ଯେଉଁଠି ରୋଗ ଉପଶମ ପାଇଁ ପିଆଯାଏ ଅସରପା ସରବତ୍‌

ଅସରପା ନାଁ ଶୁଣିଲେ ଅନେକ ଘୃଣା କରୁଥିବାବେଳେ ଚୀନ୍‌ରେ ଏହାକୁ ବ୍ୟବସାୟ କରାଯାଏ। ଅସରପାରେ ଥିବା ଅଦ୍ଭୁତ ଔଷଧୀୟ ଗୁଣ ଯୋଗୁ ଚାଇନାରେ ଏହାକୁ ବେଶ୍‌ ପସନ୍ଦ କରାଯାଏ। ସ୍ଥାନୀୟ ଶିଚାଙ୍ଗ୍‌ ସହରର...

ଶରୀର ପାଇଁ ହାନିକାରକ ଡାଏଟ୍‌ କୋଲ୍‌ଡ୍ରିଙ୍କସ୍‌

କ୍ୟାଲୋରୀ ରହିତ ଡାଏଟ୍‌ କୋଲ୍‌ଡ୍ରିଙ୍କସ୍‌ ମଧ୍ୟ ସ୍ବାସ୍ଥ୍ୟ ପାଇଁ ହାନିକାରକ। ଏହାର ନିୟମିତ ସେବନ ପାକସ୍ଥଳୀରେ ଟାଇପ୍‌-୨ ଡାଏବିଟିସ୍‌ ଏବଂ ହୃଦ୍‌ରୋଗରୁ ରକ୍ଷାକରୁଥିବା ଏନ୍‌ଜାଇମ୍‌ ଉତ୍ପାଦନ ହ୍ରାସ ପାଇଥାଏ। ଆମେରିକା ସ୍ଥିତ ମିଶିଗାନ୍‌...

ମୋଦିଙ୍କ କେଦାରନାଥ ଗସ୍ତକୁ ନେଇ ଆପତ୍ତି: ନିର୍ବାଚନ କମିଶନଙ୍କ ନିକଟରେ ଫେରାଦ ହେଲା ଟିଏମ୍‌ସି

କୋଲକାତା, ୧୯।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କେଦାରନାଥ ଓ ବଦ୍ରିନାଥ ଗସ୍ତକୁ ନେଇ ଆପତ୍ତି ଉଠାଇ ନିର୍ବାଚନ କମଶନଙ୍କ ନିକଟରେ ଫେରାଦ ହୋଇ ତୃଣମୂଳ କଂଗ୍ରେସ। ଏହା ନିର୍ବାଚନ ଆଚରଣ ବିଧିର ଉଲ୍ଲଂଘନ...

ଅଷ୍ଟ୍ରେଲିଆ ନିର୍ବାଚନ: ପୁଣି ଥରେ କ୍ଷମତାକୁ ଫେରିଲା କଞ୍ଜରଭେଟିଭ ମେଣ୍ଟ

ସିଡନୀ, ୧୯।୫: ଏକଜିଟ୍‌ ପୋଲ୍‌ ଆକଳନକୁ ଭୁଲ ସାବ୍ୟସ୍ତ କରି ପୁଣି ଥରେ ଶାସକ କଞ୍ଜରଭେଟିଭ ଲିବେରାଲ ପାର୍ଟି ମେଣ୍ଟ ବିଜୟୀ ହୋଇଛି। ଏଠାରେ ଅନୁଷ୍ଠିତ ସାଧାରଣ ନିର୍ବାଚନରେ ଅଷ୍ଟ୍ରେଲିଆ ପାର୍ଲାମେଣ୍ଟର ୧୫୧...

ଏପର୍ଯ୍ୟନ୍ତ ଉଦ୍‌ଘାଟନ ହୋଇନି ଭାରତର ଏହି ଚର୍ଚ୍ଚିତ ପୋଲ

ବିଶ୍ୱରେ ଏମିତି କିଛି ପୋଲ ରହିଛି ଯାହାର ସ୍ବତନ୍ତ୍ରତା ପାଇଁ ଏହା ପ୍ରସିଦ୍ଧ। ସେହିଭଳି କୋଲକାତାର ପରିଚୟ ହେଉଛି ହାଓ୍ବଡା ବ୍ରିଜ୍‌। ଏହି ବ୍ରିଜର ରହିଛି ସ୍ବତନ୍ତ୍ର ପରିଚୟ। ବିଶ୍ୱରେ ଏହା ବେଶ୍‌...

ଭିନ୍ନକ୍ଷମ ଭୋଟରଙ୍କ ପାଇଁ ପାଲିଙ୍କିର ବ୍ୟବସ୍ଥା କଲେ ନିର୍ବାଚନ କମିଶନ

ନାହାନ,୧୯।୫: ଲୋକ ସଭା ନିର୍ବାଚନର ଅନ୍ତିମ ପର୍ଯ୍ୟାୟ ନିର୍ବାଚନ ରବିବାର ଚାଲିଥିବା ବେଳେ ଏଥିରେ ଭିନ୍ନକ୍ଷମମାନଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ସେମାନେ କିପରି ସୁରୁଖୁରୁରେ ଆସି ମତଦାନ କରିବେ ସେଥିପ୍ରତି ବିଶେଷ...

ନରସଂହାର ଆଶଙ୍କା କରି ୨୩ ତାରିଖ ପର୍ଯ୍ୟନ୍ତ ସୁରକ୍ଷାକର୍ମୀଙ୍କୁ ନିୟୋଜିତ ରହିବାକୁ ଚାହୁଁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ,୧୯।୫: ଲୋକ ସଭା ନିର୍ବାଚନର ଅନ୍ତିମ ପର୍ଯ୍ୟାୟ ମତଦାନ ରବିବାର ହୋଇଥିବା ବେଳେ ଆରମ୍ଭରୁ ପଶ୍ଚିମବଙ୍ଗରେ ହିଂସା ଲାଗି ରହିଛି। ଏହାକୁ ଦୃଷ୍ଟିରେ ରଖି ପ୍ରତିରକ୍ଷାମନ୍ତ୍ରୀ ନିର୍ମଳା ସିଥାରମଣ ଆଶଙ୍କା କରିଛନ୍ତି କି...

ଏୟାର ବ୍ୟାଡମିଣ୍ଟନକୁ ଭାରତୀୟ ତାରକାଙ୍କ ସମର୍ଥନ

ନୂଆଦିଲ୍ଲୀ,୧୯।୫ (ପି.ଟି.)- କ୍ରୀଡ଼ା ତଥା ବ୍ୟାଡମିଣ୍ଟନର ଏକ ନୂଆ ଫର୍ମାଟ ଏୟାର ବ୍ୟାଡମିଣ୍ଟନକୁ ସାଇନା ନେହ୍ବାଲଙ୍କ ସମେତ ଭାରତର କେତେକ ଆଗଧାଡ଼ିର ବ୍ୟାଡମିଣ୍ଟନ ଖେଳାଳି ସମର୍ଥନ ଜଣାଇଛନ୍ତି। ଅବସରପ୍ରାପ୍ତ ଖେଳାଳିଙ୍କୁ ଏୟାର ବ୍ୟାଡମିଣ୍ଟନ...

ଆମେରିକାରେ ଭୟଙ୍କର ଘୂର୍ଣ୍ଣିଝଡ଼: ୭କୋଟି ଲୋକ ପ୍ରଭାବିତ

ଓ୍ବାଶିଂଟନ,୧୯।୫: ମଧ୍ୟ ଆମେରିକାରେ ଗୋଟିଏ ପରେ ଗୋଟିଏ ପ୍ରାୟ ୫୦ଟି ଘୂର୍ଣ୍ଣିଝଡ଼ ଆସିବାରୁ ଏଠାକାର ସ୍ଥିତି ଖରାପ ହୋଇଯାଇଛି। ଗତ ଶନିବାର ଏଠାରେ ହୋଇଥିବା ଘୂର୍ଣ୍ଣିଝଡ଼ରେ ଅଧିକାଂଶ ଘର, ଦୋକାନ ନଷ୍ଟ ହୋଇଯାଇଥିବା...

