ପାହାଡ଼ରୁ ଖସୁଛି ମାଟି ଅତଡ଼ା: ଯାତାୟାତ ବାଧାପ୍ରାପ୍ତ

ମୋହନା,୩୦/୧୦(ମନ୍ମଥ ମିଶ୍ର): ଘାଟି ରାସ୍ତାରେ ଏବେ ପାହାଡ଼ରୁ ଖସୁଛି ମାଟି ଅତଡ଼ା ଗ୍ରାମବାସୀ ଏବେ ଆତଙ୍କିତ ଅବସ୍ଥାରେ ଅଛନ୍ତି l ଫଳରେ ୬ ଖଣ୍ଡ ଗାଁକୁ ଯାତାୟାତ ବାଧାପ୍ରାପ୍ତ ହୋଇଛି l ଗଜପତି ଜିଲା ମୋହନା ବ୍ଲକ ବାଲିବାଡ ଗାଁ ଘାଟି ରାସ୍ତାରେ ପାହାଡ଼ ଧାସିବା ଆରମ୍ଭ ହୋଇଛି l ମାଟି ଅତଡ଼ା ଖସି ଏବେ ରାସ୍ତା ଅବରୋଧ କରୁଛି l ବାତ୍ୟା ମୋନ୍ଥାର ପ୍ରଭାବରେ ବର୍ଷା ଯୋଗୁ ଏବେ ପାହାଡ ଉପରୁ ପାଣି ଝରୁଛି l ଫଳରେ ମାଟି ଅତଡ଼ା ଖସିବାର ଲାଗିଛି l ବର୍ତ୍ତମାନ ପୁନରୁଦ୍ଧାର କରିବା ପାଇଁ ପ୍ରଶାସନ ପକ୍ଷରୁ ଜେସିବି ମେଶନ ମାଧ୍ୟମରେ ରାସ୍ତାରୁ ମାଟି ଅତଡ଼ା ସହ ପଥର ହଟାଯାଉଛି l

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ରଙ୍କୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ପୁଅ କହିଲେ…

ବଲିଉଡର ବରିଷ୍ଠ ଅଭିନେତା ଧର୍ମେନ୍ଦ୍ର ଗୁରୁତର ହୋଇପଡ଼ିଛନ୍ତି। ତାଙ୍କୁ ଅବଜରଭେସନରେ ରଖାଯାଇଛି। ଡାକ୍ତରୀ ଟିମ୍‌ ତାଙ୍କ ଉପରେ ନଜର ରଖିଥିବା ପୁଅ ସନ୍ନି ଦେଓଲ ସୂଚନା...

CSK ଛାଡି ଏହି ଟିମ୍‌କୁ ଯିବେ ରବିନ୍ଦ୍ର ଜାଡେଜା! ହୋଇଗଲା ବଡ଼ ଡିଲ୍‌, IPL ନିଲାମ ପୂର୍ବରୁ ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୧।୧୧: ସଞ୍ଜୁ ସାମସନଙ୍କ ବଦଳରେ ରବିନ୍ଦ୍ର ଜାଡେଜା ଏବଂ ସାମ କୁରାନ ଚେନ୍ନାଇ ସୁପର କିଙ୍ଗସ ଛାଡି ରାଜସ୍ଥାନ ରୟାଲ୍ସକୁ ଯାଇପାରନ୍ତି। କ୍ରିକବଜ ଅନୁଯାୟୀ, ଏହି...

ବେଆଇନ ଭାବେ ମାଛ ଧରୁଥିବାବେଳେ ଆନ୍ଧ୍ରପ୍ରଦେଶର ଦୁଇ ଡଙ୍ଗାକୁ ଧରିଲା ମତ୍ସ୍ୟବିଭାଗ, ତାଗିଦ ପରେ…

ଛତ୍ରପୁର, ୧୧।୧୦ (ଦିଲ୍ଲୀପ ସାମଲ) ଆର୍ଯ୍ୟପଲ୍ଲୀ ସମୁଦ୍ରକୁ ବେଆଇନ ଭାବେ ପଡୋଶୀ ରାଜ୍ୟ ଆନ୍ଧ୍ରପ୍ରଦେଶରୁ ଅଧିକାଂଶ ସମୟରେ ବଡ ବଡ ଡଙ୍ଗା ଓ ଟ୍ରଲର ଆସି...

