ରାୟଗଡା

ମାଲକାନଗିରି ବଡ଼ଯାତ୍ରା ଆରମ୍ଭ

ମାଲକାନଗିରି ବଡ଼ଯାତ୍ରା ଆରମ୍ଭ

ମାଲକାନଗିରି,୨୧।୨ (ଡି.ଏନ୍‌.ଏ.)  ମାଲକାନଗିରି ଜିଲାର ପ୍ରସିଦ୍ଧ ବଡ ଯାତ୍ରା   ଆରମ୍ଭ ହୋଇଛି। ପ୍ରତି ୨ବର୍ଷରେ ଥରେ ମାସେ ବ୍ୟାପୀ ହେଉଥିବା ଏହି ଯାତ୍ରା ପାଇଁ ମଧ୍ୟରାତ୍ରିରେ  ସଦର ମହକୁମାସ୍ଥିତ  ମାଉଲି ମାଁ ମନ୍ଦିରରେ ପୂଜାର୍ଚ୍ଚନା କରାଯାଇଥିଲା। ପରେ  ପୂଜାରୀ ଦଳଙ୍କ ସହ ଦେବଦେବୀଙ୍କ ବିଭିନ୍ନ ସାମଗ୍ରୀ ଧରି ମାନ୍ୟମକୋଣ୍ଡା ଅଭିମୁଖେ ଯାତ୍ରା କରିଛନ୍ତି। ସେମାନେ ଦରିଗୁଡା ଗ୍ରାମରେ ପହଞ୍ଚତ୍ କୃସୁବାଡା ଗ୍ରାମ ଦେଇ କାଚଲବାଡାରେ ପହଞ୍ଚତ୍ଥିଲେ । ସେଠାରେ ରାତ୍ରିଯାପନ କରି ପୁଣି ସେଠାରୁ ବାହାରି ଗୁମୁକା, କାଙ୍ଗୁରୁକୋଣ୍ଡା, କାଲିମେଳା, ପୋତାଖାଲ, ତେଲରାଇ, ବିଲିଗୁଡା, ପାଞ୍ଜିଗୁଡା ଦେଇ ଆସନ୍ତା ୨୪ରେ ମାନ୍ୟମକୋଣ୍ଡାରେ ପହଞ୍ଚତ୍ବେ।ଏହି ପୂଜାରୀ ଦଳ ମାଲକାନଗିରିରୁ ମାନ୍ୟମକୋଣ୍ଡା ଦୀର୍ଘ ୮୦ କିଲୋମିଟର ଚାଲି ଚାଲି ଯାଇଥାନ୍ତି। ମାନ୍ୟମକୋଣ୍ଡାରେ ପହଞ୍ଚତ୍ବା ପରେ ସେଠାରେ ନୂତନ ଛାମୁଣ୍ଡା ପ୍ରସ୍ତୁତ କରି ପୂଜାର୍ଚ୍ଚନା ହେବ ା ଆସନ୍ତା ୨୭ରେ  ତିନି ଠାକୁର କାନାମରାଜୁ, ବାଲାରାଜୁ ଓ ପୋତରାଜୁଙ୍କ ପ୍ରତିମୂର୍ତ୍ତି ତିଆରି ପାଇଁ ସାଡବାନପାଲି ଗ୍ରାମକୁ ଯାଇ ସେଠାରେ ବାଉଁଶ କାଟି ଆଣିବା କାର୍ଯ୍ୟକ୍ରମ ରହିଛି। ସେହିପରି ୨୮ରେ ପୋଲୁରୁ ଗ୍ରାମରେ ତିନିଠାକୁରଙ୍କ ନୌକା ତିଆରି, ୧ରେ ଠାକୁରଙ୍କ ପ୍ରତିମୂର୍ତ୍ତି ତିଆରି ପାଇଁ ମୟୂର ପିଞ୍ଛ ବୁଣିବା, ୨ରେ କାନାମରାଜୁ (ଶ୍ରୀକୃଷ୍ଣ ଭ ଗବାନ)ଙ୍କ ପ୍ରତିମୂର୍ତ୍ତି ପ୍ରତିଷ୍ଠା, ୩ରେ ପୋତରାଜୁ (ଭୀମଙ୍କ ପ୍ରତିମୂର୍ତ୍ତି) ତିଆରି, ୪ରେ ବାଲାରାଜୁ ( ଅର୍ଜୁନ)ଙ୍କ ପ୍ରତିମୂର୍ତ୍ତି  ତିଆରି ହେବା ପରେ ଆସନ୍ତା ୭ରେ  ଦ୍ୱିତୀୟ ପୂଜାରୀ ଦଳଙ୍କ ଯାତ୍ରା ଆରମ୍ଭ ହେବ। ଏହି ଦ୍ୱିତୀୟ ପୁଜାରୀ ଦଳ ନାନା ରଙ୍ଗର ଫୁଲ ତିଆରି କରି ତିନିଠାକୁରଙ୍କ ଲାଗି  ସିଂହାସନ ତିଆରି କରି ମାନ୍ୟମକୋଣ୍ଡା ଅଭିମୁଖେ ଯାତ୍ରା କରିବେ ।