ହୃଦଘାତରେ ଚାଲିଗଲା ୪ ପୋଲିଂ କର୍ମଚାରୀ ଜୀବନ

ଲକ୍ଷ୍ନୌ/ଭୋପାଳ, ୧୯।୫: ଶେଷ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ପାଇଁ ଚାଲିଛି ଭୋଟଗ୍ରହଣ ପ୍ରକ୍ରିୟା। ଭୋଟ ଚାଲିଥିବାବେଳେ ଉତ୍ତର ପ୍ରଦେଶରେ ଦୁଇ ଏବଂ ମଧ୍ୟ ପ୍ରଦେଶରେ ୪ଜଣ ପୋଲିଂ କର୍ମଚାରୀଙ୍କ ମୃତ୍ୟୁ ଘଟିଛି।...

ସମଲିଙ୍ଗୀ ସମ୍ପର୍କକୁ ଦୂତୀଙ୍କ ସ୍ବୀକାର

ନୂଆଦିଲ୍ଲୀ,୧୯।୫- ଭାରତୀୟ ତାରକା ମହିଳା ସ୍ପ୍ରିଣ୍ଟର ଦୂତୀ ଚାନ୍ଦ ସମଲିଙ୍ଗୀ ସମ୍ପର୍କରେ ଥିବା କଥା ସ୍ବୀକାର କରିଛନ୍ତି। ଘରୋଇ ସହର ଯାଜପୁରର ଜଣେ ଝିଅଙ୍କ ସହ ତାଙ୍କର ଗତ ୩ ବର୍ଷ ହେବ ସମ୍ପର୍କ ରହିଛି ବୋଲି ୨୩ ବର୍ଷୀୟ...

ଯାଜପୁର ସଂସଦୀୟ କ୍ଷେତ୍ର: ୯ ବୁଥ୍‌ରେ ହେଉଛି ସାନି ମତଦାନ, ଭୋଟକେନ୍ଦ୍ରରେ ମତଦାତାଙ୍କ ଭିଡ଼

ଯାଜପୁର ଅଫିସ,୧୯।୫-ଯାଜପୁର ସଂସଦୀୟ କ୍ଷେତ୍ରର ୯ ଟି ବୁଥ୍‌ରେ ରବିବାର ସାନି ମତଦାନ ଚାଲିଛି। ଏଥିରେ ମୋଟ ୯୯୩୧ ମତଦାତା ସେମାନଙ୍କ ମତଦାନ ସାବ୍ୟସ୍ତ କରିବେ। ବିଞ୍ଝାରପୁର ବିଧାନସଭା ଆସନର ୧୩୫ ଓ ୧୯୧ ନଂ ବୁଥ୍‌, ବରୀର ୮୨,...

ଶେଷ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ: ମତଦାନ ଜାରି

ନୂଆଦିଲ୍ଲୀ, ୧୯।୫: ଲୋକ ସଭା ନିର୍ବାଚନର ସପ୍ତମ ପର୍ଯ୍ୟାୟରେ ୭ଟି ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳର ୫୯ଟି ଆସନ ପାଇଁ ରବିବାର ମତଦାନ ସକାଳ ୭ଟାଠାରୁ ଆରମ୍ଭ ହୋଇଛି। ଏହି ପର୍ଯ୍ୟାୟରେ ଉତ୍ତରପ୍ରଦେଶର ୧୩ ଆସନ, ପଞ୍ଜାବର...

ଆଣ୍ଡାମାନ ଛୁଇଁଲା ମୌସୁମୀ, ଜୁନ୍‌ରେ ଓଡ଼ିଶା ଆସିବ; ଜଳୁଛି ସାରା ଓଡ଼ିଶା, ୪୫.୮ ଡିଗ୍ରୀରେ ଟିଟିଲାଗଡ଼

ଭୁବନେଶ୍ୱର, ୧୯।୫(ବ୍ୟୁରୋ)/ରଣପୁର (ସ୍ବ.ପ୍ର.)- ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ତାତିରେ ତ୍ରାହି ତ୍ରାହି ଡାକୁଛନ୍ତି ଲୋକେ। ରାଜ୍ୟର ଅଧିକାଂଶ ଜିଲାରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଛି। ପ୍ରବଳ ଗରମକୁ ଗୁଳୁଗୁଳି ଲୋକଙ୍କୁ ଅସ୍ତବ୍ୟସ୍ତ କରିଦେଉଛି। ପୂର୍ବାହ୍ନ...

ଶେଷ କ୍ୟାବିନେଟ୍‌ରେ ଫନୀ ଚିନ୍ତା

ଭୁବନେଶ୍ୱର,୧୯।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ସରକାରଙ୍କ ଶେଷ କ୍ୟାବିନେଟ୍‌ ବୈଠକ ଶନିବାର ସଚିବାଳୟରେ ଅନୁଷ୍ଠିତ ହୋଇଛି। ସାମୁଦ୍ରିକ ଝଡ ଫନୀ ଦ୍ୱାରା ପ୍ରଭାବିତ ପୁରୀ ଏବଂ ଅନ୍ୟାନ୍ୟ ଅଞ୍ଚଳ ପାଇଁ ବ୍ୟବସ୍ଥାର ସମୀକ୍ଷା ସହ ବିଭିନ୍ନ ନିୟମରେ କୋହଳ...

ବିଶ୍ୱକପ୍‌: କୋହଲିଙ୍କ ଲାଗି ନେତୃତ୍ୱର ପରୀକ୍ଷା

ନୂଆଦିଲ୍ଲୀ,୧୯।୫(ପି.ଟି.)- ବିରାଟ କୋହଲି ବିଶ୍ୱ କ୍ରିକେଟରେ ସୁପରଷ୍ଟାର ମାନ୍ୟତା ପାଇଛନ୍ତି। ବ୍ୟାଟିଂରେ କ୍ରମାଗତଭାବେ ସ୍ଥିର ପ୍ରଦର୍ଶନ କରି ସେ ଜଣେ ମହାନ୍‌ ବ୍ୟାଟ୍ସମ୍ୟାନର ମାନ୍ୟତା ମଧ୍ୟ ପାଇସାରିଛନ୍ତି। କିନ୍ତୁ ଆଉ କିଛି ଦିନ ପରେ ଇଂଲଣ୍ଡରେ ଆରମ୍ଭ ହେବାକୁ ଯାଉଥିବା...

ଭାରତରେ ୪୪ ବର୍ଷ ପର୍ଯ୍ୟନ୍ତ ରହିବ ଏଲ୍‌ ନିନୋ ପ୍ରଭାବ: ବଢ଼ିବ ଗ୍ରୀଷ୍ମ ପ୍ରବାହ

ନୂଆଦିଲ୍ଲୀ,୧୮।୫: ଭାରତରେ ୨୦୨୦ଠାରୁ ୨୦୬୪ ପର୍ଯ୍ୟନ୍ତ ଆସନ୍ତା ୪୪ ବର୍ଷ ପର୍ଯ୍ୟନ୍ତ ଏଲ୍‌ ନିନୋ ପ୍ରଭାବ ରହିବ। ଫଳରେ ଗ୍ରୀଷ୍ମ ପ୍ରବାହ ବଢ଼ିବ ବୋଲି ଇଣ୍ଡିଆନ୍‌ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଟ୍ରପିକାଲ ମେଟ୍ରୋଲୋଜି(ଆଇଆଇଟିଏମ୍‌)ପକ୍ଷରୁ ପ୍ରାଶିତ ଏକ ରିପୋର୍ଟରେ ଦର୍ଶାଯାଇଛି। ୨୦୨୦ଠାରୁ ଏଲ୍‌...

କ୍ଲିନ୍‌ ଚିଟ୍‌ ନେଇ ନିର୍ବାଚନ କମିଶନ ଦୁଇଫାଳ

ନୂଆଦିଲ୍ଲୀ,୧୮।୫: ଲୋକ ସଭା ନିର୍ବାଚନ ଶେଷ ପର୍ଯ୍ୟାୟ ମତଦାନ ମେ ୧୯ରେ ହେବ। ଏହା ପୂର୍ବରୁ ଆଚରଣ ବିଧି ଉଲ୍ଲଂଘନ ନେଇ କ୍ଲିନ୍‌ ଚିଟ୍‌ ପ୍ରସଙ୍ଗକୁ କେନ୍ଦ୍ରକରି ନିର୍ବାଚନ କମିଶନରେ ମତଭେଦ ଦେଖାଦେଇଛି। ମୁଖ୍ୟ ନିର୍ବାଚନ କମିଶନ ସୁନୀଲ ଅରୋରା...

