ଗ୍ରୀଷ୍ମରେ ରକ୍ତ ଅଭାବ ଦୂର ପାଇଁ ପ୍ରୟାସ: ଷଷ୍ଠ ଶିବିରରେ ୨୪ ୟୁନିଟ୍‌ ରକ୍ତ ସଂଗ୍ରହ

ବ୍ରହ୍ମପୁର ଅଫିସ୍‌,୨୦ା୫-ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁ ବ୍ରହ୍ମପୁର ବଡ଼ ମେଡ଼ିକାଲ୍‌ ପରିସରରେ ଥିବା ରକ୍ତ ଭଣ୍ଡାରରେ ରକ୍ତର ଘୋର ଅଭାବ ଦେଖିବାକୁ ମିଳିଛି। ଆବଶ୍ୟକ ସ୍ଥଳେ ମଧ୍ୟ ରୋଗୀଙ୍କୁ ରକ୍ତ ମିଳୁନି। ଏହି...

ସରିନି କମଳାଙ୍କ ଜୀବନ ଯୁଦ୍ଧ: ୨୧ବର୍ଷ ପରେ ଫେରିଲେ ପୁଅ

କାମାକ୍ଷାନଗର, ୨୦।୫(ଡି.ଏନ୍‌.ଏ.)   କୁହାଯାଏ ନାରୀ ସର୍ବସଂହା। ଦୁନିଆର ଯେତେ ଦୁଃଖକୁ ସେ ହସି ହସି ସହିଯାଇପାରେ। ଏହାର ଜ୍ୱଳନ୍ତ ଉଦାହରଣ ହେଉଛନ୍ତି କାମାକ୍ଷାନଗର ଏନ୍‌ଏସି ୮ନଂ. ଓ୍ବାର୍ଡରେ ରହୁଥିବା କମଳା ରାଉଳ। ୨୧ବର୍ଷ...

ଗ୍ରାମ୍ୟ କୃଷି କର୍ମଚାରୀଙ୍କ ପାଇଁ ନାହିଁ କାର୍ଯ୍ୟାଳୟ: ଚାଷୀଙ୍କୁ ମିଳୁନି ଚାଷ ସମ୍ପର୍କିତ ସୂଚନା

ବଅଁରପାଳ, ୨୦।୫ (ଡି.ଏନ୍‌.ଏ.)  ଅନୁଗୋଳ ଜିଲା ବଅଁରପାଳ ବ୍ଲକ କୃଷି ବିଭାଗ ଅଧୀନରେ କାର୍ଯ୍ୟ କରୁଥିବା ଗ୍ରାମ୍ୟ କୃଷି କର୍ମଚାରୀମାନେ ନାନା ଅସୁବିଧା ଭୋଗୁଛନ୍ତି। କାର୍ଯ୍ୟ କରିବା ପାଇଁ କାର୍ଯ୍ୟାଳୟ ନ ଥିବା...

ନିର୍ବାଚନ ବେଳେ ୩,୪୪୯ କୋଟି ଟଙ୍କା ଜବତ

ନୂଆଦିଲ୍ଲୀ,୨୦।୫(ପି.ଟି.): ଲୋକ ସଭା ନିର୍ବାଚନ ଲାଗି ତାରିଖ ଘୋଷଣା ହେବା ପରେ ଦେଶର ବିଭିନ୍ନ ସ୍ଥାନରୁ ମୋଟ ୩୪୪୯.୧୨ କୋଟି ଟଙ୍କା ମୂଲ୍ୟର ନଗଦ ଅର୍ଥ, ଡ୍ରଗ୍ସ, ମଦ ଓ ଅନ୍ୟାନ୍ୟ ଦାମୀ...

ଲୋକ ସଭା ନିର୍ବାଚନ ଲାଗି ଏକ୍‌ଜିଟ ପୋଲ୍‌ ଠିକ୍‌ ନୁହେଁ

ନୂଆଦିଲ୍ଲୀ,୨୦।୫(ଆଇଏଏନ୍‌ଏସ୍‌): ସାତ ପର୍ଯ୍ୟାୟ ବିଶିଷ୍ଟ ଲୋକ ସଭା ନିର୍ବାଚନ ଶେଷ ହେବା ପରେ ବିଭିନ୍ନ ଗଣମାଧ୍ୟମ ପକ୍ଷରୁ ଏକ୍‌ଜିଟ ପୋଲ୍‌ (ବୁଥ୍‌ଫେରନ୍ତା ଜନମତ ସର୍ଭେ) ରିପୋର୍ଟ ପ୍ରକାଶ ପାଇଛି। ଏହାକୁ ଯଦି ବିଶ୍ୱାସକୁ...

‘ସବୁ ଏକ୍‌ଜିଟ୍‌ ପୋଲ୍‌ ମିଛ ନୁହେଁ’

ଶ୍ରୀନଗର,୨୦।୫: ଏକ୍‌ଜିଟ୍‌ ପୋଲ୍‌ ରିପୋର୍ଟକୁ ଜାମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ସମର୍ଥନ କରିଛନ୍ତି। ସେ କହିଛନ୍ତି ଯେ, ସବୁ ଏକ୍‌ଜିଟ୍‌ ପୋଲ୍‌ ରିପୋର୍ଟ କେବେହେଲେ ମିଛ ହୋଇପାରିବ ନାହିଁ। ୨୩ ତାରିଖରେ...

ଓୟୁଏଟି ପ୍ରବେଶିକା ପରୀକ୍ଷାରେ ଅବହେଳା ଅଭିଯୋଗ: ଖରାରେ ଛିଡ଼ା ହେବାରୁ ଅଭିଭାବକ-କର୍ତ୍ତୃପକ୍ଷ ମୁହାଁମୁହିିଁ

ବ୍ରହ୍ମପୁର ଅଫିସ,୨୦ା୫-ଗୋପାଳପୁର ରୋଡ ତଥା ଡୁରା ନିକଟସ୍ଥ ବ୍ରହ୍ମପୁର ସ୍କୁଲ ଅଫ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି(ବିଏସ୍‌ଇଟି)ରେ ରବିବାର ଉତ୍ତେଜନା ଦେଖାଦେଇଛି। ବିଏସ୍‌ଇଟିରେ ଓୟୁଏଟି ପରୀକ୍ଷା ପାଇଁ ଆସିଥିବା ପରୀକ୍ଷାର୍ଥୀଙ୍କୁ ଦୀର୍ଘ ସମୟ ଧରି...

ଆଜିଠାରୁ ବଢ଼ିପାରେ ପେଟ୍ରୋଲ-ଡିଜେଲ ଦର

ନୂଆଦିଲ୍ଲୀ,୨୦-୫: ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତେଲ ଦର ଯଥେଷ୍ଟ ବୃଦ୍ଧି ପାଇଥିଲେ ମଧ୍ୟ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶରେ ଦେଶରେ ପେଟ୍ରୋଲ ଓ ଡିଜେଲ ଦର ବଢ଼ି ନ...

ବଜାରରୁ ୬୩୯୯ କୋଟି କାଢ଼ି ନେଲେ ଏଫ୍‌ପିଆଇ

ନୂଆଦିଲ୍ଲୀ,୨୦-୫: ବିଦେଶୀ ପୋର୍ଟଫୋଲିଓ ନିବେଶକ(ଏଫ୍‌ପିଆଇ) ମେ’ରେ ଅଦ୍ୟାବଧି ଭାରତୀୟ ପୁଞ୍ଜି ବଜାରରୁ ୬୩୯୯ କୋଟି ଟଙ୍କା କାଢ଼ି ନେଇଛନ୍ତି। ସାଧାରଣ ନିର୍ବାଚନ ଫଳାଫଳରେ ଅନିଶ୍ଚିତତା ଏବଂ ଆମେରିକା-ଚାଇନା ବାଣିଜ୍ୟ ଯୁଦ୍ଧ ବିବାଦକୁ ନେଇ...

