ସମ୍ବଲପୁର

ବଏସ୍‌ ୭୦ ଟପ୍‌ଲା: ଭତାରୁ ବଁଚିତ୍‌ ୨ ବୁରୁଧ୍‌

ବଏସ୍‌ ୭୦ ଟପ୍‌ଲା: ଭତାରୁ ବଁଚିତ୍‌ ୨ ବୁରୁଧ୍‌

ଖପ୍ରାଖୋଲ, ୨୨ା୨(ଡି.ଏନ.ଏ):  ସରକାର ସାମାଜିକ ସୁରକ୍ଷାକେ ମଜବୁତ କରବାର ଲାଗି ଅନେକ ପରକାର ସାମାଜିକ ସୁରକ୍ଷା କାଯ୍‌କରମ ହାତକେ ନେଇଛନ୍‌। ଇଥ୍‌ରେ ୬୦ ବଛର୍‌ରୁ ଅଧ୍‌କା ବଏସ୍‌ର ବୁଢ଼ାବୁଢ଼ି, ଭିନ୍ନକ୍ଷମ, ବିଧବା ମହିଲାକୁଁ ବି ଭତା ଯୁଗେଇ ଦେବାର ନିୟମ ରହିଛେ। ସେନ୍‌ତା ଇନ୍ଦିରା ଗାନ୍ଧୀ ଜାତୀୟ ବାର୍ଦ୍ଧକ୍ୟ ଭତା ଆର ମଧୁବାବୁ ପେନସନ ଲେଖେଁ ଯୋଜନା ବି କାଯ୍‌କାରି ହେଉଛେ। ହେଲେ ବହୁତ୍‌ ଜାଗାରେ ହକ୍‌ଦାର ହିତାଧିକାରୀ ଇ ସବୁ ଯୋଜନାର ସୁଫଲ ପାଏବାରୁ ବଁଚିତ୍‌ ହେଉଥିବାର ଦେଖ୍‌ବାକେ ମିଲୁଛେ। ଏନ୍‌ତା ଗୁଟେ ଘଟନା ଦେଖ୍‌ବାକେ ମିଲିଛେ ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ପଡ଼ିଆବାହାଲ ପଁଚେତ୍‌ର ଦେଦର୍ହ ଗଁାରେ। ଗଁାର ମହାଦେବ ବରିହା ଆର ନୃପ ବରିହା ଦୁହିଁକର ବଏସ୍‌ ୭୦ ଟପି ଗଲାନ। ଭୋଟର କାର୍ଡ ହିସାବେ ମହାଦେବକୁଁ ୭୦ ବଛର ହେଉଥିଲା ବେଲେ ନୃପକୁଁ ୮୦ ବଛର। ହେଲେ ଆଏଜ୍‌ତକ୍‌ ଦୁଇଝନ ଭତା ପାଏବାରୁ ବଁଚିତ୍‌ ହେଇ ରହିଛନ୍‌। ଦୁଇଝନ ପଁଚେତ୍‌ନୁ ମୂଲ୍‌ କରି ବ୍ଲକ ତକ୍‌ ସବୁନେ ଭତାର ଲାଗି ଗୁହାରି କରି ନିରାଶ ହେଇଥିବାର କହିଛନ୍‌। ଇ ବାବ୍‌ଦେ ଖପ୍ରାଖୋଲ ବିଡିଓ ତରଣୀ ସୁନାକୁଁ ପଚରାଲାରୁ ଘଟନାର ତଦଁତ୍‌ କରି ହକ୍‌ଦାର ହିତାଧିକାରୀକୁଁ ଯେତେ ଜଲ୍‌ଦି ହେବା ଭତା ଦିଆଯିବା ବଲି ସେ କହିଛନ୍‌।

All Right Reserved By

ସମ୍ବଲପୁର

୫ ଗାଁ ଲୋକେ ଝାଡ଼ାବାନ୍ତିରେ ଆକ୍ରାନ୍ତ

୫ ଗାଁ ଲୋକେ ଝାଡ଼ାବାନ୍ତିରେ ଆକ୍ରାନ୍ତ

ନାକଟିଦେଉଳ,୨୫।୩(ଡି.ଏନ.ଏ.): ସମ୍ବଲପୁର ଜିଲା ନାକଟିଦେଉଳ ବ୍ଲକ ଅନ୍ତର୍ଗତ ଗିରିଶ୍ଚନ୍ଦ୍ରପୁର ପଞ୍ଚାୟତର ପାଣିଗ୍ରାହୀପାଲି  ଗ୍ରାମର ଆଡ଼ି ସାହି, ଭୁଲକି, କଞ୍ଚନପୁର, ଗିରିଶ୍ଚନ୍ଦ୍ରପୁର ଓ ଟୁରିବାହାଲରେ ଲୋକେ ଝାଡାବାନ୍ତିର ଆକ୍ରାନ୍ତ ହୋଇଛନ୍ତି। 

ବିଜେଡି, ଭାଜପା ସମେତ ନାମାଙ୍କନପତ୍ର ଦାଖଲ କଲେ ୯ ପ୍ରାର୍ଥୀ

ବିଜେଡି, ଭାଜପା ସମେତ ନାମାଙ୍କନପତ୍ର ଦାଖଲ କଲେ ୯ ପ୍ରାର୍ଥୀ

ରାଉରକେଲା ଅଫିସ,୨୫।୩: ସୁନ୍ଦରଗଡ଼ ଲୋକ ସଭା ଏବଂ ଏହା ଅଧୀନ ୭ ବିଧାନସଭା ଆସନ ପାଇଁ ଦ୍ୱିତୀୟ ପର୍ଯ୍ୟାୟରେ ଏପ୍ରିଲ ୧୮ ତାରିଖରେ ଭୋଟଗ୍ରହଣ କରାଯିବ। 

   ଶେଷ ଦିନରେ ୧୯ଜଣ ଦାଖଲ କଲେ ନାମାଙ୍କନ

ଶେଷ ଦିନରେ ୧୯ଜଣ ଦାଖଲ କଲେ ନାମାଙ୍କନ

ନୂଆପଡା ଅଫିସ,୨୫ା୩: ସାଧାରଣ ନିର୍ବାଚନ ସକାଶେ ଗତ ୧୮ତାରିଖଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଥିବାବେଳେ ଏଥିପାଇଁ ସୋମବାର ଶେଷ ଦିନ ଥିଲା । ଏହି ଦିନ ସୁଦ୍ଧା ଜିଲାରେ ମୋଟ ୧୯ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । 

ଖଡିଆଳରେ କଂଗ୍ରେସର ବିଶାଳ ଶୋଭାଯାତ୍ରା

ଖଡିଆଳରେ କଂଗ୍ରେସର ବିଶାଳ ଶୋଭାଯାତ୍ରା

ଖଡିଆଳ,୨୫।୩(ଡି.ଏନ.ଏ.): ଆସନ୍ତା ସାଧାରଣ ନିର୍ବାଚନକୁ ନେଇ ଖଡିଆଳ ବିଧାନସଭା ନିର୍ବାଚନ ମଣ୍ଡଳୀରେ ନିର୍ବାଚନ ଉଷ୍ମତା ବଢ଼ିବାରେ ଲାଗିଥିବା ବେଳେ ସୋମବାର ନାମାଙ୍କନ ପତ୍ର ଦାଖଲ କରିବା ପୂର୍ବରୁ କଂଗ୍ରେସ ନିଜର ଶକ୍ତି ପ୍ରଦର୍ଶନ ସ୍ବରୂପ ଏକ ବିଶାଳ ଶୋଭାଯାତ୍ରାର ଆୟୋଜନ କରିଥିଲା । 

ମିଳିଲାନି ସରକାରୀ ସହାୟତା : ପର ଘରେ ମୁଣ୍ଡ ଗୁଞ୍ଜୁଛନ୍ତି  ସେବତୀଙ୍କ ପରିବାର

ମିଳିଲାନି ସରକାରୀ ସହାୟତା : ପର ଘରେ ମୁଣ୍ଡ ଗୁଞ୍ଜୁଛନ୍ତି ସେବତୀଙ୍କ ପରିବାର

କର୍ଲାମୁଣ୍ଡା,୨୫।୩(ଡି.ଏନ.ଏ.):ବାସହୀନଙ୍କ ପାଇଁ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ବାସଗୃହ ଯୋଗାଇ ଦେବାକୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ବିଜୁ ପକ୍କଘର ଯୋଜନା କରିଛନ୍ତି । 

ବେଆଇନ ବନ୍ଧୁକ ରଖି ଗିରଫ

ବେଆଇନ ବନ୍ଧୁକ ରଖି ଗିରଫ

ଘଣ୍ଟାପଡା, ୨୫।୩ (ଡି.ଏନ.ଏ):କଣ୍ଟାମାଳ ଥାନା ଘଣ୍ଟାପଡା ଫାଣ୍ଡି ଅନ୍ତର୍ଗତ ଉମା ଗ୍ରାମରେ ରବିବାର ପୋଲିସ ଚଢାଉ କରି ବେଆଇନ ଭାବେ ବନ୍ଧୁକ ରଖିଥିବା ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି। 

ଦାବି ପୂରଣ ହେଲାନି, ଭୋଟ ବର୍ଜନ ନିଷ୍ପତ୍ତି

ଦାବି ପୂରଣ ହେଲାନି, ଭୋଟ ବର୍ଜନ ନିଷ୍ପତ୍ତି

ଜାମଟିକ୍ରା, ୨୫।୩ (ଡି.ଏନ.ଏ): ବରଗଡ ଜିଲା ପଞ୍ଚାୟତିରାଜ ଗ୍ରାମୀଣ ଜଳଯୋଗାଣ ସ୍ବାବଲମ୍ବୀ କାରିଗର ସଂଘର ଏକ ଜରୁରୀ ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି ।

ବିଜେଡି ଟିକେଟ ପୁନର୍ବିଚାର ଦାବିରେ ନିହାର ବେହେରାଙ୍କ ସମର୍ଥକଙ୍କର ରାଜପଥ ଅବରୋଧ

ବିଜେଡି ଟିକେଟ ପୁନର୍ବିଚାର ଦାବିରେ ନିହାର ବେହେରାଙ୍କ ସମର୍ଥକଙ୍କର ରାଜପଥ ଅବରୋଧ

ଲୋଇସିଂହା,୨୫।୩(ଡି.ଏନ.ଏ): ବଲାଙ୍ଗୀର ଜିଲା ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ବିଜେଡି ପ୍ରାର୍ଥୀ ଭାବେ ପ୍ରଦୀପ ବେହେରାଙ୍କୁ ଟିକେଟ ଦିଆଯାଇଛି ।

 ନାମାଙ୍କନ ଦାଖଲ କଲେ ସୁରେଶ ପୂଜାରୀ

ନାମାଙ୍କନ ଦାଖଲ କଲେ ସୁରେଶ ପୂଜାରୀ

ବରଗଡ଼ ଅଫିସ୍‌, ୨୫।୩: ବରଗଡ଼ ଲୋକ ସଭା ଆସନ ପାଇଁ ଭାଜପା ପ୍ରାର୍ଥୀ ସୁରେଶ ପୂଜାରୀ ସୋମବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି । 

  ବିଜେଡି, ଭାଜପା ପ୍ରାର୍ଥୀ କୋଳାକୋଳି

ବିଜେଡି, ଭାଜପା ପ୍ରାର୍ଥୀ କୋଳାକୋଳି

ବରଗଡ଼ ଅଫିସ୍‌,୨୫।୩: ବରଗଡ଼ ଲୋକ ସଭା ଆସନ ପାଇଁ ସୋମବାର ଉଭୟ ବିଜେଡି ଓ ଭାଜପା ପ୍ରାର୍ଥୀ ଜିଲାପାଳଙ୍କ ଅଫିସରେ ନାମାଙ୍କନପତ୍ର ଦାଖଲ କରିଛନ୍ତି ।

ନାମାଙ୍କନ ଦାଖଲ କଲେ ପ୍ରସନ୍ନ ଆଚାର୍ଯ୍ୟ

ନାମାଙ୍କନ ଦାଖଲ କଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼ ଅଫିସ୍‌,୨୫।୩: ବରଗଡ଼ ଲୋକ ସଭା ଆସନ ପାଇଁ ବିଜେଡି ପ୍ରାର୍ଥୀ ପ୍ରସନ୍ନ ଆଚାର୍ଯ୍ୟ ସୋମବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।

ନାମାଙ୍କନ ପତ୍ର ଦାଖଲ କଲେ କେ.ଭି.

ନାମାଙ୍କନ ପତ୍ର ଦାଖଲ କଲେ କେ.ଭି.

ପାଟଣାଗଡ଼,୨୫।୩(ଡି.ଏନ୍‌.ଏ.):  ବଲାଙ୍ଗୀର ଜିଲା ପାଟଣାଗଡ଼ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ସୋମବାର ମଧ୍ୟାହ୍ନ ୧୨ ଟାରେ କନକ ବର୍ଦ୍ଧନ ସିଂଦେଓ ପାଟଣାଗଡ଼ ବିଧାନସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। 


Model This Week

ରଶ୍ମି
Why Dharitri