ଦେଶର ଅଧା ଜନସଂଖ୍ୟା ନୀରବ ହତ୍ୟାକାରୀ କୋଳରେ: ମହିଳାଙ୍କ କ୍ଷେତ୍ରରେ ଅଧିକ

ନୂଆଦିଲ୍ଲୀ,୧୮।୫: ଦେଶର ଅଧାରୁ ଅଧିକ ଜନସଂଖ୍ୟା ନୀରବ ହତ୍ୟାକାରୀ ସାଜିଥିବା ଡାଇବେଟିସ୍‌ ସମସ୍ୟାଗ୍ରସ୍ତ। ୧୯ରୁ ୪୯ ବର୍ଷ ବୟସ୍କଙ୍କଠାରେ ଏପରି ସମସ୍ୟା ଅଧିକ ଦେଖିବାକୁ ମିଳୁଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଦ୍ୱାରା ଜାରି ହୋଇଥିବା ଏକ ରିପୋର୍ଟରେ...

୪୫ ବର୍ଷ ତଳେ ପରମାଣୁ ଶକ୍ତି ସମ୍ପନ୍ନ ରାଷ୍ଟ୍ର ହୋଇଥିଲା ଭାରତ

ନୂଆଦିଲ୍ଲୀ,୧୮ା୫: ଭାରତ ୪୫ ବର୍ଷ ତଳେ ପରମାଣୁ ଶକ୍ତି ସମ୍ପନ୍ନ ରାଷ୍ଟ୍ରର ମାନ୍ୟତା ଳାଭ କରିଥିଲା। ୧୯୭୪ ମେ ୧୮ରେ ରାଜସ୍ଥାନ ପୋଖରାନରେ ଏନେଇ ସଫଳ ପରୀକ୍ଷା ହୋଇଥିଲା। ଭାରତ ଶାନ୍ତି ପ୍ରୟାସରେ ଏହାର ଉପଯୋଗ କରିବ ବୋଲି ପ୍ରତିଶ୍ରୁତି...

ଫଟୋରେ ଖବର

ବଡବିଲ୍‌ରୁ ଚୋରି ହାଇଓ୍ବା ଝାଡଖଣ୍ଡରୁ ଜବତ, ମାଷ୍ଟରମାଇଣ୍ଡ ସହ ୩ ଗିରଫ

View
ଏପ୍ରିଲ ୧୧ରେ ୧୭ ଆସନରେ ଭୋଟ: ଟିଆର୍‌ଏସ୍‌ର ମିଶନ ୧୬

View
ନିର୍ବାଚନ ଆଚରଣ ବିଧି: ୨୪ ଘଣ୍ଟାରେ ଇସିଙ୍କର ୪ ନୋଟିସ୍‌

View
ଭାଜପାକୁ ଫେରିଲେ ବିଜୟ

View
ଲୋକ ସଭା ନିର୍ବାଚନ: ୩ ସପ୍ତାହରେ ଇସିଙ୍କ ଦ୍ୱାରା ୬୧୩ କୋଟିରୁ ଅଧିକ ମୂଲ୍ୟର ପ୍ରତିବନ୍ଧିତ ସାମଗ୍ରୀ ଜବତ

View
selfi corner

 

Model This Week

Why Dharitri

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଅପରାଧ

Video News

Buddha Jayanti celebrated in Kalinga Buddha Vihar

Forest official injured in bison attack

Bus gets stuck on bridge railings, close shave for passengers

Local Labourers protest against migrant workers in Jajpur

Foundation day of ‘Rashtriya Shramika Nyaya mancha

Jhadkusumi villagers fume over drinking water woes

Fire guts Durgapur village

Fresh polls in 5 booths of Mayurbhanj district

Central delegates talk to ‘Fani’ victims in Bhubaneswar

Long queue at AAHAR centers of Bhubaneswar