାଥପ୍ରସାଦ କୋର୍ଟରେ ୧୪ ଜଣ ନିଯୁକ୍ତ,ଜାଣନ୍ତୁ… 

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଭାଜପା କ୍ଷମତାକୁ ଆସିବା ପରେ ଗଞ୍ଜାମ ଜିଲାରେ ସରକାରୀ ଓକିଲ ତାଲିକା ତୁରନ୍ତ ବଦଳିବ ବୋଲି ଆଶା କରାଯାଉଥିଲା। କିନ୍ତୁ ବିଭିନ୍ନ କାରଣ ଯୋଗୁ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ପୁରୁଷୋତ୍ତମପୁରରେ ବିଜୁ ଜନତା ଦଳ ପ୍ରତିଷ୍ଠା ଦିବସ ପାଳିତ; କର୍ମୀମାନେ ଏକତ୍ରିତ ହୋଇ…

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଏବଂ ଏନ୍‌ଏସି ପକ୍ଷରୁ ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି l ଏଥିରେ ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀର...

ଦିଗପହଣ୍ଡିରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ପାଳିତ, ବାଇକ୍‌ ଶୋଭାଯାତ୍ରା ସହ…

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ବିଜେଡ଼ି ବ୍ଲକ ଓ ନଗର କମିଟି...

ଶଟ ସର୍କିଟ୍‌ରୁ ଜଳିଗଲା ଘର

ପାରଳାଖେମୁଣ୍ଡି,୨୬ା୧୨(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ପୌରପରିଷଦ ୬ ନଂ.ୱାର୍ଡ ଅନ୍ତର୍ଗତ ରେଲିସେରି ସାହିର ଜଣେ ବ୍ୟକ୍ତିଙ୍କ ଘରେ ସର୍ଟସର୍କିଟ ଯୋଗୁଁ ନିଆଁଲାଗି ଘରର ସମସ୍ତ ଆସବାବପତ୍ର ପୋଡି...

ମହିଳା ହେବେ ସଶକ୍ତ: ମିଶନ ଶକ୍ତି କାଫେ ଉଦଘାଟିତ

ତୁମୁଡିବନ୍ଧ,୨୬।୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ପରିସରରେ ଥିବା ମିଶନ ଶକ୍ତି କାଫେକୁ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ଆଜି ଶୁକ୍ରବାର...

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri