କେଜରିଓ୍ବାଲଙ୍କୁ ଲାଗିପାରେ ଝଟ୍‌କା: ଏଏପି ଛାଡିପାରନ୍ତି ଅଳକା

କେଜରିଓ୍ବାଲଙ୍କୁ ଲାଗିପାରେ ଝଟ୍‌କା: ଏଏପି ଛାଡିପାରନ୍ତି ଅଳକା

ନୂଆଦିଲ୍ଲୀ,୨୦।୪: ଲୋକ ସଭା ନିର୍ବାଚନ ୨୦୧୯କୁ ନେଇ ପ୍ରଚାର ଯୋର ଧରିଥିବା ବେଳେ ରାଜନୈତିକ ଅଙ୍କକଷା କିନ୍ତୁ ଛିଡୁନି। ହରିୟାଣା, ପଞ୍ଜାବ ଓ ଦିଲ୍ଲୀ ପାଇଁ ପ୍ରାର୍ଥୀ ଦେଇଥିବା ଆମ ଆଦମୀ ପାର୍ଟି (ଏଏପି) କୁ  ଦଳର ବିଧାୟିକା ଅଳକା ଲାମ୍ବା ଝଟ୍‌କା ଦେଇପାରନ୍ତି ବୋଲି ଅନୁମାନ କରାଯାଉଛି।

ପୂର୍ବା ଏକ୍ସପ୍ରେସ୍‌ ଲାଇନ୍‌ଚ୍ୟୁତ

ପୂର୍ବା ଏକ୍ସପ୍ରେସ୍‌ ଲାଇନ୍‌ଚ୍ୟୁତ

କାନପୁର,୨୦।୪: ଉତ୍ତର ପ୍ରଦେଶର କାନପୁରଠାରେ ହାଓ୍ବଡା-ନୂଆଦିଲ୍ଲୀ ପୂର୍ବା ଏକ୍ସପ୍ରେସର ୧୨ଟି କୋଚ୍‌ ଶନିବାର ସକାଳେ ଲାଇନ୍‌ଚ୍ୟୁତ ହୋଇଥିବା ସୂଚନା ମିଳିଛି। 

ଏସିଡିଟି ସମସ୍ୟାରୁ ଦୂରେଇ ରହିବା ପାଇଁ ସକାଳୁ ଏଥିରୁ ପିଅନ୍ତୁ ଅଧାଗ୍ଲାସ...

ଏସିଡିଟି ସମସ୍ୟାରୁ ଦୂରେଇ ରହିବା ପାଇଁ ସକାଳୁ ଏଥିରୁ ପିଅନ୍ତୁ ଅଧାଗ୍ଲାସ...

ଥଣ୍ଡା କ୍ଷୀର ପିଇଲେ ଅନେକ ସୁଫଳ ମିଳିଥାଏ। ଏହା ଦ୍ୱାରା ଏସିଡିଟି ସମସ୍ୟା ଦୂର ହୁଏ।

ପ୍ରସଙ୍ଗ, ପ୍ରାର୍ଥୀଙ୍କୁ ପରଖୁଛନ୍ତି ଭୋଟର

ପ୍ରସଙ୍ଗ, ପ୍ରାର୍ଥୀଙ୍କୁ ପରଖୁଛନ୍ତି ଭୋଟର

ପୁରୀ ଅଫିସ, ୨୦ା୪: ଚର୍ଚ୍ଚାରେ ପୁରୀ ଲୋକ ସଭା ନିର୍ବାଚନମଣ୍ଡଳୀ। ଶ୍ରୀମନ୍ଦିର, ବେଳାଭୂମି, ରତ୍ନଭଣ୍ଡାର, ମହାପ୍ରଭୁଙ୍କ ଅମୃତ ମଣୋହି ଜମି ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ସାଙ୍ଗକୁ ସିଦ୍ଧମହାବୀର ରେଲଓ୍ବେ ଓଭରବ୍ରିଜ୍‌ ନିର୍ମାଣ, ଡ୍ରେନେଜ ଆଦି ନାନା ସମସ୍ୟା ନେଇ ପ୍ରାର୍ଥୀଙ୍କ ମଧ୍ୟରେ ଚାଲିଛି ଆରୋପ ପ୍ରତ୍ୟାରୋପ। 

ରଜନୀକାନ୍ତଙ୍କ ଡାହାଣ ତର୍ଜନୀରେ କାଳିଚିହ୍ନ

ରଜନୀକାନ୍ତଙ୍କ ଡାହାଣ ତର୍ଜନୀରେ କାଳିଚିହ୍ନ

ଚେନ୍ନାଇ,୨୦ା୪ : ଅଭିନେତାରୁ ରାଜନେତା ସାଜିଥିବା ରଜନୀକାନ୍ତ ଗୁରୁବାର ଚେନ୍ନାଇର ଷ୍ଟେଲା ମାରିସ୍‌ କଲେଜକୁ ଭୋଟ ଦେବାକୁ ଯାଇଥିଲେ।