All Right Reserved By

ରାୟଗଡା

ଯୁବକଙ୍କୁ ହତ୍ୟା

ଯୁବକଙ୍କୁ ହତ୍ୟା

ବୌଦ୍ଧ,୨୨ା୪(ସ୍ବ.ପ୍ର.) : ବୌଦ୍ଧ ଜିଲା ବଡ଼ବାଗବର ଗ୍ରାମରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ଜଣାପଡ଼ିଛି। ମିଳିଥିବା ସୂଚନା ଅନୁଯାୟୀ, ସୋମବାର ଭୋରରୁ ବଡ଼ବାଗବର ଗ୍ରାମର ରାଜେଶ ଜେନା(୨୨)ଙ୍କୁ ଗ୍ରାମର କିଛି ଯୁବକ ପଥରରେ ତାଙ୍କ ମୁହଁକୁ ଛେଚି ହତ୍ୟା କରିଛନ୍ତି।

ପରିତ୍ୟକ୍ତ ହୋଇପଡିଛି ସୀତାସାଗର: କୂଳ ପାଲଟିଛି ଅସାମାଜିକଙ୍କ ଆଡ୍ଡାସ୍ଥଳୀ

ପରିତ୍ୟକ୍ତ ହୋଇପଡିଛି ସୀତାସାଗର: କୂଳ ପାଲଟିଛି ଅସାମାଜିକଙ୍କ ଆଡ୍ଡାସ୍ଥଳୀ

ପାରଳାଖେମୁଣ୍ଡି,୨୨।୪ (ସ୍ବ.ପ୍ର.)-  ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡିସ୍ଥିତ ଐତିହାସିକ ସୀତାସାଗର ପୋଖରୀ ଏବେ ପରିତ୍ୟକ୍ତ ଅବସ୍ଥାରେ ପଡିଛି।

ବିଲ୍ଟ ପେପର ମିଲରେ ପୁଣି ଅଚଳାବସ୍ଥା:ଜିଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ୟୁନିୟନ

ବିଲ୍ଟ ପେପର ମିଲରେ ପୁଣି ଅଚଳାବସ୍ଥା:ଜିଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ୟୁନିୟନ

ଜୟପୁର,୨୧।୪(ନି.ପ୍ର.): ଜୟପୁର ବିଲ୍ଟ ପେପର ମିଲ୍‌ରେ ପୁଣିଥରେ ଅଚଳାବସ୍ଥା ସୃଷ୍ଟି ହୋଇଛି। କଞ୍ଚାମାଲ ନାହିଁ, ପୁଣି ଆବଶ୍ୟକ କେମିକାଲର ଅଭାବ। ଗତ ଫେବୃଆରୀରୁ କର୍ମଚାରୀ ଓ ଅନ୍ୟ ଠିକା କର୍ମଚାରୀ ଦରମା ପାଇନାହାନ୍ତି। 

