ମହିଳାଙ୍କ ପାଇଁ ଖୁସିଖବର: ସୁଭଦ୍ରାକୁ ନେଇ ଆସିଲା ବଡ଼ ଅପ୍‌ଡେଟ

ଭୁବନେଶ୍ୱର,୩୧।୧୦: ପୁଣି ସୁଭଦ୍ରାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌। ସୁଭଦ୍ରା ପୋର୍ଟାଲରେ ଅନଲାଇନ ଆବେଦନ କରିପାରିବେ। ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ଯେଉଁମାନେ ୨୦ରୁ ୨୧ ବର୍ଷରେ ପହଞ୍ଚିଲେ ସେମାନେ ଆବେଦନ କରିପାରିବେ।୧ ବର୍ଷ ହୋଇଥିଲେ ସୁଭଦ୍ରା ହିତାଧିକାରୀ ଭାବେ ଯୋଡ଼ି ହୋଇପାରିବେ।ଯେଉଁଠି ଆଚରଣ ବିଧି ଲାଗିଛି ସେ ଅଞ୍ଚଳକୁ ଛାଡ଼ି ଅନ୍ୟ ସମସ୍ତେ ପୋର୍ଟାଲ ବ୍ୟବହାର କରିପାରିବେ।

Dharitri – Odisha’s No.1 Odia Daily

Share
Tags: subhdra