ପରମ୍ପରା ଭାଙ୍ଗିପାରନ୍ତି ମତଦାତା

ପରମ୍ପରା ଭାଙ୍ଗିପାରନ୍ତି ମତଦାତା

ଭୁବନେଶ୍ୱର, ୨୦ା୪:  ଆସନ୍ତା ୨୩ ତାରିଖରେ ଭୁବନେଶ୍ୱର ଲୋକ ସଭା ଆସନରେ ନିର୍ବାଚନ ହେବ। ଏହାକୁ ନେଇ ସାରା ରାଜ୍ୟରେ ଉତ୍କଣ୍ଠା ରହିଛି। 

ପୁରୀରେ ମୁଖ୍ୟମନ୍ତ୍ରୀ ରୋଡ୍‌ ଶୋ କରି ଭୋଟ ମାଗିଲେ

ପୁରୀରେ ମୁଖ୍ୟମନ୍ତ୍ରୀ ରୋଡ୍‌ ଶୋ କରି ଭୋଟ ମାଗିଲେ

ପୁରୀ ଅଫିସ, ବ୍ରହ୍ମଗିରି, ୨୦ା୪ (ଡି.ଏନ୍‌.ଏ.): ଆସନ୍ତା ୨୩ ତାରିଖରେ ପୁରୀ ଲୋକ ସଭା ଏବଂ ଏହା ଅଧୀନରେ ଥିବା ବିଧାନସଭା ନିର୍ବାଚନମଣ୍ଡଳୀରେ ମତଦାନ ହେବ। ତେଣୁ ଦଳୀୟ ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ସବୁ ରାଜନୈତିକ ଦଳ ବଳ, କୌଶଳ ଲଗାଇ ଦେଇଛନ୍ତି। 

ପରସ୍ପରକୁ ପ୍ରଶଂସା, ମୋଦିଙ୍କୁ ଟାର୍ଗେଟ: ୨୪ ବର୍ଷ ପରେ ଗୋଟିଏ ମଞ୍ଚରେ ମୁଲାୟମ, ମାୟାବତୀ

ପରସ୍ପରକୁ ପ୍ରଶଂସା, ମୋଦିଙ୍କୁ ଟାର୍ଗେଟ: ୨୪ ବର୍ଷ ପରେ ଗୋଟିଏ ମଞ୍ଚରେ ମୁଲାୟମ, ମାୟାବତୀ

ମୈନ୍‌ପୁରୀ,୨୦ା୪(ପି.ଟି.): ଦୀର୍ଘ ୨୪ ବର୍ଷର ଶତ୍ରୁତାକୁ ଭୁଲି ଗୋଟିଏ ମଞ୍ଚରେ ଏକାଠି ହୋଇଛନ୍ତି ଉତ୍ତରପ୍ରଦେଶର ଦୁଇ ବରିଷ୍ଠ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ମାୟାବତୀ ଓ ମୁଲାୟମ୍‌ ସିଂ ଯାଦବ।

୫୭୦ ଜଣଙ୍କ ବିରୋଧରେ ଆପରାଧିକ ମାମଲା

୫୭୦ ଜଣଙ୍କ ବିରୋଧରେ ଆପରାଧିକ ମାମଲା

ନୂଆଦିଲ୍ଲୀ,୨୦ା୪: ଆସନ୍ତା ୨୩ ତାରିଖରେ ତୃତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ମୋଟ ୧୬୧୨ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। 

ଜିଲାରେ ହେଭିଓ୍ବେଟ୍‌ ନେତାଙ୍କ ପ୍ରଚାର ଆଜି:ରଣପୁରରେ ନବୀନ, ନୟାଗଡ଼ରେ ରାଜନାଥ ସିଂ

ଜିଲାରେ ହେଭିଓ୍ବେଟ୍‌ ନେତାଙ୍କ ପ୍ରଚାର ଆଜି:ରଣପୁରରେ ନବୀନ, ନୟାଗଡ଼ରେ ରାଜନାଥ ସିଂ

ନୟାଗଡ଼ ଅଫିସ,୧୯ା୪:ଜିଲାର ଦଶପଲ୍ଲା ବିଧାନସଭା ଆସନ ପାଇଁ ଗୁରୁବାର ନିର୍ବାଚନ ଶେଷ ହୋଇଛି। ଆସନ୍ତା ୨୩ ତାରିଖରେ ଜିଲାର ଅବଶିଷ୍ଟ ୩ଟି ନିର୍ବାଚନମଣ୍ଡଳୀରେ ମତଦାନ ହେବ।