ବିଜୁ ଯୁବ ବାହିନୀ ବିରୋଧରେ ଫେରାଦ ହେଲା ଭାଜପା : ରିଲିଫ କୋଡ୍‌ ଉଲ୍ଲଂଘନ କରିଛନ୍ତି ସରକାର

ଭୁବନେଶ୍ୱର,୨୦ା୫(ବ୍ୟୁରୋ) : ରାଜ୍ୟ ରାଜକୋଷ ଅର୍ଥରେ ଗଠନ ହୋଇଥିବା ବିଜୁ ଯୁବ ବାହିନୀର ସଦସ୍ୟମାନଙ୍କ ବାତ୍ୟା ୧୫ଦିନ ପରେ ମଧ୍ୟ ଦେଖା ମିଳୁନାହିଁ। ବାତ୍ୟାରେ କ୍ଷତିଗ୍ରସ୍ତ ହୋଇଥିବା ଲୋକଙ୍କ ପାଇଁ କେନ୍ଦ୍ର ସହାୟତା...

ଇଭିଏମ୍‌ରେ ଜନାଦେଶ, ୨୩କୁ ଅପେକ୍ଷା

ନୂଆଦିଲ୍ଲୀ,୨୦।୫(ପି.ଟି.): ପଶ୍ଚିମବଙ୍ଗ ଏବଂ ପଞ୍ଜାବର କେତେକ ସ୍ଥାନରେ ହିଂସାକାଣ୍ଡକୁ ବାଦ୍‌ ଦେଲେ ରବିବାର ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟ ମତଦାନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିସହିତ ସପ୍ତଦଶ ଲୋକ ସଭା ନିମନ୍ତେ ମୋଟ ୫୪୨ ଆସନରେ ନିର୍ବାଚନ ସରିଛି।...

୪୪.୫ ଡିଗ୍ରୀରେ ଟିଟିଲାଗଡ଼ : ୮ ଜିଲାରେ ଜାରି ରହିବ ହିଟ୍‌ ଓ୍ବେଭ୍‌

ଭୁବନେଶ୍ୱର,୨୦।୫(ବ୍ୟୁରୋ) : ରାଜ୍ୟରେ ଅସମ୍ଭାଳ ହୋଇପଡ଼ିଛି ତାତି। ଅଧିକାଂଶ ସହରରେ ପାରଦ ୪୦ଡିଗ୍ରୀ ଉପରେ ରହୁଛି। ତାତି ଯେତିକି କଷ୍ଟ ଦେଉଛି, ତା’ଠୁ ବଳିପଡ଼ୁଛି ଗୁଳୁଗୁଳି। ଶନିବାର ଅପେକ୍ଷା ରବିବାର ତାପମାତ୍ରା ସାମାନ୍ୟ ହ୍ରାସ ପାଇଥିବା ବେଳେ ୧୩ ସହରରେ...

ଆଜି ନିଟ୍‌ ପରୀକ୍ଷା

ଭୁବନେଶ୍ୱର,୨୦।୫(ବ୍ୟୁରୋ) : ଦି ନ୍ୟାଶନାଲ ଏଲିଜିବିଲିଟି କମ୍‌ ଏଣ୍ଟ୍ରାନ୍ସ ଟେଷ୍ଟ(ନିଟ୍‌) ସୋମବାର ଅନୁଷ୍ଠିତ ହେବ। ପୂର୍ବାହ୍ନ ୧୦ଟାରୁ ପରୀକ୍ଷା ଆରମ୍ଭ ହୋଇ ଅପରାହ୍ନ ୧ଟାରେ ସରିବ। ଛାତ୍ରୀଛାତ୍ର ସକାଳ ୯ଟା ସୁଦ୍ଧା ପରୀକ୍ଷା କେନ୍ଦ୍ରରେ ପହଞ୍ଚିବେ। ସୂଚନାଯୋଗ୍ୟ, ଚଳିତମାସ ୫ତାରିଖରେ...

