ଆଜିଠାରୁ ବଢ଼ିପାରେ ପେଟ୍ରୋଲ-ଡିଜେଲ ଦର

ନୂଆଦିଲ୍ଲୀ,୨୦-୫: ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତେଲ ଦର ଯଥେଷ୍ଟ ବୃଦ୍ଧି ପାଇଥିଲେ ମଧ୍ୟ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶରେ ଦେଶରେ ପେଟ୍ରୋଲ ଓ ଡିଜେଲ ଦର ବଢ଼ି ନ...

ବଜାରରୁ ୬୩୯୯ କୋଟି କାଢ଼ି ନେଲେ ଏଫ୍‌ପିଆଇ

ନୂଆଦିଲ୍ଲୀ,୨୦-୫: ବିଦେଶୀ ପୋର୍ଟଫୋଲିଓ ନିବେଶକ(ଏଫ୍‌ପିଆଇ) ମେ’ରେ ଅଦ୍ୟାବଧି ଭାରତୀୟ ପୁଞ୍ଜି ବଜାରରୁ ୬୩୯୯ କୋଟି ଟଙ୍କା କାଢ଼ି ନେଇଛନ୍ତି। ସାଧାରଣ ନିର୍ବାଚନ ଫଳାଫଳରେ ଅନିଶ୍ଚିତତା ଏବଂ ଆମେରିକା-ଚାଇନା ବାଣିଜ୍ୟ ଯୁଦ୍ଧ ବିବାଦକୁ ନେଇ...

ବିଜୁ ଯୁବ ବାହିନୀ ବିରୋଧରେ ଫେରାଦ ହେଲା ଭାଜପା : ରିଲିଫ କୋଡ୍‌ ଉଲ୍ଲଂଘନ କରିଛନ୍ତି ସରକାର

ଭୁବନେଶ୍ୱର,୨୦ା୫(ବ୍ୟୁରୋ) : ରାଜ୍ୟ ରାଜକୋଷ ଅର୍ଥରେ ଗଠନ ହୋଇଥିବା ବିଜୁ ଯୁବ ବାହିନୀର ସଦସ୍ୟମାନଙ୍କ ବାତ୍ୟା ୧୫ଦିନ ପରେ ମଧ୍ୟ ଦେଖା ମିଳୁନାହିଁ। ବାତ୍ୟାରେ କ୍ଷତିଗ୍ରସ୍ତ ହୋଇଥିବା ଲୋକଙ୍କ ପାଇଁ କେନ୍ଦ୍ର ସହାୟତା...

ଗ୍ରାମ୍ୟ ପାନୀୟ ଜଳଯୋଗାଣ ଯୋଜନା ଦିଗହରା

ହାଟଡିହୀ, ୨୦। ୫(ଡି.ଏନ୍‌.ଏ.)- ଦିନକୁ ଦିନ ଖରା ତାତି ବଢ଼ୁଥିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ୁଛି । ଏପରିସ୍ଥଳେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଧୀନ ଅଧିକାଂଶ ଅଞ୍ଚଳରେ ପାନୀୟ ଜଳାଭାବ କଦେଖାଦେଇଛି। ଗ୍ରାମ୍ୟ...

ଅନ୍ୟ ଜାତିରେ ବିବାହରୁ ସାମାଜିକ ବାସନ୍ଦ ଘଟଣା: ମେଡିକାଲରେ ବାପାଙ୍କୁ ଜଗିଛି ଝିଅ

କେନ୍ଦୁଝର, ୨୦ା୫(ସ୍ବ.ପ୍ର.)- ଅନ୍ୟ ଜାତିରେ ବିବାହ କରିଥିବାରୁ ବାଇଧର ନାୟକ ନାମକ ଜଣେ ବ୍ୟକ୍ତିଙ୍କୁ ସାମଜିକ ବାସନ୍ଦ କରାଯାଇଥିଲା। ଏନେଇ ବାପ, ଝିଅ ଗଛ ତଳେ ଆଶ୍ରୟ ନେଇଥିଲେ। ସ୍ଥାନୀୟ ସାମାଜିକ କର୍ମୀ...

