୩ ଦିନ ପରେ ଗଣତି, ବଢୁଛି ଉତ୍କଣ୍ଠା

ବାଲେଶ୍ୱର ଅଫିସ, ୧୯।୫-ଭୋଟ ଗଣତି ଦିନ ପାଖେଇ ଆସୁଥିବାରୁ ବିଭିନ୍ନ ରାଜନୈତିକ ଦଳର ପ୍ରାର୍ଥୀଙ୍କ ମଧ୍ୟରେ ଉତ୍କଣ୍ଠା ବଢିବାରେ ଲାଗିଛି। ସେମାନେ ଆଶା, ଆଶଙ୍କାରେ ରହି ଦିନ ବିତାଉଛନ୍ତି। ଏଥର ସାଧାରଣ ନିର୍ବାଚନର...

ପ୍ଲିସ୍‌କୋଭାଙ୍କୁ ଇଟାଲିଆନ ଓପନ ଟାଇଟଲ

ରୋମ୍‌, ୧୯ା୫ (ଏଏଫ୍‌ପି)- ଚତୁର୍ଥ ସିଡ୍‌ ତଥା ଚେକ୍‌ରିପବ୍ଲିକର କାରୋଲିନା ପ୍ଲିସ୍‌କୋଭା ଡବ୍ଲ୍ୟୁଟିଏ ଇଟାଲିଆନ ଓପନ ମହିଳା ସିଙ୍ଗଲ୍ସ୍ସ ଟାଇଟଲ ଜିତିଛନ୍ତି। ରବିବାର ଫାଇନାଲରେ ସେ ବ୍ରିଟେନର ଜୋହାନା କୋଣ୍ଟାଙ୍କୁ ୬-୩, ୬-୪...

ବିଚାରାଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ

ସୋନପୁର,୧୯।୫(ନି.ପ୍ର.):ସୁବର୍ଣ୍ଣପୁର ଜିଲା ସୋନପୁର ଉପକାରାଗାରର ଜଣେ ବିଚାରାଧୀନ କଏଦୀଙ୍କର ରବିବାର ସନ୍ଦେହଜନକ ମୃତ୍ୟୁ ହୋଇଛି। ମୃତ କଏଦୀଙ୍କ ନାମ ଟିକୁ ଅଜଗର(୨୬)। ତାଙ୍କ ଘର ବିନିକା ସହରର ଚମାରପଡାରେ। ଟିକୁଙ୍କୁ ଉପକାରାଗାର ପରିସର...

ବିଜୁ ଯୁବ ବାହିନୀ ବିରୋଧରେ ଫେରାଦ ହେଲା ଭାଜପା:ରିଲିଫ କୋଡ୍‌କୁ ଉଲଙ୍ଘନ କରିଛନ୍ତି ସରକାର

ଭୁବନେଶ୍ୱର,୧୯।୫(ବ୍ୟୁରୋ):ରାଜ୍ୟ ରାଜକୋଷ ଅର୍ଥରେ ଗଠନ ହୋଇଥିବା ବିଜୁ ଯୁବ ବାହିନୀର ସଦସ୍ୟମାନଙ୍କ ବାତ୍ୟା ୧୫ଦିନ ପରେ ମଧ୍ୟ ଦେଖା ମିଳୁନାହିଁ। ବାତ୍ୟାରେ କ୍ଷତିଗ୍ରସ୍ତ ହୋଇଥିବା ଲୋକଙ୍କ ପାଇଁ କେନ୍ଦ୍ର ସହାୟତା ଦେଇଥିବାବେଳେ ରାଜ୍ୟ...

ଶ୍ରୀମନ୍ଦିର କ୍ଷୟକ୍ଷତି ଅନୁଧ୍ୟାନ କଲେ ଧର୍ମେନ୍ଦ୍ର ପ୍ରଧାନ:ରଥଯାତ୍ରା ସୁଦ୍ଧା ଫେରିବ ସ୍ବାଭାବିକ ଅବସ୍ଥା

ପୁରୀ ଅଫିସ, ୧୯ା୫: ବାତ୍ୟାରେ ଶ୍ରୀମନ୍ଦିରରେ ହୋଇଥିବା କ୍ଷୟକ୍ଷତିର ଅନୁଧ୍ୟାନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ପୂର୍ବାହ୍ନ ପ୍ରାୟ ସାଢେ ୧୧ଟାରେ କେନ୍ଦ୍ରମନ୍ତ୍ରୀ ପ୍ରଧାନ ସ୍ଥାନୀୟ ଦଳୀୟ ନେତୃବୃନ୍ଦଙ୍କ ସହ ସିଂହଦ୍ୱାର ନିକଟରେ...