ବରଯାତ୍ରୀ ଗାଡି ଦୁର୍ଘଟଣାଗ୍ରସ୍ତ: ୨ ମୃତ, ୧୫ରୁ ଊର୍ଦ୍ଧ୍ୱ ଆହତ

ବରଯାତ୍ରୀ ଗାଡି ଦୁର୍ଘଟଣାଗ୍ରସ୍ତ: ୨ ମୃତ, ୧୫ରୁ ଊର୍ଦ୍ଧ୍ୱ ଆହତ

ପଦ୍ମପୁର/ଗୁଡାରୀ, ୨୧ା୪(ଡି.ଏନ୍‌.ଏ)- ରାୟଗଡ଼ା ଜିଲା ଗୁଡ଼ାରୀ ବ୍ଲକ କିନିଡ଼ି ଗ୍ରାମ ନିକଟ ମାଛବନ୍ଧଠାରେ ରବିବାର ଏକ ବରଯାତ୍ରୀ ଗାଡ଼ି  ଦୁର୍ଘଟଣାଗ୍ରସ୍ତ ହୋଇଛି ା 

ସାନ ଭାଇର ଠେଙ୍ଗା ମାଡରେ ବଡ ଭାଇ ମୃତ

ସାନ ଭାଇର ଠେଙ୍ଗା ମାଡରେ ବଡ ଭାଇ ମୃତ

ଡାବୁଗାଁ, ୨୧ା୪ (ଡି.ଏନ.ଏ.)- ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଧୀନ କେରଣ୍ଡି ଗ୍ରାମରେ ଶନିବାର ସାନ ଭାଇର ଠେଙ୍ଗା ମାଡରେ ବଡ ଭାଇର ମୃତ୍ୟୁ ଘଟିଛି ା 

ସ୍ବାମୀର ଏସିଡ୍‌ ମାଡରେ ସ୍ତ୍ରୀ ଗୁରୁତର

ସ୍ବାମୀର ଏସିଡ୍‌ ମାଡରେ ସ୍ତ୍ରୀ ଗୁରୁତର

ମାଲକାନଗିରି,୨୧ା୪ (ଡି.ଏନ୍‌.ଏ.)-ମାଲକାନଗିରି ଜିଲା ଏମଭି-୭୯ ଗ୍ରାମରେ ରବିବାର ଏକ ଦୁଃଖଦ ଘଟଣା ଘଟିଛି।

ପୋଲିସ ଗୁଳିରେ ୨ ମାଓବାଦୀ ନିହତ

ପୋଲିସ ଗୁଳିରେ ୨ ମାଓବାଦୀ ନିହତ

ମାଲକାନଗିରି,୨୧ା୪ (ଡି.ଏନ୍‌.ଏ.)-ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡର ବିଜାପୁରଠାରେ ପୋଲିସ ଗୁଳିରେ ୨ଜଣ ମାଓବାଦୀ ନିହତ ହୋଇଛନ୍ତି। 

ନାହିଁନାହିଁର ଗାଁ ଜାମୁଗୁଡା: ୪୮ ପରିବାର ପାଇଁ ଗୋଟିଏ ନଳକୂପ

ନାହିଁନାହିଁର ଗାଁ ଜାମୁଗୁଡା: ୪୮ ପରିବାର ପାଇଁ ଗୋଟିଏ ନଳକୂପ

ମାଲକାନଗିରି,୨୧ା୪ (ଡି.ଏନ୍‌.ଏ.)-ଆଦିବାସୀଙ୍କ ବିକାଶ ପାଇଁ  ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ  ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରାଯାଉଛି। 