ଭଙ୍ଗା ଘରେ ଚାଲିଛି ବିଏସଏନଏଲ କାର୍ଯ୍ୟାଳୟ: ଅଫିସ କାର୍ଯ୍ୟ ବାଧାପ୍ରାପ୍ତ

ତେଲକୋଇ, ୨୦।୫(ଡି.ଏନ.ଏ.)-ତେଲକୋଇ ବ୍ଲକ ମୁଖ୍ୟାଳୟ ଠାରେ ଥିବା ବିଏସଏନଏଲ ସେବା ଦୀର୍ଘ ୨ମାସରୁ ଊର୍ଦ୍ଧ୍ୱ ହେଲାଣି ବନ୍ଦ ଅବସ୍ଥାରେ ରହିଛି । ଏଥିଯୋଗୁଁ ବିଭିନ୍ନ କାର୍ଯ୍ୟାଳୟରେ ଥିବା ବ୍ରଡବ୍ୟାଣ୍ଡ ସେବା ଅଚଳ ହେବା...

୧୯ ଦିନ ବିତିଲା, ମଦମୃତ୍ୟୁ ସଂଖ୍ୟା ଅସ୍ପଷ୍ଟ

ଭଦ୍ରକ ଅଫିସ, ୨୦।୫ – ଭଦ୍ରକ ଜିଲାରେ ମଦମୃତ୍ୟୁ ଘଟଣାକୁ ୧୯ ଦିନ ବିତିଲାଣି। ନିର୍ବାଚନ ସମୟରେ ଭୋଟରଙ୍କୁ ହାତେଇବା ପାଇଁ ଏକ ନିର୍ଦ୍ଦିଷ୍ଟ ଦଳ ପକ୍ଷରୁ ବଣ୍ଟାଯାଇଥିବା ନକଲି ମଦ ପିଇ...

ଭାଟିପଡ଼ାରେ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ କାମଭଙ୍ଗା କଲଭର୍ଟ ଦେଖି ଯନ୍ତ୍ରୀ କହିଲେ ‘ଚଲେଗା’

ବୈପାରୀଗୁଡ଼ା,୨୦ା୫(ଡି.ଏନ୍‌.ଏ.) ବୈପାରୀଗୁଡ଼ା ବ୍ଲକ ମାଝିଗୁଡ଼ା ପଞ୍ଚାୟତ ଭାଟିପଡ଼ା ଗ୍ରାମକୁ ସଂଯୋଗ କରୁଥିବା ରାସ୍ତାକୁ ଏବେ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନା ଅଧୀନରେ ନିର୍ମାଣ କରାଯାଉଛି। ଏନ୍‌ବିସିସି ସଂସ୍ଥା ଏହାକୁ ନିର୍ମାଣ କରୁଥିବା ବେଳେ ଅଣଓଡ଼ିଆ କର୍ମଚାରୀ...

ଉଦ୍‌ଘାଟନର ୯ ମାସ ବିତିଲା, ଜିଲା ସଂସ୍କୃତି ଭବନ କାର୍ଯ୍ୟକ୍ଷମ ହେଲାନି

ସୋନପୁର,୨୦।୫(ନି.ପ୍ର.)  ପ୍ରକଳ୍ପ ଉଦ୍‌ଘାଟନ ହୋଇଛି, କିନ୍ତୁ ତାଲା ଝୁଲୁଛି। ୯ମାସ ପରେ ବି କାର୍ଯ୍ୟକ୍ଷମ ହେଉନି। ସୁବର୍ଣ୍ଣପୁର ଜିଲା ସଦର ମହକୁମାରେ ଦେଢକୋଟିରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟରେ ନିର୍ମିତ ଜିଲା ସଂସ୍କୃତି ଭବନ...

ନିର୍ବାଚନ ଫଳାଫଳ ଉପରେ ନିବେଶକଙ୍କ ନଜର

ମୁମ୍ବାଇ,୨୦।୫: ଚଳିତ ମାସ ୨୩ରେ ସାଧାରଣ ନିର୍ବାଚନ ଫଳାଫଳ ଆସିବାକୁ ଥିବା ବେଳେ ଦେଶର ପୁଞ୍ଜି ବଜାର ନଜର ଏବେ ଏହା ଉପରେ ରହିଛି। ସେହିଭଳି ବଜାର ଉପରେ ଏକଜିଟ୍‌ ପୋଲ ପ୍ରଭାବ...

୪୪.୫ ଡିଗ୍ରୀରେ ଟିଟିଲାଗଡ଼ : ୮ ଜିଲାରେ ଜାରି ରହିବ ହିଟ୍‌ ଓ୍ବେଭ୍‌

ଭୁବନେଶ୍ୱର,୨୦।୫(ବ୍ୟୁରୋ) : ରାଜ୍ୟରେ ଅସମ୍ଭାଳ ହୋଇପଡ଼ିଛି ତାତି। ଅଧିକାଂଶ ସହରରେ ପାରଦ ୪୦ଡିଗ୍ରୀ ଉପରେ ରହୁଛି। ତାତି ଯେତିକି କଷ୍ଟ ଦେଉଛି, ତା’ଠୁ ବଳିପଡ଼ୁଛି ଗୁଳୁଗୁଳି। ଶନିବାର ଅପେକ୍ଷା ରବିବାର ତାପମାତ୍ରା ସାମାନ୍ୟ ହ୍ରାସ ପାଇଥିବା ବେଳେ ୧୩ ସହରରେ...

ଆଜି ନିଟ୍‌ ପରୀକ୍ଷା

ଭୁବନେଶ୍ୱର,୨୦।୫(ବ୍ୟୁରୋ) : ଦି ନ୍ୟାଶନାଲ ଏଲିଜିବିଲିଟି କମ୍‌ ଏଣ୍ଟ୍ରାନ୍ସ ଟେଷ୍ଟ(ନିଟ୍‌) ସୋମବାର ଅନୁଷ୍ଠିତ ହେବ। ପୂର୍ବାହ୍ନ ୧୦ଟାରୁ ପରୀକ୍ଷା ଆରମ୍ଭ ହୋଇ ଅପରାହ୍ନ ୧ଟାରେ ସରିବ। ଛାତ୍ରୀଛାତ୍ର ସକାଳ ୯ଟା ସୁଦ୍ଧା ପରୀକ୍ଷା କେନ୍ଦ୍ରରେ ପହଞ୍ଚିବେ। ସୂଚନାଯୋଗ୍ୟ, ଚଳିତମାସ ୫ତାରିଖରେ...

ଓଡ଼ିଶାକୁ ନେଇ ଏକଜିଟ୍‌ ପୋଲ: ଭାଜପା କରିବ ଭଲ ପ୍ରଦର୍ଶନ

ଭୁବନେଶ୍ୱର, ୧୯।୫(ବ୍ୟୁରୋ): ଲୋକସଭା ନିର୍ବାଚନର ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟ ଶେଷ ହେବା ପରେ ଏକଜିଟ ପୋଲ ଅନୁମାନ ଭାଜପା ପାଇଁ ଭଲ ଖବର ଆଣିଛି। ବିଭିନ୍ନ ସଂସ୍ଥା ପକ୍ଷରୁ କରାଯାଇଥିବା ଏକଜିଟ୍‌ ପୋଲ୍‌ ପୂର୍ବାନୁମାନ ଅନୁଯାୟୀ କେନ୍ଦ୍ରରେ ଭାଜପା...

ସାଧାରଣ ନିର୍ବାଚନ ୨୦୧୯ ବୁଥ ବାହୁଡା ମତ: କେନ୍ଦ୍ରରେ ପୁଣି ଫୁଟିପାରେ ପଦ୍ମ

ନୂଆଦିଲ୍ଲୀ, ୧୯।୫: ସରିଛି ୭ମ ତଥା ଅନ୍ତିମ ପର୍ଯ୍ୟାୟ ନିିର୍ବାଚନ। ସବୁଥର ପରି ଏଥର ମଧ୍ୟ ବିଭିନ୍ନ ଗଣମାଧ୍ୟମ ସଂସ୍ଥା ପକ୍ଷରୁ ଏକଜିଟ୍‌ ପୋଲ କରାଯାଇଛି। ବିଭିନ୍ନ ସଂସ୍ଥା ପକ୍ଷରୁ କରାଯାଇଥିବା ସର୍ଭେରେ ଭାଜପା ପୁଣି ଥରେ ସରକାର ଗଢିପାରେ...

ସରିଲା ନିର୍ବାଚନ: ଏବେ ମେ ୨୩କୁ ସମସ୍ତଙ୍କ ଅପେକ୍ଷା

ନୂଆଦିଲ୍ଲୀ, ୧୯।୫: ଶେଷ ହୋଇଛି ୨୦୧୯ ସାଧାରଣ ନିର୍ବାଚନ। ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟ ଲୋକସଭା ର୍ନିବାଚନ ପାଇଁ ରବିବାର ମତଦାନ ଶେଷ ହୋଇଛି। ତେବେ ଅପରାହ୍ନ ୫ଟା ସୁଦ୍ଧା ୫୨.୯୮ ପ୍ରତିଶତ ମତଦାନ ହୋଇଥିବା ଜଣାପଡିଛି। ଏବେ ମେ...

ସମଲିଙ୍ଗୀ ସମ୍ପର୍କକୁ ଦୂତୀଙ୍କ ସ୍ବୀକାର

ନୂଆଦିଲ୍ଲୀ,୧୯।୫- ଭାରତୀୟ ତାରକା ମହିଳା ସ୍ପ୍ରିଣ୍ଟର ଦୂତୀ ଚାନ୍ଦ ସମଲିଙ୍ଗୀ ସମ୍ପର୍କରେ ଥିବା କଥା ସ୍ବୀକାର କରିଛନ୍ତି। ଘରୋଇ ସହର ଯାଜପୁରର ଜଣେ ଝିଅଙ୍କ ସହ ତାଙ୍କର ଗତ ୩ ବର୍ଷ ହେବ ସମ୍ପର୍କ ରହିଛି ବୋଲି ୨୩ ବର୍ଷୀୟ...

ଯାଜପୁର ସଂସଦୀୟ କ୍ଷେତ୍ର: ୯ ବୁଥ୍‌ରେ ହେଉଛି ସାନି ମତଦାନ, ଭୋଟକେନ୍ଦ୍ରରେ ମତଦାତାଙ୍କ ଭିଡ଼

ଯାଜପୁର ଅଫିସ,୧୯।୫-ଯାଜପୁର ସଂସଦୀୟ କ୍ଷେତ୍ରର ୯ ଟି ବୁଥ୍‌ରେ ରବିବାର ସାନି ମତଦାନ ଚାଲିଛି। ଏଥିରେ ମୋଟ ୯୯୩୧ ମତଦାତା ସେମାନଙ୍କ ମତଦାନ ସାବ୍ୟସ୍ତ କରିବେ। ବିଞ୍ଝାରପୁର ବିଧାନସଭା ଆସନର ୧୩୫ ଓ ୧୯୧ ନଂ ବୁଥ୍‌, ବରୀର ୮୨,...

ଶେଷ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ: ମତଦାନ ଜାରି

ନୂଆଦିଲ୍ଲୀ, ୧୯।୫: ଲୋକ ସଭା ନିର୍ବାଚନର ସପ୍ତମ ପର୍ଯ୍ୟାୟରେ ୭ଟି ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳର ୫୯ଟି ଆସନ ପାଇଁ ରବିବାର ମତଦାନ ସକାଳ ୭ଟାଠାରୁ ଆରମ୍ଭ ହୋଇଛି। ଏହି ପର୍ଯ୍ୟାୟରେ ଉତ୍ତରପ୍ରଦେଶର ୧୩ ଆସନ, ପଞ୍ଜାବର...