ଯେଉଁଠି ରୋଗ ଉପଶମ ପାଇଁ ପିଆଯାଏ ଅସରପା ସରବତ୍‌

ଅସରପା ନାଁ ଶୁଣିଲେ ଅନେକ ଘୃଣା କରୁଥିବାବେଳେ ଚୀନ୍‌ରେ ଏହାକୁ ବ୍ୟବସାୟ କରାଯାଏ। ଅସରପାରେ ଥିବା ଅଦ୍ଭୁତ ଔଷଧୀୟ ଗୁଣ ଯୋଗୁ ଚାଇନାରେ ଏହାକୁ ବେଶ୍‌ ପସନ୍ଦ କରାଯାଏ। ସ୍ଥାନୀୟ ଶିଚାଙ୍ଗ୍‌ ସହରର...

ଶରୀର ପାଇଁ ହାନିକାରକ ଡାଏଟ୍‌ କୋଲ୍‌ଡ୍ରିଙ୍କସ୍‌

କ୍ୟାଲୋରୀ ରହିତ ଡାଏଟ୍‌ କୋଲ୍‌ଡ୍ରିଙ୍କସ୍‌ ମଧ୍ୟ ସ୍ବାସ୍ଥ୍ୟ ପାଇଁ ହାନିକାରକ। ଏହାର ନିୟମିତ ସେବନ ପାକସ୍ଥଳୀରେ ଟାଇପ୍‌-୨ ଡାଏବିଟିସ୍‌ ଏବଂ ହୃଦ୍‌ରୋଗରୁ ରକ୍ଷାକରୁଥିବା ଏନ୍‌ଜାଇମ୍‌ ଉତ୍ପାଦନ ହ୍ରାସ ପାଇଥାଏ। ଆମେରିକା ସ୍ଥିତ ମିଶିଗାନ୍‌...

ମୋଦିଙ୍କ କେଦାରନାଥ ଗସ୍ତକୁ ନେଇ ଆପତ୍ତି: ନିର୍ବାଚନ କମିଶନଙ୍କ ନିକଟରେ ଫେରାଦ ହେଲା ଟିଏମ୍‌ସି

କୋଲକାତା, ୧୯।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କେଦାରନାଥ ଓ ବଦ୍ରିନାଥ ଗସ୍ତକୁ ନେଇ ଆପତ୍ତି ଉଠାଇ ନିର୍ବାଚନ କମଶନଙ୍କ ନିକଟରେ ଫେରାଦ ହୋଇ ତୃଣମୂଳ କଂଗ୍ରେସ। ଏହା ନିର୍ବାଚନ ଆଚରଣ ବିଧିର ଉଲ୍ଲଂଘନ...

ଅଷ୍ଟ୍ରେଲିଆ ନିର୍ବାଚନ: ପୁଣି ଥରେ କ୍ଷମତାକୁ ଫେରିଲା କଞ୍ଜରଭେଟିଭ ମେଣ୍ଟ

ସିଡନୀ, ୧୯।୫: ଏକଜିଟ୍‌ ପୋଲ୍‌ ଆକଳନକୁ ଭୁଲ ସାବ୍ୟସ୍ତ କରି ପୁଣି ଥରେ ଶାସକ କଞ୍ଜରଭେଟିଭ ଲିବେରାଲ ପାର୍ଟି ମେଣ୍ଟ ବିଜୟୀ ହୋଇଛି। ଏଠାରେ ଅନୁଷ୍ଠିତ ସାଧାରଣ ନିର୍ବାଚନରେ ଅଷ୍ଟ୍ରେଲିଆ ପାର୍ଲାମେଣ୍ଟର ୧୫୧...