ଜଙ୍ଗଲରେ ନିଆଁ

ଜଙ୍ଗଲରେ ନିଆଁ

ମାଲକାନଗିରି, ୨୧ା୪ (ସ୍ବ.ପ୍ର.)- ମାଲକାନଗିରି ଜିଲା ବନବିଭାଗର ବିଭିନ୍ନ ସ୍ଥାନରେ ଥିବା ଜଙ୍ଗଲରେ  ନିଆଁ ଲାଗିଛି। ବିଭାଗର ୬ଟି ରେଞ୍ଜ୍‌ର କର୍ମଚାରୀମାନେ ନିଆଁ ଲିଭାଇବା କାର୍ଯ୍ୟରେ ଲାଗିଛନ୍ତି। ନିଆଁ ଯୋଗୁ ଜଙ୍ଗଲର ନାହିଁ ନ ଥିବା କ୍ଷତି ଘଟିଛି।

୯ମ ଶ୍ରେଣୀରେ ନାମ ଲେଖାଇ ପାରୁନାହାନ୍ତି ୪୫ ଛାତ୍ରୀ

୯ମ ଶ୍ରେଣୀରେ ନାମ ଲେଖାଇ ପାରୁନାହାନ୍ତି ୪୫ ଛାତ୍ରୀ

ଚନ୍ଦ୍ରପୁର,୨୦ା୪(ଡ଼ି.ଏନ.ଏ)-ରାୟଗଡ଼ା ଜିଲା ଚନ୍ଦ୍ରପୁର ବ୍ଲକର ଡ଼ାଙ୍ଗସୋରଡ଼ା ସଦର ମହକୁମାରେ ଥିବା କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଥିବା ଗ୍ରାମ ମଙ୍ଗଳ ବିଭାଗର ଛାତ୍ରୀ ନିବାସରେ ୧୦୦ ଆଦିବାସୀ ଛାତ୍ରୀ ରୁହନ୍ତି

ଲୋକ ଅଦାଲତ ଉଦ୍‌ଘାଟିତ : ପ୍ରଥମ ଦିନରେ ୨ ମାମଲା ବିଚାର

ଲୋକ ଅଦାଲତ ଉଦ୍‌ଘାଟିତ : ପ୍ରଥମ ଦିନରେ ୨ ମାମଲା ବିଚାର

ରାୟଗଡା ଅଫିସ୍‌, ୨୦ା୪- ରାୟଗଡା ଜିଲା ଅଦାଲତ ପରିସରରେ ଶନିବାର ଏକ ଲୋକ ଅଦାଲତ ଉଦ୍‌ଘାଟିତ ହୋଇଯାଇଛିହାଇକୋର୍ଟ ଜଷ୍ଟିସ ସଞ୍ଜୁ ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଅଦାଲତକୁ ଉଦ୍‌ଘାଟନ କରିଥିଲେ ା 

ଡାକ୍ତରଖାନାରୁ ବିଚାରାଧୀନ କଏଦୀ ଚମ୍ପଟ୍‌, ଛାତିରେ ଯନ୍ତ୍ରଣା ହେଉଥିବା ଦର୍ଶାଇଥିଲେ

ଡାକ୍ତରଖାନାରୁ ବିଚାରାଧୀନ କଏଦୀ ଚମ୍ପଟ୍‌, ଛାତିରେ ଯନ୍ତ୍ରଣା ହେଉଥିବା ଦର୍ଶାଇଥିଲେ

ମାଲକାନଗିରି,୨୦।୪(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସଦର ମହକୁମାରେ ଥିବା ସବ୍‌ଜେଲ୍‌ରୁ ଶନିବାର ଜଣେ ବିଚାରାଧୀନ କଏଦୀ ଡାକ୍ତରଖାନାରୁ ଚମ୍ପଟ୍‌ ମାରିଛନ୍ତି। ସେ ହେଲେ ରାଜୁ ବାରୋଇ(୩୫)। 


Model This Week

ତୁଳସୀ ପ୍ରିୟଦର୍ଶିନୀ
Why Dharitri