ଓଡ଼ିଶାକୁ ନେଇ ଏକଜିଟ୍‌ ପୋଲ: ଭାଜପା କରିବ ଭଲ ପ୍ରଦର୍ଶନ

ଭୁବନେଶ୍ୱର, ୧୯।୫(ବ୍ୟୁରୋ): ଲୋକସଭା ନିର୍ବାଚନର ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟ ଶେଷ ହେବା ପରେ ଏକଜିଟ ପୋଲ ଅନୁମାନ ଭାଜପା ପାଇଁ ଭଲ ଖବର ଆଣିଛି। ବିଭିନ୍ନ ସଂସ୍ଥା ପକ୍ଷରୁ କରାଯାଇଥିବା ଏକଜିଟ୍‌ ପୋଲ୍‌ ପୂର୍ବାନୁମାନ ଅନୁଯାୟୀ କେନ୍ଦ୍ରରେ ଭାଜପା...

ସାଧାରଣ ନିର୍ବାଚନ ୨୦୧୯ ବୁଥ ବାହୁଡା ମତ: କେନ୍ଦ୍ରରେ ପୁଣି ଫୁଟିପାରେ ପଦ୍ମ

ନୂଆଦିଲ୍ଲୀ, ୧୯।୫: ସରିଛି ୭ମ ତଥା ଅନ୍ତିମ ପର୍ଯ୍ୟାୟ ନିିର୍ବାଚନ। ସବୁଥର ପରି ଏଥର ମଧ୍ୟ ବିଭିନ୍ନ ଗଣମାଧ୍ୟମ ସଂସ୍ଥା ପକ୍ଷରୁ ଏକଜିଟ୍‌ ପୋଲ କରାଯାଇଛି। ବିଭିନ୍ନ ସଂସ୍ଥା ପକ୍ଷରୁ କରାଯାଇଥିବା ସର୍ଭେରେ ଭାଜପା ପୁଣି ଥରେ ସରକାର ଗଢିପାରେ...

ସରିଲା ନିର୍ବାଚନ: ଏବେ ମେ ୨୩କୁ ସମସ୍ତଙ୍କ ଅପେକ୍ଷା

ନୂଆଦିଲ୍ଲୀ, ୧୯।୫: ଶେଷ ହୋଇଛି ୨୦୧୯ ସାଧାରଣ ନିର୍ବାଚନ। ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟ ଲୋକସଭା ର୍ନିବାଚନ ପାଇଁ ରବିବାର ମତଦାନ ଶେଷ ହୋଇଛି। ତେବେ ଅପରାହ୍ନ ୫ଟା ସୁଦ୍ଧା ୫୨.୯୮ ପ୍ରତିଶତ ମତଦାନ ହୋଇଥିବା ଜଣାପଡିଛି। ଏବେ ମେ...

ସମଲିଙ୍ଗୀ ସମ୍ପର୍କକୁ ଦୂତୀଙ୍କ ସ୍ବୀକାର

ନୂଆଦିଲ୍ଲୀ,୧୯।୫- ଭାରତୀୟ ତାରକା ମହିଳା ସ୍ପ୍ରିଣ୍ଟର ଦୂତୀ ଚାନ୍ଦ ସମଲିଙ୍ଗୀ ସମ୍ପର୍କରେ ଥିବା କଥା ସ୍ବୀକାର କରିଛନ୍ତି। ଘରୋଇ ସହର ଯାଜପୁରର ଜଣେ ଝିଅଙ୍କ ସହ ତାଙ୍କର ଗତ ୩ ବର୍ଷ ହେବ ସମ୍ପର୍କ ରହିଛି ବୋଲି ୨୩ ବର୍ଷୀୟ...

ଯାଜପୁର ସଂସଦୀୟ କ୍ଷେତ୍ର: ୯ ବୁଥ୍‌ରେ ହେଉଛି ସାନି ମତଦାନ, ଭୋଟକେନ୍ଦ୍ରରେ ମତଦାତାଙ୍କ ଭିଡ଼

ଯାଜପୁର ଅଫିସ,୧୯।୫-ଯାଜପୁର ସଂସଦୀୟ କ୍ଷେତ୍ରର ୯ ଟି ବୁଥ୍‌ରେ ରବିବାର ସାନି ମତଦାନ ଚାଲିଛି। ଏଥିରେ ମୋଟ ୯୯୩୧ ମତଦାତା ସେମାନଙ୍କ ମତଦାନ ସାବ୍ୟସ୍ତ କରିବେ। ବିଞ୍ଝାରପୁର ବିଧାନସଭା ଆସନର ୧୩୫ ଓ ୧୯୧ ନଂ ବୁଥ୍‌, ବରୀର ୮୨,...