ଏପର୍ଯ୍ୟନ୍ତ ଉଦ୍‌ଘାଟନ ହୋଇନି ଭାରତର ଏହି ଚର୍ଚ୍ଚିତ ପୋଲ

ବିଶ୍ୱରେ ଏମିତି କିଛି ପୋଲ ରହିଛି ଯାହାର ସ୍ବତନ୍ତ୍ରତା ପାଇଁ ଏହା ପ୍ରସିଦ୍ଧ। ସେହିଭଳି କୋଲକାତାର ପରିଚୟ ହେଉଛି ହାଓ୍ବଡା ବ୍ରିଜ୍‌। ଏହି ବ୍ରିଜର ରହିଛି ସ୍ବତନ୍ତ୍ର ପରିଚୟ। ବିଶ୍ୱରେ ଏହା ବେଶ୍‌...

ଓଡ଼ିଶାକୁ ନେଇ ଏକଜିଟ୍‌ ପୋଲ: ଭାଜପା କରିବ ଭଲ ପ୍ରଦର୍ଶନ

ଭୁବନେଶ୍ୱର, ୧୯।୫(ବ୍ୟୁରୋ): ଲୋକସଭା ନିର୍ବାଚନର ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟ ଶେଷ ହେବା ପରେ ଏକଜିଟ ପୋଲ ଅନୁମାନ ଭାଜପା ପାଇଁ ଭଲ ଖବର ଆଣିଛି। ବିଭିନ୍ନ ସଂସ୍ଥା ପକ୍ଷରୁ କରାଯାଇଥିବା ଏକଜିଟ୍‌ ପୋଲ୍‌ ପୂର୍ବାନୁମାନ ଅନୁଯାୟୀ କେନ୍ଦ୍ରରେ ଭାଜପା...

ସାଧାରଣ ନିର୍ବାଚନ ୨୦୧୯ ବୁଥ ବାହୁଡା ମତ: କେନ୍ଦ୍ରରେ ପୁଣି ଫୁଟିପାରେ ପଦ୍ମ

ନୂଆଦିଲ୍ଲୀ, ୧୯।୫: ସରିଛି ୭ମ ତଥା ଅନ୍ତିମ ପର୍ଯ୍ୟାୟ ନିିର୍ବାଚନ। ସବୁଥର ପରି ଏଥର ମଧ୍ୟ ବିଭିନ୍ନ ଗଣମାଧ୍ୟମ ସଂସ୍ଥା ପକ୍ଷରୁ ଏକଜିଟ୍‌ ପୋଲ କରାଯାଇଛି। ବିଭିନ୍ନ ସଂସ୍ଥା ପକ୍ଷରୁ କରାଯାଇଥିବା ସର୍ଭେରେ ଭାଜପା ପୁଣି ଥରେ ସରକାର ଗଢିପାରେ...

ସରିଲା ନିର୍ବାଚନ: ଏବେ ମେ ୨୩କୁ ସମସ୍ତଙ୍କ ଅପେକ୍ଷା

ନୂଆଦିଲ୍ଲୀ, ୧୯।୫: ଶେଷ ହୋଇଛି ୨୦୧୯ ସାଧାରଣ ନିର୍ବାଚନ। ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟ ଲୋକସଭା ର୍ନିବାଚନ ପାଇଁ ରବିବାର ମତଦାନ ଶେଷ ହୋଇଛି। ତେବେ ଅପରାହ୍ନ ୫ଟା ସୁଦ୍ଧା ୫୨.୯୮ ପ୍ରତିଶତ ମତଦାନ ହୋଇଥିବା ଜଣାପଡିଛି। ଏବେ ମେ...

ସମଲିଙ୍ଗୀ ସମ୍ପର୍କକୁ ଦୂତୀଙ୍କ ସ୍ବୀକାର

ନୂଆଦିଲ୍ଲୀ,୧୯।୫- ଭାରତୀୟ ତାରକା ମହିଳା ସ୍ପ୍ରିଣ୍ଟର ଦୂତୀ ଚାନ୍ଦ ସମଲିଙ୍ଗୀ ସମ୍ପର୍କରେ ଥିବା କଥା ସ୍ବୀକାର କରିଛନ୍ତି। ଘରୋଇ ସହର ଯାଜପୁରର ଜଣେ ଝିଅଙ୍କ ସହ ତାଙ୍କର ଗତ ୩ ବର୍ଷ ହେବ ସମ୍ପର୍କ ରହିଛି ବୋଲି ୨୩ ବର୍ଷୀୟ...

ଯାଜପୁର ସଂସଦୀୟ କ୍ଷେତ୍ର: ୯ ବୁଥ୍‌ରେ ହେଉଛି ସାନି ମତଦାନ, ଭୋଟକେନ୍ଦ୍ରରେ ମତଦାତାଙ୍କ ଭିଡ଼

ଯାଜପୁର ଅଫିସ,୧୯।୫-ଯାଜପୁର ସଂସଦୀୟ କ୍ଷେତ୍ରର ୯ ଟି ବୁଥ୍‌ରେ ରବିବାର ସାନି ମତଦାନ ଚାଲିଛି। ଏଥିରେ ମୋଟ ୯୯୩୧ ମତଦାତା ସେମାନଙ୍କ ମତଦାନ ସାବ୍ୟସ୍ତ କରିବେ। ବିଞ୍ଝାରପୁର ବିଧାନସଭା ଆସନର ୧୩୫ ଓ ୧୯୧ ନଂ ବୁଥ୍‌, ବରୀର ୮୨,...

ଶେଷ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ: ମତଦାନ ଜାରି

ନୂଆଦିଲ୍ଲୀ, ୧୯।୫: ଲୋକ ସଭା ନିର୍ବାଚନର ସପ୍ତମ ପର୍ଯ୍ୟାୟରେ ୭ଟି ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳର ୫୯ଟି ଆସନ ପାଇଁ ରବିବାର ମତଦାନ ସକାଳ ୭ଟାଠାରୁ ଆରମ୍ଭ ହୋଇଛି। ଏହି ପର୍ଯ୍ୟାୟରେ ଉତ୍ତରପ୍ରଦେଶର ୧୩ ଆସନ, ପଞ୍ଜାବର...

ଆଣ୍ଡାମାନ ଛୁଇଁଲା ମୌସୁମୀ, ଜୁନ୍‌ରେ ଓଡ଼ିଶା ଆସିବ; ଜଳୁଛି ସାରା ଓଡ଼ିଶା, ୪୫.୮ ଡିଗ୍ରୀରେ ଟିଟିଲାଗଡ଼

ଭୁବନେଶ୍ୱର, ୧୯।୫(ବ୍ୟୁରୋ)/ରଣପୁର (ସ୍ବ.ପ୍ର.)- ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ତାତିରେ ତ୍ରାହି ତ୍ରାହି ଡାକୁଛନ୍ତି ଲୋକେ। ରାଜ୍ୟର ଅଧିକାଂଶ ଜିଲାରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଛି। ପ୍ରବଳ ଗରମକୁ ଗୁଳୁଗୁଳି ଲୋକଙ୍କୁ ଅସ୍ତବ୍ୟସ୍ତ କରିଦେଉଛି। ପୂର୍ବାହ୍ନ...

ଶେଷ କ୍ୟାବିନେଟ୍‌ରେ ଫନୀ ଚିନ୍ତା

ଭୁବନେଶ୍ୱର,୧୯।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ସରକାରଙ୍କ ଶେଷ କ୍ୟାବିନେଟ୍‌ ବୈଠକ ଶନିବାର ସଚିବାଳୟରେ ଅନୁଷ୍ଠିତ ହୋଇଛି। ସାମୁଦ୍ରିକ ଝଡ ଫନୀ ଦ୍ୱାରା ପ୍ରଭାବିତ ପୁରୀ ଏବଂ ଅନ୍ୟାନ୍ୟ ଅଞ୍ଚଳ ପାଇଁ ବ୍ୟବସ୍ଥାର ସମୀକ୍ଷା ସହ ବିଭିନ୍ନ ନିୟମରେ କୋହଳ...