ପାହାଳ ରସଗୋଲାକୁ ନେଇ ଏମିତି କଥା କହିଦେଲେ କେନ୍ଦ୍ରମନ୍ତ୍ରୀ: ବାଟରେ…

ବାଲିଅନ୍ତା ୧୧। ୧୧ (ନୀଳମାଧବ ସାହୁ):କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂ ଚୌହାନ ଓ ରାଜ୍ୟ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ସୋମବାର ଓଡ଼ିଶା ବିଖ୍ୟାତ...

ଘରେ ପଶି ମହିଳାଙ୍କୁ ହାଣିଲେ, ଚିତ୍କାର କରିବାରୁ ସାର୍ଟ, ହେଲମେଟ ଛାଡ଼ି ଦୌଡିଲେ ଆକ୍ରମଣକାରୀ

ହିଞ୍ଜିଳିକାଟୁ, ୧୧।୧୧( ଦ୍ବିତୀକୃଷ୍ଣ ପଣ୍ଡା): ସକାଳେ ପରିବା ଦେବା ବାହାନାରେ ଘରକୁ ଆସି ପରିବା ଦେଇଗଲେ। ସନ୍ଧ୍ୟାରେ ବଳପୂର୍ବକ ଘରେ ପଶି ଖଣ୍ଡାରେ ମହିଳାଙ୍କୁ ହାଣିଲେ।...

ନୂଆପଡ଼ା ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ: ୧୪ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ

ନୂଆପଡ଼ା,୧୧।୧୧(ମକାରୁ ବେମାଲୁ):ନୂଆପଡ଼ା ଉପନିର୍ବାଚନ ପାଇଁ ମଙ୍ଗଳବାର ଭୋଟିଂ ଆରମ୍ଭ ହୋଇଛି। ଭୋଟିଂ ସ୍ଥାନ ଗୁଡିକରେ ସକାଳ ୭ଟାରୁ ଗହଳି ଦେଖିବାକୁ ମଳିଛି। ନିର୍ବାଚନ ମଇଦାନକୁ ଓହ୍ଲାଇଥିବା...

ଦିଲ୍ଲୀରେ ବିସ୍ଫୋରଣ ପରେ ଭୁବନେଶ୍ବରରେ ହାଇଆଲର୍ଟ ଜାରି: ବାଲିଯାତ୍ରା ଚାଲୁଥିବାରୁ ମୁଖ୍ୟମନ୍ତ୍ରୀ ଦେଲେ ଏଭଳି ପରାମର୍ଶ

ଭୁବନେଶ୍ୱର,୧୦।୧୧: ଦିଲ୍ଲୀର ଲାଲକିଲ୍ଲା ମେଟ୍ରୋ ଷ୍ଟେଶନ ନିକଟରେ ହୋଇଥିବା ବିସ୍ଫୋରଣ ଏକ ଆତଙ୍କବାଦୀ ଆକ୍ରମଣ ବୋଲି ଆଶଙ୍କା କରାଯାଉଛି। ଯାହାକୁ ନେଇ ଦେଶବ୍ୟାପୀ ହାଇଆଲର୍ଟ କରାଯାଉଛି।...

କନ୍ଧମାଳ ଜିଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି: ୨୨୯ଟି ଅଭିଯୋଗ ଶୁଣିଲେ…

ଦାରିଙ୍ଗବାଡି, ୧୦ ।୧୧ (ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ସୋମବାର ଦାରିଙ୍ଗବାଡି ବ୍ଲକ ସଭାଗୃହଠାରେ ଅଭିଯୋଗ ଶୁଣିଛନ୍ତି । ସେ ମୋଟ ୨୨୯ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri