ଜୀବନଚର୍ଯ୍ୟା |

ସ୍ବାସ୍ଥ୍ୟ ପାଇଁ ଖଜୁରି

ସ୍ବାସ୍ଥ୍ୟ ପାଇଁ ଖଜୁରି

ଏକ ଗବେଷଣାରୁ ଜଣାଯାଇଛି ଯେ ଖଜୁରି ସ୍ବାସ୍ଥ୍ୟ ପାଇଁ ବେଶ ଲାଭଦାୟକ। ହେଲେ ଏହାକୁ ମାତ୍ରାଧିକ ସେବନ କଲେ ଏହାର କୁପ୍ରଭାବ ଶରୀର ଉପରେ ପଡ଼ିଥାଏ। ପ୍ରତିଦିନ ଖଜୁରି ଖାଉଥିବା ବ୍ୟକ୍ତିଙ୍କ ପାଖରେ ହୃଦଘାତ ସମସ୍ୟା କମ୍‌ ଦେଖାଯାଇଥାଏ। ଖାଲି ସେତିକି ନୁହେଁ ଖଜୁରି ଆହୁରି ଅନେକ ରୋଗରୁ ଆପଣଙ୍କୁ ଦୂରେଇ ରଖିଥାଏ। ଏଥିରେ ଭରପୁର ଥିବା ପୋଷକତତ୍ତ୍ୱ ଶରୀର ପାଇଁ ବେଶ ଲାଭଦାୟକ। ଥଣ୍ଡା, ସର୍ଦ୍ଦି, କାଶ ପରି ସମସ୍ୟା ଦେଖାଦେଲେ ଖଜୁରିକୁ କ୍ଷୀରରେ ମିଶାଇ ସେବନ କରନ୍ତୁ। ଖଜୁରି, ଗୋଲମରିଚ ଓ କ୍ଷୀର ଏକାଠି ମିଶାଇ ଖାଇଲେ କଫ ଦୂର ହୋଇଥାଏ। ସକାଳେ ଓ ସଂଧ୍ୟାରେ ଦୁଇଟି ଲେଖାଏଁ ଖଜୁରୀ ସେବନ ଆଜ୍‌ମା ଠାରୁ ଦୂରେଇ ରଖେ। ପ୍ରତିଦିନ ଖାଲି ପେଟରେ ଖଜୁରି ଖାଇବା ପୁରୁଷମାନଙ୍କ ପାଇଁ ଲାଭଦାୟକ ହୋଇଥାଏ।

All Right Reserved By

ଜୀବନଚର୍ଯ୍ୟା |

ଭଙ୍ଗା ହାଡ଼କୁ ଯୋଡେ ଗୋଲମରିଚ

ଭଙ୍ଗା ହାଡ଼କୁ ଯୋଡେ ଗୋଲମରିଚ

କେବେକେବେ କେଉଁଠି ମାଡ ହୋଇ ହେଉ ଅବା ଦୁର୍ଘଟଣା ଘଟିଲେ ଶରୀରର ବିଭିନ୍ନ ଅଂଶରେ ଥିବା ହାଡ ଭାଙ୍ଗି ଯାଇଥାଏ। ଯାହାଦ୍ୱାରା ଅତ୍ୟଧିକ ଯନ୍ତ୍ରଣା ମଧ୍ୟ ହୋଇଥାଏ। ହେଲେ ଘରୋଇ ଉପଚାର ମାଧ୍ୟମରେ ଏହି ହାଡକୁ ଯୋଡିବା ସହଜ।

ସକାଳେ କାହିଁକି ଖାଇବେ ସଦାବିହାରୀ ପତ୍ର

ସକାଳେ କାହିଁକି ଖାଇବେ ସଦାବିହାରୀ ପତ୍ର

ସଦାବିାହାରୀ, ସଦାଫୁଲି ବା ନୟନ ତାରା ନାଁରେ ପରିଚିତ ଏହି ଫୁଲ ଦେଖିବାକୁ ଯେ ସୁନ୍ଦର ତା’ ନୁହେଁ ଏଥିରେ ରହିଛି ଔଷଧୀୟ ଗୁଣ।

ଅନିଦ୍ରାରୁ ବି ମୁକ୍ତି ଦିଏ ବିନା ପୋଷାକରେ ଶୟନ

ଅନିଦ୍ରାରୁ ବି ମୁକ୍ତି ଦିଏ ବିନା ପୋଷାକରେ ଶୟନ

ବିନା ପୋଷାକରେ ଶୟନ ନ କରିବାକୁ ଶାସ୍ତ୍ରରେ କୁହାଯାଇଛି। କିନ୍ତୁ ବିନା ପୋଷାକରେ ଶୟନ କଲେ ଅନେକ ଉପକାର ମିଳିଥାଏ ବୋଲି ନେଦରଲାଣ୍ଡ ଲେଇଦେନ୍‌ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି।

ଡାର୍କ ଚକୋଲେଟ୍‌ ସ୍ବାସ୍ଥ୍ୟ ଲାଗି ହିତକର

ଡାର୍କ ଚକୋଲେଟ୍‌ ସ୍ବାସ୍ଥ୍ୟ ଲାଗି ହିତକର

ଚକୋଲେଟ୍‌ରେ ପ୍ରଚୁର ପରିମାଣରେ ଫ୍ୟାଟ ଥାଏ। ଏହା ଶରୀରରେ ଚର୍ବି ବୃଦ୍ଧି କରେ। ନିୟମିତ ଏହାକୁ ଖାଇଲେ ମେଦବହୁଳତା ହୋଇଥାଏ। ସେଥିପାଇଁ ଚକୋଲେଟ୍‌ ବେଶି ନ ଖାଇବା ଲାଗି ଚିକିତ୍ସକ ପରାମର୍ଶ ଦେଇଥାନ୍ତି। ତେବେ ଡାର୍କ ଚକୋଲେଟ୍‌ ସ୍ବାସ୍ଥ୍ୟ ଲାଗି ହିତକର।

ପଇଡ଼ ପାଣି ପିଅନ୍ତୁ, କିଡ୍‌ନୀ ସମସ୍ୟାରୁ ଦୂରେଇ ରୁହନ୍ତୁ

ପଇଡ଼ ପାଣି ପିଅନ୍ତୁ, କିଡ୍‌ନୀ ସମସ୍ୟାରୁ ଦୂରେଇ ରୁହନ୍ତୁ

ସକାଳେ ପଇଡ଼ ପାଣି ପିିଇଲେ କିଡ୍‌ନୀ ବା ବୃକ୍‌କ ଜନିତ ସମସ୍ୟାରୁ ମିଳେ ମୁକ୍ତି। କାର୍ଲିଫର୍ନିଆ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣାରୁ ଏକଥା ଜାଣିବାକୁ ମିଳିଛି। ପଇଡ଼ ପାଣିରେ କାର୍ବୋହାଇଡ୍ରେଟ୍‌, ପ୍ରୋଟିନ୍‌, ତନ୍ତୁଜ, ଭିଟାମିନ୍‌ ସି, ସୋଡିୟମ୍‌, ପୋଟାସିୟମ୍‌, ମ୍ୟାଗ୍ନେସିୟମ୍‌, ମାଙ୍ଗାନିଜ୍‌, କ୍ୟାଲସିୟମ୍‌ ଆଦି ତତ୍ତ୍ୱ ରହିଥାଏ।

ନିଜକୁ ଭଲ ଭାବେ ଚିହ୍ନନ୍ତୁ

ନିଜକୁ ଭଲ ଭାବେ ଚିହ୍ନନ୍ତୁ

ମଣିଷର ବିକାଶ ପ୍ରକ୍ରିୟା ଚିନ୍ତାଧାରା ଦ୍ୱାରା ଅଧିକ ପ୍ରଭାବିତ ହୋଇଥାଏ । ଜୀବନରେ ଅନେକ ସମୟରେ ନକରାତ୍ମକ ଚିନ୍ତା ମନକୁ କରିଥାଏ ଆନ୍ଦୋଳିତ। ତେବେ କୌଣସି କ୍ଷେତ୍ରରେ ସଫଳତା ପାଇବା ଲାଗି ନିଜକୁ ପ୍ରଥମେ ଭଲ ଭାବେ ଚିହ୍ନିବା ବା ଜାଣିବାର ଆବଶ୍ୟକତା ରହିଛି । ନିଜକୁ ବିଶ୍ଲେଷଣ କଲେ ମନରେ ସକାରାତ୍ମକ ଚିନ୍ତାଧାରା ଉଦ୍ରେକ ହେବାର ସମ୍ଭାବନା ଅଧିକ ।

କାନ୍ଦିଲେ ମିଳେ ମାନସିକ ଶାନ୍ତି

କାନ୍ଦିଲେ ମିଳେ ମାନସିକ ଶାନ୍ତି

କାନ୍ଦିଲେ ମାନସିକ ଶାନ୍ତି ମିଳିଥାଏ। ନିୟୁଜର୍ସି ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣାରୁ ଏହା ଜଣାପଡ଼ିଛି। କାନ୍ଦିବା ସମୟରେ ଶରୀରରେ ଆଣ୍ଡ୍ରୋନୋକ୍ରାଟିକୋଟ୍ରାପିକ୍‌ ଓ ଲ୍ୟୁସିନ୍‌ ନାମକ ହରମୋନ୍‌ କ୍ଷରଣ ହୋଇଥାଏ।

ପାଦରୁ ଜଣାପଡିବ ବ୍ୟକ୍ତିତ୍ୱ

ପାଦରୁ ଜଣାପଡିବ ବ୍ୟକ୍ତିତ୍ୱ

ଜଣେ ବ୍ୟକ୍ତିର ସଫଳତା ଓ ବ୍ୟବହାର ତାଙ୍କ ପାଦରୁ ହିଁ ଜାଣିହୁଏ। ଏକ ଗବେଷଣାରୁ ଜଣାପଡିଛି ଜଣେ ସଫଳ ବ୍ୟକ୍ତିର ବ୍ୟକ୍ତିତ୍ୱ ତାଙ୍କ ପାଦର ଗଠନଶୈଳୀ ଉପରେ ନିର୍ଭର କରିଥାଏ। କାରଣ ପାଦ ଯଦି ଥକ୍କା ମାରିଯାଏ ତେବେ ଯେ କେହି ବ୍ୟକ୍ତି ଆଗକୁ ବଢିବା ସମ୍ଭବ ହୋଇ ନ ଥାଏ।

ଆଖି ରଙ୍ଗରୁ  ବାରିହେବ ଶରୀରର ସୁସ୍ଥତା

ଆଖି ରଙ୍ଗରୁ ବାରିହେବ ଶରୀରର ସୁସ୍ଥତା

ଦେହ ଅସୁସ୍ଥ ଲାଗିଲେ ଆମେ ଡାକ୍ତରଙ୍କ ପରାମର୍ଶ ନେଉ। ହେଲେ ବେଳେବେଳେ ଆଖିର ରଙ୍ଗ ଦେଖି ଶରୀରର ସୁସ୍ଥତା ଉପରେ ଅନୁମାନ ଲାଗାଯାଇ ପାରିବ ବୋଲି ଆମେରିକାର କେତେକ ଚିକତ୍ସକ ମତ ଦେଇଛନ୍ତି।

ପ୍ରୋଟିନ ଆବଶ୍ୟକତା ପୂରଣ କରେ ଅଙ୍କୁରିତ ଖାଦ୍ୟ

ପ୍ରୋଟିନ ଆବଶ୍ୟକତା ପୂରଣ କରେ ଅଙ୍କୁରିତ ଖାଦ୍ୟ

ଶରୀରରେ ପ୍ରୋଟିନର ଅଭାବ ଦେଖାଦେଲେ ସାମାନ୍ୟ ପରିଶ୍ରମରେ ବି କ୍ଲାନ୍ତି ଲାଗିଥାଏ । ଏପରି କ୍ଷେତ୍ରରେ ସପ୍ଲିମେଣ୍ଟ ଭାବେ ଅନେକ ମେଡିସିନ୍‌ ମାଧ୍ୟମରେ ପ୍ରୋଟିନ୍‌ ନେବା ଆରମ୍ଭ କରିଥାନ୍ତି ।

ସ୍ବାସ୍ଥ୍ୟ ଲାଗି ହିତକର ପ୍ରାତଃ ଭ୍ରମଣ...

ସ୍ବାସ୍ଥ୍ୟ ଲାଗି ହିତକର ପ୍ରାତଃ ଭ୍ରମଣ...

ପ୍ରାତଃ ଭ୍ରମଣ ଦ୍ୱାରା ଅସ୍ଥି ଶକ୍ତିଶାଳୀ ହୋଇଥାଏ। ଚାଲିବା ଦ୍ୱାରା କେବଳ ଶାରିରୀକ ନୁହେଁ ବରଂ ମାନସିକ କ୍ଷମତା ମଧ୍ୟ ବୃଦ୍ଧି ହୁଏ। ଏହା ଦ୍ୱାରା ଚିନ୍ତା ଦୂରେଇ ଯାଏ।

ସକାଳୁ ମହୁପାଣି ପିଅନ୍ତୁ ମେଦବହୁଳତାରୁ ରକ୍ଷା ପାଆନ୍ତୁ...

ସକାଳୁ ମହୁପାଣି ପିଅନ୍ତୁ ମେଦବହୁଳତାରୁ ରକ୍ଷା ପାଆନ୍ତୁ...

ସକାଳେ ନିତ୍ୟକର୍ମ ସାରି ଉଷୁମ ପାଣିରେ ଦୁଇଠୋପା ମହୁ ପକାଇ ପିିଇଲେ ମେଦବହୁଳତାରୁ ମିଳେ ମୁକ୍ତି। ଏନେଇ ବୋଷ୍ଟନ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣାରୁ ଜଣାପଡ଼ିଛି।

Model This Week

ପ୍ରଭାତ