ବିଶ୍ୱକପ୍‌: କୋହଲିଙ୍କ ଲାଗି ନେତୃତ୍ୱର ପରୀକ୍ଷା

ନୂଆଦିଲ୍ଲୀ,୧୯।୫(ପି.ଟି.)- ବିରାଟ କୋହଲି ବିଶ୍ୱ କ୍ରିକେଟରେ ସୁପରଷ୍ଟାର ମାନ୍ୟତା ପାଇଛନ୍ତି। ବ୍ୟାଟିଂରେ କ୍ରମାଗତଭାବେ ସ୍ଥିର ପ୍ରଦର୍ଶନ କରି ସେ ଜଣେ ମହାନ୍‌ ବ୍ୟାଟ୍ସମ୍ୟାନର ମାନ୍ୟତା ମଧ୍ୟ ପାଇସାରିଛନ୍ତି। କିନ୍ତୁ ଆଉ କିଛି ଦିନ ପରେ ଇଂଲଣ୍ଡରେ ଆରମ୍ଭ ହେବାକୁ ଯାଉଥିବା...

ଭାରତରେ ୪୪ ବର୍ଷ ପର୍ଯ୍ୟନ୍ତ ରହିବ ଏଲ୍‌ ନିନୋ ପ୍ରଭାବ: ବଢ଼ିବ ଗ୍ରୀଷ୍ମ ପ୍ରବାହ

ନୂଆଦିଲ୍ଲୀ,୧୮।୫: ଭାରତରେ ୨୦୨୦ଠାରୁ ୨୦୬୪ ପର୍ଯ୍ୟନ୍ତ ଆସନ୍ତା ୪୪ ବର୍ଷ ପର୍ଯ୍ୟନ୍ତ ଏଲ୍‌ ନିନୋ ପ୍ରଭାବ ରହିବ। ଫଳରେ ଗ୍ରୀଷ୍ମ ପ୍ରବାହ ବଢ଼ିବ ବୋଲି ଇଣ୍ଡିଆନ୍‌ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଟ୍ରପିକାଲ ମେଟ୍ରୋଲୋଜି(ଆଇଆଇଟିଏମ୍‌)ପକ୍ଷରୁ ପ୍ରାଶିତ ଏକ ରିପୋର୍ଟରେ ଦର୍ଶାଯାଇଛି। ୨୦୨୦ଠାରୁ ଏଲ୍‌...

ଫଟୋରେ ଖବର

ବଡବିଲ୍‌ରୁ ଚୋରି ହାଇଓ୍ବା ଝାଡଖଣ୍ଡରୁ ଜବତ, ମାଷ୍ଟରମାଇଣ୍ଡ ସହ ୩ ଗିରଫ

View
ଏପ୍ରିଲ ୧୧ରେ ୧୭ ଆସନରେ ଭୋଟ: ଟିଆର୍‌ଏସ୍‌ର ମିଶନ ୧୬

View
ନିର୍ବାଚନ ଆଚରଣ ବିଧି: ୨୪ ଘଣ୍ଟାରେ ଇସିଙ୍କର ୪ ନୋଟିସ୍‌

View
ଭାଜପାକୁ ଫେରିଲେ ବିଜୟ

View
ଲୋକ ସଭା ନିର୍ବାଚନ: ୩ ସପ୍ତାହରେ ଇସିଙ୍କ ଦ୍ୱାରା ୬୧୩ କୋଟିରୁ ଅଧିକ ମୂଲ୍ୟର ପ୍ରତିବନ୍ଧିତ ସାମଗ୍ରୀ ଜବତ

View
selfi corner

 

Model This Week

Why Dharitri

ରାଜ୍ୟ

ଜାତୀୟ

ଅନ୍ତର୍ଜାତୀୟ

ଅପରାଧ

Video News

Five booths face snap polls in Baripada

Repolling continues in booth number 127 at Shahid Nagar

Buddha Jayanti celebrated in Kalinga Buddha Vihar

Forest official injured in bison attack

Bus gets stuck on bridge railings, close shave for passengers

Local Labourers protest against migrant workers in Jajpur

Foundation day of ‘Rashtriya Shramika Nyaya mancha

Jhadkusumi villagers fume over drinking water woes

Fire guts Durgapur village

Fresh polls in 5 booths of Mayurbhanj district