ଶେଷ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ: ମତଦାନ ଜାରି

ନୂଆଦିଲ୍ଲୀ, ୧୯।୫: ଲୋକ ସଭା ନିର୍ବାଚନର ସପ୍ତମ ପର୍ଯ୍ୟାୟରେ ୭ଟି ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳର ୫୯ଟି ଆସନ ପାଇଁ ରବିବାର ମତଦାନ ସକାଳ ୭ଟାଠାରୁ ଆରମ୍ଭ ହୋଇଛି। ଏହି ପର୍ଯ୍ୟାୟରେ ଉତ୍ତରପ୍ରଦେଶର ୧୩ ଆସନ, ପଞ୍ଜାବର...

ଆଣ୍ଡାମାନ ଛୁଇଁଲା ମୌସୁମୀ, ଜୁନ୍‌ରେ ଓଡ଼ିଶା ଆସିବ; ଜଳୁଛି ସାରା ଓଡ଼ିଶା, ୪୫.୮ ଡିଗ୍ରୀରେ ଟିଟିଲାଗଡ଼

ଭୁବନେଶ୍ୱର, ୧୯।୫(ବ୍ୟୁରୋ)/ରଣପୁର (ସ୍ବ.ପ୍ର.)- ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ତାତିରେ ତ୍ରାହି ତ୍ରାହି ଡାକୁଛନ୍ତି ଲୋକେ। ରାଜ୍ୟର ଅଧିକାଂଶ ଜିଲାରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଛି। ପ୍ରବଳ ଗରମକୁ ଗୁଳୁଗୁଳି ଲୋକଙ୍କୁ ଅସ୍ତବ୍ୟସ୍ତ କରିଦେଉଛି। ପୂର୍ବାହ୍ନ...

ଫଟୋରେ ଖବର

ବଡବିଲ୍‌ରୁ ଚୋରି ହାଇଓ୍ବା ଝାଡଖଣ୍ଡରୁ ଜବତ, ମାଷ୍ଟରମାଇଣ୍ଡ ସହ ୩ ଗିରଫ

View
ଏପ୍ରିଲ ୧୧ରେ ୧୭ ଆସନରେ ଭୋଟ: ଟିଆର୍‌ଏସ୍‌ର ମିଶନ ୧୬

View
ନିର୍ବାଚନ ଆଚରଣ ବିଧି: ୨୪ ଘଣ୍ଟାରେ ଇସିଙ୍କର ୪ ନୋଟିସ୍‌

View
ଭାଜପାକୁ ଫେରିଲେ ବିଜୟ

View
ଲୋକ ସଭା ନିର୍ବାଚନ: ୩ ସପ୍ତାହରେ ଇସିଙ୍କ ଦ୍ୱାରା ୬୧୩ କୋଟିରୁ ଅଧିକ ମୂଲ୍ୟର ପ୍ରତିବନ୍ଧିତ ସାମଗ୍ରୀ ଜବତ

View
selfi corner

 

Model This Week

Why Dharitri

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଅପରାଧ

Video News

Five booths face snap polls in Baripada

Repolling continues in booth number 127 at Shahid Nagar

Buddha Jayanti celebrated in Kalinga Buddha Vihar

Forest official injured in bison attack

Bus gets stuck on bridge railings, close shave for passengers

Local Labourers protest against migrant workers in Jajpur

Foundation day of ‘Rashtriya Shramika Nyaya mancha

Jhadkusumi villagers fume over drinking water woes

Fire guts Durgapur village

Fresh polls in 5 booths of Mayurbhanj district