ଆଣ୍ଡାମାନ ଛୁଇଁଲା ମୌସୁମୀ, ଜୁନ୍‌ରେ ଓଡ଼ିଶା ଆସିବ; ଜଳୁଛି ସାରା ଓଡ଼ିଶା, ୪୫.୮ ଡିଗ୍ରୀରେ ଟିଟିଲାଗଡ଼

ଭୁବନେଶ୍ୱର, ୧୯।୫(ବ୍ୟୁରୋ)/ରଣପୁର (ସ୍ବ.ପ୍ର.)- ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ତାତିରେ ତ୍ରାହି ତ୍ରାହି ଡାକୁଛନ୍ତି ଲୋକେ। ରାଜ୍ୟର ଅଧିକାଂଶ ଜିଲାରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଛି। ପ୍ରବଳ ଗରମକୁ ଗୁଳୁଗୁଳି ଲୋକଙ୍କୁ ଅସ୍ତବ୍ୟସ୍ତ କରିଦେଉଛି। ପୂର୍ବାହ୍ନ...

ଶେଷ କ୍ୟାବିନେଟ୍‌ରେ ଫନୀ ଚିନ୍ତା

ଭୁବନେଶ୍ୱର,୧୯।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ସରକାରଙ୍କ ଶେଷ କ୍ୟାବିନେଟ୍‌ ବୈଠକ ଶନିବାର ସଚିବାଳୟରେ ଅନୁଷ୍ଠିତ ହୋଇଛି। ସାମୁଦ୍ରିକ ଝଡ ଫନୀ ଦ୍ୱାରା ପ୍ରଭାବିତ ପୁରୀ ଏବଂ ଅନ୍ୟାନ୍ୟ ଅଞ୍ଚଳ ପାଇଁ ବ୍ୟବସ୍ଥାର ସମୀକ୍ଷା ସହ ବିଭିନ୍ନ ନିୟମରେ କୋହଳ...

ଫଟୋରେ ଖବର

ବଡବିଲ୍‌ରୁ ଚୋରି ହାଇଓ୍ବା ଝାଡଖଣ୍ଡରୁ ଜବତ, ମାଷ୍ଟରମାଇଣ୍ଡ ସହ ୩ ଗିରଫ

View
ଏପ୍ରିଲ ୧୧ରେ ୧୭ ଆସନରେ ଭୋଟ: ଟିଆର୍‌ଏସ୍‌ର ମିଶନ ୧୬

View
ନିର୍ବାଚନ ଆଚରଣ ବିଧି: ୨୪ ଘଣ୍ଟାରେ ଇସିଙ୍କର ୪ ନୋଟିସ୍‌

View
ଭାଜପାକୁ ଫେରିଲେ ବିଜୟ

View
ଲୋକ ସଭା ନିର୍ବାଚନ: ୩ ସପ୍ତାହରେ ଇସିଙ୍କ ଦ୍ୱାରା ୬୧୩ କୋଟିରୁ ଅଧିକ ମୂଲ୍ୟର ପ୍ରତିବନ୍ଧିତ ସାମଗ୍ରୀ ଜବତ

View
selfi corner

 

Model This Week

Why Dharitri

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଅପରାଧ

Video News

Five booths face snap polls in Baripada

Repolling continues in booth number 127 at Shahid Nagar

Buddha Jayanti celebrated in Kalinga Buddha Vihar

Forest official injured in bison attack

Bus gets stuck on bridge railings, close shave for passengers

Local Labourers protest against migrant workers in Jajpur

Foundation day of ‘Rashtriya Shramika Nyaya mancha

Jhadkusumi villagers fume over drinking water woes

Fire guts Durgapur village

Fresh polls in 5 booths of Mayurbhanj district