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଶେଷ: ୫ଟା ସୁଦ୍ଧା ୬୪% ମତଦାନ

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଶେଷ: ୫ଟା ସୁଦ୍ଧା ୬୪% ମତଦାନ

ଭୁବନେଶ୍ୱର, ୧୮।୪(ବ୍ୟୁରୋ):  ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଛି। ଏହି ପର୍ଯ୍ୟାୟରେ ୫ ଲୋକ ସଭା ଓ ୩୫ ବିଧାନସଭା ଲାଗି ମତଦାନ ହୋଇଛି। ତେବେ ସନ୍ଧ୍ୟା ୫ଟା ସୁଦ୍ଧା ରାଜ୍ୟରେ ମୋଟ ୬୪ ପ୍ରତିଶତ ମତଦାନ ହୋଇଥିବା ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି।

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ: ପରିଚାଳନାଗତ ତ୍ରୁଟି ଯୋଗୁ ୪ ବୁଥ୍‌ରେ ସାନି ମତଦାନ ନେଇ ହେବ ସୁପାରିଶ

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ: ପରିଚାଳନାଗତ ତ୍ରୁଟି ଯୋଗୁ ୪ ବୁଥ୍‌ରେ ସାନି ମତଦାନ ନେଇ ହେବ ସୁପାରିଶ

ଭୁବନେଶ୍ୱର,୧୮।୪(ବ୍ୟୁରୋ): ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଜାରି ରହିଛି ମତଦାନ। ଏହି ପର୍ଯ୍ୟାୟରେ ୫ ଲୋକ ସଭା ଓ ୩୫ ବିଧାନସଭା ଲାଗି ଭୋଟ ଗ୍ରହଣ କରାଯାଉଛି। ତେବେ ପ୍ରଥମ ପର୍ଯ୍ୟାୟ ଭଳି ଏଥର ମଧ୍ୟ ନିର୍ବାଚନରେ ତ୍ରୁଟି ପରିଲକ୍ଷିତ ହୋଇଛି।

ସିଇଓଙ୍କ ସୂଚନା: ଅପରାହ୍ନ ୧ଟା ସୁଦ୍ଧା ୩୩% ମତଦାନ, ମୃତ ପୋଲିଂ ଅଧିକାରୀଙ୍କ ପରିବାରକୁ ମିଳିବ କ୍ଷତିପୂରଣ

ସିଇଓଙ୍କ ସୂଚନା: ଅପରାହ୍ନ ୧ଟା ସୁଦ୍ଧା ୩୩% ମତଦାନ, ମୃତ ପୋଲିଂ ଅଧିକାରୀଙ୍କ ପରିବାରକୁ ମିଳିବ କ୍ଷତିପୂରଣ

ଭୁବନେଶ୍ୱର,୧୮।୪(ବ୍ୟୁରୋ): ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ ଲାଗି ଗୁରୁବାର ୯୧୧୭ଟି ମତଦାନ କେନ୍ଦ୍ରରେ ଭୋଟ ଗ୍ରହଣ ପ୍ରକ୍ରିୟା ଜାରି ରହିଛି। ତେବେ ଅପରାହ୍ନ ୧ଟା ସୁଦ୍ଧା ୩୩% ମତଦାତା ମତ ସାବ୍ୟସ୍ତ କରିଥିବା ମୁଖ୍ୟ ନିର୍ବାଚନ ଅଧିକାରୀ ସୁରେନ୍ଦ୍ର କୁମାର ସୂଚନା ଦେଇଛନ୍ତି। 

୬୦ ପ୍ରତିଶତ ଭାରତୀୟ କମ୍ପାନୀ ଉପରେ ସାଇବର ଆକ୍ରମଣ ଆଶଙ୍କା: ଆଗାମୀ ୫ ବର୍ଷରେ ୩ ଶହ ୬୦ ଲକ୍ଷ କୋଟି ହେବ କ୍ଷତି

୬୦ ପ୍ରତିଶତ ଭାରତୀୟ କମ୍ପାନୀ ଉପରେ ସାଇବର ଆକ୍ରମଣ ଆଶଙ୍କା: ଆଗାମୀ ୫ ବର୍ଷରେ ୩ ଶହ ୬୦ ଲକ୍ଷ କୋଟି ହେବ କ୍ଷତି

ନୂଆଦିଲ୍ଲୀ,୧୮।୪: ଭାରତରେ ଡିଜିଟାଲକରଣ ଧାରା ଜାରି ରହିଛି। ତେବେ ୬୦ ପ୍ରତିଶତ ଭାରତୀୟ କମ୍ପାନୀ ଉପରେ ସାଇବର ଆଶଙ୍କା ଭୟ ରହିଛି। 

ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ: ୫ ଲୋକ ସଭା, ୩୫ ବିଧାନସଭା ଆସନ ଲାଗି ମତଦାନ ଜାରି; ଜାଣନ୍ତୁ LIVE UPDATES

ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ: ୫ ଲୋକ ସଭା, ୩୫ ବିଧାନସଭା ଆସନ ଲାଗି ମତଦାନ ଜାରି; ଜାଣନ୍ତୁ LIVE UPDATES

ଭୁବନେଶ୍ୱର,୧୮।୪(ବ୍ୟୁରୋ): ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ ଗୁରୁବାର ଅନୁଷ୍ଠିତ ହେଉଛି। ସକାଳ ୭ଟାରୁ ଏହି ଭୋଟ ଗ୍ରହଣ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ପର୍ଯ୍ୟାୟରେ ୫ ଲୋକ ସଭା ଓ ୩୫ ବିଧାନସଭା ଆସନ ଲାଗି ୭୭ ଲକ୍ଷ ଭୋଟର ୨୭୯ ପ୍ରାର୍ଥୀଙ୍କର ଭାଗ୍ୟ ନିର୍ଣ୍ଣୟ କରୁଛନ୍ତି।

ମାତ୍ର ୨ ଟଙ୍କା ଦାଖଲ କରି ଭିଭିପାଟ୍‌କୁ କରିହେବ ଚ୍ୟାଲେଞ୍ଜ୍‌: ଅଭିଯୋଗ ଭୁଲ୍‌ ସାବ୍ୟସ୍ତ ହେଲେ ୬ ମାସ ଜେଲ

ମାତ୍ର ୨ ଟଙ୍କା ଦାଖଲ କରି ଭିଭିପାଟ୍‌କୁ କରିହେବ ଚ୍ୟାଲେଞ୍ଜ୍‌: ଅଭିଯୋଗ ଭୁଲ୍‌ ସାବ୍ୟସ୍ତ ହେଲେ ୬ ମାସ ଜେଲ

ନୂଆଦିଲ୍ଲୀ,୧୮।୪: ଭୋଟ ଗ୍ରହଣରେ ଇଭିଏମ୍‌ ଏବଂ ଭିଭିପାଟ୍‌ର କାର୍ଯ୍ୟକାରୀତା ନେଇ ଅଧିକାଂଶ ସମୟରେ କେତେକ ଅଭିଯୋଗ ଆଣିଥାନ୍ତି। 

ଫଟୋରେ ଖବର

ଜାତୀୟ ସ୍ତରୀୟ ଶିଶୁ ଯୁବ ମହୋତ୍ସବ
ଜାତୀୟ ସ୍ତରୀୟ ଶିଶୁ ଯୁବ ମହୋତ୍ସବ

View
କଂଗ୍ରେସ ପକ୍ଷରୁ ସିଇଓଙ୍କୁ ସ୍ମାରକପତ୍ର ପ୍ରଦାନ
କଂଗ୍ରେସ ପକ୍ଷରୁ ସିଇଓଙ୍କୁ ସ୍ମାରକପତ୍ର ପ୍ରଦାନ

View
ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ମାଲ୍ୟାର୍ପଣ
ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ମାଲ୍ୟାର୍ପଣ

View
ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ
ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ

View
ଡା. ବାବା ସାହେବ ଭିମରାଓ ଆମ୍ବେଦକରଙ୍କ ୧୨୮ତମ ଜୟନ୍ତୀ
ଡା. ବାବା ସାହେବ ଭିମରାଓ ଆମ୍ବେଦକରଙ୍କ ୧୨୮ତମ ଜୟନ୍ତୀ

View
ମା’ ତାରିଣୀ ମନ୍ଦିରରେ ପଣା ବଣ୍ଟନ
ମା’ ତାରିଣୀ ମନ୍ଦିରରେ ପଣା ବଣ୍ଟନ

View
ଦଳିତ ଆଦିବାସୀ ମହାସଂଘ ପକ୍ଷରୁ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ
ଦଳିତ ଆଦିବାସୀ ମହାସଂଘ ପକ୍ଷରୁ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ

View
ରାମ ନିଗମେଶ୍ୱର ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଗହଳି
ରାମ ନିଗମେଶ୍ୱର ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଗହଳି

View
ହିନ୍ଦୁ ଏକତା ଯାତ୍ରା
ହିନ୍ଦୁ ଏକତା ଯାତ୍ରା

View
କାଠଚିରଟ ଅନୁକୂଳ
କାଠଚିରଟ ଅନୁକୂଳ

View

Model This Week

କ୍ରିଷ୍ଣା
Why Dharitri

Video News

Elephant attack claims 5 lives

Mirae to launch new focused fund

Senior citizens join the great festival of Democracy

Kalikesh Singhdeo cast his vote

In queue

Pink booth

Long queue for voting

Showing their dissent

Hassle free polls